Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ମହିଳା ରୋଷେୟାଙ୍କ ବିରୁଦ୍ଧରେ ସଂଗୀନ ଅଭିଯୋଗ ଆଣିଲେ ଅଭିଭାବକ, ଛାତ୍ରଛାତ୍ରୀଙ୍କୁ ମାରିଦେବାକୁ ଦେଉଛନ୍ତି ଧମକ
ଦଶପଲ୍ଲା: ଖାଦ୍ୟରେ ବିଷଦେଇ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀଙ୍କୁ ଜୀବନରେ ମାରିଦେବାକୁ ଧମକ ଦେଉଛନ୍ତି ମହିଳା ରୋଷେୟା ! ଏଭଳି ଏକ ସଂଗୀନ୍ ଅଭିଯୋଗ କରିଛନ୍ତି ନୟାଗଡ଼ ଜିଲ୍ଲା ଦଶପଲ୍ଲା ବ୍ଲକ୍ ବାଣିଗୋଛା ଥାନା ଆଦିବାସୀ ଅଧ୍ୟୁଷିତ ଦୁଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ କନେଡି ଗ୍ରାମର!-->…
Read More...
Read More...
ରଥ ଅଘଟଣ: ଆହତ ଭୋଇ ସେବକ ମୃତ
ପୁରୀ : ରଥଯାତ୍ରାର ବାହୁଡା ଦିନ ଆହତ ହୋଇଥିବା ଭୋଇ ସେବକ ନକୁଳ ଭୋଇଙ୍କ ମୃତ୍ୟୁ ଘଟିଛି । ଏମସ ଆଇସିୟୁରେ ଚିକିତ୍ସାଧିନ ଅବସ୍ଥାରେ ଆଜି ମୃତ୍ୟୁ ହୋଇଛି । ତେବେ ବାହୁଡା ଦିନ ବଳଭଦ୍ରଙ୍କ ତାଳଧ୍ୱଜ ରଥ ଟଣା ବେଳେ ଦଉଡି ଛିଡିବା ଯୋଗୁଁ ଆହତ ହୋଇଥିଲେ ନକୁଳ ଭୋଇ । ତାଙ୍କ ମୁହଁରେ ଲାଗିଥିଲା!-->…
Read More...
Read More...
ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ବ୍ଲକ୍ ସ୍ତରୀୟ ପଞ୍ଚାୟତ ଜନ ପ୍ରତିନିଧି
ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ୍ ସ୍ତରୀୟ ପଞ୍ଚାୟତ ଜନ ପ୍ରତିନିଧି ପରିଷଦ ପକ୍ଷରୁ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଅର୍ପଣ ସଭା ସ୍ଥାନୀୟ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଅଛି । ବାଲିଗୁଡ଼ା ବ୍ଲକ୍ ଅନ୍ତର୍ଗତ ୧୪ଗୋଟି ଗ୍ରାମ ପଞ୍ଚାୟତର ଧର୍ମପୀଠର!-->…
Read More...
Read More...
ରାଜ୍ୟର ୩ ମେଡିକାଲ କଲେଜର ଅଗ୍ନିସୁରକ୍ଷା ପାଇଁ ୪୫ ପଦବି ମଂଜୁର କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲ, ବ୍ରହ୍ମପୁର ଏମ୍କେସିଜି ମେଡିକାଲ କଲେଜ ଓ ହସ୍ପିଟାଲ ଏବଂ ବୁର୍ଲା ଭିଏସ୍ଏସ୍ ମେଡିକାଲ କଲେଜ ଓ ହସ୍ପିଟାଲର ଅଗ୍ନି ସୁରକ୍ଷା ପାଇଁ ଅଗ୍ନିଶମ ବିଭାଗରେ ବିଭିନ୍ନ ସ୍ତରରେ ୪୫ ନୂତନ ପଦବିକୁ ମୁଖ୍ୟମନ୍ତ୍ରୀ ନବୀନ!-->…
Read More...
Read More...
ନବରଙ୍ଗପୁର ଜିଲ୍ଲାରେ ଆରମ୍ଭ ହେଲା ପ୍ରୋଟିନ ଓ ଜିଙ୍କଯୁକ୍ତ ଧାନ ଚାଷ
ନବରଙ୍ଗପୁର: ମହିଳା ଓ ଶିଶୁ ମାନଙ୍କ ଅପପୁଷ୍ଟିକୁ ରୋକିବା ପାଇଁ କେନ୍ଦ୍ର ସରକାରଙ୍କ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରାଳୟ ଅନ୍ତର୍ଗତ ଜୀବ ବିଜ୍ଞାନ ସଂସ୍ଥାନ ଭୁବନେଶ୍ୱର ପକ୍ଷରୁ ପ୍ରୋଟିନ ଓ ଜିଙ୍କ ଯୁକ୍ତ ଧାନ ବିହନ ବଣ୍ଟନ କାର୍ଯ୍ୟକ୍ରମ କୋଷାଗୁମୁଡା ବ୍ଲକ ରାଜା ଚଉଁରିଆ ଉଚ୍ଚ!-->…
Read More...
