Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ତୀର୍ଥଯାତ୍ରାରେ ଯିବେ ୧୫୯ ଜଣ ବରିଷ୍ଠ ନାଗରିକ
ପୁରୀ : ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାରେ ପୁରୀ ଜିଲ୍ଲାରୁ ୨୦୨୨-୨୩ ବର୍ଷ ପାଇଁ ୧୫୯ ଜଣ ବରିଷ୍ଠ ନାଗରିକ ତୀର୍ଥଯାତ୍ରାରେ ଯିବେ । ଏହି ବରିଷ୍ଠ ନାଗରିକ ମାନେ ଚଳିତ ମାସ ୪ ତାରିଖରୁ ୯ ତାରିଖ ପର୍ଯ୍ୟନ୍ତ ରାଜସ୍ଥାନର ଆଜମେର ଓ ପୁଷ୍କର ପରିଭ୍ରମଣ କରିବାର କାର୍ଯ୍ୟକ୍ରମ ରହିଛି ବୋଲି!-->…
Read More...
Read More...
ଖରା ଆରମ୍ଭରୁ ଜଳକଷ୍ଟ ; ଲୋକେ ପାଣି ପାଇଁ ଡହଳ ବିକଳ, ଅଜଥା ହେଉଛି ଜଳ ନଷ୍ଟ
ବାଲିଗୁଡ଼ା: ଦୀର୍ଘ ଦିନରୁ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦର ଅନେକ ୱାର୍ଡରେ ଜଳ ସଂକଟ ଲାଗି ରହିଛି । ହେଲେ ଏନ୍ଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ କିମ୍ବା ଜଳ ଯୋଗାଣ ଅଧିକାରୀ ଏଥିପ୍ରତି ଦୃଷ୍ଟି ଦେଉନଥିବା ଅଭିଯୋଗ ହେଉଛି । ଅନେକ ୱାର୍ଡରେ ପାଇପ୍ ଲାଇନ୍ ସଂଯୋଗ!-->…
Read More...
Read More...
ଦାଉ ସାଧୁଛି ମୁଣ୍ଡର ଅସ୍ୱାଭାବିକ ବୃଦ୍ଧି : ମୃତ୍ୟୁ ସହ ସଂଘର୍ଷ କରୁଛି ସାତ ବର୍ଷର ଶିଶୁ,ସରକାରୀ ସହାୟତା ହିଁ…
ହରଭଙ୍ଗା ,୧/୩ : ଯେଉଁ ବୟସରେ ହସିଖେଳି,ପାଠପଢି ସମୟ ବିତାଇବା କଥା,ସେହି ବୟସରେ ମୃତ୍ୟୁ ସହ ସଂଘର୍ଷ କରୁଛି ସାତ ବର୍ଷ ବୟସର ଏକ ଶିଶୁ । ପ୍ରତି ମୁହୂର୍ତ୍ତରେ କେବଳ ଅସହ୍ୟ ଯନ୍ତ୍ରଣା ହିଁ ଯନ୍ତ୍ରଣା । ଖଟରେ ଏକାକୀ ପଡ଼ିରହି ଛଟପଟ ହେଉଛି । ଜୀବନ ଉପରେ ଦାଉ ସାଧୁଛି ଏକ ଅଦ୍ଭୁତ ରୋଗ ।!-->…
Read More...
Read More...
ପାଟ୍ଟଖଣ୍ଡା ପବ୍ଲିକ ସ୍କୁଲର ୨୫ ତମ ବାର୍ଷିକ ଉତ୍ସବ ପାଳିତ
ବାଲିଗୁଡା: କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ପାଟ୍ଟଖଣ୍ଡା ପବ୍ଲିକ ସ୍କୁଲର ୨୫ ତମ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ମହାସମାରୋହରେ ପାଳିତ ହୋଇଯାଇଛି । ଉକ୍ତ ଉତ୍ସବରେ ମୂଖ୍ୟ ଅତିଥି ଭାବେ ଉପ ଜିଲ୍ଲାପାଳ ଏମଏସ.ମଧୁମିତା ଯୋଗ ଦେଇ ପ୍ରଦୀପ ପ୍ରଜ୍ଜଳନ କରି ଆନୁଷ୍ଠାନିକ ଭାବେ ଉଦଘାଟନ!-->…
Read More...
Read More...
ବାଣୀଗୋଛା ହାଇସ୍କୁଲର ବାର୍ଷିକ ଉତ୍ସବ
ଦଶପଲ୍ଲା : ଆଜି ଅପରାହ୍ନରେ ଦଶପଲ୍ଲା ବ୍ଲକ୍ ଅନ୍ତର୍ଗତ ଆଦିବାସୀ ମଙ୍ଗଳ ବିଭାଗ ଦ୍ୱାରା ପରିଚାଳିତ ବାଣୀଗୋଛା ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଉତ୍ସବରେ ସମ୍ମାନିତ ଅତିଥି ଭାବରେ ଦଶପଲ୍ଲା ବ୍ଲକ୍ ଚେୟାରମ୍ୟାନ ତଥା ବିଦ୍ୟାଳୟର ପ୍ରାକ୍ତନ!-->…
Read More...
Read More...
