Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ବିଚ୍ ବଜାରରେ ଗଞ୍ଜେଇ ଭର୍ତ୍ତି କାରକୁ ଫିଲ୍ମ ଷ୍ଟାଇଲରେ ମାଡ଼ି ବସିଲା ପୋଲିସ୍ ,ଜଣେ ମାଫିଆ ଗିରଫ
ବାଲିଗୁଡ଼ା: ବିଚ୍ ବଜାରରେ ଗଞ୍ଜେଇ ଭର୍ତ୍ତି କାରକୁ ଫିଲ୍ମ ଷ୍ଟାଇଲରେ ମାଡ଼ି ବସିଲା ପୋଲିସ୍ । ଗଞ୍ଜେଇ ଭର୍ତ୍ତି କାରକୁ ଜବତ କରିଥିବା ବେଳେ ଜଣେ ମାଫିଆକୁ ଗିରଫ କରିବାରେ ସକ୍ଷମ ହୋଇଛି ପୋଲିସ୍ । ଏଭଳି ରୋମାଞ୍ଚକର ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସହରରେ ।!-->…
Read More...
Read More...
କୁମ୍ବିଂ ଅପରେସନ ବେଳେ ଦେଶୀ ବନ୍ଧୁକ ସହ ୧୧ ଜଣ ଅଟକ
ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା କୋଟଗଡ ବ୍ଲକ୍ ଅନ୍ତର୍ଗତ ହରିପୁର ନିକଟସ୍ଥ ବୁଢ଼ା ପାହାଡ଼ରେ ସିଆରପିଏଫ୍ ଯବାନଙ୍କ ପକ୍ଷରୁ କୁମ୍ବିଂ ଅପରେସନ ଚାଲିଥିବାବେଳେ ସନ୍ଦେହଜନକ ଭାବେ ୧୧ଜଣଙ୍କୁ ସିଆରପିଏଫ୍ ଯବାନ କାବୁ କରିଥିବା ଜଣାପଡ଼ିଛି । ସେମାନଙ୍କ ନିକଟରୁ ୪ଟି ଦେଶୀବନ୍ଧୁକ,୩ଟି!-->…
Read More...
Read More...
ବଡଦାଣ୍ଡରେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ ଘଟଣା, ୬ ଗିରଫ
ପୁରୀ : ପୁରୀ ମାର୍କେଟ ଛକରେ ତିନିଜଣ ଯୁବକଙ୍କୁ ଖଣ୍ଡାରେ ମରଣାନ୍ତକ ଆକ୍ରମଣ ଘଟଣାରେ ୬ଜଣ ଗିରଫ ହୋଇଥିବା ଜଣାପଡିଛି । ଉଭୟ ଗୋଷ୍ଠୀର ଏତଲାକୁ ଆଧାର କରି ୯ ଜଣଙ୍କ ନାଁ ରେ ମାମଲା ରୁଜୁ କରିଥିଲା ପୋଲିସ । ସେମାନଙ୍କ ମଧ୍ୟରୁ ତିନିଜଣ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ଅନ୍ୟ ୬!-->…
Read More...
Read More...
ବଡ ଦାଣ୍ଡରେ ଖଣ୍ଡାରେ ହାଣିଲେ ଦୁର୍ବୃତ୍ତ, ୩ ଆହତ
ପୁରୀ:ପୁରୀରେ ପୁଣି ଅପରାଧୀଙ୍କ ଖୁଲମ୍ ଖୁଲା ଆତଙ୍କରାଜ । ବଡ ଦାଣ୍ଡରେ ଖଣ୍ଡାରେ ହାଣିଲେ ଦୁର୍ବୃତ୍ତ । ଆଜି ସକାଳୁ ବଡଦାଣ୍ଡର ମାର୍କେଟ ଛକରେ ଘଟିଛି ଏହି ଭୟଙ୍କର ଛାତି ଥରା ଘଟଣା । ଦୁର୍ବୃତ୍ତଙ୍କ ଖଣ୍ଡା ଛୋଟରେ ଆହତ ହୋଇଛନ୍ତି ୩ ଜଣ । ଆହତଙ୍କୁ ପୁରୀ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି!-->…
Read More...
Read More...
ଗଜପତି ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ସଚେତନତା ଶିବିର
ପାରଳାଖେମୁଣ୍ଡି : ମାନ୍ୟବର ଓଡ଼ିଶା ରାଜ୍ୟ ଆଇନ ସେବା ପ୍ରାଧିକରଣ କଟକ ଓ ମାନ୍ୟବର ଜିଲ୍ଲା ଦୌରା ଜଜ ତଥା ଅଧ୍ୟକ୍ଷ ପ୍ରଣବ କୁମାର ରାଉତରାୟଙ୍କ ନିର୍ଦ୍ଦେଶ କ୍ରମେ କାଶୀନଗର ସ୍ଥିତ ବ୍ଲକ ସମ୍ମିଳନୀ କକ୍ଷଠାରେ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଆୟୋଜିତ ଏହି କାର୍ଯ୍ୟକ୍ରମରେ!-->…
Read More...
Read More...
