Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ପାରିବାରିକ କଳହର କରୁଣ ପରିଣତି ; ସ୍ତ୍ରୀକୁ ମାରିଲା, ନିଜେ ମଲା
ସୋର : ପାରିବାରିକ କଳହର କରୁଣ ପରିଣତି । ସ୍ତ୍ରୀକୁ ପିଟିପିଟି ମାରିବା ପରେ ନିଜ ବିଷ ପିଇ ଜୀବନ ହାରିଲା ସ୍ୱାମୀ । ଘଟଣା ଘଟିଛି ଭଦ୍ରକ ଖଇରା ଥାନା ତିଳଦା ଗାଁରେ । ପାରିବାରିକ କଳହରୁ ସ୍ତ୍ରୀକୁ ପିଟିପିଟି ହତ୍ୟା କଲା ସ୍ୱାମୀ ।
ସୂଚନା ଥାଉକି, କୌଣସି କାରଣରୁ ସ୍ୱାମୀ ଓ ସ୍ତ୍ରୀଙ୍କ!-->!-->!-->…
Read More...
Read More...
ସୁପ୍ରିମ୍କୋର୍ଟଙ୍କ ଦ୍ବାରସ୍ଥ ହେଲେ ମନୀଷ ସିସୋଦିଆ
ନୂଆଦିଲ୍ଳୀ: ଅବକାରୀ ଦୁର୍ନୀତିରେ ନିଜ ଗିରଫଦାରୀ ବିରୋଧରେ ମଙ୍ଗଳବାର ସୁପ୍ରିମ୍କୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି ଦିଲ୍ଳୀର ଉପ ମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ। ଭାରତର ପ୍ରଧାନ ବିଚାରପତିଙ୍କ ସମ୍ମୁଖରେ ଏହି ବିଷୟ ଉଲ୍ଲେଖ କରାଯିବ। ମନୀଷ ସିସୋଦିଆଙ୍କୁ ରବିବାର ସିବିଆଇ ଗିରଫ କରିବା ପରେ!-->…
Read More...
Read More...
ବିବାହ ମିଠା ପ୍ରସ୍ତୁତି ସମୟରେ ଅଗ୍ନିକାଣ୍ଡ
ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ବୀରନରସିଂହପୁର ଗ୍ରାମ ପଞ୍ଚାୟତ ଅଧିନସ୍ଥ ମହାକୁଡ଼ପାଲି ଗ୍ରାମରେ ଆଜି ସନ୍ଧ୍ୟା ସମୟରେ ଶିବ ଦନାୟକଙ୍କ ପୁଅର ବିବାହ ପ୍ରସ୍ତୁତି ପାଇଁ ମିଠା ସାମଗ୍ରୀ ତିଆରି କରାଯାଉଥିବା ବେଳେ ଗ୍ୟାସ ସିଲିଣ୍ଡରରେ ନିଆଁ ଲାଗିଯାଇଥିଲା । ପରିବାର ଲୋକ ବିଭିନ୍ନ!-->…
Read More...
Read More...
ହରଭଙ୍ଗା ବ୍ଲକ ପ୍ରାଣୀ ସମ୍ପଦ ବିଭାଗ ତରଫରୁ ଗୋ-ବନ୍ଧ୍ୟା ନିରାକରଣ ଓ ପ୍ରାଣୀ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ
ହରଭଙ୍ଗା :ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ଧଳପୁର ପଂଚାୟତ ସାକୁଷୀଙ୍ଗା ଗ୍ରାମରେ ଏକ ଗୋବନ୍ଧ୍ୟା ନିରାକରଣ ଓ ଚିକିତ୍ସା ଶିବିର ଆୟୋଜନ ହୋଇଯାଉଛି । ଏହି ସଚେତନତା କର୍ମଶାଳାରେ ହରଭାଙ୍ଗା ଗୋଷ୍ଠୀ ପ୍ରାଣୀ ଚିକିତ୍ସା ଅଧିକାରୀ ଡ଼ା. ବିରେନ୍ଦ୍ର କୁମାର ପୃଷ୍ଟି ଅଧ୍ୟକ୍ଷତା କରିଥିବା ବେଳେ!-->…
Read More...
Read More...
ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଅଭିଯୋଗ ଶୁଣାଣୀ ଶିବିର
ନୂଆପଡା : ନୂଆପଡ଼ା ଜିଲ୍ଲା ବୋଡେ଼ନ ବ୍ଲକ ସ୍ଥିତ ପଞ୍ଚାୟତ ସମିତି ସମ୍ବିଳନୀ କକ୍ଷରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ହେମକାନ୍ତ ସାଏଙ୍କ ସଭାପତିତ୍ୱରେ ଅଭିଯୋଗ ଶୁଣାଣୀ ଶିବିରରେ ବୋଡେନ ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ!-->…
Read More...
Read More...
