Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମେନ ଚାଣ୍ଡିଙ୍କ ପରଲୋକ
ତିରୁଅନନ୍ତପୁରମ୍: କଂଗ୍ରେସର ବରିଷ୍ଠ ନେତା ତଥା କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମେନ ଚାଣ୍ଡିଙ୍କ ଦେହାନ୍ତ ହୋଇଛି। ମଙ୍ଗଳବାର ଦିନ ତାଙ୍କ ପରିବାର ତଥା କେରଳ କଂଗ୍ରେସ ସଭାପତି କେ ସୁଧାକରନ ଏ ସଂପର୍କରେ ଘୋଷଣା କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ହୋଇଥିଲା। କେ ସୁଧାକରନ ଏକ!-->…
Read More...
Read More...
ଭାରତୀୟ ଅଧିନାୟକ ରେସରେ ଏହି ତିନି ଖେଳାଳି, ରୋହିତଙ୍କ ପରେ ମିଳିପାରେ ଦାୟିତ୍ୱ
ନୂଆଦିଲ୍ଲୀ: ବର୍ତ୍ତମାନ ଓ୍ବେଷ୍ଟଇଣ୍ଡିଜ ଗସ୍ତରେ ଅଛି ଭାରତୀୟ କ୍ରିକେଟ ଟିମ୍। ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଦଳ ଦୁଇ ଟେଷ୍ଟ ବିଶିଷ୍ଟ ସିରିଜର ପ୍ରଥମ ମୁକାବିଲାକୁ ଜିତିନେଇଛି। ୩୬ ବର୍ଷୀୟ ରୋହିତଙ୍କ ନେତୃତ୍ୱରେ ଦଳ ଚଳିତ ବର୍ଷ ଦିନିକିଆ ବିଶ୍ୱକପ୍ ଖେଳିବ। ଏହାପରେ ରୋହିତଙ୍କୁ!-->…
Read More...
Read More...
ବୌଦ୍ଧ ବ୍ଲକସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର
ବୌଦ୍ଧ,୧୭/୭- ଆଜି ବୌଦ୍ଧ ବ୍ଲକସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଓ ସମାଧାନ ଶିବିର ଲକ୍ଷ୍ମୀପ୍ରସାଦ ପଞ୍ଚାୟତ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି । ବୌଦ୍ଧ ଜିଲ୍ଲାପାଳ ନୃସିଂହ ଚରଣ ସ୍ୱାଇଁ ଓ ଆରକ୍ଷୀ ଅଧୀକ୍ଷକ ରାଜପ୍ରସାଦ ଏହି ଅଭିଯୋଗ ଶୁଣାଣୀ ଶିବିରରେ ଯୋଗଦେଇ ଜନସାଧାରଣଙ୍କ ଆପତ୍ତି ଓ!-->…
Read More...
Read More...
ସଡକ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ
ଫୁଲବାଣୀ : କନ୍ଧମାଳ ଜିଲ୍ଲା ଟିକାବାଲି ସ୍ଥିତ ଏ.ଏମ.ସି.ଏସ ମହାବିଦ୍ୟାଳୟରେ ଅଧ୍ୟକ୍ଷ ଦୀନବନ୍ଧୁ ମହାନ୍ତିଙ୍କ ସଭାପତିତ୍ୱରେ ସଡକ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସର୍ବଭାରତୀୟ ସ୍ୱେଚ୍ଛାସେବୀ ଅନୁଷ୍ଠାନ ସାମାଜିକ ସୂଚନା ନୂଆଦିଲ୍ଲୀ ଏହାକୁ ପରିଚାଳନା କରିଥିଲେ ।!-->…
Read More...
Read More...
ନୂଆପଡ଼ା ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର
ନୂଆପଡ଼ା : ନୂଆପଡ଼ା ଜିଲ୍ଲା ଖଡିଆଳ ବ୍ଲକ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଅଛି । ଶିବିରରେ ଅତିରିକ୍ତ ଜିଲ୍ଲାପାଳ ଅଗସ୍ତି ପ୍ରଧାନ ଯୋଗ ଦେଇ ଆପତ୍ତି ଓ ଅଭିଯୋଗ ଶୁଣାଣି କରିଥିଲେ । ଏହି ଶିବିରରେ ସମୁଦାୟ ୬୬ ଗୋଟି ଅଭିଯୋଗ ଆସିଥିବା ବେଳେ!-->…
Read More...
