Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଜିଲା ପ୍ରେସ କ୍ଳବଠାରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ
ଫୁଲବାଣୀ : ଭାଷା ଆନ୍ଦୋଳନ କନ୍ଧମାଳ ପକ୍ଷରୁ ଜିଲା ପ୍ରେସ କ୍ଳବ ଠାରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ବରିଷ୍ଠ ନାଗରିକ ଅବସରପ୍ରାପ୍ତ କମାଣ୍ଡାଣ୍ଟ ନବୀନ କିଶୋର ପଣ୍ଡାଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ହୋଇଯାଇଛି । ଭାଷା ଆନ୍ଦୋଳନର ଆବାହକ ଅଶୋକ ପରିଡା କାର୍ଯ୍ୟକ୍ରମ ସମ୍ପର୍କରେ ପ୍ରାରମ୍ଭିକ!-->…
Read More...
Read More...
ବାଲିଗୁଡ଼ା ପୋଲିସକୁ ବଡ଼ ସଫଳତା, ପେଟ୍ରୋଲିଂ ବେଳେ ବିପୁଳ ପରିମାଣର ଗଞ୍ଜେଇ ଜବତ
ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପୋଲିସକୁ ବଡ଼ ସଫଳତା । ପେଟ୍ରୋଲିଂ କରୁଥିବା ସମୟରେ ସୂଚନା ପାଇ ବିପୁଳ ପରିମାଣର ବେଆଇନ୍ ଗଞ୍ଜେଇ ଜବତ କରିଛି ପୋଲିସ୍ । ଗଞ୍ଜେଇ ଚୋରା ଚାଲାଣ ପାଇଁ ଗଚ୍ଛିତ ରଖାଯାଇଥିବା ବେଳେ ଗଞ୍ଜେଇକୁ ଜବତ କରିଛି ପୋଲିସ୍ । ସୂଚନା ପ୍ରକାରେ ପୋଲିସ୍!-->…
Read More...
Read More...
ମହିଳା ଜୀବିକା ସୁରକ୍ଷା ମଞ୍ଚ ପକ୍ଷରୁ ବିଡିଓଙ୍କୁ ୭ ଦଫା ଦାବିପତ୍ର ପ୍ରଦାନ
ଦଶପଲ୍ଲା : ୭ ଦଫା ଦାବି ନେଇ ବୁଧବାର ଦିନ ମହିଳା ଜୀବିକା ସୁରକ୍ଷା ମଞ୍ଚ ପକ୍ଷରୁ ଏକ ଦାବିପତ୍ର ବିଡ଼ିଓଙ୍କୁ ପ୍ରଦାନ କରାଯାଇଛି । ମହିଳା ଜୀବିକା ସୁରକ୍ଷା ମଂଚର ସଂଯୋଜକ କୁନାକାନ୍ତ ନାଏକଙ୍କ ନେତୃତ୍ୱରେ ମହିଳା ଜୀବିକା ସୁରକ୍ଷା ମଂଚ ର ସଦସ୍ୟ ମାନେ ଦଶପଲ୍ଲା ବ୍ଲକ ପରିସରରେ ପହଞ୍ଚି!-->…
Read More...
Read More...
ଆମ୍ବୁଲାନ୍ସରୁ ଗଞ୍ଜେଇ ଜବତ, ଜଣେ ଗିରଫ
ସୁବର୍ଣ୍ଣପୁର : ଅଭିନବ ଉପାୟରେ ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ସୁବର୍ଣ୍ଣପୁର ଜିଲ୍ଲା ଅବକାରୀ ବିଭାଗ ଧରିବାରେ ସଫଳ ହୋଇଛି । ଆଜି ସକାଳୁ ଅବକାରୀ ବିଭାଗ ପେଟ୍ରୋଲିଂ କରୁଥିବା ବେଳେ ମନୁମୁଣ୍ଡା ପଟୁ ଆସୁଥିବା ଏକ ଆମ୍ବୁଳାନ୍ସ ଗାଡିକୁ କୁଞ୍ଜ ଛକ ନିକଟରେ ଅଟକାଇଥିଲା । କିନ୍ତୁ ଗାଡିଟି!-->…
Read More...
Read More...
ଦଶପଲ୍ଲାରେ ସ୍କାଉଟ ଡେ’ ପାଳିତ
ଦଶପଲ୍ଲା : ଦଶପଲ୍ଲାର ବିଭିନ୍ନ ବିଦ୍ୟାଳୟରେ ସ୍କାଉଟ ଡେ ପାଳିତ ହୋଇଯାଇଛି । ଏ ଅବସରରେ ଦଶପଲ୍ଲା ଦେଢ଼ସର୍ ୟୁଜିଏମଇ ସ୍କୁଲ ପରିସରରେ ସ୍ମାଉଟ ଡେ ପାଳିତ ହୋଇଯାଇଛି । ସ୍କାଉଟ ଶିକ୍ଷକ ଆଲୋକ ସେନାପତି ଙ୍କ ନେତୃତ୍ୱରେ ସକାଳ ସମୟରେ ବିଦ୍ୟାଳୟ ପରିସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସ୍କାଉଟ!-->…
Read More...
Read More...
