Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ନୀଳକଣ୍ଠେଶ୍ୱର ନକ୍ ଆଉଟ୍ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ଫାଇନାଲରେ ସାନଟେମରୀ
କୋକସରା: କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଜାତୀୟ ରାଜପଥ ୨୬ କୁସୁମଖୁଣ୍ଟି ମିନିଷ୍ଟାଡିଅମଠାରେ ନୀଳକଣ୍ଠେଶ୍ୱର କ୍ରିକେଟ କ୍ଳବ, ଆନୁକୂଲ୍ୟରେ ଚାଲିଥିବା ନୀଳକଣ୍ଠେଶ୍ୱର ନକ ଆଉଟ କ୍ରିକେଟ ଟୁର୍ଣ୍ଣାମେଣ୍ଟର ପ୍ରଥମ ସେମିଫାଇନାଲ ମହିଚଲା ଓ ଟେମରୀ ଏକାଦଶ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି ।!-->…
Read More...
Read More...
ଭୀମା ବିବାହ ଓ ବିହନ ଯାତ୍ରା ସହ ସମାପନ ହେଲା ବାଲିଯାତ୍ରା
କୋକସରା: କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ଗ୍ରାମରେ ଦୀର୍ଘ ଏକ ମାସ ଧରି ଚାଲିଥିବା ବାଳିଯାତ୍ରା ବୁଧବାର ପଣ୍ଡରା ଭୀମା ଦେବଙ୍କ ବିବାହ ଓ ବିହନ ଛିନା କାର୍ଯ୍ୟ ସହ ଉଦଯାପିତ ହୋଇଛି । ଗତକାଲି ଭିମା ଖୁଣ୍ଟ ସ୍ଥାପନ ଓ ବଳୀ ପ୍ରଦାନ କରାଯାଇଥିବା ବେଳେ ବୁଧବାର ସକାଳୁ!-->…
Read More...
Read More...
ଚାଉଳ ପାଇଁ ବିଜେଡିର ପ୍ରତି ପଞ୍ଚାୟତରେ ଧାରଣା
ପାଟଣାଗଡ : ଆଜି ପାଟଣାଗଡ ବିଜେଡି ପକ୍ଷରୁ ଉଷୁନା ଚାଉଳ ଉଠାଣ ପରିମାଣ ହ୍ରାସ ଓ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନଯୋଜନା ଯୋଗୁଁ ୫ କିଲୋ ଚାଉଳ କଟା ପ୍ରସଙ୍ଗକୁ ନେଇ ବ୍ଲକରେ ଥିବା ୩୦ ଗୋଟି ପଞ୍ଚାୟତରେ ଆନ୍ଦୋଳନକୁ ଓହ୍ଲାଇଛି ବିଜେଡି । ଏହି ବିଧାୟକ ସରୋଜ କୁମାର ମେହେରଙ୍କ ସମେତ!-->…
Read More...
Read More...
ଶିକ୍ଷା ନିକେତନର ୧୯ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ
ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ବାଲିଗୁଡ଼ାର ଅଗ୍ରଣୀ ଶିକ୍ଷାନୁଷ୍ଠାନ "ଶିକ୍ଷା ନିକେତନ'ର ଊନବିଂଶତମ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ମହାସମାରୋହରେ ପାଳିତ ହୋଇଯାଇଛି । ସଭା ପ୍ରାରମ୍ଭ ପୂର୍ବରୁ ଫୁଲ୍ୱାମା ଶହୀଦଙ୍କ ଉଦ୍ଦେଶ୍ୟରେ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା । ଉକ୍ତ!-->…
Read More...
Read More...
ଭିନ୍ନକ୍ଷମଙ୍କୁ ମାଗଣା ଚାଉଳ ମିଳିବ ବୋଲି ପ୍ରତିଶ୍ରୁତି ଦେଲେ ଭିଡିଓ
ଫୁଲବାଣୀ :- କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଅନ୍ତର୍ଗତ ମାଓ ଇଲାକା ତଥା ଦୁର୍ଗମ ପାଙ୍ଗା ଉପରସାହି ପଂଚାୟତର ଗଣ୍ଡାପଡା ଗ୍ରାମର ବସୁମତୀ ମଲ୍ଲିକ । ଜଣେ ଭିନ୍ନକ୍ଷମ ଆଦିବାସୀ ମହିଳା । ତାଙ୍କୁ ଭିନ୍ନକ୍ଷମ ଭତ୍ତା ମିଳୁଛି । କିନ୍ତୁ ଚାଉଳ ମିଳୁନି । ଭିନ୍ନକ୍ଷମ ଯୋଗୁଁ କୌଣସି କାମଧନ୍ଦା!-->…
Read More...
Read More...
