Browsing Category

ରାଜ୍ୟ

ଅଭିଜିତ ମଜୁମଦାରଙ୍କ ପାଇଁ ବଡ ଘୋଷଣା କଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାର ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାରଙ୍କ ଚିକିତ୍ସା ଖର୍ଚ୍ଚ ଓଡ଼ିଶା ସରକାର ବହନ କରିବେ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଘୋଷଣା କରିଛନ୍ତି। ଅଭିଜିତ ବର୍ତ୍ତମାନ ଏମ୍ସ-ଭୁବନେଶ୍ୱରର ଆଇସିୟୁରେ ଭେଣ୍ଟିଲେଟର ସହାୟତାରେ ଚିକିତ୍ସାଧୀନ ଅଛନ୍ତି।
Read More...

ନୂଆଦିଲ୍ଲୀ ଗସ୍ତରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ନୂଆଦିଲ୍ଲୀ ଗସ୍ତରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜିଠାରୁ ଦୁଇଦିନିଆ ଗସ୍ତରେ ସେ ଦିଲ୍ଲୀ ଯାଇଛନ୍ତି। ଆସନ୍ତାକାଲି ଉପରାଷ୍ଟ୍ରପତି ନିର୍ବାଚନ ରହିଛି। ଏଥିପାଇଁ ତାଙ୍କର ଦିଲ୍ଲୀରେ ଓଡ଼ିଶାର ସାଂସଦମାନଙ୍କୁ ଭେଟିବା ସହ ଅନ୍ୟାନ୍ୟ ଆଲୋଚନା ରହିଛି । ତେଣେ
Read More...

ଆରପାରିରେ ବିଧାୟକ ରାଜେନ୍ଦ୍ର ଢୋଲକିଆ

ନୂଆପଡ଼ା: ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୮ ବର୍ଷ ହୋଇଥିଲା। ଚେନ୍ନାଇରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଥିବା ଜଣପଡ଼ିଛି। ହାର୍ଟ ଏବଂ କିଡନୀ ସମ୍ବନ୍ଧୀୟ ରୋଗରେ ପୀଡ଼ିତ ଥିଲେ। ଡୋଲକିଆ ୪ ଥର ବିଧାୟକ ଭାବେ ନିର୍ବାଚିତ
Read More...

ସିବିଏସଇ ଢାଞ୍ଚାରେ ହେବ ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା

କଟକ: ସିବିଏସଇ ଢାଞ୍ଚାରେ ହେବ ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା। ଦେଶର ଦୁଇ ପ୍ରମୁଖ ପରୀକ୍ଷା ପରିଚାଳନା ସଂସ୍ଥା ସିବିଏସଇ ଓ କେନ୍ଦ୍ରୀୟ ବିଦ୍ୟାଳୟର ପରୀକ୍ଷା ପରିଚାଳନା ଟେକନିକ ଅନୁଯାୟୀ ହେବ ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ। ସେ
Read More...

ସେପ୍ଟେମ୍ବର ୩୦ରେ ମା’ମାଣିକେଶ୍ୱରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା

ଭବାନୀପାଟଣା,୦୭/୦୯: କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀ ପ୍ରସିଦ୍ଧ ବିଜୟ ଛତର ଯାତ୍ରା ଆସନ୍ତା ସେପ୍ଟେମ୍ବର ୩୦ରେ ଅନୁଷ୍ଠିତ ହେବ । ମା’ଙ୍କ ଏହି ବାର୍ଷିକ ଯାତ୍ରାକୁ ଶୃଙ୍ଖଳିତ କରିବା ନିମନ୍ତେ ଶନିବାର ଜିଲ୍ଲାପାଳ ପାୱାର ସଚିନ୍‌ ପ୍ରକାଶଙ୍କ
Read More...

ଦିଲ୍ଲୀ ଗସ୍ତରେ ଗଲେ ବିଜେଡି ସଭାପତି

ଭୁବନେଶ୍ବର: ୪ ଦିନିଆ ଦିଲ୍ଲୀ ଗସ୍ତରେ ଗଲେ ବିଜେଡି ସଭାପତି ନବୀନ ପଟ୍ଟନାୟକ। ଦିନକ ପରେ ଉପରାଷ୍ଟ୍ରପତି ନିର୍ବାଚନ ଥିବାରୁ ନବୀନଙ୍କ ଦିଲ୍ଲୀ ଗସ୍ତ ଅନେକ ଗୁରୁତ୍ବ ରଖୁଛି। ସୂଚନା ଅନୁସାରେ ୪ ଦିନିଆ ଗସ୍ତରେ ରାଜନୈତିକ ଏବଂ କିଛି ବ୍ୟକ୍ତିଗତ କାର୍ଯ୍ୟକ୍ରମରେ ମଧ୍ୟ ଯୋଗ ଦେବେ ନବୀନ।
Read More...

