Browsing Category

ରାଜ୍ୟ

ରାଜ୍ୟପାଳଙ୍କ ଦ୍ୱାରା ପଂଚାୟତିରାଜ ଓ ପାନୀୟ ଜଳ ବିଭାଗର ସମୀକ୍ଷା :ବିଭିନ୍ନ ଯୋଜନାର ସୁଫଳ ପ୍ରତ୍ୟେକ ହିତାଧିକାରୀଙ୍କ…

ଭୁବନେଶ୍ୱର: କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଯୋଜନାର ସୁଫଳ ପ୍ରତ୍ୟେକ ହିତାଧିକାରୀଙ୍କ ନିକଟରେ ପଂହଚାଇବା ଉପରେ ମାନ୍ୟବର ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍‌ପାଟି ଗୁରୁତ୍ୱାରୋପ କରିଛନ୍ତି । ଚଳିତ ଅଗଷ୍ଟ ୧୨ ତାରିଖରେ ରାଜଭବନର ନ୍ୟୁ ଅଭିଷେକ ହଲ୍‌ଠାରେ ପଂଚାୟତିରାଜ ଓ ପାନୀୟ ଜଳ ବିଭାଗର
Read More...

ଓଡ଼ିଶାରେ ପ୍ରତିଷ୍ଠା ହେବ ୨ଟି ସେମିକଣ୍ଡକ୍ଟର ମ୍ୟାନୁଫାକଚରିଂ ୟୁନିଟ୍‌

ଭୁବନେଶ୍ୱର: କେନ୍ଦ୍ର ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ମଙ୍ଗଳବାର ଏକ ବଡ଼ ସୂଚନା ଦେଇଛନ୍ତି। ଓଡ଼ିଶାରେ ୨ଟି ସେମିକଣ୍ଡକ୍ଟର ମ୍ୟାନୁଫାକଚରିଂ ୟୁନିଟ୍‌ ପ୍ରତିଷ୍ଠା ହେବା ନେଇ କେନ୍ଦ୍ର କ୍ୟାବିନେଟରେ ଅନୁମୋଦନ ହୋଇଥିବା କେନ୍ଦ୍ର ମନ୍ତ୍ରୀ ବୈଷ୍ଣବ କହିଛନ୍ତି। ଏପରିକି ଦେଶରେ ଆଉ ୪ଟି
Read More...

ଦହ୍ୟାରେ ଘରେ ଘରେ ତ୍ରିରଙ୍ଗା, ଘରେ ଘରେ ସ୍ୱଚ୍ଛତା କାର୍ଯ୍ୟକ୍ରମ

ବାଉଁଶୁଣୀ- ବୌଦ୍ଧ ବ୍ଲକ ରକସା ପଞ୍ଚାୟତର ଦହ୍ୟା ଠାରେ ମଙ୍ଗଳବାର ଘରେ ଘରେ ତ୍ରିରଙ୍ଗା, ଘରେ ଘରେ ସ୍ଵଛତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଣ୍ଟାମାଳ ବିଧାୟକ କହ୍ନାଇ ଚରଣ ଡାଙ୍ଗଙ୍କ ତତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଯୋଗ ଦେଇ
Read More...

ବୌଦ୍ଧଗଡ଼ ଏନଏସିର ମାଳୀସାହି ଓ ବଗିଚାସାହି ପରିଦର୍ଶନ କଲେ ରାଜ୍ୟ ନଗର ଉନ୍ନୟନ ମନ୍ତ୍ରୀ

ବୌଦ୍ଧ-ବୌଦ୍ଧ ଜିଲ୍ଲା ଗସ୍ତରେ ଆସିଥିବା ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଆଜି ବୌଦ୍ଧ ସହର 1 ନଂ ୱାର୍ଡ ମାଳୀସାହି ଏବଂ 2 ନଂ ୱାର୍ଡ ବଗିଚାସାହି ପରିଦର୍ଶନ କରିଥିଲେ l ମାଳୀସାହି ଏବଂ ବଗିଚାସାହି ଅଞ୍ଚଳର ସ୍ଥାନୀୟ ଜନସାଧାରଣଙ୍କ ସହ ବାର୍ତ୍ତାଳାପ
Read More...

ସଚିବସ୍ତରୀୟ ଗୁରୁତ୍ୱପୂର୍ଣ୍ଣ ବୈଠକ ; ସବୁ ସରକାରୀ ଅଫିସରେ ଲାଗିବ AI କ୍ୟାମେରା

ଭୁବନେଶ୍ୱର: ମଙ୍ଗଳବାର ସଚିବସ୍ତରୀୟ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ୧୦ଟି ଦିଗ ଉପରେ ଫୋକସ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏପରିକି CMଙ୍କ ଅଫିସରୁ ଆସୁଥିବା UI ନୋଟ୍‌ରେ ତୁରନ୍ତ ଉତ୍ତର ସହ ଆବଶ୍ୟକ ପଦକ୍ଷେପ ନେବାକୁ ବୈଠକରେ କୁହାଯାଇଛି। ଅନ୍ୟପକ୍ଷେ
Read More...

