Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଆରମ୍ଭରୁ ହଟ୍ଟଗୋଳ, ଅପରାହ୍ଣ ୪ଟା ଯାଏ ଗୃହ ମୁଲତବୀ
ଭୁବନେଶ୍ଵର, ୧୯/୯ : ସପ୍ତଦଶ ବିଧାନସଭା ଚତୁର୍ଥ ଅଧିବେଶନର ଦ୍ଵିତୀୟ ଦିନ। ମୌସୁମୀ ଅଧିବେଶନ ପ୍ରଶ୍ନକାଳ ଆରମ୍ଭରୁ ସାର ସମସ୍ୟାରେ ବିଧାନସଭା ହୁଲୁସ୍ତୁଲୁ। ମୁଖ୍ୟ ବିରୋଧୀ ବିଜେଡିର ନାରାବାଜି ଓ ହୋ-ହାଲ୍ଲାରେ କମ୍ପିଲା ଗୃହ। ବାଚସ୍ପତିଙ୍କ ପୋଡିୟମ ତଳକୁ ଆସି ବିଜେଡି ବିଧାୟକଙ୍କ!-->…
Read More...
Read More...
୫ ବର୍ଷରେ ଓଡ଼ିଶାରେ ସଡ଼କ ଦୁର୍ଘଟଣାରେ ଯାଇଛି ଏତିକି ଜୀବନ
ଭୁବନେଶ୍ୱର: ଗତ ୫ ବର୍ଷରେ ଓଡ଼ିଶାରେ ସଡ଼କ ଦୁର୍ଘଟଣାରେ ୨୭,୧୬୭ ଜଣଙ୍କର ମୃତ୍ୟୁ ହୋଇଛି ବୋଲି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଶୁକ୍ରବାର ବିଧାନସଭାରେ ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ପ୍ରଶ୍ନର ଉତ୍ତରରେ ଜଣାଇଛନ୍ତି। ମନ୍ତ୍ରୀଙ୍କ ଅନୁଯାୟୀ, ୨୦୨୦ରୁ ୨୦୨୪ ମଧ୍ୟରେ ଦୁର୍ଘଟଣାରେ!-->…
Read More...
Read More...
ସୁଭଦ୍ରା ହତିଧିକାରୀଙ୍କ ପାଇଁ ବଡ଼ ଘୋଷଣା
ଭୁବନେଶ୍ୱର: ସୁଭଦ୍ରା ହତିଧିକାରୀଙ୍କ ପାଇଁ ବଡ଼ ଘୋଷଣା। ଏଣିକି ୬୦ବର୍ଷ ପରେ ମିଳିବ ପେନସନ। ୬୦ ବର୍ଷ ପରେ ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନସନ୍ । ମଧୁ ବାବୁ ପେନସନ ଯୋଜନା ଏବଂ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ (NSAP)ରେ ସୁଭଦ୍ରା ଯୋଜନାର ପୂର୍ବ ହିତାଧିକାରୀଙ୍କୁ!-->…
Read More...
Read More...
ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଲା କଂଗ୍ରେସ
ଭୁବନେଶ୍ୱର: ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛି କଂଗ୍ରେସ। କଂଗ୍ରେସ ବିଧାୟକ ଦଳ ନେତା ବାଚସ୍ପତିଙ୍କୁ ଏନେଇ ଚିଠି ଦେଇଛନ୍ତି।ସିପିଏମ୍ ବିଧାୟକ ଲକ୍ଷ୍ମଣ ମୁଣ୍ଡାଙ୍କ ସମର୍ଥନ ଥିବା ସୂଚନା। ବିଧାନସଭା ସଚିବଙ୍କ ଜରିଆରେ କଂଗ୍ରେସ ଏହି ଅନାସ୍ଥା ଆଣିଛି। ଅନ୍ୟ ପଟେ ବିଜେଡିର!-->…
Read More...
Read More...
ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ
ଭୁବନେଶ୍ବର : ସପ୍ତଦଶ ବିଧାନସଭାର ଚତୁର୍ଥ ଅଧିବେଶନ ଆରମ୍ଭ ହୋଇଛି । ମୌସୁମୀ ଅଧିବେଶନରେ ଦିବଂଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଗୃହରେ ଶୋକ ପ୍ରସ୍ତାବ ଆଗତ ହୋଇଛି । ଶୋକ ପ୍ରସ୍ତାବ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଓଡ଼ିଶାର ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆ,!-->…
Read More...