Read More...
ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ
ପାରଳାଖେମଣ୍ଡି : ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅନ୍ତର୍ଗତ ଲକ୍ଷ୍ମୀପୁର ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନ ଓ ଅତିରିକ୍ତ ଆରକ୍ଷୀ!-->…
Read More...
Read More...
ନନ୍ଦାହାଣ୍ଡି ବ୍ଲକରେ “ମିଶନ ଶକ୍ତି ଭବନ’ ଉଦଘାଟିତ
ନନ୍ଦାହାଣ୍ଡି : ଆଜି ନବରଙ୍ଗପୁର ଜିଲ୍ଲା ନନ୍ଦାହାଣ୍ଡି ବ୍ଲକ ପରିସରରେ "ମିଶନ ଶକ୍ତି ଭବନ' ଉଦଘାଟିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟଅତିଥି ଭାବେ ନବରଙ୍ଗପୁର ସାଂସଦ ରମେଶ ଚନ୍ଦ୍ର ମାଝୀ ଯୋଗ ଦେଇ ବ୍ଲକର ମିଶନ ଶକ୍ତି ଭବନର ଶୁଭ ଉଦଘାଟନ କରିଥିଲେ । ଏହି କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥି!-->…
Read More...
Read More...
ସମୀରଙ୍କ ଘରେ ଫୁଟିଲା ବ୍ରହ୍ମ କମଳ
ହରଭଙ୍ଗା : ଦୀର୍ଘ ଚାରିବର୍ଷ ପ୍ରତୀକ୍ଷାର ଘଟିଲା ଅନ୍ତ । ଶେଷରେ ଚଳିତ ବର୍ଷ ଶ୍ରାବଣ ମାସରେ ବାଡ଼ିରେ ଫୁଟିଲା ୩ଟି ବ୍ରହ୍ମ କମଳ । ଯାହାକୁ ନେଇ ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ଝାଡ୍ରାଜିଙ୍ଗ ଗ୍ରାମର ସମୀର ନାଏକ ଘରେ ଖୁସିର ଲହରୀ ଖେଳିଯାଇଥିବା ବେଳେ ସୃଷ୍ଟି ହୋଇଛି ଭକ୍ତିମୟ ପରିବେଶ ।!-->…
Read More...
Read More...
ତରଭା ବ୍ଲକ୍ରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର
ସୁବର୍ଣ୍ଣପୁର: ଆଜି ସୁବର୍ଣ୍ଣପୁର ଜିଲ୍ଲାର ବ୍ଲକ୍ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ତରଭା ବ୍ଲକ ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଳାପାଳ ବିମଳେନ୍ଦୁ ରାୟ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ!-->…
Read More...
Read More...
ଶ୍ରୀଲୋକନାଥ ପୀଠରେ ହଜାର ହଜାର କାଉଡ଼ିଆ ଭକ୍ତଙ୍କ ସମାଗମ
ପୁରୀ : ଆଜି ଶ୍ରାବଣ ମାସର ଦ୍ୱିତୀୟ ସୋମବାର । ଏଥିପାଇଁ ପୁରୀର ପ୍ରସିଦ୍ଧ ଶ୍ରୀଲୋକନାଥ ଦେବଙ୍କ ପୀଠରେ ହଜାର ହଜାର ବୋଲବମ୍ ଭକ୍ତଙ୍କ ଭିଡ଼ ଜମିଥିଲା । ପ୍ରଭୁ ଲୋକନାଥଙ୍କୁ ଜଳ ଲାଗି କରିବା ପାଇଁ ରାଜ୍ୟର ବିଭିନ୍ନ କୋଣ ଅନୁକୋଣରୁ କାଉଡ଼ିଆ ଭକ୍ତଙ୍କ ଭିଡ ଜମିଥିଲା । ଶୃଙ୍ଖଳିତ ଦର୍ଶନ ଓ!-->…
Read More...
Read More...