Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ପାଟ୍ଟଖଣ୍ଡା ପବ୍ଲିକ ସ୍କୁଲର ୨୫ ତମ ବାର୍ଷିକ ଉତ୍ସବ ପାଳିତ
ବାଲିଗୁଡା: କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ପାଟ୍ଟଖଣ୍ଡା ପବ୍ଲିକ ସ୍କୁଲର ୨୫ ତମ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ମହାସମାରୋହରେ ପାଳିତ ହୋଇଯାଇଛି । ଉକ୍ତ ଉତ୍ସବରେ ମୂଖ୍ୟ ଅତିଥି ଭାବେ ଉପ ଜିଲ୍ଲାପାଳ ଏମଏସ.ମଧୁମିତା ଯୋଗ ଦେଇ ପ୍ରଦୀପ ପ୍ରଜ୍ଜଳନ କରି ଆନୁଷ୍ଠାନିକ ଭାବେ ଉଦଘାଟନ!-->…
Read More...
Read More...
ବାଣୀଗୋଛା ହାଇସ୍କୁଲର ବାର୍ଷିକ ଉତ୍ସବ
ଦଶପଲ୍ଲା : ଆଜି ଅପରାହ୍ନରେ ଦଶପଲ୍ଲା ବ୍ଲକ୍ ଅନ୍ତର୍ଗତ ଆଦିବାସୀ ମଙ୍ଗଳ ବିଭାଗ ଦ୍ୱାରା ପରିଚାଳିତ ବାଣୀଗୋଛା ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଉତ୍ସବରେ ସମ୍ମାନିତ ଅତିଥି ଭାବରେ ଦଶପଲ୍ଲା ବ୍ଲକ୍ ଚେୟାରମ୍ୟାନ ତଥା ବିଦ୍ୟାଳୟର ପ୍ରାକ୍ତନ!-->…
Read More...
Read More...
୫୬ ବର୍ଷୀୟ ବୃଦ୍ଧଙ୍କ ଶବ ସତ୍କାର କଲା ଟିମ୍ ହ୍ୟୁମାନିଟି କନ୍ଧମାଳ
ଫୁଲବାଣୀ : କନ୍ଧମାଳ ଜିଲ୍ଲାର ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ପୁଣି ଆଜି ଏକ ଅସହାୟ ବୃଦ୍ଧଙ୍କ ଶବ ସତ୍କାର କରିଛି ଟିମ୍ ହ୍ୟୁମାନିଟି କନ୍ଧମାଳ । ସୂଚନା ପ୍ରକାରେ ଫୁଲବାଣୀ ସହର ପିଅନପଡ଼ା ମା' ମଙ୍ଗଳା ସାହି ବାସିନ୍ଦା ଅଟନ୍ତି ମୃତ ଦିବାକର ପଣ୍ଡା । ପରିବାର କହିଲେ ବୃଦ୍ଧ ବାପା,ଦୁଇ!-->…
Read More...
Read More...
ବ୍ରାହ୍ମଣୀଗାଁ ଥାନା ପକ୍ଷରୁ ଆମ ପୋଲିସ ସମିତି ଅନୁଷ୍ଠିତ
ଫୁଲବାଣୀ :- କନ୍ଧମାଳ ଜିଲ୍ଲା ବ୍ରାହ୍ମଣୀଗାଁ ଥାନା ପକ୍ଷରୁ ଆମ ପୋଲିସ ସମିତି କାର୍ଯ୍ୟକ୍ରମ ଥାନା ଅଧିକାରୀ ଚାପଧାରୀ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ମାଧ୍ୟମରେ ପୋଲିସ ଓ ଜନସାଧାରଣଙ୍କ ମଧ୍ୟରେ ସୁସମ୍ପର୍କ ସ୍ଥାପନ କରିବା ସହ ପରସ୍ପର ନିକଟତର ହୋଇ!-->…
Read More...
Read More...
ବିଧାୟକଙ୍କୁ ଭିନ୍ନକ୍ଷମଙ୍କ ସ୍ମାରକପତ୍ର ପ୍ରଦାନ
ପାରଳାଖେମୁଣ୍ଡି : ମାସିକ ପେନସନ ବୃଦ୍ଧି ସମ୍ପର୍କରେ ଏକ ସ୍ମାରକପତ୍ର ଦାଖଲ କରିବା ପାଇଁ ଗଜପତି ଜିଲ୍ଲା ଶାରୀରିକ ଭିନ୍ନକ୍ଷମମାନେ ଭୁବନେଶ୍ୱର ଠାରୁ ପାରଳାଖେମୁଣ୍ଡି ବିଧାୟକ କେ ନାରାୟଣ ରାଓଙ୍କୁ ସାକ୍ଷାତ ଏକ ଅନୁରୋଧ ପତ୍ର ପ୍ରଦାନ କରିଛନ୍ତି । ଯୋଗ୍ୟ ଭିନ୍ନକ୍ଷମ ହିତାଧିକାରୀଙ୍କୁ ପି!-->…
Read More...
Read More...