Read More...
ବାଲିଗୁଡ଼ା ବନଖଣ୍ଡ ପକ୍ଷରୁ ୭୪ତମ ବନ ମହୋତ୍ସବ ପାଳିତ
ବାଲିଗୁଡ଼ା: :ଜଙ୍ଗଲ,ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ନିର୍ଦ୍ଦେଶକ୍ରମେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବନଖଣ୍ଡ ପକ୍ଷରୁ ବନଖଣ୍ଡ ଅଧିକାରୀ ବିଶ୍ବରାଜ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଏବଂ ବନାଞ୍ଚଳ ଅଧିକାରୀ ଉଦିତ୍ ପ୍ରଧାନଙ୍କ ତତ୍ବାବଧାନରେ ବାଲିଗୁଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦର ୨ ନଂ!-->…
Read More...
Read More...
ଯୁକ୍ତ ୨ ପ୍ରଥମ କଟ୍ ଅଫ୍ ମାର୍କ ପ୍ରକାଶିତ:
ଭୁବନେଶ୍ବର: ଯୁକ୍ତ ଦୁଇ ପ୍ରଥମ କଟ୍ ଅଫ୍ ମାର୍କ ତାଲିକା ପ୍ରକାଶିତ ହୋଇଛି। ଏଥର ଯୁକ୍ତ ୨ କଳା, ବିଜ୍ଞାନ ଓ ବାଣିଜ୍ୟରେ ରେଭେନ୍ସା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଆଗରେ ରହିଛି। ଏହି ଶିକ୍ଷାନୁଷ୍ଠାନରେ କଳାରେ ୮୦, ବିଜ୍ଞାନରେ ୯୧.୬୭ ଓ ବାଣିଜ୍ୟରେ ୭୯.୨୦ ପ୍ରତିଶତ କଟ୍ ଅଫ୍ ରହିଛି।
!-->!-->!-->…
Read More...
Read More...
ଶ୍ରାବଣ ମାସରେ ଲୋକନାଥ ମନ୍ଦିରରେ ଜଳ ଲାଗି ବ୍ୟବସ୍ଥା ବୈଠକ
ପୁରୀ : ଲୋକନାଥ ମନ୍ଦିରରେ ଶ୍ରାବଣ ମାସରେ କାଉଡ଼ିଆମାନେ ଜଳ ଲାଗି ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ସମ୍ପର୍କରେ ଏକ ପ୍ରସ୍ତୁତି ବୈଠକ ଆଜି ଅନୁଷ୍ଠିତ ହୋଇଥିଲା । ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ଉପଜିଲ୍ଲାପାଳ ଭବତାରଣ ସାହୁ ଅଧ୍ୟକ୍ଷତା କରିବା ସହ ଚଳିତ ବର୍ଷ!-->…
Read More...
Read More...
୫-ଟି ସଚିବଙ୍କ ହରଭଙ୍ଗା ବ୍ଲକ ଗସ୍ତ: ମା’ ଭୈରବୀଙ୍କ ଦର୍ଶନ କଲେ, ମନ୍ଦିର ପରିସରରେ ଗଛ ଲଗାଇଲେ
ବୌଦ୍ଧ /ହରଭଙ୍ଗା : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ୫-ଟି ସଚିବ ଭିକେ ପାଣ୍ଡିଆନ ଆଜି ଦିନିକିଆ ବୌଦ୍ଧ ଜିଲ୍ଲା ଗସ୍ତରେ ଆସି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି । ପ୍ରଥମେ ଜିଲ୍ଲାର କଣ୍ଟାମାଳ ବ୍ଲକ ଆମ୍ବଗାଁ ଜନତା ହାଇସ୍କୁଲ ପଡିଆ ହେଲିପେଡରେ!-->…
Read More...
Read More...
ହରିଶଙ୍କର ମାଁ ବିନ୍ଧ୍ୟବାସିନୀ ମନ୍ଦିରର ପଡ଼ିଆର ସୁରକ୍ଷା ପାଇଁ ସର୍ବଭାରତୀୟ ବିଂଝାଲ ସମାଜ ପକ୍ଷରୁ ଦାବି
ପାଟଣାଗଡ଼ : ହରିଶଙ୍କର ସ୍ଥିତ ମାଁ ବିନ୍ଧ୍ୟବାସିନି ମନ୍ଦିର ପ୍ରାଙ୍ଗଣରେ ଥିବା ୫୬ ଡିସିମିଲ ପଡ଼ିଆର ସୁରକ୍ଷା କରିବା ନେଇ ସର୍ବଭାରତୀୟ ବିଞ୍ଝାଲ ସମାଜ ପକ୍ଷରୁ ସମ୍ବଲପୁର ରେଭେନ୍ୟୁ ଡିଭିଜନାଲ କମିଶନର (ଆରଡିସି ) ସେକ୍ରେଟାରୀ ସୁକାନ୍ତ ତ୍ରିପାଠୀଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି ।!-->…
Read More...
Read More...