Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଭବାନୀପାଟଣା ଠାରେ ତୃତୀୟ ଜିଲ୍ଲା ପରିଷଦ ବୈଠକ ଅନୁଷ୍ଠିତ
ଭବାନୀପାଟଣା,୧୦/୨: ଜିଲ୍ଲା ପରିଷଦ ସମ୍ମିଳନୀ ଗୃହରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର କୁମାର ସିଂହଦେଓଙ୍କ ଅଧ୍ୟକ୍ଷତାରେ ତୃତୀୟ ଜିଲ୍ଲା ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଧର୍ମଗଡ ବିଧାୟକ ଶ୍ରୀ ମୌଷଧି ବାଗ , ଲାଞ୍ଜିଗଡ଼ ବିଧାୟକ ପ୍ରଦୀପ କୁମାର ଦିଶାରି, ଜିଲ୍ଲପାଳ ପି!-->…
Read More...
Read More...
ପାରଳାଖେମୁଣ୍ଡି ପୌରପରିଷଦକୁ ବାଲ୍ୟବିବାହ ମୁକ୍ତ କରିବା ନିମନ୍ତେ ବୈଠକ
ପାରଳାଖେମୁଣ୍ଡି,୧୦/୨:- ଆଜି ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ସଂଗ୍ରାମ ଶେଖର ପଣ୍ଡାଙ୍କ ଅଧ୍ୟକ୍ଷତାରେ ପାରଳାଖେମୁଣ୍ଡି ପୌରପରିଷଦକୁ ବାଲ୍ୟବିବାହ ମୁକ୍ତ କରିବା ପାଇଁ ଏକ ବୈଠକ ଜିଲ୍ଲାପାଳଙ୍କ ସମିଳନୀ କକ୍ଷ-୨ ରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ପାରଳାଖେମୁଣ୍ଡି ପୌରପରିଷଦର!-->…
Read More...
Read More...
ଭାରତୀୟ ଜନତା ପାର୍ଟି ଶକ୍ତିକେନ୍ଦ୍ର ତିଲେଶ୍ୱର ପଞ୍ଚାୟତରୁ ଶୁଭାରମ୍ଭ
ହରଭଙ୍ଗା,୧୦/୨:- ବୌଦ୍ଧ ଜିଲ୍ଲାରେ ବିଗତ ପଞ୍ଚାୟତ ନିର୍ବାଚନରେ ବିଜେପି ଆଂଶିକ ସଫଳତା ହାସଲ କରିଥିବା ନେଇ ଆଗାମୀ ପଂଚାୟତ ନିର୍ବାଚନକୁ ନେଇ ବିଜେପି ମହଲରେ ଚଳଚଞ୍ଚଳ ହୋଇଉଠିଛି । ଜିଲ୍ଲାରେ ଆଗାମୀ ନିର୍ବାଚନ ପାଇଁ ବିଜେପି ନିଜର ବୁଥସ୍ତରରୁ ମଜଭୁତ କରିବା ପାଇଁ ଶକ୍ତିକେନ୍ଦ୍ର ସ୍ଥାପନ!-->…
Read More...
Read More...
ସୁରକ୍ଷିତ କ୍ୟାମ୍ପସ୍ ଦାବିରେ ଛାତ୍ର କଂଗ୍ରେସ ପକ୍ଷରୁ ବିକ୍ଷୋଭ ଓ ଧାରଣା
ବଲାଙ୍ଗୀର : ଆକ୍ରମଣ ଘଟଣାରେ ଛାତ୍ର କଂଗ୍ରେସ ପକ୍ଷରୁ ବିକ୍ଷୋଭ ଓ ୩ଦଫା ଦାବୀପତ୍ର କୁଳପତିଙ୍କୁ ପ୍ରଦାନ କରାଯାଇଛି । ଗୁରୁବାର ସନ୍ଧ୍ୟାରେ ଜଣେ ଅଣଛାତ୍ର ହଷ୍ଟେଲରେ ପଶି ୨ଜଣ ଛାତ୍ରଙ୍କୁ ବ୍ଲେଡରେ ଆକ୍ରମଣ କରିଥିଲା । ପୂର୍ବରୁ ମଧ୍ୟ ଏଭଳି ଅଘଟଣ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ପରିସରରେ!-->…
Read More...
Read More...
ଜିଲ୍ଲା କ୍ଷେତ୍ର ପରିଦର୍ଶନ ଓ ବିଭିନ୍ନ ଯୋଜନର ସମୀକ୍ଷା କଲେ ବିଭାଗୀୟ ଷ୍ଟାଣ୍ଡିଂ କମିଟି
ପାରଳାଖେମୁଣ୍ଡି: ବିଭାଗୀୟ ଅନୁବନ୍ଧିତ ଷ୍ଟାଣ୍ଡିଂ କମିଟି ମାନ୍ୟବର ସବ୍-କମିଟି -୩ର ଘଟଣାସ୍ଥଳ ପରିଦର୍ଶନ କାର୍ଯ୍ୟକ୍ରମ -୬, ଆଜି ଜିଲ୍ଲା ଗ୍ରସ୍ତ କରିବା ସହ ବିଭିନ୍ନ ଯୋଜନାର ସମୀକ୍ଷା କରିଛନ୍ତି । ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ, ସମବାୟ ବିଭାଗ ଓ ହସ୍ତତନ୍ତ୍ର ଓ ବୟନ ଶିଳ୍ପ!-->…
Read More...
