Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
e-KYC କରିନଥିଲେ ମିଳିବନି ଚାଉଳ
ଭୁବନେଶ୍ୱର: e-KYC କରିନଥିଲେ ଆସନ୍ତା ମାସରୁ ବନ୍ଦ ହେବ ଚାଉଳ। ଏନେଇ ମଙ୍ଗଳବାର ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏବେବି ରାଜ୍ୟର ୧୫ ଲକ୍ଷ ୬୭ ହଜାର e-KYC କରିନାହାନ୍ତି।e-KYC କରିନଥିବା ଲୋକ ଚାଉଳ ପାଉଛନ୍ତି, ତାକୁ ବନ୍ଦ କରିଦିଆଯିବ।ଯେଉଁମାନେ!-->…
Read More...
Read More...
ଘୋଷଣାକୁ ଅପେକ୍ଷା, ଚୂଡାନ୍ତ ହେଲା ନୂଆପଡା ବିଜେଡି ପ୍ରାର୍ଥୀଙ୍କ ନାମ !
ନୂଆପଡା: ନୂଆପଡା ଉପନିର୍ବାଚନ ଯେତେ ପାଖେଇ ଆସୁଛି ରାଜନୀତି ସେତିକି ସରଗରମ ହେଉଛି। ଶାସକ ବିଜେପି ଓ ମୁଖ୍ୟ ବିରୋଧୀ ବିଜେଡି ଏପର୍ଯ୍ୟନ୍ତ ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିନାହାନ୍ତି । ବିଜେଡିରୁ ଯାଇ ବିଜେପିରେ ସାମିଲ ହୋଇଥିବା ଜୟ ଢୋଲକିଆ ବିଜେପିର ପ୍ରାର୍ଥୀ ହେବାଏକପ୍ରକାର ନିଶ୍ଚତ!-->…
Read More...
Read More...
ପୁରୀକୁ ବିଶ୍ୱସ୍ତରୀୟ ଧାର୍ମିକ ସହର ଭାବେ ଗଢ଼ି ତୋଳାଯିବ : ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର /ପୁରୀ:ପୁରୀ ଠାରେ କାର୍ତ୍ତିକ ହବିଷ୍ୟାଳି ବ୍ରତ ୨୦୨୫ ଆୟୋଜନ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ନରେନ୍ଦ୍ର କୋଣ ସ୍ଥିତ ବୃନ୍ଦାବତୀ ନିବାସ ଠାରେ ଉପସ୍ଥିତ ରହି ହବିଷ୍ୟାଳି ମା’ମାନଙ୍କ ସହ ମିଶିଥିଲେ ଏବଂ ଏହି ଅବସରରେ ସେ କହିଥିଲେ ଯେ ହବିଷିଆଳୀ ମା’ମାନଙ୍କ!-->…
Read More...
Read More...
‘ବିକଶିତ ଭାରତ ବିଲ୍ଡାଥନ୍’ ନୂତନ ବିଶ୍ୱ ମଡେଲ୍ ତିଆରି କରିବ – ଧର୍ମେନ୍ଦ୍ର ପ୍ରଧାନ
ନୂଆଦିଲ୍ଲୀ/ଭୁବନେଶ୍ୱର,ଅକ୍ଟୋବର ୧୩, ୨୦୨୫ – 'ବିକଶିତ ଭାରତ ବିଲ୍ଡାଥନ୍’ ହେଉଛି ଉଦ୍ଭାବନ, ସୃଜନଶୀଳତା ଏବଂ ଯୁବ ଶକ୍ତିର ଏକ ଦେଶବ୍ୟାପୀ ଉତ୍ସବ । ଏହି ବିଲ୍ଡାଥନରୁ ତିଆରି ହେଉଥିବା ଅଭିନବ ବିଚାର ଗୁଡ଼ିକ ନୂତନ ବିଶ୍ୱ ମଡେଲ୍ ସୃଷ୍ଟି କରିବ ଏବଂ ଜାତୀୟ ତଥା ଆନ୍ତର୍ଜାତୀୟ ସ୍ତରରେ ଜରୁରୀ!-->…
Read More...
Read More...
ପୁରୀ ଯିବା ରାସ୍ତାରେ ସତ୍ୟବାଦୀ ନିକଟରେ ପଇଡ ପିଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର:ଲୋକଙ୍କ ମୁଖ୍ୟମନ୍ତ୍ରୀ ସାଧାରଣ ଲୋକଙ୍କ ସହିତ ମିଶିବା, ଦୁଃଖ ସୁଖ ହେବା ଓ ସେମାନଙ୍କ ସମସ୍ୟା ଶୁଣିବାକୁ ସବୁବେଳେ ଗୁରୁତ୍ୱ ଦେଇଥାନ୍ତି । ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପୁରୀ ଗସ୍ତ ସମୟରେ ବାଟରେ କାଦୁଆ ଠାରେ ଅଟକି ଜଣେ ପଇଡ ବିକ୍ରେତା ଠାରୁ ପଇଡ କିଣି ପିଇଥିଲେ!-->…
Read More...
