Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଭିଜିଲାନ୍ସ ଜାଲରେ ଆଉଜଣେ ସରକାରୀ ବାବୁ
ଭୁବନେଶ୍ୱର: ସଡକ ଓ ଗୃହ ନିର୍ମାଣ (R&B) ଡିଭିଜନ୍ର ସହକାରୀ ଯନ୍ତ୍ରୀ ରାଜକିଶୋର ଜେନାଙ୍କ ଘରେ ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି। ମଙ୍ଗଳବାର ଭିଜିଲାନ୍ସ ଟିମ୍ ଏକକାଳୀନ ଭାବେ ୧୦ଟି ସ୍ଥାନରେ ତଦନ୍ତ କରିଛି।
ଭୁବନେଶ୍ୱରର ଗାଲେରିଆ ଓ ସିମ୍ଫୋନୀ ମଲ୍ ସମେତ ନୟାଗଡ଼ର ବିଭିନ୍ନ!-->!-->!-->…
Read More...
Read More...
ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଅନୁଷ୍ଠିତ
ପୁରୀ : ପୁରୀ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଆଜି କୃଷ୍ଣ ପ୍ରସାଦ ବ୍ଲକ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଥିଲା। ଜିଲ୍ଲାପାଳ ଦିବ୍ୟ ରଞ୍ଜନ ପରିଡା ଏଥିରେ ଅଧ୍ୟକ୍ଷତା କରିଥିଲେ। ଏଥିରେ ମୋଟ ୭୭ ଗୋଟି ଅଭିଯୋଗ ମିଳିଥିଲା। ସେଥିରୁ ୫୩ ଗୋଟି ବ୍ୟକ୍ତି ଗତ,୨୦ ଗୋଟି ଗ୍ରାମ ସମ୍ବନ୍ଧୀୟ ଓ!-->…
Read More...
Read More...
ଅଗଷ୍ଟରେ ୧୦ ଦିନ ବାତିଲ ରହିବ ସମ୍ବଲପୁର-ପୁରୀ ଇଣ୍ଟରସିଟି
ସମ୍ବଲପୁର: ସମ୍ବଲପୁର ଷ୍ଟେସନର ଉନ୍ନୟନ କାର୍ଯ୍ୟ ଯୋଗୁ ୨୫ ଟ୍ରେନ୍ ବାତିଲ ହୋଇଛି ଓ ୯ଟି ଟ୍ରେନ୍ର ମାର୍ଗ ପରିବର୍ତ୍ତନ କରାଯାଇଛି। ଯାତ୍ରୀ ସୁରକ୍ଷା ଦୃଷ୍ଟିରୁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି। ପୂର୍ବତଟ ରେଳବାଇ ସମ୍ବଲପୁର ମଣ୍ଡଳର ସୂଚନା ଅନୁସାରେ ୬୮୨୧୩ ଟିଟଲାଗଡ଼-ବିଳାସପୁର!-->…
Read More...
Read More...
ଆଜି ଏହି ସବୁ ଜିଲାରେ ପ୍ରବଳ ବର୍ଷିବ
ଭୁବନେଶ୍ୱର:ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଅନ୍ୟପଟେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମବଙ୍ଗ ଉପକୂଳ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ବାଂଲାଦେଶର ସଂଲଗ୍ନ ଅଞ୍ଚଳ ଉପରେ କେନ୍ଦ୍ରୀଭୂତ ହୋଇ ଅବପାତର ରୂପ ନେଇଛି। ଏହି ଅବପାତ କ୍ରମଶଃ!-->…
Read More...
Read More...
