Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଭଙ୍ଗାଗଲା ବଡଆଖଡ଼ା ମଠର ବଳକା ପଛ ପାର୍ଶ୍ୱ ପୁରୁଣା କୋଠା
ପୁରୀ : ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପ ଅନ୍ତର୍ଗତ ବଡଆଖଡ଼ା ମଠର ବଳକା ପଛ ପାର୍ଶ୍ୱ ପୁରୁଣା କୋଠା ଆଜି ଭଙ୍ଗାଯାଉଛି । ମାଜିଷ୍ର୍ଟ୍ରେଟ, ପୋଲିସ ଅଧିକାରୀ, ଅଗ୍ନିଶମ ଅଧିକାରୀଙ୍କ ଉପସ୍ଥିତିରେ ଏହି ଉଚ୍ଛେଦ କରାଯାଉଛି । ଚେନ ମାଉଣ୍ଟେନ୍ ଓ ଜେସିବି ମେସିନ ସାହାଯ୍ୟରେ ଏହି!-->…
Read More...
Read More...
ଆଜି ପ୍ରଥମ କ୍ୱାଲିଫାୟର ମ୍ୟାଚ ଖେଳିବେ ସିଏସ୍କେ-ଜିଟି
ଚେନ୍ନାଇ:ଆଇପିଏଲ ୨୦୨୩ର ୧୬ ତମ ସିଜନରେ ମଙ୍ଗଳବାରଠାରୁ ପ୍ଲେ ଅଫ ମ୍ୟାଚ ଖେଳାଯିବ। ତେବେ ଏହି ସିଜନର ପ୍ରଥମ କ୍ୱାଲିଫାୟର ମ୍ୟାଚ ଆଜି ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍କେ)କୁ ଭେଟିବ ଗୁଜୁରାଟ ଟାଇଟାନ୍ସ (ଜିଟି)। ଚେନ୍ନାଇର ଏମ ଚିଦାମ୍ବରମ ଷ୍ଟାଡିୟମରେ ସନ୍ଧ୍ୟା ୭.୩୦ରେ ଏହି ମ୍ୟାଚ!-->…
Read More...
Read More...
ଟ୍ରକ୍ ଧକ୍କାରେ ବସ୍ ଚୁରମାର;୭ମୃତ, ୧୩ ଗୁରୁତର
ପୁଣେ: ମହାରାଷ୍ଟ୍ରର ନାଗପୁର-ପୁଣେ ଜାତୀୟ ରାଜପଥରେ ଆଜି ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍ ଧକ୍କାରେ ଏକ ଯାତ୍ରୀବାହୀ ବସ୍ ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇ ଯାଇଛି। ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ବସ୍ରେ ଥିବା ଯାତ୍ରୀଙ୍କ ମଦ୍ୟରୁ ଘଟଣାସ୍ଥଳରେ ୭ ଜଣଙ୍କ!-->…
Read More...
Read More...
ଗଂଜେଇ ମାମଲାରେ ୩ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ
ହରଭଙ୍ଗା : ଜାତୀୟ ରାଜପଥ ନମ୍ବର୍ ୫୭ର ବୌଦ୍ଧ ଥାନା ରାମ୍ଭିକଟା ଗ୍ରାମ ନିର୍ମାଣାଧିନ ଟୋଲ ଗେଟ୍ ନିକଟରୁ ଗତକାଲି ଏକ ଗ୍ଲେମୋର୍ ବାଇକ୍ ସହ ଜବତ୍ ହୋଇଥିବା ୨୨ କେଜି ୧୦୦ ଗ୍ରାମ୍ ଗଂଜେଇ ଜବତ୍ ମାମଲାର ୩ ଅଭିଯୁକ୍ତଙ୍କୁ ବୌଦ୍ଧ ଥାନା ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି ।!-->…
Read More...
Read More...
ଜଙ୍ଗଲରୁ ନିଖୋଜ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର
ବାଲିଗୁଡ଼ା: ନିଖୋଜ କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ବାଦେକେତା ଗାଁ ନିକଟସ୍ଥ ଜଙ୍ଗଲରୁ ଜଣେ ଯୁଵକଙ୍କ ଗଳିତ ଶବ ଉଦ୍ଧାର କରିଛି ବାଲିଗୁଡ଼ା ପୋଲିସ । ଶବ ଉଦ୍ଧାର ପରେ ବ୍ୟବଚ୍ଛେଦ ପାଇଁ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟକୁ ମୃତଦେହ ପଠାଯାଇଛି । ସମ୍ପୃକ୍ତ ଯୁବତୀଙ୍କ ଗଳିତ ଶବ ଠାବ ପରେ!-->…
Read More...
Read More...