ଟ୍ରେନ୍ ଉପରକୁ ଚଢି ସେଲଫି ନେବା ହେଲା କାଳ, ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜୀଅନ୍ତା ଜଳି ଯୁବକଙ୍କ ମୃତ୍ୟୁ
ରାୟଗଡା: ମାଲବାହୀ ଟ୍ରେନ୍ ଉପରକୁ ଚଢି ସେଲଫି ନେବା ହେଲା କାଳ । ଉଚ୍ଚ ସଂପନ୍ନ ୨୫କେଭି କ୍ଷମତା ବିଶିଷ୍ଟ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜୀଅନ୍ତା ଜଳି ଗଲେ ଜଣେ ୧୨ବର୍ଷର ଯୁବକ । ମୃତ ଯୁବକ ଜଣକ ହେଲେ ରାୟଗଡା ଜିଲ୍ଳା କାଶିପୁର ବ୍ଳକ ଅନ୍ତର୍ଗତ ବାର୍ତ୍ତିବାଡି ଗ୍ରାମର ସହଦେବ ନାୟକ!-->…
Read More...
Read More...
ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବିରେ ନବରଙ୍ଗପୁର ଜିଲ୍ଲା ବିଜେପିର ଗଣଧାରଣା ଓ ବିକ୍ଷୋଭ
ନବରଙ୍ଗପୁର:- ରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ଓ ଅନ୍ୟାୟ ଅତ୍ୟାଚାର ବିରୋଧରେ ନବରଙ୍ଗପୁର ଜିଲ୍ଲା ପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ନବରଙ୍ଗପୁର ଜିଲ୍ଲା ବିଜେପି ତରଫରୁ ରାଜ୍ୟ ଉପ ସଭାପତି ତଥା ପୂର୍ବତନ ସାଂସଦ ବଳଭଦ୍ର ମାଝୀଙ୍କ ନେତୃତ୍ୱରେ ଗଣଧାରଣା ଓ ପ୍ରତିବାଦ ସଭା ଅନୁଷ୍ଠିତ!-->…
Read More...
Read More...
ଦ୍ୱିତୀୟ ବିବାହ କଲେ ହାର୍ଦ୍ଦିକ ପାଣ୍ଡ୍ୟା
ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ ଦଳର ଷ୍ଟାର୍ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଦ୍ବିତୀୟଥର ବିବାହ କରିଛନ୍ତି । ସେ ପତ୍ନୀ ଅଭିନେତ୍ରୀ ନତାଶା ଷ୍ଟାନକୋବିଚଙ୍କ ସହିତ ପୁଣିଥରେ ସାତ ଫେରା ନେଇ ଚର୍ଚ୍ଚାରେ ରହିଛନ୍ତି।
ନତାଶା ହେଉଛନ୍ତି ସର୍ବିଆର ଜଣେ ଲୋକପ୍ରିୟ ଅଭିନେତ୍ରୀ ଏବଂ!-->!-->!-->…
Read More...
Read More...
ବିପଦସଙ୍କୁଳ ଅବସ୍ଥାରେ ୧୧ କେଭି ବିଦ୍ୟୁତ୍ ତାର
ନୂଆପଡା: ସ୍କୁଲ ପରିସରରେ ବିପଦସଂକୁଳ ଅବସ୍ଥାରେ ଏଗାର କେଭି ବିଦ୍ୟୁତ ତାର ରହିଛି । ଏହାକୁ ସ୍ଥାନାନ୍ତର କରିବାକୁ ଦାବି ହେଉଛି, ନହେଲେ କୌଣସି ଦୁର୍ଘଟଣା ଘଟିଲେ ସରକାର ଦାୟୀ ରହିବେ ବୋଲି ଚେତାବନୀ ଦିଆଯାଇଛି ।ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଅନ୍ତର୍ଗତ ତୁକଲା ଗ୍ରାମରେ ଥିବା ଉଚ୍ଚ!-->…
Read More...
Read More...
କଂଗ୍ରେସରେ ମିଶିବେ ପ୍ୟାରୀଙ୍କ ଝିଅ
ଭୁବନେଶ୍ୱର : ଆଗକୁ ନିର୍ବାଚନ ଥିବାବେଳେ କଂଗ୍ରେସରେ ଏବେ ମିଶ୍ରଣ ପର୍ବ ଆରମ୍ଭ ହୋଇଯାଇଛି । ଦଳକୁ ମଜବୁତ କରିବା ପାଇଁ ବିଭିନ୍ନ ବର୍ଗର ଲୋକଙ୍କୁ ଟାଣିବାକୁ ପ୍ରୟାସ କରୁଛି ପ୍ରଦେଶ କଂଗ୍ରେସ । ନିକଟରେ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ କୁମାର ପଟ୍ଟନାୟକ କଂଗ୍ରେସରେ ଯୋଗଦେବା ଘଟଣା!-->…
Read More...
Read More...