Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଦ୍ୱାର ସମ୍ବର୍ଦ୍ଧନା ସଭା
ପାରଳାଖେମୁଣ୍ଡି: ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଓଡ଼ିଶା ସରକାର ଓ ଗଜପତି ଜିଲ୍ଲା ପ୍ରଶାସନ ପକ୍ଷରୁ ଗଜପତି ଜିଲ୍ଲାର ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଦ୍ୱାରା ପାରଳାଖେମୁଣ୍ଡି ସ୍ଥିତ ଆରଏମସି ପ୍ରାଙ୍ଗଣରେ ଏକ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ସ୍ୱତନ୍ତ୍ର ଉନ୍ନୟନ ପରିଷଦ ପକ୍ଷରୁ ଜିଲ୍ଲାର!-->…
Read More...
Read More...
ରାଇସ ଗ୍ରାମରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ଜଳିଗଲା ୫ବଖରା ଘର
ପୁରୀ : ପୁରୀ କାକଟପୁର ବ୍ଲକ ସୁହାଣ୍ଡପୁର ପଞ୍ଚାୟତ ରାଇସ ଗ୍ରାମରେ ଭୟଙ୍କର ଅଗ୍ନିକାଣ୍ଡ । ନିଆଁ ଲାଗି ଜଳିଗଲା ୫ବଖରା ଘର । ନିଆଁକୁ ଆୟତ୍ତ କରିବାକୁ ଅସ୍ତରଙ୍ଗ ଅଗ୍ନିଶମ ବିଭାଗକୁ ୪ଘଣ୍ଟା ସମୟ ଲାଗିଥିବା ବେଳେ କିପରି ନିଆଁ ଲାଗିଲା କାରଣ ଅସ୍ପଷ୍ଟ ଥିବା ଜଣାପଡିଛି । ଆଜି ଭୋର ସମୟରେ!-->…
Read More...
Read More...
ଜିଲ୍ଲା ପ୍ରେସ କ୍ଲବ ପକ୍ଷରୁ ସାମ୍ବାଦିକ ସୁବାଷ ପଟ୍ଟନାୟକଙ୍କ ବିୟୋଗରେ ଶ୍ରଦ୍ଧାଞ୍ଜଳି
ନୂଆପଡା : ନୂଆପଡା ଜିଲ୍ଲା ଖଡ଼ିଆଳଠାରେ ନୂଆପଡା ଜିଲ୍ଲା ପ୍ରେସ କ୍ଲବ ପକ୍ଷରୁ ବରିଷ୍ଠ ସାମ୍ବାଦିକ ସୁବାଷ ଚନ୍ଦ୍ର ପଟ୍ଟନାୟକଙ୍କ ବିୟୋଗରେ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି । ଆଜି ସଭାରେ ଜିଲ୍ଲା ପ୍ରେସ କ୍ଲବ ସଭାପତି ପରମେଶ୍ୱର ବାରିକ ଅଧ୍ୟକ୍ଷତା କରିଥିଲେ । ସଭାରେ ସମ୍ପାଦକ!-->…
Read More...
Read More...
୩ରୁ ଫୁଲବାଣୀ ଜ଼ିଲ୍ଲା ଲେଖକ ସାମ୍ମୁଖ୍ୟ ପୁସ୍ତକ ମେଳାର ରୌପ୍ୟ ଜୟନ୍ତୀ ସମାରୋହ
ଫୁଲବାଣୀ :- କନ୍ଧମାଳ ଜିଲ୍ଲାର ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ଜିଲ୍ଲା ଲେଖକ ସାମ୍ମୁଖ୍ୟ ଦ୍ୱାରା ଆସନ୍ତା ମାର୍ଚ୍ଚ ୩ ତାରିଖରୁ ମାର୍ଚ୍ଚ ୧୨ ତାରିଖ ପର୍ଯ୍ୟନ୍ତ ସ୍ଥାନୀୟ ଏଜେଓ ହାଇସ୍କୁଲ ପଡିଆ ( ବି. ଟିମ ପଡିଆ ) ଠାରେ ଦଶଦିନ ବ୍ୟାପୀ ପୁସ୍ତକ ମେଳା ଅନୁଷ୍ଠିତ ହେବ । ଏଥିରେ ଓଡ଼ିଶାର!-->…
Read More...
Read More...
ଜିଲ୍ଲା ସ୍ତରୀୟ କୃଷକ ଦକ୍ଷତା ବୃଦ୍ଧି ପ୍ରଶିକ୍ଷଣ କାର୍ଯ୍ୟକ୍ରମ
ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିର ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଥିବା ଜିଲ୍ଲା ପ୍ରଶିକ୍ଷଣ କେନ୍ଦ୍ର ଠାରେ ଜିଲ୍ଲା ସ୍ତରୀୟ କୃଷକ ଦକ୍ଷତା ବୃଦ୍ଧି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରଶିକ୍ଷଣ!-->…
Read More...
Read More...
