Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ସିସି ଟିଭି ନଜରରେ ନୟାଗଡ଼ ସହର
ଦଶପଲ୍ଲା : ଏଣିକି ସିସିଟିଭି ନଜରରେ ରହିବ ନୟାଗଡ଼ ସହର । ସହରରେ ଅପରାଧ କରି ପୋଲିସ ନଜରରୁ ଆଉ ଖସିପାରିବେନି ଅସାମାଜିକ ବ୍ୟକ୍ତି ଓ ଅପରାଧୀ । ନୟାଗଡ ପୋଲିସ ପକ୍ଷରୁ ଆଜି ଉଦଘାଟିତ ହୋଇଛି ୨୪ ଘଣ୍ଟିଆ ସିସିଟିଭି କଣ୍ଟ୍ରୋଲରୁମ । ଏହାସହ ଏଡିପିଓଙ୍କ କାର୍ଯ୍ୟାଳୟ ନିକଟରେ ଏକ ପୋଲିସ!-->…
Read More...
Read More...
ବନବିଭାଗ ପକ୍ଷରୁ ବାର୍ଷିକ ସ୍ଥିତ ସମୀକ୍ଷା ବୈଠକ, ତିନି କ୍ଷେତ୍ରାଞ୍ଚଳର କାର୍ଯ୍ୟ ଉପରେ କରାଗଲା ସମୀକ୍ଷା
ହରଭଙ୍ଗା :ଓଡିଶା ବନାଞ୍ଚଳ ବୌଦ୍ଧ ଜିଲ୍ଲାର ୩ଗୋଟି କ୍ଷେତ୍ରାଞ୍ଚଳର ବାର୍ଷିକ ସ୍ଥିତି ସମୀକ୍ଷା ବୈଠକ ହରଭଙ୍ଗା ବ୍ଲକ ବିରାନରସିଂପୁର ସ୍ଥିତ ସ୍ଥାୟୀ ନର୍ସରୀ ସଭାଗୃହ ଠାରେ ବୁଧବାର ଦିନ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ଓଡିଶା ବନାଞ୍ଚଳ ପ୍ରକଳ୍ପର ବୌଦ୍ଧ ଜିଲ୍ଲାର ୩ଗୋଟି!-->…
Read More...
Read More...
ଭାରସାମ୍ୟ ହରାଇ ମୋଟରସାଇକେଲ ଦୁର୍ଘଟଣା ଗ୍ରସ୍ତ,ଚାଳକ ଗୁରୁତର
ବାଲିଗୁଡ଼ା: ଭାରସାମ୍ୟ ହରାଇ ମୋଟରସାଇକେଲ ଦୁର୍ଘଟଣା ଗ୍ରସ୍ତ ହୋଇଥିବା ବେଳେ ଚାଳକ ଗୁରୁତର ହୋଇଛନ୍ତି । ପ୍ରାଥମିକ ଚିକିତ୍ସା ପରେ ଚାଳକକୁ ଫୁଲବାଣୀ ଜିଲ୍ଲା ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିବା ଜଣାପଡିଛି । ଘଟଣା ପ୍ରକାରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରୁ ବ୍ୟକ୍ତିଗତ କାର୍ଯ୍ୟ!-->…
Read More...
Read More...
ବାଲିଗୁଡାରେ ମହା ଆଡ଼ମ୍ବରରେ ବାହୁଡ଼ା ଯାତ୍ରା ପାଳିତ
ବାଲିଗୁଡା: କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରେ ଦିନ ତମାମ ସାମାନ୍ୟ ମେଘୁଆ ଓ ଖରା ପାଗ ମଧ୍ୟରେ ପବିତ୍ର ବାହୁଡ଼ା ଯାତ୍ରା ମହା ଆଡ଼ମ୍ବର ସହ ପାଳିତ ହୋଇ ଯାଇଛି । ପୂର୍ବ ନିର୍ଘଣ୍ଟ ପ୍ରକାରେ ପ୍ରାତଃ ମଙ୍ଗଳ ଆଳତି ପରେ ମଇଲମ, ତଡ଼ପଲାଗି, ରୋଷ ହୋମ, ଅବକାଶ ଅନୁଷ୍ଠିତ ହୋଇଥିଲା । ଏହାପରେ!-->…
Read More...
Read More...
ଦୁଇ ମୋଟର ସାଇକେଲ ମୁହାଁମୁହିଁ ଧକ୍କା, ତିନି ଆହତ
ବାଲିଗୁଡ଼ା : ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା, ତିନିଜଣ ଆରୋହୀ ଗୁରୁତର । କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ୫୯ ନମ୍ବର ଜାତୀୟ ରାଜପଥ ତିନିଛକରେ ଘଟିଛି ଦୁର୍ଘଟଣା । ଦୁର୍ଘଟଣାରେ ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ଗ୍ରାମର ପ୍ରଫୁଲ ସଭାସୁନ୍ଦର, ତାଙ୍କ ବଡ ପୁଅ ସଞ୍ଜୟ!-->…
Read More...
Read More...
