Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଓଏଏସ୍ ଅଧିକାରୀସ୍ତରରେ ଅଦଳବଦଳ
ଭୁବନେଶ୍ୱର:ରାଜ୍ୟ ସରକାରଙ୍କ ପକ୍ଷରୁ ମଙ୍ଗଳବାର ୪ ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍) ଅଧିକାରୀସ୍ତରରେ ଅଦଳବଦଳ କରାଯାଇଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ,ଉଚ୍ଚଶିକ୍ଷା ବିଭାଗ ଯୁଗ୍ମ ସଚିବ ଦୁଃଖବନ୍ଧୁ ନାୟକଙ୍କୁ ମୟୂରଭଞ୍ଜ ଅତିରିକ୍ତ ଜିଲାପାଳ ରୂପେ!-->…
Read More...
Read More...
ଓଡ଼ିଶାରେ ରେଳ କ୍ଷେତ୍ରର ବିକାଶ ନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଓ ରେଳମନ୍ତ୍ରୀଙ୍କ ମଧ୍ୟରେ ବୈଠକ
ନୂଆଦିଲ୍ଲୀ/ଭୁବନେଶ୍ୱର:ଓଡ଼ିଶାରେ ରେଳ କ୍ଷେତ୍ରର ବିକାଶ, ନାଗରିକଙ୍କ ଯାତାୟତ ସହ ପରିବହନ ପଥକୁ ସୁଗମ କରିବା ତଥା ରେଳ ନେଟଓ୍ୱାର୍କକୁ ସୁଦୃଢ଼ କରିବା ଦିଗରେ ଆଜି ନୂଆଦିଲ୍ଲୀ ଠାରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ ଓଡ଼ିଶାର!-->…
Read More...
Read More...
ସିପି ରାଧାକ୍ରିଷ୍ଣନ ଭାରତର ନୂଆ ଉପରାଷ୍ଟ୍ରପତି, ଜାଣନ୍ତୁ କେତେ ଭୋଟରେ ଜିତିଲେ
ନୂଆଦିଲ୍ଲୀ : ଜାତୀୟ ଗଣତନ୍ତ୍ରିକ ମେଣ୍ଟ (ଏନଡିଏ) ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ ଭାରତର ନୂଆ ଉପରାଷ୍ଟ୍ରପତି ନିର୍ବାଚିତ ହୋଇଛନ୍ତି । ଜଗଦୀପ ଧନଖଡ଼ଙ୍କ ଇସ୍ତଫା ପରେ ଉପରାଷ୍ଟ୍ରପତି ପଦ ଖାଲିଥିଲା । ଆଜି ହୋଇଥିବା ଉପରାଷ୍ଟ୍ରପତି ନିର୍ବାଚନରେ ରାଧାକ୍ରିଷ୍ଣନଙ୍କୁ ୪୫୨ଟି ଓ ବିପକ୍ଷ!-->…
Read More...
Read More...
ବାଲୁକା କଳା ମାଧ୍ୟମରେ ଅକ୍ଷୟ କୁମାରଙ୍କୁ ଶୁଭେଚ୍ଛା ଜଣାଇଲେ ସୁଦର୍ଶନ
ପୁରୀ- ବଲିଉଡ୍ ସୁପରଷ୍ଟାର ଅକ୍ଷୟ କୁମାରଙ୍କ ଜନ୍ମଦିନ ।ଶୁଭେଚ୍ଛା ଜଣାଇଲେ ସୁଦର୍ଶନ ।ପୁରୀରେ ବାଲୁକା କଳାରେ ବଲିଉଡ୍ ହିରୋ ଅକ୍ଷୟ କୁମାରଙ୍କୁ ଜନ୍ମଦିନ ଶୁଭେଚ୍ଛା । ଶୁଭେଚ୍ଛା ଜଣାଇଛନ୍ତି ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ । ସେପ୍ଟେମ୍ବର 9 2025 ।58 ବର୍ଷରେ ପାଦ ଦେବେ!-->…
Read More...
Read More...
ଗୋପାଳପୁର ଗଣଦୁଷ୍କର୍ମ ମାମଲା: କୋର୍ଟରେ ୩ ନାବାଳକଙ୍କ ଚାର୍ଜଫ୍ରେମ୍
ବ୍ରହ୍ମପୁର: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ସୋମବାର ୩ଜଣ ନାବାଳକ (୧୭ ବର୍ଷ)ଙ୍କ ନାମରେ ଜୁନିୟର କୋର୍ଟ ତଥା ଏଡିଜେ-୨ରେ ଚାର୍ଜଫ୍ରେମ୍ ହୋଇଛି । ତିନି ନାବାଳକଙ୍କୁ କୋର୍ଟରେ ହାଜର କରାଯାଇଥିଲା । ସେମାନଙ୍କ ନାଁରେ ରୁଜୁ ହୋଇଥିବା ମାମଲା ସମ୍ପର୍କରେ କୁହାଯାଇଥିଲା । ପୂର୍ବରୁ!-->…
Read More...
