Browsing Category

ରାଜ୍ୟ

ପୁଣି ଓଡିଶାକୁ ବାତ୍ୟା ଭୟ ! ସତର୍କ କରାଇଲେ ଆଇଏମ୍‌ଡି ଡିଜି

ଭୁବନେଶ୍ୱର: ଚଳିତ ବର୍ଷ ବହୁଦିନ ଧରି ମୌସୁମୀ ବର୍ଷା ଲାଗି ରହିଛି। ଇତିମଧ୍ୟରେ ବଙ୍ଗୋପସାଗରରେ ୧୫ରୁ ଊର୍ଦ୍ଧ୍ୱ ଲଘୁଚାପ କ୍ଷେତ୍ର ଓ ଘୂର୍ଣ୍ଣିବଳୟ ଆଗକୁ ପ୍ରାକୃତିକ ଦୁର୍ବିପାକର ସଙ୍କେତ ଦେଉଛି। ଏପରିସ୍ଥିତିରେ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ଓଡ଼ିଶା ସହ ପୂର୍ବ ଭାରତୀୟ
Read More...

ଜିଲ୍ଲା ବିଜେପି କାର୍ଯ୍ୟାଳୟରେ ସେବା ପକ୍ଷ ପାଳନ ପାଇଁ ମଣ୍ଡଳ ସ୍ତରୀୟ କର୍ମଶାଳା

ବୌଦ୍ଧ: ଶୁକ୍ରବାର ସନ୍ଧ୍ୟା 5 ଘଣ୍ଟା ସମୟରେ ବୌଦ୍ଧ ସ୍ଥିତ ଜିଲ୍ଲା ବିଜେପି କାର୍ଯ୍ୟାଳୟ ଠାରେ ସେବା ପକ୍ଷ ପାଳନ ପାଇଁ ବିଜେପିର ମଣ୍ଡଳ ସ୍ତରୀୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି l ନଗର ମଣ୍ଡଳ ସଭାପତି ଗଜେନ୍ଦ୍ର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲ୍ଲା ବିଜେପି ସଭାପତି
Read More...

ଭିଜିଲାନ୍ସ ଜାଲରେ ଜିଲ୍ଲା ଶ୍ରମ ଅଧିକାରୀ

ନୟାଗଡ଼; ନୟାଗଡ଼ ଜିଲ୍ଲା ଶ୍ରମ ଅଧିକାରୀ ଭିଜିଲାନ୍ସ ଜାଲରେ ୬ ହଜାର ଲାଞ୍ଚ ନେଉଥିବା ବେଳେ ନୟାଗଡ଼ ଜିଲ୍ଲା ଶ୍ରମ ଅଧିକାରୀ ଚିତରଞ୍ଜନ ରାଉତ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ବିରୁଡ଼ା ଗାଁର ଶ୍ରମିକ ନେତା ତଥା କମ୍ୟୁନିଷ୍ଟ ପାର୍ଟି ରାଜ୍ୟ ପରିଷଦ ସଦସ୍ୟ ଭୁବନ ଚାନ୍ଦ ହାତୀଙ୍କ ଠାରୁ
Read More...

ନାଏବ ସରପଞ୍ଚଙ୍କ ସନ୍ଦେହଜନକ ମୃତ୍ୟୁ, କାରଣ ଅସ୍ପଷ୍ଟ

ଗୁଣପୁର : ରାୟଗଡ଼ା ଜିଲ୍ଲା ଗୁଣପୁର ଥାନା ଅନ୍ତର୍ଗତ ଡମ୍ବସରା ଗ୍ରାମର ଜଣେ ବିବାହିତ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି । ମୃତ ମହିଳା ଜଣକ ହେଲେ ରଂଜିତା ତ୍ରିପାଠୀ ଏବଂ ସେ ଡମ୍ବସରା ଗ୍ରାମ ପଂଚାୟତର ନାଏବ ସରପଞ୍ଚ ବୋଲି ଜଣାପଡ଼ିଛି। ମୃତ୍ୟର କାରଣ ଅସ୍ପଷ୍ଟ ରହିଥିବା ବେଳେ ମୃତ
Read More...

