Browsing Category

ରାଜ୍ୟ

ବାତ୍ୟା ‘ମୋନ୍ଥା’ ପାଇଁ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ‘ମୋନ୍ଥା’ ପାଇଁ ଦକ୍ଷିଣ ଓଡ଼ିଶାର ୮ ଜିଲାରେ ସ୍କୁଲ ଛୁଟି ଘୋଷଣା ହୋଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଆସନ୍ତାକାଲିଠୁ ୩୦ ଯାଏ ୮ ଜିଲାରେ ସ୍କୁଲ ବନ୍ଦ ରହିବ। ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି,
Read More...

ସେମିଫାଇନାଲ ପୂର୍ବରୁ ଭାରତକୁ ବଡ ଝଟକା, ଆହତ ହେଲେ ଷ୍ଟାର ବ୍ୟାଟର

ନୂଆଦିଲ୍ଲୀ: ରବିବାର ବାଂଲାଦେଶ ବିପକ୍ଷରେ ଆଇସିସି ମହିଳା ଦିନିକିଆ ବିଶ୍ୱକପ୍ ମ୍ୟାଚ୍‌ରେ ଫିଲ୍ଡିଂ କରୁଥିବା ସମୟରେ ଫର୍ମରେ ଥିବା ପ୍ରାରମ୍ଭିକ ବ୍ୟାଟର ପ୍ରତୀକା ରାୱଲ୍ ଆଘାତ ପାଇଥିଲେ ଏବଂ ତାଙ୍କୁ ପଡ଼ିଆ ଛାଡ଼ିବାକୁ ପଡିଥିଲା। ପ୍ରତୀକାଙ୍କ ଆଘାତ ଗୁରୁବାର ସେମିଫାଇନାଲ୍‌ରେ
Read More...

ବାତ୍ୟା ମୋନ୍ଥା ମୁକାବିଲା ନେଇ ସରକାର ପ୍ରସ୍ତୁତ, ରାଜସ୍ବ ମନ୍ତ୍ରୀ କହିଲେ ଏହି ବଡ କଥା

ଭୁବନେଶ୍ୱର : ବାତ୍ୟା ମୋନ୍ଥା ଉପକୂଳ ମୁହାଁ । ମୁକାବିଲା ପୁରା ସରକାର ପ୍ରସ୍ତୁତ । ଏହିକ୍ରମରେ ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟରେ ବାତ୍ୟା ମୁକାବିଲାର ପ୍ରସ୍ତୁତି ନେଇ ସମୀକ୍ଷା କରିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ଏହି ବୈଠକରେ ଉନ୍ନୟନ କମିଶନର, ସ୍ୱତନ୍ତ୍ର ରିଲିଫ କମିଶନର ଆଦି
Read More...

ହରିହର ବେଶ ଦର୍ଶନ ଦେଲେ ମହାପ୍ରଭୁ

ପୁରୀ- ଆଜି ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ ଅନୁଷ୍ଠିତ ହୋଇଛି । ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ ହରିହର ବେଶରେ ସଜିତ କରାଯାଇଥିଲା ।ବଡ଼ଠାକୁରଙ୍କୁ ହର ବା ଶିବ ବୋଲି ବିବେଚନା କରାଯାଉଥିବା ବେଳେ ଏହି ବେଶରେ ହରି (ବିଷ୍ଣୁ) ଓ ହର (ଶିବ)ଙ୍କ ଆତ୍ମୀୟତା ପ୍ରସ୍ଫୁଟିତ ହୋଇଛି ।ଏହି
Read More...

ସ୍ପଷ୍ଟ ହେଲା ବାତ୍ୟା ‘ମୋନ୍ଥା’ର ଗତିପଥ, ଏଇଠି ସ୍ଥଳଭାଗ ଛୁଇଁବ

ଭୁବନେଶ୍ୱର: ସ୍ପଷ୍ଟ ହୋଇଛି ବାତ୍ୟା ‘ମୋନ୍ଥା’ର ଗତିପଥ। ଆଗାମୀ ୨୪ଘଣ୍ଟା ମଧ୍ୟରେ ଏହା ଭୟଙ୍କର ରୂପ ଧାରଣ କରି ୨୮ ତାରିଖ ମଙ୍ଗଳବାର ସନ୍ଧ୍ୟାରୁ ରାତି ମଧ୍ୟରେ ଆନ୍ଧ୍ରପ୍ରଦେଶର କାକିନାଡ଼ା ଅଞ୍ଚଳରେ ‘ମୋନ୍ଥା’ ଭୀଷଣ ବାତ୍ୟାର ରୂପ ନେଇ ସ୍ଥଳଭାଗ ଛୁଇଁବ। ଏହି ସମୟରେ ପବନ ବେଗ ଘଣ୍ଟା ପ୍ରତି
Read More...

