Browsing Category

ରାଜ୍ୟ

ପିଜୁଳି ଚାଷ କରି ଲାଭବାନ ହେଲେ ମୋହନ ପାତ୍ର

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ଗୋଶାଣୀ ବ୍ଲକ ଅନ୍ତର୍ଗତ ମଧୁସୂଦନପୁର ଗ୍ରାମ ପଞ୍ଚାୟତର ମଧୁସୂଦନପୁର ଗ୍ରାମରେ ପିଜୁଳି ଚାଷ କରି ବର୍ଷକୁ ୪ ରୁ ୫ ଲକ୍ଷ ଟଙ୍କା ରୋଜଗାରକ୍ଷମ ହୋଇପାରୁଥିବାର ଜଣାପଡିଛି । ଏହି ପିଜୁଳି ପ୍ଲାଣ୍ଟେସନ ମହାତ୍ମାଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ
Read More...

ପଞ୍ଚାୟତ ନିର୍ବାହୀ ଅଧିକାରୀ ଓ ପୂର୍ବତନ ସରପଞ୍ଚଙ୍କୁ ଜେଲଦଣ୍ଡ

ଫୁଲବାଣୀ : ମନରେଗା ଯୋଜନାର ଅର୍ଥ ଆତ୍ମସାତ ଅଭିଯୋଗରେ ଫୁଲବାଣୀ ଭିଜିଲାନ୍ସ ଅଦାଲତ ଜଣେ ପଞ୍ଚାୟତ ନିର୍ବାହୀ ଅଧିକାରୀ ଓ ସରପଞ୍ଚଙ୍କୁ ଜେଲଦଣ୍ଡ ଆଦେଶ ଶୁଣାଇଛନ୍ତି । ନିର୍ବାହୀ ଅଧିକାରୀଙ୍କୁ ୪ ବର୍ଷ ଜେଲ ହୋଇଥିବା ବେଳେ ସରପଞ୍ଚଙ୍କୁ ୨ ବର୍ଷ ସଜ୍ଜା ଦେଇଛନ୍ତି ଭିଜିଲାନ୍ସ ଅଦାଲତ । ସୂଚନା
Read More...

ଡକାୟତି ଗ୍ୟାଙ୍ଗର ପର୍ଦ୍ଦାଫାସ କଲା ବାଲିଗୁଡ଼ା ପୋଲିସ୍‌ ,ନଗଦ ଟଙ୍କା ସହ ମାରଣାସ୍ତ୍ର ଓ ଚୋରି ମୋଟରସାଇକେଲ ଜବତ

ବାଲିଗୁଡ଼ା: ୬ଜଣିଆ ଡକାୟତି ଗ୍ୟାଙ୍ଗର ପର୍ଦ୍ଦାଫାସ କଲା ବାଲିଗୁଡ଼ା ପୋଲିସ୍‌ । ଏନେଇ ବାଲିଗୁଡ଼ା ଏସଡିପିଓ ରୋହିତ ବର୍ମା ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ସୂଚନା ଦେଇଛନ୍ତି । ନଗଦ ଏକଲକ୍ଷ ଟଙ୍କା, ଗୋଟିଏ ଦେଶୀ ପିସ୍ତଲ୍‌, ଗୋଟିଏ ଛୁରୀ, ଦୁଇଟି ମୋବାଇଲ୍‌ ସମେତ ଗୋଟିଏ ଚୋରି
Read More...

ବିରୋଧୀଙ୍କ ହୋହାଲ୍ଲା, ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ

ଭୁବନେଶ୍ୱର : ବିଧାନସଭା ବଜେଟ୍‌ ଅଧିବେଶନ । ଅପରାହ୍ନ ୪ଟା ଯାଏଁ ବିଧାନସଭାକୁ ମୁଲତବୀ ରଖିଲେ ବାଚସ୍ପତି । କଂଗ୍ରେସ ଓ ବିଜେପି ସଦସ୍ୟଙ୍କ ହୋହାଲ୍ଲା ପରେ ଏପରି ନିଷ୍ପତ୍ତି ନେଇଛନ୍ତି ବାଚସ୍ପତି ବିକ୍ରମ କେଶରୀ ଆରୁଖ । ଖବର ଅନୁଯାୟୀ, ବିଧାନସଭାରେ ଶୁନ୍ୟକାଳରେ ବିରୋଧୀ ବିଜେପି ଓ
Read More...

ପାରିବାରିକ କଳହର କରୁଣ ପରିଣତି ; ସ୍ତ୍ରୀକୁ ମାରିଲା, ନିଜେ ମଲା

ସୋର : ପାରିବାରିକ କଳହର କରୁଣ ପରିଣତି । ସ୍ତ୍ରୀକୁ ପିଟିପିଟି ମାରିବା ପରେ ନିଜ ବିଷ ପିଇ ଜୀବନ ହାରିଲା ସ୍ୱାମୀ । ଘଟଣା ଘଟିଛି ଭଦ୍ରକ ଖଇରା ଥାନା ତିଳଦା ଗାଁରେ । ପାରିବାରିକ କଳହରୁ ସ୍ତ୍ରୀକୁ ପିଟିପିଟି ହତ୍ୟା କଲା ସ୍ୱାମୀ । ସୂଚନା ଥାଉକି, କୌଣସି କାରଣରୁ ସ୍ୱାମୀ ଓ ସ୍ତ୍ରୀଙ୍କ
Read More...