କଲରାପତରିଆ ବାଘ ଛାଲ ଜବତ, ଜଣେ ଗିରଫ
ବୌଦ୍ଧ : ବୌଦ୍ଧ ଜିଲ୍ଲା ହରଭଙ୍ଗା ଅଞ୍ଚଳରୁ ଏକ କଲରାପତରିଆ ବାଘ ଛାଲ, ଗୋଟିଏ କୁଟୁରା ଓ ଗୋଟିଏ ହରିଣ ଚମଡା ଜବତ କରିବା ସହ ଜଣେ ଶିକାରୀକୁ ଗିରଫ କରିବାରେ ସଫଳ ହୋଇଛି ଏସ୍ଟିଏଫ୍ । ସୂଚନା ମୁତାବକ ବୌଦ୍ଧ ଜିଲ୍ଲାରେ ବନ୍ୟଜନ୍ତୁ ଚମଡା କାରବାର ନେଇ ଏସଟିଏଫ ଖବର ପାଇ ଚାରିଛକଠାରେ ୫ ଦିନ!-->…
Read More...
Read More...
ଖଡ଼ିଆଳ ସ୍ୱୟଂ ଶାସିତ ମହାବିଦ୍ୟାଳୟର ଜାତୀୟ ସେବା ଯୋଜନାରେ ରକ୍ତଦାନ ଶିବିର
ନୂଆପଡା: ନୂଆପଡା ଜିଲ୍ଲା ଖଡ଼ିଆଳ ସ୍ୱୟଂ ଶାସିତ ମହାବିଦ୍ୟାଳୟର ଜାତୀୟ ସେବା ଯୋଜନାରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଅଛି । ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗର ସହାୟତାରେ ଅନୁଷ୍ଠିତ ରକ୍ତଦାନ ଶିବିରରେ ଅନେକ ଛାତ୍ର ଛାତ୍ରୀ ପ୍ରଥମ କରି ରକ୍ତଦାନ କରି ବେଶ ଉତ୍ସାହିତ ଥିବା ବେଳେ ରକ୍ତ ଅନ୍ୟଙ୍କ!-->…
Read More...
Read More...
ପୋଖରୀରେ ବୁଡି ବୃଦ୍ଧଙ୍କ ମୃତ୍ୟୁ
ଦଶପଲ୍ଲା : ଦଶପଲ୍ଲା ବ୍ଲକ ଅନ୍ତର୍ଗତ ପଥୁରିଆ ଗାଁ ପୋଖରୀରେ ବୁଡି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ପଥୁରିଆ ଗାଁର ୬୦ ବର୍ଷୀୟ ବୃଦ୍ଧ ଭୋଳେଶ୍ୱର ବେହେରା ଗତକାଲି ଭୋର ସମୟରେ ପୋଖରୀକୁ ଶୌଚ କରିବାକୁ ଯାଇ ଦୀର୍ଘ ସମୟ ପର୍ଯ୍ୟନ୍ତ ଘରକୁ ଫେରି ନଥିଲେ । ପରିବାର ଲୋକେ ବହୁ!-->…
Read More...
Read More...
ନୂତନ ପେନସନଭୁକ୍ତ ଶିକ୍ଷକଙ୍କ ଡ୍ରେସ କୋଡ଼ ବର୍ଜନ
ଫୁଲବାଣୀ :- ରାଜ୍ୟ ସରକାର ନୂତନ ପେନସନ ଭୁକ୍ତ ପ୍ରାଥମିକ ଶିକ୍ଷକଙ୍କ ତିନି ଦଫା ଦାବିକୁ ଗ୍ରହଣ ନକରିଥିବାରୁ ଏହାର ପ୍ରତିବାଦରେ ସମଗ୍ର ରାଜ୍ୟରେ ନୂତନ ପେନସନଭୁକ୍ତ ପ୍ରାଥମିକ ଶିକ୍ଷକଙ୍କ ଡ୍ରେସକୋଡ଼ ବର୍ଜନ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି । ଏହି ପରିପ୍ରେକ୍ଷୀରେ ଜିଲ୍ଲା ସଂଘର!-->…
Read More...
Read More...
୧୪ ତମ ଆଦିବାସୀ କାର୍ଯ୍ୟକ୍ରମ ପାଇଁ କନ୍ଧମାଳ ଦଳର ଇନ୍ଦୋର ଅଭିମୁଖେ ଯାତ୍ରା
ବାଲିଗୁଡା: କନ୍ଧମାଳ ଜିଲ୍ଲା ଫୁଲବାଣୀ ସ୍ଥିତ ନେହେରୁ ଯୁବ କେନ୍ଦ୍ର ତରଫରୁ ୧୪ ତମ ଆଦିବାସୀ ଆଦାନ ପ୍ରଦାନ କାର୍ଯ୍ୟକ୍ରମ ପାଇଁ କନ୍ଧମାଳରୁ ଏକ ୨୦ ଜଣିଆ ଦଳ ମଧ୍ୟପ୍ରଦେଶର ଇନ୍ଦୋର ଅଭିମୁଖେ ଯାତ୍ରା କରିଛନ୍ତି । ଏହି ଅବସରରେ ବାଲିଗୁଡା ଟାଉନ ହଲ୍ ସଭାଗୃହ ଠାରେ ଏକ ଆଦିବାସୀ!-->…
Read More...
Read More...