Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଡେଙ୍ଗାସଖାଲ ପଞ୍ଚାୟତରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଅଭିଯୋଗ ଶୁଣାଣୀ
ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ ଡେଙ୍ଗାସଖାଲ ପଞ୍ଚାୟତ ପରିସରରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣୀରେ ଅତିରିକ୍ତ ଜିଲ୍ଲାପାଳ ସଂଗ୍ରାମ ଶେଖର ପଣ୍ଡା, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ପ୍ରଶାସକ ରୋମାଞ୍ଚଳ!-->…
Read More...
Read More...
ବସ ଧକ୍କାରେ ଦୁଇ ବାଇକ୍ ଆରୋହୀ ମୃତ
ପାଟଣାଗଡ଼ : ଗତକାଲି ରାତି ସାଢେ ନଅଟା ରେ ପାଟଣାଗଡ଼ ଥାନା ରାମପୁର ପେଟ୍ରୋଲ ପମ୍ପ ସମ୍ମୁଖରେ ବସ୍ ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି । ମୃତ ବାଇକ୍ ଆରୋହୀଦ୍ୱୟ ହେଲେ ଆସିତ ମେହେର (୨୭) ଓ ମଳୟ ମନିହୀରା (୨୪) ଉଭୟେ ତୁଷାର ଥାନା ନୂଆପଡ଼ା ଗାଁ ର ବୋଲି ଜଣାପଡିଛି । ପୁଲିସ!-->…
Read More...
Read More...
ଏମସିଏଲ ସହାୟତାରେ ନୂଆଁ ଅଢାପରା ଗାଁରେ ଚିକିତ୍ସା ଶିବିର
ସମ୍ବଲପୁର:ଗାଁ'ରେ କୃଷି ଓ କୃଷକଙ୍କ ବିକାଶ ନେଇ ଯୁଯୁମୁରା ବ୍ଲକ ଅଞ୍ଚଳରେ କୋଇଲା କମ୍ପାନୀ ମହାନଦୀ କୋଲ୍ଡ ଫିଲ୍ଡ (ଏମସିଏଲ) ସହାୟତାରେ ଏହି ଅଞ୍ଚଳରେ କାର୍ଯ୍ୟରତ ସ୍ୱେଚ୍ଛାସେବୀ ସଂଗଠନ "ବାଏଫ' ପକ୍ଷରୁ ସ୍ଥାନୀୟ ଯୁଯୁମୁରା ବ୍ଲକ ଅନ୍ତର୍ଗତ ଛାମୁଣ୍ଡା ଗ୍ରାମ ପଞ୍ଚାୟତର ନୂଆଁ ଅଢ଼ାପରା!-->…
Read More...
Read More...
ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ମାତୃପିତୃ ପୂଜନ ଦିବସ ପାଳିତ
ବାଲିଗୁଡା: ଓଡିଶା ଅଖିଳ ଭାରତୀୟ ସାହିତ୍ୟ ପରିଷଦ ବାଲିଗୁଡା ଶାଖା ତରଫରୁ ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ମାତୃପିତୃ ପୂଜନ ଦିବସ ପାଳିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଓଡ଼ିଆ ବିଭାଗ ଅଧ୍ୟାପକ ଡ଼ଃ ବିଭୁତି ଭୂଷଣ ଆଚାର୍ଯ୍ୟ,ସମ୍ମାନିତ ଅତିଥି ଭାବେ ଅବସର!-->…
Read More...
Read More...
ଘରୋଇ ଯାତ୍ରୀବାହୀ ବସ୍ ଦୁର୍ଘଟଣା ଘଟଣା,ଚିକିତ୍ସାଧିନ ଅବସ୍ଥାରେ ଜଣେ ମୃତ
ବାଲିଗୁଡ଼ା : କନ୍ଧମାଳ ଜିଲ୍ଲା କୋଟଗଡ଼ ଗେଟାବାଲି ଗ୍ରାମ ନିକଟରେ ଘରୋଇ ଯାତ୍ରୀ ବାହି ବସ୍ ଦୁର୍ଘଟଣା ଘଟଣାରେ ୧୬ ବର୍ଷର ଜଣେ ନାବାଳକଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ଫୁଲବାଣୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ମୃତ!-->…
Read More...
Read More...
ବିଭିନ୍ନ ଦାବୀରେ ପାଚିକା ମହାସଂଘର ଧାରଣା ଓ ବିକ୍ଷୋଭ
ବଲାଙ୍ଗୀର : ନିଖିଳ ଓଡ଼ିଶା ମଧ୍ୟାହ୍ନ ଭୋଜନ ପାଚିକା ମହାସଂଘ ବଲାଙ୍ଗୀର ତରଫରୁ ୧୦ଟି ଦାବିରେ ଜିଲ୍ଲାପାଳ କାର୍ଯ୍ୟାଳୟ ଆଗରେ ଧାରଣା ଓ ବିକ୍ଷୋଭ ପ୍ରଦର୍ଶନ କରିଯାଇଥିଲା । ଶ୍ରମିକ ସଂଗଠନ ଏଆଟିୟୁସି ଜିଲ୍ଲା ସଭାପତି ବିଭୁଦତ୍ତ ମିଶ୍ରଙ୍କ ନେତୃତ୍ୱରେ ଶତାଧିକ ପାଚିକା ଜିଲ୍ଲାପାଳଙ୍କ!-->…
Read More...