ସୁପ୍ରିମ୍‌କୋର୍ଟଙ୍କ ଦ୍ବାରସ୍ଥ ହେଲେ ମନୀଷ ସିସୋଦିଆ

ନୂଆଦିଲ୍ଳୀ: ଅବକାରୀ ଦୁର୍ନୀତିରେ ନିଜ ଗିରଫଦାରୀ ବିରୋଧରେ ମଙ୍ଗଳବାର ସୁପ୍ରିମ୍‌କୋର୍ଟଙ୍କ ଦ୍ବାରସ୍ଥ ‌ହୋଇଛନ୍ତି ଦିଲ୍ଳୀର ଉପ ମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ। ଭାରତର ପ୍ରଧାନ ବିଚାରପତିଙ୍କ ସମ୍ମୁଖରେ ଏହି ବିଷୟ ଉଲ୍ଲେଖ କରାଯିବ। ମନୀଷ ସିସୋଦିଆଙ୍କୁ ରବିବାର ସିବିଆଇ ଗିରଫ କରିବା ପରେ
Read More...

ବିବାହ ମିଠା ପ୍ରସ୍ତୁତି ସମୟରେ ଅଗ୍ନିକାଣ୍ଡ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ବୀରନରସିଂହପୁର ଗ୍ରାମ ପଞ୍ଚାୟତ ଅଧିନସ୍ଥ ମହାକୁଡ଼ପାଲି ଗ୍ରାମରେ ଆଜି ସନ୍ଧ୍ୟା ସମୟରେ ଶିବ ଦନାୟକଙ୍କ ପୁଅର ବିବାହ ପ୍ରସ୍ତୁତି ପାଇଁ ମିଠା ସାମଗ୍ରୀ ତିଆରି କରାଯାଉଥିବା ବେଳେ ଗ୍ୟାସ ସିଲିଣ୍ଡରରେ ନିଆଁ ଲାଗିଯାଇଥିଲା । ପରିବାର ଲୋକ ବିଭିନ୍ନ
Read More...

ହରଭଙ୍ଗା ବ୍ଲକ ପ୍ରାଣୀ ସମ୍ପଦ ବିଭାଗ ତରଫରୁ ଗୋ-ବନ୍ଧ୍ୟା ନିରାକରଣ ଓ ପ୍ରାଣୀ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ

ହରଭଙ୍ଗା :ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ଧଳପୁର ପଂଚାୟତ ସାକୁଷୀଙ୍ଗା ଗ୍ରାମରେ ଏକ ଗୋବନ୍ଧ୍ୟା ନିରାକରଣ ଓ ଚିକିତ୍ସା ଶିବିର ଆୟୋଜନ ହୋଇଯାଉଛି । ଏହି ସଚେତନତା କର୍ମଶାଳାରେ ହରଭାଙ୍ଗା ଗୋଷ୍ଠୀ ପ୍ରାଣୀ ଚିକିତ୍ସା ଅଧିକାରୀ ଡ଼ା. ବିରେନ୍ଦ୍ର କୁମାର ପୃଷ୍ଟି ଅଧ୍ୟକ୍ଷତା କରିଥିବା ବେଳେ
Read More...

ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଅଭିଯୋଗ ଶୁଣାଣୀ ଶିବିର

ନୂଆପଡା : ନୂଆପଡ଼ା ଜିଲ୍ଲା ବୋଡେ଼ନ ବ୍ଲକ ସ୍ଥିତ ପଞ୍ଚାୟତ ସମିତି ସମ୍ବିଳନୀ କକ୍ଷରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ହେମକାନ୍ତ ସାଏଙ୍କ ସଭାପତିତ୍ୱରେ ଅଭିଯୋଗ ଶୁଣାଣୀ ଶିବିରରେ ବୋଡେନ ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ
Read More...

ଶ୍ରୀମଦ ଭାଗବତ ସପ୍ତାହ ପାରାୟଣ ଓ ଘୃତ ଯଜ୍ଞ ଉଦଯାପିତ

ସୁବର୍ଣ୍ଣପୁର : ସୋନପୁର ବଡ଼ ଗୋପାଳଜୀ ମନ୍ଦିରରେ ଅନୁଷ୍ଠିତ ହୋଇଥିବା ଶ୍ରୀମଦ ଭାଗବତ ସପ୍ତାହ ପାରାୟଣ ଓ ଘୃତ ଯଜ୍ଞ କାର୍ଯ୍ୟକ୍ରମ ଆଜି ଉଦଯାପିତ ହୋଇଯାଇଛି । ପୁରୀ ରାମଜୀ ମଠର ମହନ୍ତ ବଂଶୀଧର ଦାସ ମହାରାଜଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ସପ୍ତାହ ବ୍ୟାପୀ ସଂସ୍କୃତ ପୁରାଣ ପାଠ, ଓଡ଼ିଆ
Read More...