Read More...
୧୨ରୁ କମିବ ବର୍ଷା
ଭୁବନେଶ୍ୱର:ବଙ୍ଗୋପସାଗର ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଗତ ୨୪ ଘଣ୍ଟାରେ ରାଜ୍ୟର ୫ ଜିଲାରେ ଅତିପ୍ରବଳ ବର୍ଷା ହୋଇଥିବାବେଳେ ୨ ଜିଲାରେ ପ୍ରବଳ, ୬ ଜିଲାରେ ସ୍ବାଭାବିକ, ୪ ଜିଲାରେ ଅଭାବୀ, ୧୧ ଜିଲାରେ ଅତିଅଭାବୀ ଏବଂ ବାକି ୨ ଜିଲାରେ ବର୍ଷା ହୋଇନାହିଁ। ଝାରସୁଗୁଡ଼ା ଜିଲା ଲଇକେରା!-->…
Read More...
Read More...
ରାଜ୍ୟବାସୀଙ୍କୁ ବିଜେଡି ଲଜ୍ଜିତ କରିଛି, ବହୁମୂଲ୍ୟ ଦେବାକୁ ପଡ଼ିବ : ଭକ୍ତ
ଭୁବନେଶ୍ବର, ୮/୯: ଉପରାଷ୍ଟ୍ରପତି ନିର୍ବାଚନରେ ଭୋଟଦାନରୁ ବିରତ ରହିବା ନିଷ୍ପତ୍ତି ନେଇ ବିଜେଡି ଓଡିଶାବାସୀଙ୍କୁ ଲଜ୍ଜିତ କରିଛି ବୋଲି ପିସିସି ସଭାପତି ଭକ୍ତ ଚରଣ ଦାସ ଅଭିଯୋଗ କରିଛନ୍ତି । ଏକ ପ୍ରେସ ବିବୃତ୍ତିରେ ସେ କହିଛନ୍ତି, ବିଜେପି-ବିଜେଡି ଏକ ଅଘୋଷିତ ମେଣ୍ଟ ରାଜନୀତିରେ ଅଛନ୍ତି!-->…
Read More...
Read More...
ସାର ବଣ୍ଟନ ସମସ୍ୟା: ସମବାୟ ବିଭାଗ ପକ୍ଷରୁ କଡା ନିର୍ଦ୍ଦେଶ ଜାରି
ଭୁବନେଶ୍ବର: ସାର ବଣ୍ଟନ ସମସ୍ୟାକୁ ନେଇ ସମବାୟ ବିଭାଗ ପକ୍ଷରୁ କଡା ନିର୍ଦ୍ଦେଶ ଜାରି ହୋଇଛି। ସମସ୍ତ ପ୍ୟାକ୍ସକୁ ନିଜର ଲାଇସେନ୍ସ ନବୀକରଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସାର ବଣ୍ଟନକୁ ପ୍ରାଥମିକତା ଦେଇ ସାର ବଣ୍ଟନକୁ ପ୍ୟାକ୍ସ ଗୁରୁତ୍ୱ ଦେଉ ବୋଲି ନିର୍ଦ୍ଦେଶରେ କୁହାଯାଇଛି।
Read More...
Read More...
ଉପରାଷ୍ଟ୍ରପତି ନିର୍ବାଚନ; ମତଦାନରୁ ବିରତ ରହିବ ବିଜେଡି
ଭୁବନେଶ୍ବର: ଆସନ୍ତାକାଲି ଅନୁଷ୍ଠିତ ହେବାକୁ ଉପରାଷ୍ଟ୍ରପତି ନିର୍ବାଚନରେ ବିଜେଡି ମତଦାନରୁ ବିରତ ରହିବ। ଆଜି ଏନେଇ ଦଳର ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ବିଜେଡି ଉଭୟ ଏନଡିଏ ଓ ଇଣ୍ଡି ମେଣ୍ଟଠାରୁ ସମଦୂରତା ବଜାୟ ରଖିଛି। ଏଣୁ ଦଳ ସଭାପତି ନବୀନ!-->…
Read More...
Read More...
ଅଭିଜିତ ମଜୁମଦାରଙ୍କ ପାଇଁ ବଡ ଘୋଷଣା କଲେ ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର: ଓଡ଼ିଶାର ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାରଙ୍କ ଚିକିତ୍ସା ଖର୍ଚ୍ଚ ଓଡ଼ିଶା ସରକାର ବହନ କରିବେ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଘୋଷଣା କରିଛନ୍ତି। ଅଭିଜିତ ବର୍ତ୍ତମାନ ଏମ୍ସ-ଭୁବନେଶ୍ୱରର ଆଇସିୟୁରେ ଭେଣ୍ଟିଲେଟର ସହାୟତାରେ ଚିକିତ୍ସାଧୀନ ଅଛନ୍ତି।
!-->!-->…
Read More...
Read More...