ଏସକେସିଜି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ବିଶ୍ୱ ବିଦ୍ୟାଳୟର ମାନ୍ୟତା ଦାବି, ଉଚ୍ଚ ଶିକ୍ଷା ମନ୍ତ୍ରୀଙ୍କୁ ଜିଲ୍ଲାର ଦୁଇ…
ପାରଳାଖେମୁଣ୍ଡି : ପାରଳାଖେମୁଣ୍ଡିର ୧୨୭ ବର୍ଷ ପୁରାତନ ଐତିହାସିକ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ବିଶ୍ୱ ବିଦ୍ୟାଳୟ ମାନ୍ୟତା ପ୍ରଦାନ ନିମନ୍ତେ ପାରଳାଖେମୁଣ୍ଡି ବିଧାୟକ କେ ନାରାୟଣ ରାଓ ଓ ମୋହନା ବିଧାୟକ ଦାଶରଥି ଗୋମାଙ୍ଗ ବିଧାନସଭା ପରିସରରେ ଉଚ୍ଚ!-->…
Read More...
Read More...
ମୁଖ୍ୟ ସଚିବ ଭାବେ ଦାୟିତ୍ୱ ନେବା ପରେ ମହାପ୍ରଭୁଙ୍କ ଦର୍ଶନ କଲେ ପ୍ରଦୀପ ଜେନା
ପୁରୀ : ଆଜି ନୁଆ ମୁଖ୍ୟ ଶାସନ ସଚିବ ଭାବେ ବରିଷ୍ଠ ଆଇଏଏସ ପ୍ରଦୀପ ଜେନା ବିଧିବଦ୍ଧ ଦାୟିତ୍ୱ ନେବା ପରେ ନିଜ ପତ୍ନୀଙ୍କ ସହ ପୁରୀ ଯାଇ ମହା ପ୍ରଭୁଙ୍କ ଆଶୀର୍ବାଦ ନେଇଛନ୍ତି । ନୂଆ କାର୍ଯ୍ୟ ଆରମ୍ଭରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଶୀର୍ବାଦ ନିହାତି ଜରୁରୀ । ତାଙ୍କରି ଆଶୀର୍ବାଦ ନେଇ ସେ!-->…
Read More...
Read More...
ବାଲିଗୁଡ଼ା ଥାନା ଅଞ୍ଚଳରେ ପୁଣି ଚୋରି, ତାଲା ଭାଙ୍ଗି ଦୃର୍ବୃତ୍ତ ଲୁଟି ନେଲେ ସୁନା ଅଳଙ୍କାର
ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅଞ୍ଚଳରେ ଦିନକୁ ଦିନ ଚୋରି, ଡକାୟତି ବୃଦ୍ଧି ପାଇବାରେ ଲାଗିଛି । ଗତ ରାତିରେ ବାଲିଗୁଡ଼ା ଏନ୍ଏସି ଅନ୍ତର୍ଗତ ୨ ନଂ ୱାର୍ଡର ଜାମପଦା ସାହିର ଜଣେ ଆର୍ମି ଅଫିସରଙ୍କ ଘରୁ ଚୋରି ହୋଇଥିବା ଜଣାପଡ଼ିଛି । ସୂଚନା ପ୍ରକାରେ ଜାମପଦା ସାହିର ଆର୍ମି!-->…
Read More...
Read More...
ପାୱାର ଚ୍ୟାନେଲରେ ନିଖୋଜ ଯୁବତୀଙ୍କ ଶବ ଉଦ୍ଧାର
ସମ୍ବଲପୁର: ଗତ ବିଳମ୍ବିତ ସନ୍ଧ୍ୟାରେ ସ୍ଥାନୀୟ ପାୱାର ଚ୍ୟାନେଲରେ ଝାସ ଦେଇ ଆତ୍ମହତ୍ୟା କରିଥିବା ଯୁବତୀଙ୍କ ଶବ ଆଜି ସକାଳେ ଉଦ୍ଧାର କରାଯାଇଛି । ତାଙ୍କୁ ଚିହ୍ମୟୀ ପ୍ରିୟଦର୍ଶିନୀ ସାହୁ ରୂପେ ଚିହ୍ନଟ କରାଯାଇଛି । ସ୍ଥାନୀୟ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ!-->…
Read More...
Read More...
ଗ୍ୟାସ ସିଲିଣ୍ଡର ବିସ୍ଫୋରଣରେ ୨ ଅଗ୍ନିଶମ କର୍ମଚାରୀ ଆହତ, ୨ ଗୁରୁତର
ସମ୍ବଲପୁର: ସ୍ଥାନୀୟ ଚାଉରପୁର ଗାଁ ମୁଣ୍ଡ ସ୍ଥିତ ଏକ ଚା ଦୋକାନରେ ଆଜି ପୂର୍ବାହ୍ନରେ ଘଟିତ ଏକ ଗ୍ୟାସ ସିଲିଣ୍ଡର ବିସ୍ଫୋରଣରେ ନିଆଁ ଲିଭାଇବାକୁ ଯାଇ ୪ଜଣ ଅଗ୍ନିଶମ କର୍ମଚାରୀ ଆହତ ହୋଇ ସ୍ଥାନୀୟ ବୁର୍ଲା ବଡ଼ ମେଡ଼ିକାଲରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି । ସେଠାରେ ଦୁଇଜଣଙ୍କ ଅବସ୍ଥା!-->…
Read More...
Read More...