Read More...
ବିଜେଡ଼ିର ଜନସଂପର୍କ ପଦଯାତ୍ରାରେ ସାମିଲ ହେବେ ନବୀନ
ଭୁବନେଶ୍ୱର : ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଆରମ୍ଭ ହୋଇଥିବା ଜନସଂପର୍କ ପଦଯାତ୍ରାରେ ସାମିଲ ହେବେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ । ସେ ତାଙ୍କର ଜନ୍ମଦିନରେ ଏହି କାର୍ଯ୍ୟକ୍ରମରେ ଯୋଗ ଦେବେ । ପୂର୍ବତନ ମନ୍ତ୍ରୀ ତଥା ବିଜେଡି ନେତା ଅଶୋକ ପଣ୍ଡା ଏପରି ସୂଚନା ଦେଇଛନ୍ତି ।
!-->!-->!-->…
Read More...
Read More...
ନେପାଳ ଜେଲରୁ ୫୪୦ ଜଣ ଭାରତୀୟ କଏଦୀ ଫେରାର
କାଠମାଣ୍ଡୁ: ନେପାଳରେ ଜେନ୍-ଜେଡ୍ ପ୍ରଦର୍ଶନ ପରେ, ଦେଶର ଜେଲ୍ ବ୍ୟବସ୍ଥା ସମ୍ପୂର୍ଣ୍ଣ ଭୁଶୁଡ଼ି ପଡ଼ିଛି। ଜେଲ୍ ପରିଚାଳନା ବିଭାଗ ଅନୁଯାୟୀ, ସେପ୍ଟେମ୍ବର ୯ ତାରିଖରେ ହୋଇଥିବା ହିଂସାତ୍ମକ ପ୍ରତିବାଦ ପରେ ଦେଶର ବିଭିନ୍ନ ଜେଲ୍ ରୁ ବହୁ ସଂଖ୍ୟକ ବିଦେଶୀ ନାଗରିକଙ୍କ ସମେତ ୧୩୦୦୦ ରୁ ଅଧିକ!-->…
Read More...
Read More...
ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି
ଭୁବନେଶ୍ୱର: ନୂଆପଡ଼ା ଉପନିର୍ବାଚନ ପାଇଁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁଯାୟୀ, ଆଜିଠୁ ନାମାଙ୍କନ କରାଯାଉଛି। ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ ରହିଛି। ୨୨ ତାରିଖ ନାମାଙ୍କନ ଯାଞ୍ଚ ପ୍ରକ୍ରିୟା ହେବ। ୨୪ ତାରିଖ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ଦିନ ରହିଛି।!-->…
Read More...
Read More...
ପୁଣି ଆଇସିୟୁରେ ଭର୍ତ୍ତି ହେଲେ ଅଭିଜିତ୍ ମଜୁମ୍ଦାର
ଭୁବନେଶ୍ୱର: ପୁଣି ଅସୁସ୍ଥ ହୋଇପଡ଼ିଛନ୍ତି ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍ ମଜୁମ୍ଦାର(ଦାଦା)। ସ୍ନାୟୁଜନିତ ସମସ୍ୟାରେ ସୁଧାର ନ ଆସିବାରୁ ପୁଣି ଆଇସିୟୁକୁ ସ୍ଥାନାନ୍ତର ହୋଇଛନ୍ତି ଦାଦା। ଗତ ୨୪ ଘଣ୍ଟାରେ ଅଭିଜିତ୍ଙ୍କ ସ୍ବାସ୍ଥ୍ୟାବସ୍ଥାରେ ଅବନତି ଘଟିବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି!-->…
Read More...
Read More...
ଶିକ୍ଷା ନିକେତନରେ ବିଶ୍ବ କନ୍ୟା ଶିଶୁ ଦିବସ ପାଳିତ
ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସହରର ସ୍ଥିତ ଶିକ୍ଷା ନିକେତନ ଅନୁଷ୍ଠାନରେ ଅକ୍ଟୋବର ୧୧ ତାରିଖରେ ବିଶ୍ବ କନ୍ୟା ଶିଶୁ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଅନୁଷ୍ଠାନର କୁନି କୁନି ଶିଶୁଙ୍କ ଦ୍ବାରା ନୃତ୍ୟ ମାଧ୍ୟମରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ସମାଜରେ!-->…
Read More...
Read More...