Browsing Category

ରାଜ୍ୟ

ଜେଲ ଗଲା ଗୋପାଳ

ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଗୋପାଳ ଦାସଙ୍କୁ ଜେଲ ଯିବାକୁ ପଡ଼ିଛି । ଆଜି ଗୋପାଳଙ୍କ ରିମାଣ୍ଡ ଅବଧି ସରିବା ପରେ ପ୍ରଥମେ କ୍ରାଇମବ୍ରାଞ୍ଚ ଗୋପାଳଙ୍କୁ ଜେଏମଏଫସି କୋର୍ଟରେ ହାଜର କରାଇଥିଲା ।  କୋର୍ଟରେ ହାଜର ପରେ ତାଙ୍କୁ ଜେଲ ପଠାଯାଇଛି । 
Read More...

ସତ୍ୟବାଦୀ ମହୋତ୍ସବ ୨୦୨୩ ଉଦ୍‌ଘାଟିତ

ପୁରୀ : ସତ୍ୟବାଦୀର କଳା ସଂସ୍କୃତି ଓ ପରମ୍ପରା ସହ ଜଡ଼ିତ ସତ୍ୟବାଦୀ ମହୋତ୍ସବ ୨୦୨୩ ଉଦ୍‌ଘାଟିତ ହୋଇ ଯାଇଛି । ଦୁଇ ବର୍ଷ କୋଭିଡ କଟକଣା ଯୋଗୁଁ ଏହି ଉତ୍ସବ ବନ୍ଦ ରହିଥିଲା । ଏଣୁ ଚଳିତ ବର୍ଷ ବେଶ୍‌ ଆଡମ୍ବରରେ ପାଳନ ହେଉଚି । ପୁରା ସାକ୍ଷୀଗୋପାଳ ରଙ୍ଗୀନ ଆଲୋକ ମାଳାରେ ସଜେଇ ହୋଇଛି ।
Read More...

ଗୁଳିମାଡ଼ରେ ୩ ଜଣ ଗୁରୁତର

କଟକ: କଟକ ଜିଲ୍ଲା ଆଠଗଡ଼ ଅଞ୍ଚଳର ଜେନାପଦା ମଝିସାହିରେ ଆଜି ସନ୍ଧ୍ୟା ସମୟରେ ଗୁଳିମାଡ଼ ହୋଇଛି। ଗୁଳିମାଡ଼ର ଶିକାର ହୋଇଥିବା ୩ ଜଣ ଗୁରୁତରଙ୍କୁ କଟକ ଏସସିବି ମେଡିକାଲ ସ୍ଥାନାନ୍ତରିତ କରାଯାଇଛି। ଗୁରୁତର ବ୍ୟକ୍ତିମାନେ ହେଲେ ଦୀନବନ୍ଧୁ ନାୟକ, ବଂଶୀଧର ନାୟକ ଓ ଜିତୁନା ନାୟକ। ପୂର୍ବ
Read More...

ତୃତୀୟ ରୋହିତ୍‌ କୁମାର ମାଝୀ ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ

ପାଟଣାଗଡ଼ : ବଲାଙ୍ଗୀର ଜିଲ୍ଲା ପାଟଣାଗଡ ଉପଖଣ୍ଡ ବେଲପଡ଼ା ବ୍ଲକ ଅନ୍ତର୍ଗତ ଛୁଇନରାଠାରେ ରୋହିତ୍‌ କୁମାର ମାଝୀ ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇଯାଇଛି । ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ୨୪ ନଂ ଜୋନ୍‌ ଜିଲ୍ଲାପରିଷଦ ସଭ୍ୟ ଜୟ ଧରୁଆ ଯୋଗ ଦେଇଥିବା ବେଳେ ସମ୍ମାନୀତ
Read More...

ଅଟୋ ଦୁର୍ଘଟଣାରେ ୩ ଆହତ

ଘୁ ଉଦୟଗିରି: ଘୁ ଉଦୟଗିରି ବ୍ଲକ ଗ୍ରେସିଙ୍ଗିଆ ପଞ୍ଚାୟତର ବାକିକାମ୍ବାର କେତେକ ଲୋକ ମାଣିକେଶ୍ୱର ପଞ୍ଚାୟତ କୁମ୍ଭାର କାଡ଼ି ଗ୍ରାମକୁ ଓଡି ୦୭ ୪୦୨୬ ନମ୍ୱର୍‌ ବିଶିଷ୍ଟ ଅଟୋରେ ଯାଉଥିଲେ ଏକୋସିଆ ଭୋଜିରେ ଯୋଗ ଦେବାପାଇଁ । ଲାମୁଙ୍ଗୀଆ ନିକଟ ଘାଟି ଶେଷରେ ଅଟୋ ବ୍ରେକ ଫେଲ ହେବା ଫଳରେ
Read More...

