Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ମଦ ପାଇଁ ସ୍ତ୍ରୀକୁ ମାରିଲା ସ୍ୱାମୀ
କାଲିମେଳା: ମଦ ପିଇବାକୁ ନ ଦେବାରୁ ପତ୍ନୀଙ୍କୁ କୋଦାଳରେ ପିଟିପିଟି ହତ୍ୟା କଲା ସ୍ୱାମୀ l ଏତିକିରେ ସ୍ୱାମୀର ରାଗ ଶାନ୍ତ ହୋଇନ ଥିଲା | ନିଜ ପତ୍ନୀର ଗୁପ୍ତାଙ୍ଗରେ ବାଡ଼ି ପୁରେଇବାକୁ ପଛାଇ ନ ଥିଲା ମଦ୍ୟପ ସ୍ୱାମୀ। ଏପରି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଏମଭି ୭୯ ଥାନା!-->…
Read More...
Read More...
ଆସୁଛି ଆଉ ଏକ ଲଘୁଚାପ, ଆସନ୍ତାକାଲିଠୁ ପୁଣି ଛେଚିବ
ଭୁବନେଶ୍ୱର:ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ହେଉଛି। ତେବେ ଆସନ୍ତା ୧୮ ତାରିଖ ବେଳକୁ ଉତ୍ତରପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି!-->…
Read More...
Read More...
ଜିଲ୍ଲା ମିଳିତ ପ୍ରାଥମିକ ଶିକ୍ଷକ ସଂଘର ଦାବୀପତ୍ର ପ୍ରଦାନ
ବୌଦ୍ଧ:-ବୌଦ୍ଧ ଜିଲ୍ଲା ମିଳିତ ପ୍ରାଥମିକ ଶିକ୍ଷକ ସଂଘ ଶିକ୍ଷକ ମାନଙ୍କର ବିଭିନ୍ନ ଦାବୀ ନେଇ ମୁଖ୍ୟମନ୍ତ୍ରୀ ଓ ବିଦ୍ୟାଳୟ ଗଣଶିକ୍ଷା ମନ୍ତ୍ରୀଙ୍କୁ ଜିଲ୍ଲପାଳ, ଜିଲ୍ଲା ଶିକ୍ଷଧିକାରୀ ଓ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ ଜରିଆରେ ଦାବିପତ୍ର ପ୍ରଦାନ କରିଛି l ଶିକ୍ଷକ ମାନଙ୍କର ଦୀର୍ଘ ଦିନର ଦାବୀ!-->…
Read More...
Read More...
୯୯ ଦିନରେ ଆସିଲା ରାୟ : ଦୃଷ୍ଟିହୀନ ନାବାଳିକା ଦୁଷ୍କର୍ମ ମାମଲାରେ ଆସାମୀକୁ ଆଜୀବନ କାରାଦଣ୍ଡ
ଝାରସୁଗୁଡ଼ା: ଜଣେ ଦୃଷ୍ଟିହୀନ ନାବାଳିକାଙ୍କୁ ଯୌନ ନିର୍ଯାତନା ଦେବା ଭଳି ଏକ ସମ୍ବେଦନଶୀଳ ମାମଲାର ବିଚାର କରି ଝାରସୁଗୁଡ଼ା ଜିଲ୍ଲା ପୋକ୍ସୋ କୋର୍ଟ ର ଅତିରିକ୍ତ ବିଚାରପତି ଅଭିଯୁକ୍ତକୁ ଆଜୀବନ କାରାଦଣ୍ଡାଦେଶ ପ୍ରଦାନ କରିଛନ୍ତି ।ସୂଚନାଯୋଗ୍ୟ ଯେ, ମାତ୍ର ୯୯ ଦିନରେ ଅଭିଯୁକ୍ତକୁ ଦୋଷୀ!-->…
Read More...
Read More...
ବରିଷ୍ଠ ଓକିଲ ଦେଶବନ୍ଧୁ ପଣ୍ଡାଙ୍କ ବିୟୋଗ
ବୌଦ୍ଧ- ବୌଦ୍ଧ ଜିଲ୍ଲାର ଅନ୍ୟତମ ବରିଷ୍ଠ ଓକିଲ ଦେଶବନ୍ଧୁ ପଣ୍ଡା ଆଜି କଲିକତା ଠାରେ ଏକ ଘୋରଇ ହସ୍ପିଟାଲରେ ଚିକିତ୍ସିତ ଅବସ୍ଥାରେ ପ୍ରାଣତ୍ୟାଗ କରିଛନ୍ତି l ସେ ଗତ ୦୪.୦୮.୨୦୨୫ ତାରିଖରୁ ସେଠାରେ ଚିକିତ୍ସିତ ହେଉଥିଲେ l ଶ୍ରୀ ପଣ୍ଡା ୧୯୭୪ ମସିହାରୁ ତାଙ୍କର ଓକିଲାତି ପେଶା ଆରମ୍ଭ!-->…
Read More...