ଜୟପୁର-ନବରଙ୍ଗପୁର ରେଳ ସଂଯୋଗୀକରଣ ପାଇଁ ଜମି ଅଧିଗ୍ରହଣ ନିମନ୍ତେ ଜନଶୁଣାଣି ବୈଠକ
ନନ୍ଦାହାଣ୍ଡି : ଆଜି ନବରଙ୍ଗପୁର ଜିଲ୍ଲା ନନ୍ଦାହାଣ୍ଡି ବ୍ଲକ ସିନ୍ଧିଗୁଡା ପଞ୍ଚାୟତ ଅନ୍ତର୍ଗତ ନୀଳକଣ୍ଠଗୁଡା ଗ୍ରାମ ଠାକୁରାଣୀ ମନ୍ଦିର ପରିସରରେ ଜୟପୁରନବରଙ୍ଗପୁର ନୂତନ ଓସାରିଆ ରେଳ ସଂଯୋଗୀକରଣ ପ୍ରକଳ୍ପ ପାଇଁ ଘରୋଇ ଜମି ଅଧିଗ୍ରହଣ ନିମନ୍ତେ ନବରଙ୍ଗପୁର ଜିଲ୍ଲା ପ୍ରଶାସନ ତରଫରୁ!-->…
Read More...
Read More...
ସ୍କୁଲ ଛାତ୍ରଛାତ୍ରୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଲିଖିତ ପୁସ୍ତକ “ଏଗ୍ଜାମ୍ ୱାରିୟର୍ସ” ବଣ୍ଟନ
ସମ୍ବଲପୁର: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଲିଖିତ “ଏଗ୍ଜାମ୍ ୱାରିୟର୍ସ” ପୁସ୍ତକ ସମ୍ବଲପୁର ଜିଲ୍ଲାର ବିଭିନ୍ନ ସରକାରୀ ଓ ବେସରକାରୀ ସ୍କୁଲ ଛାତ୍ରଛାତ୍ରୀଙ୍କୁ ବଣ୍ଟନ କରାଯାଇଛି । ଏହି ପୁସ୍ତକ ପାଇବା ପରେ ଛାତ୍ରଛାତ୍ରୀମାନେ ଖୁସିବ୍ୟକ୍ତ କରିବା ସହ!-->…
Read More...
Read More...
ଉତ୍କଳମଣିଙ୍କ ପ୍ରତିମୂର୍ତ୍ତି ଓ ସ୍ମାରକୀ ସଂଗ୍ରହାଳୟ ଲୋକାର୍ପଣ
ପୁରୀ : ନୂଆରୂପ ପାଇଛି ଉତ୍କଳମଣୀ ପଣ୍ଡିତ ଗୋପବନ୍ଧୁ ଦାଶ ଙ୍କ ଜନ୍ମମାଟି ସୁଆଣ୍ଡୋ । ପୁନଃବିକଶିତ ଜନ୍ମପୀଠର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୨୫ କୋଟି ଟଙ୍କା ବ୍ୟୟରେ ଏହି ପ୍ରକଳ୍ପ ମଧ୍ୟରେ ଗୋପବନ୍ଧୁଙ୍କ ଜନ୍ମ ପୀଠରେ ଥିବା ଶିବ ମନ୍ଦିର, ଦୁଇଟି ପୋଖରୀ, ପୈତୃକ!-->…
Read More...
Read More...
ଭିଜିଲାନ୍ସ ଜାଲରେ ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀ
ପୁରୀ : ଭିଜିଲାନ୍ସ ଜାଲରେ ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ କରିଛି ଭିଜିଲାନ୍ସ । ଭିଜିଲାନ୍ସର ଦୁଇଜଣିଆ ଟିମ୍ ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀ ଅଜୟ ସେନାପତିଙ୍କ ଘରେ ଓ ଆପାର୍ଟମେଣ୍ଟର ଫ୍ଲାଟରେ ଚଢାଉ କରିଛନ୍ତି । ପୁରୀ ଦାମୋଦର!-->…
Read More...
Read More...
ଭାରସାମ୍ୟ ହରାଇ ରାସ୍ତା ତଳକୁ ଓଲଟିଲା ବାଲି ବୋଝେଇ ହାଇୱା
ହରଭଙ୍ଗା : ପୁରୁଣାକଟକ ଥାନା ଚାରିଛକ- ଛତ୍ରଙ୍ଗ ପୂର୍ତ୍ତରାସ୍ତାର ପୁରୁଣା କଟକ ଥାନା ନିକଟରେ ଗତକାଲି ବିଳମ୍ବିତ ରାତ୍ରିରେ ଏକ ବାଲି ବୋଝେଇ ହାଇୱା ଭାରସାମ୍ୟ ହରାଇ ପୋଲ ତଳକୁ ଖସି ପଡ଼ିଥିବା ଜଣାପଡିଛି । ସୂଚନା ମତେ ଗତକାଲି ରାତ୍ରିରେ ହରଭଙ୍ଗାରୁ ବାଲି ବୋଝଇ ହୋଇ (ଓଡି ୩୨ସି୮୮୯୨)!-->…
Read More...
Read More...