ଫୁଲବାଣୀରେ ବାହୁଡା ଯାତ୍ରା ସଂପନ୍ନ
ଫୁଲବାଣୀ: ବୁଧବାର ମହାପ୍ରଭୁଙ୍କ ନବଦିନାତ୍ମକ ଯାତ୍ରାର ଅନ୍ତିମ ପର୍ଯ୍ୟାୟ ଯାହାକି ପବିତ୍ର ବାହୁଡା ଯାତ୍ରା ନାମରେ କଥିତ । ବାହୁଡିଛନ୍ତି ଚ଼ତୁର୍ଦ୍ଧାମୂର୍ତ୍ତି ନିଜ ମନ୍ଦିର ଅଭିମୁଖେ । ଆନନ୍ଦ ଉଲ୍ଲାସର ସହ ପାଳିତ ହୋଇଛି ଏହି ଯାତ୍ରା । ଖରା ଗୁଳୁ ଗୁଳି ସତ୍ତେ୍ୱ ବାହୁଡା ଯାତ୍ରାରେ!-->…
Read More...
Read More...
ହରଭଙ୍ଗା ବ୍ଲକର ବିଭିନ୍ନ ସ୍ଥାନରେ ବାହୁଡା଼ ଯାତ୍ରା
ହରଭଙ୍ଗା :ବିଶ୍ୱ ପ୍ରସିଦ୍ଧ ଘୋଷ ଯାତ୍ରା ବିଶ୍ୱର ନାଥ ଜଗନ୍ନାଥଙ୍କ ଆଜି ଶ୍ରୀମନ୍ଦିରକୁ ବାହୁଡା଼ । ଏହି ଯାତ୍ରାକୁ ବିଶ୍ୱ ସ୍ତରରେ ପାଳନ କରୁଥିବା ବେଳେ ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକର ବିଭିନ୍ନ ସ୍ଥାନରେ ମହା ଆଡମ୍ବର ସହ ବାହୁଡା଼ ଯାତ୍ରା ପାଳିତ ହୋଇଯାଇଛି । ସେହିପରି ବ୍ଲକର ତିଳେଶ୍ୱର!-->…
Read More...
Read More...
ବାଲିଗୁଡାରେ ନୂତନ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀଙ୍କ ଯୋଗଦାନ
ବାଲିଗୁଡା: କନ୍ଧମାଳ ଜିଲ୍ଲା ବାଲିଗୁଡା ଠାରେ ନୂତନ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଭାବରେ ପ୍ରହଲ୍ଲାଦ ଖୋସ୍ଲା ଯୋଗ ଦେଇଛନ୍ତି । କୋରାପୁଟ ଜିଲ୍ଲାର ଲକ୍ଷ୍ମୀପୁର ନିକଟରେ ଏକ ଛୋଟ ଆଦିବାସୀ ଗାଁ ଡୋଲିଆମ୍ବର ସୁନା ପୁଅ ଶ୍ରୀ ଖୋସ୍ଲା ପ୍ରାଥମିକ ଶିକ୍ଷକ ଭାବରେ ମାଲକାନଗିରି!-->…
Read More...
Read More...
ଗୋତମୁଣ୍ଡା ବାହୁଡା ଯାତ୍ରା ;ଏକ ନିଆରା ପରମ୍ପରା
କୋକସରା : ଆଜି ହେଉଛି କାଳିଆ ଠାକୁରଙ୍କ ବାହୁଡ଼ା ଯାତ୍ରା । ଏଠି କିନ୍ତୁ ନିଆରା ଢଙ୍ଗରେ ପାଳିତ ହୁଏ ରଥଯାତ୍ରା । ଗ୍ରାମ୍ୟ ଦେବାଦେବୀଙ୍କ ଲାଠି, କୁର୍ସୀ ଓ କାଳିଶୀ ଗହଣରେ ଗୁଣ୍ଡିଚା ମନ୍ଦିରରୁ ଶ୍ରୀମନ୍ଦିରକୁ ବାହୁଡନ୍ତି ଶ୍ରୀଜୀଉ । ଏପରି ଏକ ନିଆରା ପରମ୍ପରା ଦେଖିବାକୁ ମିଳେ!-->…
Read More...
Read More...
ଶ୍ରମିକ ଠିକାଦରଙ୍କ ଅଚାନକ ମୃତ୍ୟୁ
ବାଲିଗୁଡ଼ା: ବିଏସ୍ଏନ୍ଏଲ୍ ମୋବାଇଲ ଟାୱାର ନିର୍ମାଣରେ ନିୟୋଜିତ ଥିବା ଜଣେ ଶ୍ରମିକ ଠିକାଦରଙ୍କ ଅଚାନକ ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ମୃତକ ପଶ୍ଚିମବଙ୍ଗର ଦକ୍ଷିଣ ଦିନାନାଜପୁର ଜିଲ୍ଲା ଅନ୍ତର୍ଗତ ଗଙ୍ଗାରାମପୁର ଥାନା ନିଳଡଙ୍ଗା ଅଞ୍ଚଳର ସୂର୍ଯ୍ୟ ଦାସ ହୋଇଥିବା ଜଣାପଡ଼ିଛି । ସୂଚନା!-->…
Read More...
Read More...