Browsing Category

ରାଜ୍ୟ

ଆଜି ମହାଷ୍ଟମୀ ; ଦଶହରା ପାଇଁ ଗାଁଠୁ ସହର ସବୁଠି ଉତ୍ସବ ମୁଖର

ଭୁବନେଶ୍ୱର,: ଦଶହରା ପାଇଁ ଗାଁଠୁ ସହର ସବୁଠି ଉତ୍ସବ ମୁଖର। ରଙ୍ଗୀନ ଆଲୋକମାଲାରେ ଝଲସୁଛି ପୀଠ ଓ ମଣ୍ଡପ। ସୋମବାର ମା’ଙ୍କ ସପ୍ତମୀ ପୂଜା ହୋଇଥିବା ବେଳେ ମଙ୍ଗଳବାର ମହାଷ୍ଟମୀରେ ମା’ଙ୍କ ନୀତିପୂଜା ଆରମ୍ଭ ହୋଇଛି। ଚାଲିଛି ହୋମଯଜ୍ଞ ସହ ସ୍ବତନ୍ତ୍ର ପୂଜାର୍ଚ୍ଚନା। ଘଣ୍ଟ, ଶଙ୍ଖ, ହୁଳ ହୁଳି
Read More...

ରାଜ୍ୟ କ୍ୟାବିନେଟ୍ ବୈଠକ, ୪ଟି ପ୍ରସ୍ତାବରେ ବାଜିଲା ମୋହର

ଭୁବନେଶ୍ଵର : ସରିଲା ରାଜ୍ୟ କ୍ୟାବିନେଟ୍ ବୈଠକ। ୪ ପ୍ରସ୍ତାବରେ ବାଜିଲା ମୋହର। ସୋମବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ୪ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। 
Read More...

ଶାନ୍ତିସ୍ତୂପ’ ଧଉଳିଗିରି ପରିଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର:କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଭୁବନେଶ୍ୱର ସ୍ଥିତ 'ଶାନ୍ତିସ୍ତୂପ' ଧଉଳିଗିରି ପାଦଦେଶରେ ଭ୍ରମଣ କରିବା ସହ ଅଶୋକ ଶିଳାଲେଖର ଐତିହ୍ୟ ଓ ଇତିହାସ ପୃଷ୍ଠଭୂମି ଉପରେ ଏଏସଆଇ ଅଧିକାରୀଙ୍କ ଠାରୁ ଅବଗତ ହୋଇଛନ୍ତି ।   ଶ୍ରୀ ପ୍ରଧାନ ପ୍ରଥମେ ଧଉଳିଗିରି
Read More...

ଅକ୍ଟୋବର ୯ରୁ ନଭେମ୍ବର ୯ ଯାଏଁ ବିଜେଡିର ପଦଯାତ୍ରା

ଭୁବନେଶ୍ବର : ବିଜେଡିର ପଦଯାତ୍ରା ନେଇ ସାମ୍ବାଦିକ ସମ୍ମିଳନୀରେ ବିଜେଡି ବରିଷ୍ଠ ଉପସଭାପତି ଦେବୀ ମିଶ୍ର ଏବଂ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ସୂଚନା ପ୍ରଦାନ କରିଛନ୍ତି । ଦେବୀ ମିଶ୍ର କହିଛନ୍ତି, ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ବିଜେଡି ପ୍ରତିବର୍ଷ ପଦଯାତ୍ରା କରେ । ଏଥିରେ
Read More...

ନୂଆପଡାରେ ଆମେ ନିଶ୍ଚୟ ଜିତିବୁ, ଯଶସ୍ବୀ ହେବୁ : ମନମୋହନ ସାମଲ

ଭୁବନେଶ୍ବର: ଆମେ ଜିତିବୁ ନୂଆପଡା । ବିଜେପି ଜିତିବାକୁ ଲୋକମାନେ ଚାହୁଁଛନ୍ତି ବୋଲି କହିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ସେ ଆହୁରି ମଧ୍ୟ କହିଛନ୍ତି ଯେ, ଆମ ଦଳର ପ୍ରାର୍ଥୀ କିଏ ହେବ ତାହା ସଂସଦୀୟ ଦଳ ନିଷ୍ପତ୍ତି ନେବ । ନୂଆପଡାରେ ଆମେ ନିଶ୍ଚୟ ଜିତିବୁ, ଯଶସ୍ବୀ ହେବୁ ।
Read More...