ନାବାଳିକା ଝିଆରୀକୁ ଗଣଦୁଷ୍କର୍ମ; ଭାଇ ଓ ଦାଦା ଗିରଫ

ପୁରୀ: ଚନ୍ଦନପୁର ଥାନା ଅଞ୍ଚଳରେ ଜଣେ ନାବାଳିକାକୁ ବିଳମ୍ବିତ ରାତିରେ ଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି । ଏନେଇ ନାବାଳିକା ପରିବାର ପକ୍ଷରୁ ଥାନାରେ ଲିଖିତ ଅଭିଯୋଗ କରାଯାଇଛି। ପୁଲିସ ଘଟଣାରେ ସମ୍ପୃକ୍ତ ପୀଡିତା ନାବାଳିକାର ସମ୍ପର୍କୀୟ ଦାଦା ଓ ଭାଇକୁ ଗିରଫ କରିଥିବା ଜଣାପଡିଛି | ଗତ
Read More...

ଆୟୁଷ୍ମାନ ଖୁରାନ୍ନାଙ୍କ ପାଇଁ ମାଇଲଖୁଣ୍ଟ ହେବ ‘ଥାମା’

ମୁମ୍ବାଇ: ବଲିଉଡ ଜଗତରେ ଦୀର୍ଘ ସମୟ ଧରି ଫ୍ୟାନ୍ସମାନଙ୍କୁ ମନୋରଞ୍ଜନ କରି ଆସୁଥିବା ଆୟୁଷ୍ମାନ ଖୁରାନ୍ନାଙ୍କ କ୍ୟାରିଅରରେ କେବେବି ୨୦୦ କୋଟିର ଫିଲ୍ମ ମିଳିନି। କିନ୍ତୁ ଚଳିତଥର ଅଭିନେତାଙ୍କ ଅଭିନୀତ ଫିଲ୍ମ ଥାମା ଯୋଗୁଁ ଖୁବଶୀଘ୍ର ତାଙ୍କ କ୍ୟାରିଅରରେ ଏହି ଶୂନ୍ୟସ୍ଥାନ ପୂରଣ ହେବାକୁ
Read More...

ଗଭୀର ଅବପାତରେ ପରିଣତ ହେଲା ଅବପାତ, ୧୨ ଘଣ୍ଟାରେ ବାତ୍ୟା !

ଭୁବନେଶ୍ବର- ଗଭୀର ଅବପାତରେ ପରିଣତ ହେଲା ଅବପାତ । ଆଗାମୀ ୧୨ ଘଣ୍ଟାରେ ବାତ୍ୟା । ଆଜି ସକାଳ ୫ଟା ୩୦ ମିନିଟ ବେଳର ଉପଗ୍ରହ ପର୍ଯ୍ୟବେକ୍ଷଣ ଅନୁଯାୟୀ ଗତକାଲିର ଅବପାତ ଘନୀଭୂତ ହୋଇ ତୀବ୍ର ଅବପାତରେ ପରିଣତ ହୋଇଛି । ଆଜି ସନ୍ଧ୍ୟା ସୁଦ୍ଧା ବାତ୍ୟା ସମ୍ଭାବନା। ଏହା ଗୋପାଳପୁରଠାରୁ ୯୭୦ କିମି
Read More...

ରୋହିତଙ୍କ ନାମରେ ରେକର୍ଡ ବର୍ଷା

ନୂଆଦିଲ୍ଲୀ: ଆଡିଲେଡରେ ଖେଳାଯାଉଥିବା ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ଇତିହାସ ସୃଷ୍ଟି କରିଛନ୍ତି। ଦ୍ୱିତୀୟ ମ୍ୟାଚ୍‌ରେ ରୋହିତ ଅଷ୍ଟ୍ରେଲିଆରେ ଦିନିକିଆରେ ୧୦୦୦ ରନ୍ ପୂରଣ କରିଥିବା ପ୍ରଥମ କ୍ରିକେଟର ହୋଇଥିଲେ। ୩୮ ବର୍ଷୀୟ ଡାହାଣହାତୀ ବ୍ୟାଟ୍ସମ୍ୟାନଙ୍କୁ ଏହି
Read More...

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଘୂର୍ଣ୍ଣିବଳୟ

ଭୁବନେଶ୍ୱର: ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଘୂର୍ଣ୍ଣିବଳୟ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଲଘୁଚାପର ରୂପ ନେଇପାରେ । ଦକ୍ଷିଣ- ପୂର୍ବ ବଙ୍ଗୋପସାଗରେ ଲଘୁଚାପ କ୍ଷେତ୍ର ସୃଷ୍ଟି ନେଇ ଆକଳନ କରାଯାଇଛି ।  ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ
Read More...