Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ବ୍ଲକ ସ୍ତରୀୟ ପ୍ରାଣୀସମ୍ପଦ ମେଳା ଅନୁଷ୍ଠିତ
ପାଟଣାଗଡ: ବଲାଙ୍ଗିର ଜିଲା ପାଟଣାଗଡ଼ ଉପଖଣ୍ଡ ବେଲପଡ଼ା ବ୍ଲକ ଅନ୍ତର୍ଗତ ବିଚ୍ଛୁବାହାଲି ଠାରେ ବ୍ଲକ ସ୍ତରୀୟ ପ୍ରାଣୀସମ୍ପଦ ମେଳା ଅନୁଷ୍ଠିତ ହୋଇଯାଇଛି । ଉକ୍ତ ମେଳାରେ ପାଟଣାଗଡ଼ ବିଧାୟକ ସରୋଜ କୁମାର ମେହେର ମୁଖ୍ୟ ଅତିଥିଭାବେ ଯୋଗଦେଇ ମେଳାକୁ ଉଦଘାଟନ କରିଥିଲେ । ସମ୍ମାନୀତ ଅତିଥି ଭାବେ!-->…
Read More...
Read More...
ବ୍ରଜଘାତରେ ଯୁବକଙ୍କ ମୃତ୍ୟୁ
ନନ୍ଦାହାଣ୍ଡି : ଆଜି ନବରଙ୍ଗପୁର ଜିଲ୍ଲା ନନ୍ଦାହାଣ୍ଡି ବ୍ଲକ ଝାଡବନ୍ଧଗୁଡା ପଞ୍ଚାୟତ ଅନ୍ତର୍ଗତ ଲଙ୍ଗଳ ଅଟଳ ଗ୍ରାମରେ ଦ୍ୱିପ୍ରହର ୩.୩୦ ସମୟରେ ବଜ୍ରାଘାତ ଯୋଗୁଁ ଜଣେ ମୃତ୍ୟୁବରଣ କରିଛନ୍ତି । ମୃତକ ଜଣକ ହେଲେ ନନ୍ଦାହାଣ୍ଡି ବ୍ଲକ ଝାଡବନ୍ଧଗୁଡା ପଞ୍ଚାୟତ ଅନ୍ତର୍ଗତ ଲଙ୍ଗଳ ଅଟଳ ଗ୍ରାମର!-->…
Read More...
Read More...
ମେଟ୍ରିକ ଟପ୍ପରଙ୍କୁ ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା
ବୌଦ୍ଧ,୨୫/୫:- ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ଗୃହଠାରେ ମେଟ୍ରିକ ପରୀକ୍ଷାରେ ବୌଦ୍ଧ ଜିଲ୍ଲାର ଏ-୧ ଗ୍ରେଡ ହାସଲ କରିଥିବା ୮ ଜଣ ଛାତ୍ରଛାତ୍ରୀଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି । ମୁଖ୍ୟଅତିଥି ଭାବରେ ପଞ୍ଚାୟତିରାଜ ଓ ପାନୀୟଜଳ,ଜଙ୍ଗଲ ପରିବେଶ ଓ!-->…
Read More...
Read More...
ବୌଦ୍ଧ: ରଥଯାତ୍ରା ପାଇଁ ଆରମ୍ଭ ହେଲା ରଥ ନିର୍ମାଣ କାର୍ଯ୍ୟ, ରଥଖଳାରୁ ହୋଇପାରିଲା ନାହିଁ ଜବରଦଖଲ ଉଚ୍ଛେଦ
ବୌଦ୍ଧ,୨୫/୫:- ବୌଦ୍ଧ ରଥଯାତ୍ରା ପାଇଁ ପ୍ରଶାସନ ପକ୍ଷରୁ ଜିଲ୍ଲାପାଳ ସତ୍ୟ ରଞ୍ଜନ ସାହୁଙ୍କ ଅଧ୍ୟକ୍ଷତାରେ ପ୍ରଥମ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ରଥଯାତ୍ରା ପାଇଁ ବିଭିନ୍ନ ପ୍ରସ୍ତାବ ଗ୍ରହଣ କରାଯିବାସହ ମନ୍ଦିର ଓ ରଥଖଳା ପରିସରକୁ ବିଭିନ୍ନ ସାରଞ୍ଜାମ ରଖି ଦଖଲ!-->…
Read More...
Read More...
ମାଁ ବୁଢିମାଙ୍କର ସ୍ୱମନ୍ଦିର ପ୍ରବେଶ
ସୁବର୍ଣ୍ଣପୁର : ଆଜି ଜ୍ୟେଷ୍ଠ ଶୁକ୍ଲ ଷଷ୍ଠୀ ଲଗ୍ନେ ସୋନପୁର ଢେରାପଡା ସ୍ଥିତ ମାଁ ବୁଢିମା ନୂତନ ମନ୍ଦିରକୁ ବିଜେ କରିଛନ୍ତି । ଗତ ୨୧ତାରିଖଠାରୁ ବିଭିନ୍ନ ଆଧ୍ୟାତ୍ମିକ କାର୍ଯ୍ୟକ୍ରମରେ ଆରମ୍ଭ ହୋଇଥିବା ଏହି ନୂତନ ମନ୍ଦିର ପ୍ରତିଷ୍ଠା ଉତ୍ସବ ସହ ଆଜି ବୁଢିମାଙ୍କର ମନ୍ଦିର ବିଜେ ହୋଇଛି ।!-->…
Read More...
Read More...