ସ୍ୱାଧୀନତା ଦିବସ: ଜାଣନ୍ତୁ କିଏ କେଉଁଠି କରିବେ ପତାକା ଉତ୍ତୋଳନ?

ଭୁବନେଶ୍ୱର,୧୨/୦୮: ଚଳିତ ବର୍ଷ ୭୯ତମ  ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବେ । ସମ୍ମିଳିତ ପରେଡ୍‌ରେ ଅଭିବାଦନ ଗ୍ରହଣ କରିବେ।  ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ କେନ୍ଦୁଝର  ଜାତୀୟ ପତାକା
Read More...

ଆଜି ଏହି ସବୁ ଜିଲ୍ଲାରେ ହେବ ବଜ୍ରପାତ ସହ ବର୍ଷା

ଭୁବନେଶ୍ୱର:ରାଜ୍ୟରେ ଏବେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେଉଛି। ସୋମବାର କେନ୍ଦୁଝର, ବାଲେଶ୍ୱର ଓ କନ୍ଧମାଳର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଥିବାବେଳେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ଖରା ସହ ଗୁଳୁଗୁଳି ଅନୁଭୂତ ହୋଇଛି। ୧୫ ଜିଲାରେ ତାପମାତ୍ରା ୩୫ ଡିଗ୍ରୀରୁ ଅଧିକ
Read More...

କନ୍ଧମାଳ ଆସୁଛନ୍ତି ବିଜେପି ରାଜ୍ୟ ସଭାପତି ,ତ୍ରିରଙ୍ଗା ଯାତ୍ରା ଓ ସ୍ବାମୀଜୀଙ୍କ ଆଶ୍ରମ କରିବେ ଗସ୍ତ,

ଫୁଲବାଣୀ : ଲଗାତାର ଦ୍ଵିତୀୟ ଥର ରାଜ୍ୟ ବିଜେପି ସଭାପତି ପଦ ଅଳଙ୍କୃତ କରିବା ପରେ ପ୍ରଥମ ଥର ପାଇଁ କନ୍ଧମାଳ ଜିଲ୍ଲାକୁ ଦୁଇ ଦିନିଆ ଗସ୍ତ କରିବେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ। ସେଥିପାଇଁ ଚଳଚଞ୍ଚଳ ଜିଲ୍ଲା ବିଜେପି ଶିବିର। ଆସନ୍ତା ୧୩ ଓ ୧୪ ତାରିଖ ଦୁଇ ଦିନ ଜିଲ୍ଲା ଗସ୍ତ କରିବେ
Read More...

ବୁଗୁଡ଼ା ପାନୀୟଜଳ ପ୍ରକଳ୍ପରେ ଅବ୍ୟବସ୍ଥା ,ଠିକ୍ ରେ ମିଳୁନି ପାଣି !

ଦଶପଲ୍ଲା : ନାମକୁ ମାତ୍ର ଚାଲୁଛି ପାନୀୟ ଜଳ ପ୍ରକଳ୍ପ , ହେଲେ ଲୋକଙ୍କୁ ମିଳୁନି ମୁନ୍ଦାଏ ପିଇବା ପାଣି । କେଉଁ ସାହିକୁ ପାଣି ଯାଉଛି ତ ପୁଣି କେଉଁ ସାହିକୁ ନାହିଁ। ଚାତକ ଭଳି ପାଣିକୁ ଚାହିଁ ବସୁଛବି ଗ୍ରାମବାସୀ। ଏଭଳି ସ୍ଥିତିରେ ଦାଉ ସାଜୁଛି ଅଘୋଷିତ ବିଦ୍ୟୁତକାଟ୍ । ୨ ମିନିଟ୍
Read More...

୫ ଜିଲାର ବନ୍ୟା କ୍ଷୟକ୍ଷତି ରିପୋର୍ଟ ସମ୍ପର୍କରେ ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା

ଭୁବନେଶ୍ୱର,: ୫ ଜିଲାର ବନ୍ୟା କ୍ଷୟକ୍ଷତି ରିପୋର୍ଟ ସମ୍ପର୍କରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୋମବାର ବଡ଼ ସୂଚନା ଦେଇଛନ୍ତି। କେନ୍ଦୁଝର, ବାଲେଶ୍ୱର, ମୟୁରଭଞ୍ଜ, ଯାଜପୁର, ଭଦ୍ରକ ଜିଲାରେ ବନ୍ୟାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବନ୍ୟାରେ ମୋଟ ୬ କୋଟି ୬୬ ଲକ୍ଷ ୧୭ ହଜାର ୫୫ ଟଙ୍କା
Read More...