ମର୍ମନ୍ତୁଦ ସଡକ ଦୁର୍ଘଟଣା,୨ ମୃତ

ପୁରୀ,: ପୁରୀ- କୋଣାର୍କ ବେଳାଭୂମି ରାସ୍ତା ମୁଦୁଲି ଛକରେ ରବିବାର ସକାଳେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସିଥିବା ଆନ୍ଧ୍ରପ୍ରଦେଶ ଚିତୋର ଓ ନେଲୋର୍‌ ଜିଲ୍ଲାର ଶ୍ରଦ୍ଧାଳୁ କୋଣାର୍କରୁ ଅଟୋ ଯୋଗେ ପୁରୀ ଅଭିମୁଖେ ଫେରୁଥିବା ବେଳେ ପୁରୀ-କୋଣାର୍କ ବେଳାମାର୍ଗରେଟ୍ରାଭେରା, ବାଇକ, ଅଟୋ ସିରିଜ
Read More...

ଇସ୍ତଫା ଦେଲେ ଜଷ୍ଟିସ ରଘୁବୀର ଦାଶ

ଭୁବନେଶ୍ୱର:  ଓଡ଼ିଶା ମାନବାଧିକାର କମିଶନ  ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ଜଷ୍ଟିସ ରଘୁବୀର ଦାଶ। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କୁ ସେ ତାଙ୍କ ଇସ୍ତଫାପତ୍ର ପଠାଇ ଦେଇଛନ୍ତି।ଓଡ଼ିଶା ମାନବାଧିକାର କମିଶନର ଅଧ୍ୟକ୍ଷଙ୍କ ନିୟୁକ୍ତି ପ୍ରସଙ୍ଗ ନେଇ ଜଷ୍ଟିସ୍ ରଘୁବୀର ଦାଶ ତାଙ୍କ ପଦରୁ
Read More...

ଶିଶୁ ଓ ବରିଷ୍ଠ ନାଗରିକଙ୍କୁ ସୁରକ୍ଷା ଓ ସମ୍ମାନ ଦେବାକୁ ଭାରତୀ ସମାଜର ସଂକଳ୍ପ

ସମ୍ବଲପୁର: ସମାଜର ଦୁଇ ଗୁରୁତ୍ୱପୂର୍ଣ୍ଣ ଅଂଗ ହେଉଛନ୍ତି ଶିଶୁ ଏବଂ ବରିଷ୍ଠ ନାଗରିକ । ଏଣୁ ଶିଶୁ ମାନଙ୍କୁ ଉଚିତ୍‌ ସଂସ୍କାର ଏବଂ ବିକାଶ ପାଇଁ ସୁଯୋଗ ପ୍ରଦାନ କରିବା ସହ ବରିଷ୍ଠ ନାଗରିକ ମାନଙ୍କ ସୁରକ୍ଷା ଏବଂ ସମ୍ମାନ ଦେବା ସୁସ୍ଥ ସମାଜ ପାଇଁ ନିହାତି ଜରୁରୀ ବୋଲି ଭାରତୀ ସମାଜର ବୈଠକରେ
Read More...

ରାଷ୍ଟ୍ରୀୟ ନାଟମେଲାର ଦ୍ୱିତୀୟ ସନ୍ଧ୍ୟାରେ ସମ୍ବଲପୁର, ପଦ୍ମପୁର ଓ ଦେବଗଡ଼ କଳାକାରଙ୍କ ନାଟକ ପରିବେଷଣ

ସୁବର୍ଣ୍ଣପୁର : ସହରର ଅଗ୍ରଣୀ ନାଟ୍ୟାନୁଷ୍ଠାନ୍‌ ନାଟ୍‌ ତରଫରୁ ଗତକାଲିଠାରୁ ଚାଲିଥିବା ୩ଦିନିଆ ରାଷ୍ଟ୍ରୀୟ ନାଟ୍‌ ମେଲାର ଦ୍ୱିତୀୟ ଦିବସରେ ଅତିଥି ଭାବରେ ନାଟ୍ୟକାର କେଶରଞ୍ଜନ ପଧାନ, ଅଶୋକ ବହିଦାର, ଗୌରୀଶ୍ୟାମ ପଣ୍ଡା, ପ୍ରସନ୍ନ କୁମାର ଦାଶ ପ୍ରମୁଖ ଯୋଗଦେଇ ସୁବର୍ଣ୍ଣପୁରର ନାଟ୍‌
Read More...

ସଞ୍ଜୟ ସ୍ମୃତି ସରକାରୀ ମହିଳା ମହାବିଦ୍ୟାଳୟକୁ ଉପ ନିର୍ଦ୍ଦେଶକଙ୍କ ଦିନିକିଆ ଗସ୍ତ

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫୁଲବାଣୀ ସ୍ଥିତ ସଞ୍ଜୟ ସ୍ମୃତି ସରକାରୀ ମହିଳା ମହାବିଦ୍ୟାଳୟକୁ ଉପ ନିର୍ଦ୍ଦେଶକଙ୍କ ଦିନିକିଆ ଗସ୍ତ କରିଥିବା ଜଣାପଡିଛି । ଏହା ହେଉଛି କନ୍ଧମାଳ ଜିଲ୍ଲାର ସର୍ବ ପୁରାତନ ସରକାରୀ ମହିଳା ମହାବିଦ୍ୟାଳୟ । ଏହି ପରିପ୍ରେକ୍ଷୀରେ ଉଚ୍ଚଶିକ୍ଷା ବିଭାଗର ଉପ
Read More...