ବୀରାମଚନ୍ଦ୍ରପୁର ଗ୍ରାମରେ ୫୯ ଶୀତଳ ଷଷ୍ଠୀ ଯାତ୍ରା ପାଳିତ
ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକର ବୀରାମଚନ୍ଦ୍ରପୁର ଗ୍ରାମରେ ଦୀର୍ଘ ୫୯ବର୍ଷ ହେବ ବାବା ଶୁବର୍ଣ୍ଣେଶ୍ୱରଙ୍କ ମାତା ପାର୍ବତୀଙ୍କ ସହିତ ବିବାହ କାର୍ଯ୍ୟ ମହା ସମାରୋହରେ ପାଳିତ ହୋଇଯାଇଛି ।ଭଗବାନ ମହାଦେବଙ୍କ ପିତା ଜୀବର୍ଦ୍ଧନ ଗଇନ୍ଦ୍ର ହୋଇଥିବା ବେଳେ ମାତା ପାର୍ବତୀଙ୍କ ପିତା!-->…
Read More...
Read More...
ଶ୍ରୀକ୍ଷେତ୍ରରେ କାଳ ବୈଶାଖୀ ତାଣ୍ଡବ
ପୁରୀ : କାଳ ବୈଶାଖୀ ତାଣ୍ଡବରେ ଶ୍ରୀକ୍ଷେତ୍ର ବିଭିନ୍ନ ସ୍ଥାନରେ ଗଛ ଉପୁଡିବା ସହ ଶ୍ରୀ ମନ୍ଦିରରେ ମଧ୍ୟ ବିଭିନ୍ନ ବ୍ୟାରିକେଡ ଓ ଅସ୍ଥାୟୀ ସେଡ ମଧ୍ୟ ତଳେ ପଡିଯାଇଥିବା ଦୃଶ୍ୟ ମଧ୍ୟ ଦେଖିବାକୁ ମିଳିଥିଲା । ବେଳାଭୂମି ନିକଟରେ ଏକ ନବନିର୍ମିତ ହୋଟେଲ ମଧ୍ୟ ନଷ୍ଟ ହୋଇଥିବା ଦେଖିବାକୁ!-->…
Read More...
Read More...
ଆଜି ପବିତ୍ର ଶୀତଳଷଷ୍ଠୀ,ଶ୍ରୀମନ୍ଦିରରେ ସଂଧ୍ୟାଧୂପ ପରେ ପାଳନ ହେବ ସ୍ୱତନ୍ତ୍ର ନୀତିକାନ୍ତି
ପୁରୀ: ଆଜି ପବିତ୍ର ଶୀତଳଷଷ୍ଠୀ । ଶ୍ରୀମନ୍ଦିରରେ ସଂଧ୍ୟାଧୂପ ପରେ ପାଳନ ହେବ ସ୍ୱତନ୍ତ୍ର ନୀତିକାନ୍ତି । ଗତକାଲି ଦେବଦମ୍ପତି ବିବାହ ବନ୍ଧନରେ ବାନ୍ଧି ହେବା ପରେ ଆଜି ଗୁଆଲି ଯାତ୍ରାରେ ବାହାରିଛନ୍ତି । ଆଜି ପବିତ୍ର ଶୀତଳଷଷ୍ଠୀ ଅବସରରେ ତିନିରଥର ସିଂହାସନ ନିର୍ମାଣ ଅନୁକୂଳ କାର୍ଯ୍ୟ!-->…
Read More...
Read More...
ମାଓବାଦୀ ଓ ସୁରକ୍ଷାକର୍ମୀ ମୁହାଁମୁହିଁ ଘଟଣା, ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ
ବାଲିଗୁଡ଼ା :କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ କୁର୍ତ୍ତମଗଡ଼ ନିକଟସ୍ଥ ସିନ୍ଧିପଙ୍ଖାଲ ଗାଁ ମୁରୁମାହା ଜଙ୍ଗଲରେ ଗତକାଲି ସକାଳ ସୁରକ୍ଷାକର୍ମୀ -ମାଓବାଦୀ ମୁହାଁମୁହିଁ ହେବା ଫଳରେ ଉଭୟଙ୍କ ମଧ୍ୟରେ ଗୁଳିବିନିମୟ ଘଟିଥିଲା । କିଛି ସମୟ ଗୁଳି ବିନିମୟ ପରେ ଛତ୍ରଭଙ୍ଗ ଦେଇଥିଲେ!-->…
Read More...
Read More...
ଆନ୍ଧ୍ର ବୋର୍ଡ ପରୀକ୍ଷାରେ କମାଲ ଦେଖାଇଲେ ଓଡିଆ ପୁଅ
ପାରଳାଖେମୁଣ୍ଡି : ଓଡ଼ିଆ ପୁଅ ଆନ୍ଧ୍ରରେ ଓଡିଶାର ଟେକ ରଖିଲେ । ଆନ୍ଧ୍ର ବୋର୍ଡ ପରୀକ୍ଷାରେ ଦେଖାଇଲେ କମାଲ । ଓଡିଶାର ଗଞ୍ଜାମ ଜିଲ୍ଲାର ପ୍ରକୃତ ବାସିନ୍ଦା ବର୍ତ୍ତମାନ ପ୍ରବାସୀ ଓଡ଼ିଆ ଭାବେ ଆନ୍ଧ୍ରର ବିଚ୍ଛିନ୍ନାଞ୍ଚଳରେ ରହି ଓଡିଆ ଭାଷାରେ ମାଟ୍ରିକ ପରୀକ୍ଷା ଦେଇ ଓଡିଶାର ମାନ ସମ୍ମାନ!-->…
Read More...
Read More...