Browsing Category

ରାଜ୍ୟ

ବେଳାଭୂମିରେ ଚାଲିଛି ସ୍ୟାଣ୍ଡ ଥେରାପି

ପୁରୀ : ଭାରତୀୟ ସଂସ୍କୃତିରେ ପ୍ରାକୃତିକ ଚିକିତ୍ସା ବହୁ ପୁରାତନ କାଳରୁ ଚାଲି ଆସୁଛି। ପଞ୍ଚତତ୍ୱ ଜରିଆରେ ପୁରୀ ବେଳାଭୂମିରେ ଚିନ୍ତା ଦୂର ସହ ଆଣ୍ଠୁଗଣ୍ଠିରେ ପିଡିତ ହେଉଥିବା ବ୍ୟକ୍ତିଙ୍କ ପାଇଁ ଆରମ୍ଭ ହୋଇଛି ସ୍ୟାଣ୍ଡ ଥେରାପି । ଏହା ମାଧ୍ୟମରେ ଲୋକେ ବେଶ୍ ଉପଶମ ପାଉଛନ୍ତି | ବିଭିନ୍ନ
Read More...

ରାଧାକ୍ରିଷ୍ଣନଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଦେଶର ୧୫ତମ ଉପରାଷ୍ଟ୍ରପତି ଭାବେ ଶପଥ ନେଇଛନ୍ତି ସି.ପି. ରାଧାକ୍ରିଷ୍ଣନ୍ । ନବନିର୍ବାଚିତ ଉପରାଷ୍ଟ୍ରପତିଙ୍କୁ ରାଷ୍ଟ୍ରପତି ଭବନରେ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଅନେକ ମାନ୍ୟଗଣ୍ୟ
Read More...

ନଭେମ୍ବର ୫ରୁ କଟକ ବାଲିଯାତ୍ରା

କଟକ: ନଭେମ୍ବର ୫ରୁ କଟକ ବାଲିଯାତ୍ରା। ଏନେଇ ଜିଲାପାଳଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ନିଷ୍ପତ୍ତି ନିଆଯାଇଛି। ୫ରୁ ୧୨ ପର୍ଯ୍ୟନ୍ତ ବାଲିଯାତ୍ରା ଚାଲିବ। ଏଥର ଉପର ନୁହେଁ, କେବଳ ତଳ ପଡ଼ିଆରେ ଷ୍ଟଲ ପଡିବ।
Read More...

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ : ଗୁରୁବାର ଶ୍ରୀମନ୍ଦିରରେ ୫ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ । ଶ୍ରୀମନ୍ଦିରରେ  ମହାପ୍ରଭୁଙ୍କ ବନକଲାଗି ନୀତି ହେବ। ଏଥିପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ସିଂହାର କରିବେ।
Read More...

ଚଳିତ ମାସରେ ଆସିବ ନୂଆ ଅବକାରୀ ନୀତି: ମନ୍ତ୍ରୀ

ଭୁବନେଶ୍ୱର: ଚଳିତ ମାସରେ ରାଜ୍ୟ ସରକାର ନୂଆ ଅବକାରୀ ନୀତି ଆଣିବେ। ନୂଆ ଅବକାରୀ ନୀତି ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ଦିନେ କିମ୍ବା ଦୁଇଦିନ ମଧ୍ୟରେ ଆଲୋଚନା ହେବ ବୋଲି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନନ୍ଦନ ସୂଚନା ଦେଇଛନ୍ତି। ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ପୃଥ୍ବୀରାଜ
Read More...