Read More...
ଫିରିଙ୍ଗିଆ ମହା ବିଦ୍ୟାଳୟରେ ସମ୍ମାନିତ ହେଲେ ଡ଼ଃ ନୃସିଂହାନନ୍ଦ ମହାପାତ୍ର
ଫୁଲବାଣୀ :-ପଂଚାୟତ ମହା ବିଦ୍ୟାଳୟ, ଫିରିଙ୍ଗିଆ ଦ୍ୱାରା ଇତିହାସ କଂଗ୍ରେସ ସମ୍ପର୍କିତ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି । ଫୁଲବାଣୀ ବିଧାୟକ ଅଙ୍ଗଦ କହଁର ଉଦଘାଟକ ଭାବେ ଯୋଗଦେଇଥିଲା ବେଳେ ଅଧ୍ୟାପକ ବିଷ୍ଣୁ ଚରଣ ଚୌଧୁରୀ ମୁଖ୍ୟବକ୍ତା ଭାବେ ଯୋଗ ଦେଇଥିଲେ । ଅନ୍ୟାନ୍ୟ ଅତିଥି ଭାବେ!-->…
Read More...
Read More...
୧୭ କେଜି ଗଞ୍ଜେଇ ଜବତ, ୩ ଗିରଫ
ପାଟଣାଗଡ଼: ପାଟଣାଗଡ଼ ଅବକାରୀ ବିଭାଗ ପେଟ୍ରୋଲିଂ କରୁଥିବା ସମୟରେ ବିଭିନ୍ନ ସ୍ଥାନରୁ ୧୭ କେଜି ଗଞ୍ଜେଇ ଜବତ କରିବା ସହ ୩ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଗିରଫ ହୋଇଥିବା ଅଭିଯୁକ୍ତମାନେ ହେଲେ ଜୟଧର ସୁନା, ରାଜେଶ ସୁନା ଓ ଜୟସିଂ ଯାଦବ ବୋଲି ଜଣାପଡିଛି । କୋର୍ଟ ରେ!-->…
Read More...
Read More...
ଚକା ଫାଟି ବସ୍ ଦୁର୍ଘଟଣା ଗ୍ରସ୍ତ: ଜଣେ ମୃତ, ୫୦ରୁ ଉର୍ଦ୍ଧ୍ୱ ଯାତ୍ରୀ ଆହତ
ବାଲିଗୁଡ଼ା : ଟାୟାର ଫାଟି ବସ୍ ଦୁର୍ଘଟଣା । କନ୍ଧମାଳ ଜିଲ୍ଲା କୋଟଗଡ଼ ଥାନା ପଣ୍ଡାରିପି ନିକଟରେ ବସ୍ ଦୁର୍ଘଟଣା । ମୁନିଗୁଡ଼ା ଠାରୁ ଫୁଲବାଣୀ ଅଭିମୁଖେ ଆସୁଥିବା ବେଳେ ସାଲୁଙ୍କି ନାମକ ଘରୋଇ ବସ୍ ପଣ୍ଡାରିପି ନିକଟରେ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା । ବସରେ ଥିବା ଯାତ୍ରୀଙ୍କ ମଧ୍ୟରୁ!-->…
Read More...
Read More...
୧୬ରେ ଶ୍ରୀଲୋକନାଥ ଦେବଙ୍କ ମନ୍ଦିରରେ ପଙ୍କୋଦ୍ଧାର ନୀତି
ପୁରୀ : ଆସନ୍ତା ୧୬ ତାରିଖରେ ପୁରୀର ପ୍ରସିଦ୍ଧ ପ୍ରଭୁ ଶ୍ରୀ ଲୋକନାଥ ଦେବଙ୍କ ମନ୍ଦିରରେ ପଙ୍କୋଦ୍ଧାର ଏକାଦଶୀ ନୀତି ଅନୁଷ୍ଠିତ ହେବ । ବର୍ଷର ଏହି ଗୋଟିଏ ଦିନ ପ୍ରଭୁ ଲୋକନାଥଙ୍କ ଗମ୍ଭୀରା ଭିତରକୁ ଯାଇ ଭକ୍ତ ଓ ଶ୍ରଦ୍ଧାଳୁ ଦର୍ଶନ କରିଥାନ୍ତି । ଭାରତବର୍ଷର ଅନ୍ୟ କୌଣସି ଶୈବପୀଠ କିମ୍ୱା!-->…
Read More...
Read More...