ବେଳାଭୂମିରେ ଚାଲିଛି ସ୍ୟାଣ୍ଡ ଥେରାପି

ପୁରୀ : ଭାରତୀୟ ସଂସ୍କୃତିରେ ପ୍ରାକୃତିକ ଚିକିତ୍ସା ବହୁ ପୁରାତନ କାଳରୁ ଚାଲି ଆସୁଛି। ପଞ୍ଚତତ୍ୱ ଜରିଆରେ ପୁରୀ ବେଳାଭୂମିରେ ଚିନ୍ତା ଦୂର ସହ ଆଣ୍ଠୁଗଣ୍ଠିରେ ପିଡିତ ହେଉଥିବା ବ୍ୟକ୍ତିଙ୍କ ପାଇଁ ଆରମ୍ଭ ହୋଇଛି ସ୍ୟାଣ୍ଡ ଥେରାପି । ଏହା ମାଧ୍ୟମରେ ଲୋକେ ବେଶ୍ ଉପଶମ ପାଉଛନ୍ତି | ବିଭିନ୍ନ
Read More...

ରାଧାକ୍ରିଷ୍ଣନଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଦେଶର ୧୫ତମ ଉପରାଷ୍ଟ୍ରପତି ଭାବେ ଶପଥ ନେଇଛନ୍ତି ସି.ପି. ରାଧାକ୍ରିଷ୍ଣନ୍ । ନବନିର୍ବାଚିତ ଉପରାଷ୍ଟ୍ରପତିଙ୍କୁ ରାଷ୍ଟ୍ରପତି ଭବନରେ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଅନେକ ମାନ୍ୟଗଣ୍ୟ
Read More...

ନଭେମ୍ବର ୫ରୁ କଟକ ବାଲିଯାତ୍ରା

କଟକ: ନଭେମ୍ବର ୫ରୁ କଟକ ବାଲିଯାତ୍ରା। ଏନେଇ ଜିଲାପାଳଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ନିଷ୍ପତ୍ତି ନିଆଯାଇଛି। ୫ରୁ ୧୨ ପର୍ଯ୍ୟନ୍ତ ବାଲିଯାତ୍ରା ଚାଲିବ। ଏଥର ଉପର ନୁହେଁ, କେବଳ ତଳ ପଡ଼ିଆରେ ଷ୍ଟଲ ପଡିବ।
Read More...

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ : ଗୁରୁବାର ଶ୍ରୀମନ୍ଦିରରେ ୫ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ । ଶ୍ରୀମନ୍ଦିରରେ  ମହାପ୍ରଭୁଙ୍କ ବନକଲାଗି ନୀତି ହେବ। ଏଥିପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ସିଂହାର କରିବେ।
Read More...

ଚଳିତ ମାସରେ ଆସିବ ନୂଆ ଅବକାରୀ ନୀତି: ମନ୍ତ୍ରୀ

ଭୁବନେଶ୍ୱର: ଚଳିତ ମାସରେ ରାଜ୍ୟ ସରକାର ନୂଆ ଅବକାରୀ ନୀତି ଆଣିବେ। ନୂଆ ଅବକାରୀ ନୀତି ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ଦିନେ କିମ୍ବା ଦୁଇଦିନ ମଧ୍ୟରେ ଆଲୋଚନା ହେବ ବୋଲି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନନ୍ଦନ ସୂଚନା ଦେଇଛନ୍ତି। ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ପୃଥ୍ବୀରାଜ
Read More...

ପୁରୀ ସମୁଦ୍ରରୁ ପୁଣି ମରଣମୁହଁରୁ ପର୍ଯ୍ୟଟକଙ୍କୁ ବଞ୍ଚାଇଲେ ଲାଇଫଗାର୍ଡ

ପୁରୀ : ଦେବଦୂତ ସାଜିଲେ ଲାଇଫ ଗାର୍ଡ। ‌ମରଣ ମୁହଁରୁ ପର୍ଯ୍ୟଟକଙ୍କ ଜୀବନ ବଞ୍ଚାଇଲେ‌। ପୁରୀ ସମୁଦ୍ର କୂଳରେ ସ୍ନାନ କରୁଥିବା ସମୟରେ ଜଣେ ପର୍ଯ୍ୟଟକଙ୍କ ସହ ଏଭଳି ଅଭାବନୀୟ ଘଟଣା ଘଟିଛି। ସମୁଦ୍ରରେ ସ୍ନାନ କରୁଥିବା ସମୟରେ ରିପ୍ କରେଣ୍ଟରେ ପଡି ଜଣେ ଓଡ଼ିଆ ପର୍ଯ୍ୟଟକ ଗଭୀର ସମୁଦ୍ର ଭିତରକୁ
Read More...