Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଡବ୍ଲୁଓଡିସି ଅଧ୍ୟକ୍ଷଙ୍କ ଦିନିକିଆ ବୌଦ୍ଧ ଗସ୍ତ, ଉନ୍ନୟନ କାର୍ଯ୍ୟର ସମୀକ୍ଷା
ବୌଦ୍ଧ,୧୮ା୫ : - ପଶ୍ଚିମ ଓଡିଶା ବିକାଶ ପରଷଦର ଅଧ୍ୟକ୍ଷ ଅସିତ ତ୍ରିପାଠୀ ଦିନିକିଆ ବୌଦ୍ଧଜିଲ୍ଲା ଗସ୍ତରେ ଆସି ପରିଷଦ ପାଣ୍ଠିରେ ଚାଲିଥିବା ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଶ୍ରୀଯୁକ୍ତ ତ୍ରିପାଠୀ ହେଲିକେପଟର ଯୋଗେ ଆସି ବୌଦ୍ଧ କଚେରୀ ଖେଳପଡିଆଠାରେ ଅବତରଣ କରିବାପରେ!-->…
Read More...
Read More...
ନବରଙ୍ଗପୁର ମହାବିଦ୍ୟାଳୟରେ ଆନ୍ତର୍ଜାତିକ ମାଣ୍ଡିଆ ବର୍ଷ ପାଳନ ଅବସରରେ ମାଣ୍ଡିଆ ଉତ୍ସବ
ନବରଙ୍ଗପୁର: ଆନ୍ତର୍ଜାତିକ ମିଲେଟ ବର୍ଷ ପାଳନ ଅବସରରେ ଜିଲ୍ଲା କୃଷି ବିଭାଗ ତରଫରୁ ନବରଙ୍ଗପୁର ମହାବିଦ୍ୟାଳୟରେ ମାଣ୍ଡିଆ ଖାଦ୍ୟ ଓ ଫୁଟବଲ୍ ଖେଳ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ କଲେଜ ପଡିଆରେ ମିଲେଟ ମିଶନ ଦ୍ୱାରା ମାଣ୍ଡିଆ ପ୍ରସ୍ତୁତ ବିଭିନ୍ନ ସୁସ୍ୱାଦୁ ଖାଦ୍ୟ ପ୍ରସ୍ତୁତ ସହ!-->…
Read More...
Read More...
ଓଡିଶାରେ ଗଡିଲା ବନ୍ଦେ ଭାରତ ଏକ୍ସପ୍ରେସ, ପିଏମ କହିଲେ ଓଡିଶା-ପଶ୍ଚିମବଙ୍ଗ ମଧ୍ୟରେ ସାଂସ୍କୃତିକ ସଂପର୍କ ଆହୁରି…
ପୁରୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ବନ୍ଦେ ଭାରତ ଏକ୍ସପ୍ରେସର ଫ୍ଲାଗ୍ ଅଫ୍ କରିଛନ୍ତି । ଏହି ଅବସରରେ ଜୟ ଜଗନ୍ନାଥ କହି ଭାଷଣ ଆରମ୍ଭ କରି ପ୍ରଧାନମନ୍ତ୍ରୀ, କହିଲେ- ଆଜି ଓଡ଼ିଶା ଓ ପଶ୍ଚିମବଙ୍ଗ ଲୋକଙ୍କୁ ବନ୍ଦେ ଭାରତ ଉପହାର ମିଳିଲା । ଏହି ଟ୍ରେନ୍!-->…
Read More...
Read More...
କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ କେନ୍ଦ୍ର ଉଚ୍ଚଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମହାପ୍ରଭୁଙ୍କୁ କଲେ…
ପୁରୀ,୧୮/୫:- ବନ୍ଦେ ଭାରତ ଏକ୍ସପ୍ରେସକୁ ଭିଡିଓ କନଫରେନସରେ ପତାକା ହଲାଇ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ରମୋଦି । ଏଣୁ ଏହା ପୂର୍ବରୁ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ କେନ୍ଦ୍ର ଉଚ୍ଚ଼ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କ ଆଶିର୍ବାଦ!-->…
Read More...
Read More...
ତାଣ୍ଡବ ରଚିଲା କାଳବୈଶାଖୀ, ୨ ଜଣଙ୍କ ମୃତ୍ୟୁ
ଦଶପଲ୍ଲା,୧୬/୫:- ଆଜି ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ଘଟିଥିବା ବେଳେ ଜଣେ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି । ମୃତ ବାଇକ ଆରୋହୀ ଜଣକ କଣ୍ଟିଲୋ ନିକଟସ୍ଥ ମାଧବେରେଣୀ ଗ୍ରାମର ନାଭ ଖଟୁଆ ବୋଲି ଜଣାପଡିଛି । ମୃତ ବ୍ୟକ୍ତି ଜଣକ ଜଣେ ଆଇସକ୍ରିମ ବ୍ୟବସାୟୀ!-->…
Read More...
Read More...