ବିଜେଡିରେ ଯୋଗ ଦେଲେ କଂଗ୍ରେସ ନେତା
ପୁରୀ : ବିଜୁ ଜନତା ଦଳର ସଭାପତି ତଥା ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ୱଚ୍ଛ ଶାସନ ଓ ବିକାଶବାଦୀ ଚିନ୍ତାଧାରାରେ ଅନୁପ୍ରାଣିତ ହୋଇ କଂଗ୍ରେସର ପୂର୍ବତନ ଟାଣୁଆ ନେତା ହରିହର ପାଢ଼ୀ, ବିରେନ୍ଦ୍ର ଭୂଷଣ ହୋତା, ଅଭିମନ୍ୟୁ ଜେନାଙ୍କ ନେତୃତ୍ୱରେ ଶତାଧିକ ବ୍ୟକ୍ତି ବିଧିବଦ୍ଧ ଭାବେ!-->…
Read More...
Read More...
ବିକାଶ ୱିସଡମ୍ ପାର୍କ ପରିସରରେ କ୍ୟାରିୟର କାଉନସେଲିଂ କର୍ମଶାଳା ଆୟୋଜିତ
ଭବାନୀପାଟଣା: ବିକାଶ ୱିସଡମ ପାର୍କ ପରିସରରେ ଦଶମ ଓ ଦ୍ୱାଦଶ ଶ୍ରେଣୀ ଛାତ୍ର ଛାତ୍ରୀଙ୍କ ନିମନ୍ତେ କ୍ୟାରିୟର କାଉନସେଲିଂ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡି. ନାଗେଶ୍ୱର ରାଓ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିବାବେଳେ ରାଷ୍ଟ୍ରୀୟ!-->…
Read More...
Read More...
ଖପ୍ରାଖୋଲ ପୁଲିସ ଦ୍ୱାରା କଫସିରଫ ଜବତ : ଜଣେ ଗିରଫ, କୋର୍ଟ ଚାଲାଣ
ପାଟଣାଗଡ଼/ଖପ୍ରାଖୋଲ: ବଲାଙ୍ଗିର ଜିଲା ପାଟଣାଗଡ ଉପଖଣ୍ଡ ଖପ୍ରାଖୋଲ ବ୍ଲକ ଅଞ୍ଚଳର କେତେକ ସ୍ଥାନରେ ବେଆଇନ କଫସିରଫ କାରବାର ହେଉଥିବା ବେଳେ ଗୋଟିଏ ପରେ ଗୋଟିଏ ଅଭିଯୁକ୍ତ ପୁଲିସ ହାତରେ ଧରା ପଡୁଥିବା ଦେଖିବାକୁ ମିଳୁଛି । ଖପ୍ରାଖୋଲ ପୁଲିସର ସଫଳ ଗୋଟିଚାଳନା ସ୍ଥାନୀୟ ଅଞ୍ଚଳର କଫସିରଫ!-->…
Read More...
Read More...
ଗନ୍ଧରାଢୀ ଲୋକକଳା ମହୋତ୍ସବ ଉଦଘାଟିତ
ବୌଦ୍ଧ/ଜହ୍ନ ।ପଙ୍କ,୨୩/୨:- ବୌଦ୍ଧ ଜିଲ୍ଲା ଲକ୍ଷ୍ମୀପ୍ରସାଦ ପଂଚାୟତ ଅନ୍ତର୍ଗତ ଐତିହାସିକ ଗନ୍ଧରାଢୀ ମନ୍ଦିର ବିଶ୍ୱ ପ୍ରସିଦ୍ଧ । ଏହି ମନ୍ଦିରଦ୍ୱୟ ଅଷ୍ଟମ ଶତାବ୍ଦୀରେ ନିର୍ମାଣ କରାଯାଇଥିବା ଐତିହାସିକମାନେ କୁହନ୍ତି । ଏହାର ସ୍ୱତନ୍ତ୍ରତା ହେଉଛି ଗୋଟିଏ ମଣ୍ଡପରେ ବିରାଜମାନ କରିଛନ୍ତି!-->…
Read More...
Read More...
ଜିଲ୍ଲା ପ୍ରଶାସନ ଉଦ୍ୟମରେ ସେଣ୍ଟ ଜାଭିୟର୍ସ ସ୍କୁଲରେ ଗଠନ ହେଲା ହକି ଟିମ୍
ବୌଦ୍ଧ: ସମଗ୍ର ରାଜ୍ୟରେ ହକିର ଭିତ୍ତିଭୂମି ପାଇଁ ଉଦ୍ୟମ ହେଉଥିବାବେଳେ ନୂତନ ହକି ଖେଳାଳୀ ସୃଷ୍ଟି ପାଇଁ ବୌଦ୍ଧ ଜିଲ୍ଲା ପ୍ରଶାସନ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ କରିଛି । ଜିଲ୍ଲାର ବିଭିନ୍ନ ବିଦ୍ୟାଳୟକୁ ହକି ଷ୍ଟିକ ତଥା ଅନ୍ୟାନ୍ୟ ଉପକରଣ ଜିଲ୍ଲା ପ୍ରଶାସନ ତରଫରୁ ଯୋଗାଇ ଦିଆଯାଉଛି ।!-->…
Read More...
Read More...