ବିଜେପି ବୌଦ୍ଧ ଜିଲ୍ଲା ତରଫରୁ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ
ବୌଦ୍ଧ,୨୨/୫:- ବୌଦ୍ଧ ଜିଲ୍ଲା ବିଜେପି ତରଫରୁ ଏକ ବିଶେଷ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଜିଲ୍ଲା ବିଜେପି ସଭାପତି ବିପ୍ର ଚରଣ ମହାନ୍ତିଙ୍କ ସଭାପତିତ୍ୱରେ ସ୍ଥାନୀୟ ଟାଉନହଲ ଠାରେ ଅନୁଷ୍ଠିତ ହୋଇଥିଲା । ଆଜିର କାର୍ଯ୍ୟକ୍ରମରେ ରାଜ୍ୟ ବିଜେପି ତରଫରୁ କନ୍ଧମାଳ ଲୋକସଭାର ପ୍ରଭାରୀ ଶ୍ରୀ!-->…
Read More...
Read More...
ମଥୁରା ଉପ ସ୍ୱାସ୍ଥ୍ୟ କେନ୍ଦ୍ର ଠାରେ ସ୍ୱାସ୍ଥ୍ୟମେଳା
ହରଭଙ୍ଗା,୨୨/୫:- ବୌଦ୍ଧଜିଲ୍ଲା ହରଭଙ୍ଗା ବ୍ଲକ ମଥୁରା ଉପସ୍ୱାସ୍ଥ୍ୟ କେନ୍ଦ୍ର ଠାରେ ଆଜି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏକ ସ୍ୱାସ୍ଥ୍ୟମେଳା ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସ୍ୱାସ୍ଥ୍ୟ ମେଳାରେ ଶତାଧିକ ଲୋକଙ୍କ ବ୍ଲଡପ୍ରେସର, ଡାଇବେଟିସ ଓ ଅନ୍ୟାନ୍ୟ ସ୍ୱାସ୍ଥ୍୍ୟଗତ ସମସ୍ୟାର ପରୀକ୍ଷଣ କରାଯାଇ!-->…
Read More...
Read More...
ଗୁନ୍ଦୁଳିଆ ପଞ୍ଚାୟତରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ
ବୌଦ୍ଧ ୨୨/୦୫:- ବୌଦ୍ଧ ବ୍ଳକ ଗୁନ୍ଦୁଳିଆ ପଞ୍ଚାୟତ କାର୍ଯ୍ୟାଳୟଠାରେ ଯୁଗ୍ମ ଜନଶୁଣାଣି ଓ ସମାଧାନ ଶିବିର ସୋମବାର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବୌଦ୍ଧ ଅତିରିକ୍ତ ଜିଲ୍ଲାପାଳ ଦାରିଦ୍ର୍ୟ ଭଞ୍ଜନ ମଦନମୋହନ ପାତ୍ର, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ରାଜ ପ୍ରସାଦ, ଉପ ଜିଲ୍ଲାପାଳ!-->…
Read More...
Read More...
ବୌଦ୍ଧରେ ଜିଲ୍ଲାସ୍ତରୀୟ ଯୋଗାସନ ପ୍ରତିଯୋଗିତା, ୧୨ ଜଣ ରାଜ୍ୟସ୍ତରକୁ ମନୋନୀତ
ବୌଦ୍ଧ,୨୨/୫:- ଆଜି ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ସରକାରୀ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ନେଇ ଯୋଗାସନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜୁନିଅର ବାଳକ ବାଳିକା ଓ ସିନିଅର ବାଳକ ବାଳିକାଙ୍କୁ ନେଇ ଅଭ୍ୟାସ ହୋଇଥିଲା । ମୁଖ୍ୟଅତିଥି ଭାବେ!-->…
Read More...
Read More...
ବୁଢିମା ମନ୍ଦିର ପ୍ରତିଷ୍ଠା ପାଇଁ ଢେରାପଡା ଚଳଚଞ୍ଚଳ
ସୁବର୍ଣ୍ଣପୁର,: ପଣ୍ଡିତଙ୍କ ମନ୍ତ୍ର ଧ୍ୱନିରେ ଭାବଗମ୍ଭୀର ହୋଇଉଠିଛି ଢେରାପଡା ସ୍ଥିତ ସମଗ୍ର ପରିବେଶ ।ଗତକାଲି କଳସାଧିବାସ ପରେ ମଣ୍ଡଳପୂଜନ କ୍ରମରେ ଗୌରୀ ତିଳକ ମଣ୍ଡଳ,ବାସ୍ତୁ ମଣ୍ଡଳ,କ୍ଷେତ୍ରପାଳ ମଣ୍ଡଳ, ନବଗ୍ରହ ମଣ୍ଡଳ, ବିଷ୍ଣୁ ସର୍ବତୋଭଦ୍ର ମଣ୍ଡଳ, ଦୁର୍ଗା ସର୍ବତୋ ଭଦ୍ର!-->…
Read More...
Read More...