ଏଫ୍‌ଏମ୍‌ ଛାତ୍ରୀ ଆତ୍ମାହୁତି ମାମଲା,କୋର୍ଟରେ ୧୬୬ ପୃଷ୍ଠାର ଦ୍ବିତୀୟ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ

ବାଲେଶ୍ୱର: ବହୁଚର୍ଚ୍ଚିତ  ଫକୀରମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମାହୁତି ଘଟଣାରେ କ୍ରାଇମବ୍ରାଞ୍ଚ  ଟିମ୍‌ ଶନିବାର ଦ୍ୱିତୀୟ ଚାର୍ଜସିଟ୍‌ ଦାଖଲ  କରିଛି । ତଦନ୍ତକାରୀ ଅଧିକାରୀ ଇମାନ କଲ୍ୟାଣ ନାୟକଙ୍କ ଓ ଅନ୍ୟ ଜଣେ  ଅଧିକାରୀ ଏସ୍‌ଡିଜେଏମ୍‌ଙ୍କ କୋର୍ଟରେ ଅପରାହ୍ଣରେ ପହଞ୍ଚି
Read More...

୨୦ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ୍,୨ଗିରଫ

ପୁରୀ-ପୁରୀରୁ ୨୦ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ କରାଯାଇଛି। ସଦର ଥାନା ଅନ୍ତର୍ଗତ ନୀଳଚକ୍ର ନଗରରୁ ଏହି ୨୦୦ ଗ୍ରାମ ବ୍ରାଉନ ସୁଗାର ଜବତ କରାଯାଇଛି। ଏହି ଘଟଣାରେ ସଦର ଥାନା ପୋଲିସ ଦ୍ବାରା ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଗିରଫ ଦୁଇ ଅଭିଯୁକ୍ତ ମଧ୍ୟରେ ଜଣେ ମହିଳା ଅଛନ୍ତି।
Read More...

ଫିକା ପଡିପାରେ ପାର୍ବଣ,୧ରୁ ବଢିପାରେ ବର୍ଷାର ପରିମାଣ

ଭୁବନେଶ୍ୱର-ଫିକା ପଡିପାରେ ପାର୍ବଣ। ୩୦ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହାର ପ୍ରଭାବରେ ରାଜ୍ୟରେ ଅକ୍ଟୋବର ୧ରୁ ବର୍ଷାର ପରିମାଣ ବଢିବା ନେଇ ଅନୁମାନ କରାଯାଉଥିବା ଆଞ୍ଚଳିକ
Read More...

ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟେଷ୍ଟ ସିରିଜ ପାଇଁ ଯୁଗଳ କିଶୋର ସାମଲ ଟିମ୍ ଇଣ୍ଡିଆ ମ୍ୟାନେଜର

କଟକ: ଆସନ୍ତା ୱେଷ୍ଟଇଣ୍ଡିଜ୍ ବିପକ୍ଷ ୨ମ୍ୟାଚ୍ ବିଶିଷ୍ଟ ଘରୋଇ ଟେଷ୍ଟ ସିରିଜ ପାଇଁ ଯୁଗଳ କିଶୋର ସାମଲ ଭାରତୀୟ ଦଳର ମ୍ୟାନେଜର ନିଯୁକ୍ତ ହୋଇଛନ୍ତି । ପ୍ରଥମ ଟେଷ୍ଟ ଆସନ୍ତା ଅକ୍ଟୋବର ୨ରୁ ୬ତାରିଖ ମଧ୍ୟରେ ଅହମ୍ମଦାବାଦରେ ଏବଂ ଦ୍ଵିତୀୟ ଟେଷ୍ଟ ଅକ୍ଟୋବର ୧୦ରୁ ୧୪ତାରିଖ ପର୍ଯ୍ୟନ୍ତ
Read More...

ବାଲିଗୁଡ଼ା ପୋଲିସ୍ ପକ୍ଷରୁ ଅପରେସନ୍ ଅଗ୍ନି; ୩୦ ଲକ୍ଷ ଟଙ୍କାର ବେଆଇନ୍ ବାଣ ସହ ବ୍ୟବସାୟ ଗିରଫ

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବାଲିଗୁଡ଼ା ପୋଲିସ୍ ପକ୍ଷରୁ ଆରମ୍ଭ ହୋଇଛି ଅପରେସନ୍ ଅଗ୍ନି । ଦିପାବଳୀ ପୂର୍ବରୁ ବେଆଇନ୍ ବାଣ ଗୋଦାମରେ ଚଢ଼ାଉ କରିଛି ପୋଲିସ୍ । ଜଣେ ବ୍ୟବସାୟୀଙ୍କ ଗୋଦାମରେ ଚଢ଼ାଉ କରି ବିପୁଳ ପରିମାଣର ବେଆଇନ୍ ବାଣ ଜବତ କଲା ବାଲିଗୁଡ଼ା ପୋଲିସ୍ । ବାଲିଗୁଡ଼ା
Read More...