ଶ୍ରୀମଦ ଭାଗବତ ସପ୍ତାହ ପାରାୟଣ ଓ ଘୃତ ଯଜ୍ଞ ଉଦଯାପିତ
ସୁବର୍ଣ୍ଣପୁର : ସୋନପୁର ବଡ଼ ଗୋପାଳଜୀ ମନ୍ଦିରରେ ଅନୁଷ୍ଠିତ ହୋଇଥିବା ଶ୍ରୀମଦ ଭାଗବତ ସପ୍ତାହ ପାରାୟଣ ଓ ଘୃତ ଯଜ୍ଞ କାର୍ଯ୍ୟକ୍ରମ ଆଜି ଉଦଯାପିତ ହୋଇଯାଇଛି । ପୁରୀ ରାମଜୀ ମଠର ମହନ୍ତ ବଂଶୀଧର ଦାସ ମହାରାଜଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ସପ୍ତାହ ବ୍ୟାପୀ ସଂସ୍କୃତ ପୁରାଣ ପାଠ, ଓଡ଼ିଆ!-->…
Read More...
Read More...
ଦ୍ୱିିତୀୟ ଗନ୍ଧରାଢୀ ଲୋକକଳା ମହୋତ୍ସବ ଉଦ୍ଯାପିତ ଓ ସ୍ମରଣିକା ଉନ୍ମୋଚିତ
ଜହ୍ନାପଙ୍କ: ବୌଦ୍ଧ ଜିଲ୍ଲା ଲକ୍ଷ୍ମୀପ୍ରସାଦ ପଂଚାୟତ ଅନ୍ତର୍ଗତ ଜଗତି ହାଇସ୍କୁଲ ପଡିଆରେ ଚାଲିଥିବା ଐତିହାସିକ ୨ୟ ଗନ୍ଧରାଢୀ ଲୋକକଳା ମହୋତ୍ସବ ରବିବାର ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି । ଏହି ଅବସରରେ ଅନୁଷ୍ଠିତ ସାଂସ୍କୃତିକ ସଭାରେ ଅତିଥିମାନେ ଗନ୍ଧରାଢୀ ପୀଠର ଐତିହାସିକ ପୃଷ୍ଠଭୂମି ଓ!-->…
Read More...
Read More...
ବିଦ୍ୟୁତ ବିଲକୁ ନେଇ ତେଜିଛି ପୁଣି ଅସନ୍ତୋଷ, ଜିଲ୍ଲାପାଳଙ୍କୁ ଦାବିପତ୍ର
ସମ୍ବଲପୁର: ବିଦ୍ୟୁତ ବିଲକୁ ନେଇ ତେଜିଛି ପୁଣି ଅସନ୍ତୋଷ । ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ୩୮ ନମ୍ବର ୱାର୍ଡର ସିନ୍ଦୁରପଙ୍କ କଲ୍ୟାଣ ମଣ୍ଡପଠାରେ ୯ ଗ୍ରାମବାସୀ ଏକାଠି ହୋଇ ନିଜର କୋହ ପ୍ରକାଶ କରି ଟାଟା ପାୱାରର ଜୁଲୁମ ପ୍ରତି ନିଜ ନିଜ ଅସନ୍ତୋଷ ଜାହିର କରି ଶେଷରେ ସମସ୍ୟାର ସମାଧାନ!-->…
Read More...
Read More...
୮ କୁଇଣ୍ଟାଲ ୨୫ କେଜି ଗଞ୍ଜେଇ ଜବତ
ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନା ଅନ୍ତର୍ଗତ ଉପର ପାଙ୍ଗା ପଂଚାୟତର ଶିକାରୀ ଗ୍ରାମ ନିକଟ ଜଙ୍ଗଲରେ ଏକ କୁଡ଼ିଆ ଘର ଉପରେ ଚଢ଼ାଉ କରି ୮ କୁଇଣ୍ଟାଲ ୨୫ କେଜି ଗଂଜେଇ ଜବତ କରିଛି ଫିରିଙ୍ଗିଆ ପୋଲିସ । ଯାହା ସୂଚନା ରହିଛି ଏସପି ଶୁଭେନ୍ଦୁ କୁମାର ପାତ୍ରଙ୍କ ନିର୍ଦ୍ଦେଶକ୍ରମେ!-->…
Read More...
Read More...
ମହାପ୍ରଭୁଙ୍କ ଦର୍ଶନ କଲେ ନୂତନ ମୁଖ୍ୟ ଶାସନ ସଚିବ
ପୁରୀ: ନୂତନ ମୁଖ୍ୟ ଶାସନ ସଚିବ ହୋଇଛନ୍ତି ବରିଷ୍ଠ ଆଇ ଏଏସ ପ୍ରଦୀପ କୁମାର ଜେନା । ଏହି ଅବସରରେ ସେ ମହାପ୍ରଭୁଙ୍କ ଆଶୀର୍ବାଦ କାମନା କରି ରାଜ୍ୟ ବାସୀଙ୍କ ପାଇଁ ସେ ସବୁ କାର୍ଯ୍ୟ କିଭଳି ଭଲରେ କରି ପାରିବେ ମହାପ୍ରଭୁ ଶ୍ରଜଗନ୍ନାଥଙ୍କୁ ପ୍ରାର୍ଥନା କରିଛନ୍ତି । ରାଜ୍ୟ ସରକାର ଗତକାଲି!-->…
Read More...
Read More...