Read More...
ବଘିଆପଡା ଠାରେ ତ୍ରିରଙ୍ଗା ପଦଯାତ୍ରା
ବୌଦ୍ଧ- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ୱାନ କ୍ରମେ ବୌଦ୍ଧ ବିଧାନସଭା କ୍ଷେତ୍ରର ମୁଣ୍ଡାପଡା ମଣ୍ଡଳ ବଘିଆପଡାଠାରେ ଆଜି ଆୟୋଜିତ ତ୍ରିରଙ୍ଗା ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି l ବିଜେପି ମଣ୍ଡଳ ସଭାପତି ରଞ୍ଜନ ଖଟୁଆଙ୍କ ନେତୃତ୍ୱରେ ପଦଯାତ୍ରା ଅନୁଷ୍ଠିତ ହୋଇଥିଲା l ଏହି!-->…
Read More...
Read More...
ରାଜ୍ୟ କ୍ୟାବିନେଟରେ ୭ ପ୍ରସ୍ତାବକୁ ଅନୁମୋଦନ
ଭୁବନେଶ୍ୱର:ଆଜି ରାଜ୍ୟ କ୍ୟାବିନେଟର ୨୪ତମ ବୈଠକ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା l ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣ!-->…
Read More...
Read More...
ଶ୍ରୀମନ୍ଦିର କାନ୍ଥରେ ଧମକପୂର୍ଣ୍ଣ ଲେଖାକୁ ନେଇ ବଡ କଥା କହିଲେ ପୁରୀ ଏସପି
ପୁରୀ- ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅନ୍ତର୍ଗତ ବୁଢି ମା ମନ୍ଦିର ପଥର କାନ୍ଥରେ ଆତଙ୍କବାଦୀ ଧମକପୂର୍ଣ୍ଣ ଲେଖାକୁ ନେଇ ଆସିଲା ପୁରୀ ଏସ୍ପିଙ୍କ ପତିକ୍ରିୟା l ଏହି ଘଟଣାକୁ ଗୁରୁତର ସହ ନିଆଯାଇଛି l କିଏ ଏବଂ କେଉଁ ଉଦେଶ୍ୟ ନେଇ ଏହି ଧମକ ପୂର୍ଣ୍ଣ ଲେଖା ଲେଖିଛି ସେ ନେଇ ତନାଘନା ଆରମ୍ଭ!-->…
Read More...
Read More...
ସେମିକଣ୍ଡକ୍ଟର କ୍ଷେତ୍ରରେ ଓଡ଼ିଶାକୁ ମୋଦିଜୀଙ୍କ ୨୨୫୦ କୋଟି ଟଙ୍କାର ଉପହାର- ଧର୍ମେନ୍ଦ୍ର ପ୍ରଧାନ
ନୂଆଦିଲ୍ଲୀ/ଭୁବନେଶ୍ୱର, ଅଗଷ୍ଟ ୧୨ – ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ଆଜି ଓଡ଼ିଶା, ପଞ୍ଜାବ ଏବଂ ଆନ୍ଧ୍ରପ୍ରଦେଶରେ ୪୬୦୦ କୋଟି ଟଙ୍କା ବ୍ୟୟରେ ୪ଟି ସେମିକଣ୍ଡକ୍ଟର ଉତ୍ପାଦନ ୟୁନିଟ୍କୁ ଅନୁମୋଦନ ମିଳିଛି, ଯାହାକୁ ସ୍ୱାଗତ!-->…
Read More...
Read More...
ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତି ଉପରେ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର-ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଅପରାଧ ଏବଂ ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ସମୀକ୍ଷା କରିଛନ୍ତି । ସାଧାରଣ ଜନତା ଯେପରି ସୁରକ୍ଷିତ ଅନୁଭବ କରିବେ, ସେଥିପାଇଁ ପୋଲିସ ପକ୍ଷରୁ ସମସ୍ତ ପ୍ରକାର ଆବଶ୍ୟକ ଉପାୟ ଅବଲମ୍ୱନ କରିବାକୁ!-->…
Read More...
Read More...