Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଗଠନ ହେଲା ଶ୍ରୀମନ୍ଦିର ପରିଚାଳନା କମିଟି
ପୁରୀ- ଦୀର୍ଘ ଏକବର୍ଷ ପରେ ଗଠନ ହୋଇଛି ନୂତନ ଶ୍ରୀମନ୍ଦିର ପରିଚାଳନା କମିଟି। ରାଜ୍ୟ ସରକାର ପରିଚାଳନା କମିଟି ଗଠନ କରି ଅନେକ ନୂଆ ମୁହଁକୁ ସ୍ଥାନ ଦେଇଛନ୍ତି। କମିଟିରେ ପାଞ୍ଚଜଣ ଭିନ୍ନଭିନ୍ନ ନିଯୋଗରୁ ସେବାୟତ ପ୍ରତିନିଧିଙ୍କୁ ସ୍ଥାନ ଦିଆଯାଇଛି। ମୁକ୍ତିମଣ୍ଡପ ପଣ୍ଡିତ ସଭା ତରଫରୁ ଡକ୍ଟର!-->…
Read More...
Read More...
ନୂଆଁଖାଇ ଉପଲକ୍ଷେ ୨୯ ତାରିଖକୁ ସରକାରୀ ଛୁଟି ଘୋଷଣା
ଭୁବନେଶ୍ବର: ନୂଆଁଖାଇ ଉପଲକ୍ଷେ ଆଗାମୀ ୨୯ ତାରିଖକୁ ରାଜ୍ୟ ସରକାର ସରକାରୀ ଛୁଟି ଘୋଷଣା କରିଛନ୍ତି। ଏହି ଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ମ୍ୟାଜିଷ୍ଟେରିଆଲ୍ କୋର୍ଟ (କାର୍ଯ୍ୟନିର୍ବାହୀ) କୋର୍ଟଗୁଡ଼ିକୁ ଛୁଟି ଘୋଷଣା କରିଛନ୍ତି। ତେବେ ଆସନ୍ତା ମାସର ଦ୍ବିତୀୟ ଶନିବାର (!-->…
Read More...
Read More...
ପାର୍ବଣ ଋତୁ ପୂର୍ବ କଠୋର ହେଲା କମିଶନରରେଟ୍ ପୁଲିସ, ପୂଜା ପାଇଁ ଜାରି ହେଲା ସ୍ବତନ୍ତ୍ର ଗାଇଡ଼୍ଲାଇନ୍
ଭୁବନେଶ୍ୱର ୨୬/୦୮: ପାର୍ବଣ ଋତୁ ପୂର୍ବ କଠୋର ହେଲା କମିଶନରରେଟ୍ ପୁଲିସ। ପୂଜା ପାଇଁ ଜାରି ହେଲା ସ୍ବତନ୍ତ୍ର ଗାଇଡ଼୍ଲାଇନ୍। ଚଳିବ ବର୍ଷ ଗଣେଶ ପୂଜା ବାଜିପାରିବନି ଡିଜେ। ସାଉଣ୍ଡ୍ ଲିମିଟ୍ରେ ବଜାଇପାରିବେ ଭକ୍ତି ଗୀତ। ରାସ୍ତା ଉପରେ ହୋଇପାରିବନି ବଡ଼ ବଡ଼ ତୋରଣ। ରାତି ୧୦ଟା ପରେ!-->…
Read More...
Read More...
’ଆମ ଶାସନ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ରାଜ୍ୟରେ ଆରମ୍ଭ ହେଲା ’ଆମ ଶାସନ’। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାର ଶୁଭାରମ୍ଭ କରିଛନ୍ତି। ଏହାଦ୍ବାରା ରାଜ୍ୟ ସରକାରଙ୍କ ପକ୍ଷରୁ ଯେଉଁ ସବୁ ସେବା ମିଳୁଛି, ତାହା ଲୋକଙ୍କୁ ଠିକ୍ ଭାବେ ଉପଲବ୍ଧ ହେଉଛି କି ନାହିଁ, ଲୋକଙ୍କ ଠାରୁ ମତାମତ ସଂଗ୍ରହ କରାଯିବ। ଯଦି କୌଣସି!-->…
Read More...
Read More...