ମହାନଦୀରେ ବନ୍ୟା ସ୍ଥିତି ନାହିଁ : ମନ୍ତ୍ରୀ ସୁରେଶ ପୂଜାରୀ

ଭୁବନେଶ୍ବର : ମହାନଦୀରେ ବନ୍ୟା ସ୍ଥିତି ନାହିଁ କହିଲେ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ମନ୍ତ୍ରୀ କହିଛନ୍ତି, ୧୦ ଲକ୍ଷ କ୍ୟୁସେକରୁ ଅଧିକ ଜଳ ପ୍ରବାହିତ ହେଲେ ବନ୍ୟା ହୁଏ । ବର୍ଷା ଆକଳନ ନେଇ ପାଣିପାଗ ବିଭାଗ ଆଲର୍ଟରେ ଅଛି । ବନ୍ୟା ହେଲେ ସବୁ ପରିସ୍ଥିତି ମୁକାବିଲା ପାଇଁ
Read More...

ଶ୍ରୀମନ୍ଦିର ପରିଚାଳନା ପାଇଁ ନୂତନ ସବ କମିଟି ଗଠନ, ଖୁବ ଶୀଘ୍ର ଆରମ୍ଭ ହେବ ଧାଡି ଦର୍ଶନ

ପୁରୀ- ଶ୍ରୀମନ୍ଦିର ନୂତନ ପରିଚାଳନା କମିଟିର ପ୍ରଥମ ବୈଠକ ନୀଳାଦ୍ରି ଭକ୍ତନିବାସରେ ଅନୁଷ୍ଠିତ ହୋଇଯାଇଛି । ବୈଠକ ପ୍ରାରମ୍ଭରେ ନୂତନ ସଦସ୍ୟ ମାନଙ୍କୁ ସ୍ୱାଗତ କରାଯାଇଥିଲା । ଗତ ଉଚ୍ଚସ୍ତରୀୟ କମିଟି ବୈଠକର ବିବରଣୀ ପଠନ ଓ ଦୃଢୀକରଣ କରାଯାଇଥିଲା । ବୈଠକରେ ନୂତନ ଭାବେ 14 ଗୋଟି ସବକମିଟି
Read More...

ସ୍କୁଲ ସହ ଯୋଡ଼ିହେବ ଅଙ୍ଗନବାଡ଼ି କେନ୍ଦ୍ର, ଗାଇଡଲାଇନର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ/ଭୁବନେଶ୍ୱର: ନୂଆଦିଲ୍ଲୀର ବିଜ୍ଞାନ ଭବନରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ କେନ୍ଦ୍ର ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ଅନ୍ନପୂର୍ଣ୍ଣା ଦେବୀଙ୍କ କରକମଳରେ ଗୋଟିଏ ସ୍ଥାନରେ ପ୍ରାଥମିକ ବିଦ୍ୟାଳୟ ସହିତ ଅଙ୍ଗନୱାଡି କେନ୍ଦ୍ରଗୁଡ଼ିକର ସ୍ଥାପନା ପାଇଁ
Read More...

ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା, ଗିରଫ ହେଲେ ୧୬ ହାର୍ଡକୋର ମାଓବାଦୀ

ମାଲକାନଗିରି : ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା । ସର୍ଚ୍ଚ ଅପରେସନ ବେଳେ ଗିରଫ ହେଲେ ୧୬ ଜଣ ହାର୍ଡକୋର ମାଓବାଦୀ । ମାଲକାନଗିରି ଛତିଶଗଡ଼ ସୀମାନ୍ତ ବିଜାପୁର ଜିଲ୍ଲାର ତିନୋଟି ଭିନ୍ନ ଭିନ୍ନ ଜଙ୍ଗଲରୁ ସୁରକ୍ଷାକର୍ମୀମାନେ ୧୬ ଜଣ ମାଓବାଦୀଙ୍କୁ ଧରିବାରେ ସଫଳ ହୋଇଛନ୍ତି । ସୂଚନା
Read More...