୫୬ ବର୍ଷୀୟ ବୃଦ୍ଧଙ୍କ ଶବ ସତ୍କାର କଲା ଟିମ୍ ହ୍ୟୁମାନିଟି କନ୍ଧମାଳ
ଫୁଲବାଣୀ : କନ୍ଧମାଳ ଜିଲ୍ଲାର ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ପୁଣି ଆଜି ଏକ ଅସହାୟ ବୃଦ୍ଧଙ୍କ ଶବ ସତ୍କାର କରିଛି ଟିମ୍ ହ୍ୟୁମାନିଟି କନ୍ଧମାଳ । ସୂଚନା ପ୍ରକାରେ ଫୁଲବାଣୀ ସହର ପିଅନପଡ଼ା ମା' ମଙ୍ଗଳା ସାହି ବାସିନ୍ଦା ଅଟନ୍ତି ମୃତ ଦିବାକର ପଣ୍ଡା । ପରିବାର କହିଲେ ବୃଦ୍ଧ ବାପା,ଦୁଇ!-->…
Read More...
Read More...
ବ୍ରାହ୍ମଣୀଗାଁ ଥାନା ପକ୍ଷରୁ ଆମ ପୋଲିସ ସମିତି ଅନୁଷ୍ଠିତ
ଫୁଲବାଣୀ :- କନ୍ଧମାଳ ଜିଲ୍ଲା ବ୍ରାହ୍ମଣୀଗାଁ ଥାନା ପକ୍ଷରୁ ଆମ ପୋଲିସ ସମିତି କାର୍ଯ୍ୟକ୍ରମ ଥାନା ଅଧିକାରୀ ଚାପଧାରୀ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ମାଧ୍ୟମରେ ପୋଲିସ ଓ ଜନସାଧାରଣଙ୍କ ମଧ୍ୟରେ ସୁସମ୍ପର୍କ ସ୍ଥାପନ କରିବା ସହ ପରସ୍ପର ନିକଟତର ହୋଇ!-->…
Read More...
Read More...
ବିଧାୟକଙ୍କୁ ଭିନ୍ନକ୍ଷମଙ୍କ ସ୍ମାରକପତ୍ର ପ୍ରଦାନ
ପାରଳାଖେମୁଣ୍ଡି : ମାସିକ ପେନସନ ବୃଦ୍ଧି ସମ୍ପର୍କରେ ଏକ ସ୍ମାରକପତ୍ର ଦାଖଲ କରିବା ପାଇଁ ଗଜପତି ଜିଲ୍ଲା ଶାରୀରିକ ଭିନ୍ନକ୍ଷମମାନେ ଭୁବନେଶ୍ୱର ଠାରୁ ପାରଳାଖେମୁଣ୍ଡି ବିଧାୟକ କେ ନାରାୟଣ ରାଓଙ୍କୁ ସାକ୍ଷାତ ଏକ ଅନୁରୋଧ ପତ୍ର ପ୍ରଦାନ କରିଛନ୍ତି । ଯୋଗ୍ୟ ଭିନ୍ନକ୍ଷମ ହିତାଧିକାରୀଙ୍କୁ ପି!-->…
Read More...
Read More...
ଏସକେସିଜି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ବିଶ୍ୱ ବିଦ୍ୟାଳୟର ମାନ୍ୟତା ଦାବି, ଉଚ୍ଚ ଶିକ୍ଷା ମନ୍ତ୍ରୀଙ୍କୁ ଜିଲ୍ଲାର ଦୁଇ…
ପାରଳାଖେମୁଣ୍ଡି : ପାରଳାଖେମୁଣ୍ଡିର ୧୨୭ ବର୍ଷ ପୁରାତନ ଐତିହାସିକ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ବିଶ୍ୱ ବିଦ୍ୟାଳୟ ମାନ୍ୟତା ପ୍ରଦାନ ନିମନ୍ତେ ପାରଳାଖେମୁଣ୍ଡି ବିଧାୟକ କେ ନାରାୟଣ ରାଓ ଓ ମୋହନା ବିଧାୟକ ଦାଶରଥି ଗୋମାଙ୍ଗ ବିଧାନସଭା ପରିସରରେ ଉଚ୍ଚ!-->…
Read More...
Read More...
ମୁଖ୍ୟ ସଚିବ ଭାବେ ଦାୟିତ୍ୱ ନେବା ପରେ ମହାପ୍ରଭୁଙ୍କ ଦର୍ଶନ କଲେ ପ୍ରଦୀପ ଜେନା
ପୁରୀ : ଆଜି ନୁଆ ମୁଖ୍ୟ ଶାସନ ସଚିବ ଭାବେ ବରିଷ୍ଠ ଆଇଏଏସ ପ୍ରଦୀପ ଜେନା ବିଧିବଦ୍ଧ ଦାୟିତ୍ୱ ନେବା ପରେ ନିଜ ପତ୍ନୀଙ୍କ ସହ ପୁରୀ ଯାଇ ମହା ପ୍ରଭୁଙ୍କ ଆଶୀର୍ବାଦ ନେଇଛନ୍ତି । ନୂଆ କାର୍ଯ୍ୟ ଆରମ୍ଭରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଶୀର୍ବାଦ ନିହାତି ଜରୁରୀ । ତାଙ୍କରି ଆଶୀର୍ବାଦ ନେଇ ସେ!-->…
Read More...
Read More...