ଅସହାୟ ତିନି ଭାଇ ଭଉଣୀଙ୍କ ପ୍ରସଙ୍ଗ: କଥା ଦେଇ କଥା ରଖିଲେ ଜିଲ୍ଲାପାଳ
ହରଭଙ୍ଗା,୧୬/୫:- ଗତମାସ ୧୭ତାରିଖରେ ବୌଦ୍ଧଜିଲ୍ଲା ହରଭଙ୍ଗା ବ୍ଲକ ତଳଗାଁ ପଞ୍ଚାୟତ ବଡ଼ଭୁର୍ତା ଗ୍ରାମରେ ଘଟିଥିବା ହତ୍ୟା ଘଟଣା ଓ ଅନାଥ ତିନି ଭାଇଭଉଣୀଙ୍କ ପ୍ରସଙ୍ଗ ଉପରେ ଜିଲ୍ଲାପାଳ ଗତକାଲି ସହାୟତାର ହାତ ବଢାଇଛନ୍ତି । ସୋମବାର ହରଭଙ୍ଗା ବ୍ଲକ ତିଲେଶ୍ୱର ପଞ୍ଚାୟତରେ ଯୁଗ୍ମ ଅଭିଯୋଗ!-->…
Read More...
Read More...
ଭିନ୍ନକ୍ଷମ ସାମର୍ଥ୍ୟ ଶିବିର, ୮୭ ଜଣ ଦିବ୍ୟାଙ୍ଗଙ୍କ ନାମ ପଞ୍ଜିକୃତ
ଖଡ଼ିଆଳ୧୬/୫:- ନୂଆପଡା ଜିଲ୍ଲା ଖଡ଼ିଆଳ ବିଜ୍ଞାପିତ ଅଞ୍ଚଳ ପରିଷଦର କଲ୍ୟାଣ ମଣ୍ଡପ ୨ ଠାରେ ପ୍ରତ୍ୟେକମାସ ତୃତୀୟ ମଙ୍ଗଳବାର ଦିନ ଖଡ଼ିଆଳ ଠାରେ ସ୍ୱତନ୍ତ୍ର ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଅଛି । ଏହି ଶିବିରରେ ୮୭ ଜଣ ଦିବ୍ୟାଙ୍ଗଙ୍କ ନାମ ପଞ୍ଜିକୃତ କରିବାସହ ପ୍ରମାଣପତ୍ର!-->…
Read More...
Read More...
ଜାତୀୟ ଡେଙ୍ଗୁ ଦିବସ ୨୦୨୩ ପାଳନ
ଫୁଲବାଣୀ,୧୬/୫:- ଜାତୀୟ ଡେଙ୍ଗୁ ଦିବସ ୨୦୨୩ ପାଳନ ଅବସରରେ ଫୁଲବାଣୀ ପୌର ପରିଷଦ ସମ୍ମିଳନୀ କକ୍ଷରେ ଏକ ସଚେତନତା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ମନୋଜ କୁମାର ଉପାଧ୍ୟାୟ ଯୋଗଦେଇ ଡେଙ୍ଗୁ ରୋଗର ପ୍ରତିରୋଧ ଓ ନିୟନ୍ତ୍ରଣ ସମ୍ୱନ୍ଧରେ ନିଜର!-->…
Read More...
Read More...
ଝାଟି ମାଟି କୁଡ଼ିଆରେ ବିତୁଛି ଦେବକୀଙ୍କ ଜୀବନ
ହରଭଙ୍ଗା,୧୬/୫:- ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ଆଦର୍ଶ ଗାଁ କୁମାରୀ ଗ୍ରାମରେ ଝାଟିମାଟି କୁଡ଼ିଆରେ ନିରାଶ୍ରୀ ଦେବକୀ ଦେହୁରୀ ଦିନ କାଟୁଥିବା ଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଓଡ଼ିଶା ସରକାର ମା ପେଟରୁ ମଣିଷ ଶ୍ମଶାନ ଯିବାଯାଏ ବିଭିନ୍ନ ଯୋଜନା ଚଳାଇଥିବା ବେଳେ ଏହା ଫେଲ!-->…
Read More...
Read More...
ଘରୋଇ ସଂସ୍ଥା କ୍ଷୀର ନନେବାରୁ କ୍ଷୀର ଧରି ଘରକୁ ଫେରିଲେ ଦୁଗ୍ଧ ଚାଷୀ
ଜହ୍ନ ।ପଙ୍କ,୧୬/୫:- ରାଜ୍ୟ ସରକାର କ୍ଷୀର ଉତ୍ପାଦନ ବୃଦ୍ଧି ପାଇଁ ଚାଷୀଙ୍କୁ ରିହାତି ଦରରେ ଗାଈ, ଦାନା, ଘାସ ମଞ୍ଜି ଏବଂ ତାଙ୍କ ରହିବାପାଇଁ ଗୁହାଳ ଯୋଗାଇ ଦେଉଛନ୍ତି । କିନ୍ତୁ ଉତ୍ପାଦିତ କ୍ଷୀରର ବିକ୍ରି ବ୍ୟବସ୍ଥା ନକରିବାରୁ ଦୁଗ୍ଧ ଚାଷୀ ସବୁବେଳେ ଅଭାବୀ ବିକ୍ରିର ଶିକାର ହେଉଛନ୍ତି ।!-->…
Read More...
Read More...