Read More...
ଗ୍ରୀନ୍ ଫିଲ୍ଡ ବିମାନ ବନ୍ଦର ନିର୍ମାଣ ପାଇଁ ପ୍ରକ୍ରିୟା ଆରମ୍ଭ
ପୁରୀ :ଶ୍ରୀଜଗନ୍ନାଥ ଧାମ୍ ପୁରୀକୁ ସାରା ବିଶ୍ୱ ସହିତ ଯୋଡ଼ିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଛି ପ୍ରକ୍ରିୟା । ପୁରୀ ସହର ଉପକଣ୍ଠ ଗିରଳ ଛକ ନିକଟରେ ଗ୍ରୀନ୍ ଫିଲ୍ଡ ବିମାନ ବନ୍ଦର ନିର୍ମାଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇସାରିଛି । ଏୟାରପୋର୍ଟ ଅଥୋରିଟି ଅଫ୍ ଇଣ୍ଡିଆର ଏକ!-->…
Read More...
Read More...
ସୁଆଣ୍ଡୋ ଗ୍ରାମ ପରିଦର୍ଶନ କଲେ ୫-ଟି ସଚିବ,୨୩ରେ ପୁନଃବିକଶିତ ଜନ୍ମପୀଠର ହେବ ଲୋକାର୍ପଣ
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି.କେ. ପାଣ୍ଡିଆନ ଆଜି ପୁରୀ ଜିଲ୍ଲାର ସୁଆଣ୍ଡୋସ୍ଥିତ ଗୋପବନ୍ଧୁଙ୍କ ଜନ୍ମପୀଠର ପରିଦର୍ଶନ କରି ଏହାର ପୁନଃବିକାଶ କାର୍ଯ୍ୟ ତଦାରଖ କରିଥିଲେ । ଉତ୍କଳମଣିଙ୍କ ଗାଁ ଶିବ ମନ୍ଦିର ଲୋକେଶ୍ୱର!-->…
Read More...
Read More...
ଜିଲ୍ଲା ମାଧ୍ୟମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ସମ୍ମିଳନୀ ଉଦଯାପିତ
ପୁରୀ : ଟାଉନ ହଲ ଠାରେ ଦୀର୍ଘ ୩ ଦିନ ଧରି ପରିଚାଳିତ ହେଉଥିବା ପୁରୀ ଜିଲ୍ଲା ମାଧ୍ୟମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ସମ୍ମିଳନୀ ଉଦଯାପିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଗୃହ ତଥା କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗ ମନ୍ତ୍ରୀ ଶ୍ରୀଯୁକ୍ତ ତୁଷାରକାନ୍ତି ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ!-->…
Read More...
Read More...
ଜିଲ୍ଲାସ୍ତରୀୟ କୃଷି ଯନ୍ତ୍ରପାତି ମେଳା -୨୦୨୩ ଉଦ୍ଘାଟିତ
ପାରଳାଖେମୁଣ୍ଡି: ଗଜପତି ଜିଲ୍ଲାସ୍ତରୀୟ କୃଷି ଯନ୍ତ୍ରପାତି ମେଳା ସ୍ଥାନୀୟ ଗଜପତି ଷ୍ଟାଡିୟମ୍ ପାରଳାଖେମୁଣ୍ଡି ପରିସରରେ ଉଦଘାଟିତ ହୋଇଯାଇଛି । ଜିଲ୍ଲାସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଅତିରିକ୍ତ ଜିଲ୍ଲାପାଳ ସଂଗ୍ରାମ ଶେଖର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥିଭାବେ!-->…
Read More...
Read More...
ଦହଣାଠାରେ ତ୍ରିନାଥ ମନ୍ଦିର ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ
ନବରଙ୍ଗପୁର : ନବରଙ୍ଗପୁର ଜିଲ୍ଲା ନନ୍ଦାହାଣ୍ଡି ବ୍ଲକ ସଦର ଦହଣା ପଞ୍ଚାୟତର ଦହଣା ଗ୍ରାମର ତ୍ରିନାଥ ମନ୍ଦିର ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଆଜି ଶୁକ୍ରବାର ଦିନ ଦହଣା ପାଇକ ସାହି ଠାରେ ଥିବା ଶ୍ରୀତ୍ରିନାଥ ଠାକୁରଙ୍କ ପ୍ରତିଷ୍ଠା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଗୁରୁବାର!-->…
Read More...
Read More...