ଆସନ୍ତାକାଲି ମିଳିବ ସିଏମ୍-କିଷାନ ଯୋଜନାର କିସ୍ତି
ଭୁବନେଶ୍ବର: ରାଜ୍ୟ ସରକାରଙ୍କ ସିଏମ୍-କିଷାନ ଯୋଜନାର କିସ୍ତି ଆସନ୍ତାକାଲି (୨୭ ତାରିଖ) ପ୍ରଦାନ କରାଯିବ। ୨୮ ତାରିଖରେ ‘ନୂଆଁଖାଇ’ ପଡ଼ୁଥିବାରୁ ତାର ପୂର୍ବ ଦିନ ଏହା ପ୍ରଦାନ କରାଯିବ। ପ୍ରତି ଚାଷୀଙ୍କ ବ୍ୟାଙ୍କଖାତାକୁ ସିଧାସଳଖ ୨ ହଜାର ଟଙ୍କା ଲେଖାଏଁ ପଠାଯିବ। ଏହାଦ୍ବାରା ଓଡ଼ିଶାର ୫୨!-->…
Read More...
Read More...
ସରକାରଙ୍କ ତାଗିଦ୍, ଅମଲା କର୍ମଚାରୀଙ୍କ ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର:୧୫ ଦିନ ପରେ ରାଜସ୍ବ ଅମଲା ସଂଘର ଆନ୍ଦୋଳନ ସ୍ଥଗିତ ରଖିବାକୁ ମଙ୍ଗଳବାର ନିଷ୍ବତ୍ତି ନେଇଛି ଅମଲା ସଂଘ। ସରକାରଙ୍କ ପ୍ରତିଶ୍ରୁତି ପରେ ଅମଲା ଆନ୍ଦୋଳନ ସ୍ଥଗିତ ନେଇ ଅମଲା ସଂଘ ସଭାପତି ସୂଚନା ଦେଇଛନ୍ତି। ଏଥିସହ ବନ୍ୟା ସ୍ଥିତି ଓ ପୂଜା ପାର୍ବଣକୁ ଦୃଷ୍ଟିରେ ରଖି ମଧ୍ୟ ନିଷ୍ପତ୍ତି!-->…
Read More...
Read More...
ବଙ୍ଗୋପସାଗରରେ ଲଘୁଚାପ, ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୨୬।୮: ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଅଧିକ ଘନୀଭୂତ ହେବ। ଆଗାମୀ ୨ ଦିନରେ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହେବ। ଫଳରେ ରାଜ୍ୟର!-->…
Read More...
Read More...
ରାଜ୍ୟ କ୍ୟାବିନେଟରେ ୪ ପ୍ରସ୍ତାବକୁ ମଞ୍ଜୁରି
ଭୁବନେଶ୍ୱର -ଆଜି ରାଜ୍ୟ କ୍ୟାବିନେଟର ୨୫ତମ ବୈଠକ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା lମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣ!-->…
Read More...
Read More...
ଦାଦନ ରୋକିବା ପାଇଁ ରାଜ୍ୟ ସରକାରଙ୍କ ବଡ଼ ବ୍ଲୁ ପ୍ରିଣ୍ଟ
ଭୁବନେଶ୍ୱର:ମାନ୍ୟବର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତି ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଆଜି ଲୋକସେବା ଭବନରେ ଦାଦନ ଶ୍ରମିକ ହ୍ରାସ ନେଇ ଗଠିତ ଉଚ୍ଚସ୍ତରୀୟ ଟାସ୍କଫୋର୍ସର ତୃତୀୟ ବୈଠକ ଅନୁଷ୍ଠିତ ହୋଇଛି ।
ପୂର୍ବ ବୈଠକରେ ଦାଦନ ପାଇଁ!-->!-->!-->…
Read More...
Read More...
ଓଡ଼ିଶାର ଦୁଇ ଶିକ୍ଷକଙ୍କୁ ୨୦୨୫ ଜାତୀୟ ଶିକ୍ଷକ ପୁରସ୍କାର, ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୫।୮: ଓଡ଼ିଶାର ଦୁଇ ଶିକ୍ଷକଙ୍କୁ ୨୦୨୫ ଜାତୀୟ ଶିକ୍ଷକ ପୁରସ୍କାର ପାଇଁ ମନୋନୀତ କରାଯାଇଛି ବୋଲି ଶିକ୍ଷା ମନ୍ତ୍ରାଳୟ ସୋମବାର ଘୋଷଣା କରିଛି।
ପୁରସ୍କାର ପାଇବାକୁ ଥିବା ଶିକ୍ଷକ ହେଉଛନ୍ତି ବସନ୍ତ କୁମାର ରାଣା ଓ ତାରୁଣ କୁମାର ଦାଶ। ସେମାନଙ୍କୁ ଆସନ୍ତା ସେପ୍ଟେମ୍ବର ୫,!-->!-->!-->…
Read More...
Read More...