ପୁରୀ ସମୁଦ୍ରରୁ ପୁଣି ମରଣମୁହଁରୁ ପର୍ଯ୍ୟଟକଙ୍କୁ ବଞ୍ଚାଇଲେ ଲାଇଫଗାର୍ଡ

ପୁରୀ : ଦେବଦୂତ ସାଜିଲେ ଲାଇଫ ଗାର୍ଡ। ‌ମରଣ ମୁହଁରୁ ପର୍ଯ୍ୟଟକଙ୍କ ଜୀବନ ବଞ୍ଚାଇଲେ‌। ପୁରୀ ସମୁଦ୍ର କୂଳରେ ସ୍ନାନ କରୁଥିବା ସମୟରେ ଜଣେ ପର୍ଯ୍ୟଟକଙ୍କ ସହ ଏଭଳି ଅଭାବନୀୟ ଘଟଣା ଘଟିଛି। ସମୁଦ୍ରରେ ସ୍ନାନ କରୁଥିବା ସମୟରେ ରିପ୍ କରେଣ୍ଟରେ ପଡି ଜଣେ ଓଡ଼ିଆ ପର୍ଯ୍ୟଟକ ଗଭୀର ସମୁଦ୍ର ଭିତରକୁ
Read More...

ଚିନ୍ତା ବଢାଇଛି ସୁନା ଦାମ୍‌ , ପୁଣି ବଢିଲା ଦର

ଭୁବନେଶ୍ୱର : ଚିନ୍ତା ବଢାଇଛି ସୁନା ଦାମ୍‌ । ନିୟମିତ ବଢି ଚାଲିଛି ଦର । ଗତକାଲି ୨୨ କ୍ୟାରେଟ୍‌ ସୁନା ଦାମ୍‌ ୧ ଲକ୍ଷ ଟଙ୍କା ଅତିକ୍ରମ କରିଥିବା ବେଳେ ବୁଧବାର ଅର୍ଥାତ୍‌ ସେପ୍ଟେମ୍ବର ୧୦ ତାରିଖରେ ପୁଣି ବଢିଛି ଦାମ୍‌ ।୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୧,୧୦,୫୦୯ ଟଙ୍କା ରହିଛି
Read More...

ସୁଭଦ୍ରା ଯୋଜନାରୁ ବଞ୍ଚିତ ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ଟଙ୍କା

ଭୁବନେଶ୍ବର: ସୁଭଦ୍ରା ଯୋଜନାରୁ ବଞ୍ଚିତ ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା। ଆଜି ଏଭଳି କହିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଅନେକ ଯୋଗ୍ୟ ହିତାଧିକାରୀ ମହିଳା ସୁଭଦ୍ରା ତାଙ୍କ ପାଇବାରୁ ବଞ୍ଚିତ ହୋଇଛନ୍ତି। ସେମାନେ କାହିଁକି ବଞ୍ଚିତ ହେଲେ, ରେସନ କାର୍ଡ
Read More...

ବିଧାନସଭା ଅଧିବେଶନ ସମୟରେ ସଦର ମହକୁମାରେ ରହିବେ ସଚିବ, ଜାରି ହେଲା ନିର୍ଦ୍ଦେଶନାମା

ଭୁବନେଶ୍ବର: ସପ୍ତଦଶ ବିଧାନସଭାର ଚତୁର୍ଥ ଅଧିବେଶନ ସେପ୍ଟେମ୍ବର ୧୮ ତାରିଖରୁ ଆରମ୍ଭ ହେଉଛି।  ଅଧିବେଶନ ପୂର୍ବରୁ ବିଭାଗୀୟ ସଚିବଙ୍କ ପାଇଁ ଜାରି ହୋଇଛି ନିର୍ଦ୍ଦେଶନାମା। ବିଧାନସଭା ମୌସୁମୀ ଅଧିବେଶନ ପୂର୍ବରୁ ସମସ୍ତ ବିଭାଗୀୟ ସଚିବଙ୍କୁ ଚିଠି ଲେଖି ସଜାଗ ରହିବାକୁ କହିଲେ ମୁଖ୍ୟ ଶାସନ
Read More...

ଆଜି ବସିବ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର : ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ମୋହମ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିବ ଏହି ବୈଠକ । ଯେଉଁଥିରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିପାରେ । ଖବର ଅନୁଯାୟୀ, ବୁଧବାର ସଂଧ୍ୟା ୫ଟାରେ ଲୋକସେବା ଭବନରେ ବସିବ ରାଜ୍ୟ
Read More...