Read More...
ପ୍ରଧାନମନ୍ତ୍ରୀଙ୍କୁ ‘ଜନ୍ମଦିନ’ର ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର
ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆଜି ୭୫ତମ ଜନ୍ମ ଦିବସ। ଏହି ଅବସରରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏକ ଭିଡିଓ ବାର୍ତ୍ତା ମାଧ୍ୟମରେ ସାଢେ ୪ କୋଟି ଓଡ଼ିଶାବାସୀଙ୍କ ତରଫରୁ ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇବା ସହ ମହାପ୍ରଭୁ!-->…
Read More...
Read More...
GST ହ୍ରାସକୁ ନେଇ ସାଂସଦଙ୍କ ସହ ବଣିକ ସଙ୍ଘର ଆଲୋଚନା
ବାଲିଗୁଡ଼ା: କେନ୍ଦ୍ର ସରକାରଙ୍କ ଜିଏସଟି ହ୍ରାସକୁ ନେଇ ସବୁଠି ଚର୍ଚ୍ଚା ଲାଗିଥିବା ବେଳେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସହରର ବଣିକ ସଂଘ ପକ୍ଷରୁ କନ୍ଧମାଳ ସାଂସଦ ସୁକାନ୍ତ ପାଣିଗ୍ରାହୀଙ୍କ ସହ ଏକ ଆଲୋଚନା ଚକ୍ର ସ୍ଥାନୀୟ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଅଛି । ଏହି ଅବସରରେ ବାଲିଗୁଡ଼ା!-->…
Read More...
Read More...
ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିନରେ ଏକ ଦିବସୀୟ ସାମୁହିକ ବୃକ୍ଷରୋପଣ
ବାଲିଗୁଡ଼ା: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୫ ତମ ଜନ୍ମଦିନ । ଏହି ଅବସରରେ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ସାରା ରାଜ୍ୟରେ ୭୫ ଲକ୍ଷ ବୃକ୍ଷରୋପଣ କରାଯାଇଛି । ଏହି ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବନଖଣ୍ଡରେ ଏକ ଦିବସୀୟ ସାମୁହିକ ବୃକ୍ଷରୋପଣ କାର୍ଯ୍ୟକ୍ରମ!-->…
Read More...
Read More...
ମାଓ ସଂଗଠନ ପକ୍ଷରୁ ଅସ୍ତ୍ରବିରତି ଘୋଷଣା
ନୂଆଦିଲ୍ଲୀ- ଅସ୍ତ୍ରବିରତି ଘୋଷଣା କରିଛନ୍ତି ମାଓ ସଂଗଠନ । ସୁରକ୍ଷାକର୍ମୀଙ୍କ ମାରାଥନ ମାଓ ଦମନ ଅପରେସନ ପରେ ଶେଷରେ ନରମିଛି ମାଓ ସଂଗଠନ । ଅନ୍ୟ କୌଣସି ଉପାୟ ନପାଇ ଅସ୍ତ୍ରବିରତି ଘୋଷଣା କରିଥିବା ମାଓ ସଂଗଠନ ମୁଖପାତ୍ର ଅଭୟ ସୂଚନା ଦେଇଛନ୍ତି । ଏନେଇ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହୋଇଛି!-->…
Read More...
Read More...
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଗଛ ଲଗାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଆଜି ଅର୍ଥାତ୍ ସେପ୍ଟେମ୍ବର ୧୭ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ। ଏହି ଉପଲକ୍ଷେ ଗଛ ଲଗାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଭୁବନେଶ୍ବର ଏକାମ୍ର କଲେଜ ପରିସରରେ ମୁଖ୍ୟମନ୍ତ୍ରୀ ‘ଏକ ପେଡ୍ ମାକେ ନାମ’ କାର୍ଯ୍ୟକ୍ରମର ଶୁଭାରମ୍ଭ କରି ଗଛ ଲଗାଇଛନ୍ତି। ଆଜି!-->…
Read More...
Read More...