କ୍ଷେପଣାସ୍ତ୍ର ପ୍ରଳୟ-୬ର ସଫଳ ଉତ୍କ୍ଷେପଣ
ଭୁବନେଶ୍ୱର: ସ୍ବଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର ପ୍ରଳୟ-୬ର ସଫଳ ଉତ୍କ୍ଷେପଣ କରାଯାଇଛି। ସୋମବାର ସକାଳ ୯.୪୫ରେ ଅବଦୁଲ କଲାମ ଆଇଲାଣ୍ଡରୁ ଉତ୍କ୍ଷେପଣ କରାଯାଇଛି। DRDO ଦ୍ୱାରା ବିକଶିତ ଏହି କ୍ଷେପଣାସ୍ତ୍ର ୧୫୦ରୁ ୫୦୦ କିଲୋମିଟର ପର୍ଯ୍ୟନ୍ତ ଲକ୍ଷଭେଦ କ୍ଷମତା ରହିଛି। ଅତ୍ୟାଧୁନିକ!-->…
Read More...
Read More...
ବିଜେଡି କର୍ପୋରେଟର ଅମରେଶ ଜେନା ଗିରଫ
ଭୁବନେଶ୍ୱର: ବିଜେଡି କର୍ପୋରେଟର ଅମରେଶ ଜେନାଙ୍କୁ ଭୁବନେଶ୍ୱର କମିଶନରେଟ ପୋଲିସ ବାଲେଶ୍ୱରରୁ ଗିରଫ କରିଛି। ନାବାଳିକାଙ୍କୁ ବଳାତ୍କାର, ଗର୍ଭନଷ୍ଟ, ପ୍ରତାରଣା ଓ ହତ୍ୟା ଧମକ ଅଭିଯୋଗରେ ଅମରେଶଙ୍କ ବିରୋଧରେ ଲକ୍ଷ୍ମୀସାଗର ଥାନାରେ ଏକ ମାମଲା (ନଂ. ୩୯୪/୨୦୨୫) ରୁଜୁ ହୋଇଥିଲା। ଏହି ଘଟଣା!-->…
Read More...
Read More...
ରାଷ୍ଟ୍ରପତିଙ୍କୁ ଭେଟିଲେ ବିଜେପି ରାଜ୍ୟ ସଭାପତି
ନୂଆଦିଲ୍ଲୀ: ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଏବେ ନୂଆଦିଲ୍ଲୀ ଗସ୍ତରେ ଅଛନ୍ତି। ଏହି ଅବସରରେ ମନମୋହନ ସାମଲ ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଏବେ ନୂଆଦିଲ୍ଲୀ ଗସ୍ତରେ ଅଛନ୍ତି। ଏହି ଅବସରରେ ମନମୋହନ!-->…
Read More...
Read More...
ଫେକ ଜବ କାର୍ଡକୁ ଧରିବ ଇକେୱାଇସି
ଭୁବନେଶ୍ବର: ଫେକ ଜବ କାର୍ଡ ଧରିବାକୁ ଆରମ୍ଭ ହେବ ଇକେୱାଇସି | ଜବ କାର୍ଡ ଧାରୀ କରିବେ ଇକେୱାଇସି | ତିନି ମାସ ଭିତରେ ଜବ କାର୍ଡ ଇକେୱାଇସି ନ କଲେ କଟିବ ଜବ କାର୍ଡ। ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତି ରାଜ ଓ ପାନୀୟ ଜଳ ଯୋଗାଣ ବିଭାଗ ମନ୍ତ୍ରୀ ରବି ନାରାୟଣ ନାୟକ।
Read More...
Read More...
ପୁରୀରେ ନୂତନ ଜିଲ୍ଲାପାଳଙ୍କ ଯୋଗଦାନ
ପୁରୀ : ପୁରୀର ନୂତନ ଜିଲ୍ଲାପାଳ ଭାବେ ଆଜି କାର୍ଯ୍ୟ ରେ ଯୋଗ ଦାନ କରିଛନ୍ତି ଦିବ୍ୟ ଜ୍ୟୋତି ପରିଡା। କାର୍ଯ୍ୟରେ ଯୋଗଦାନ ପୂର୍ବରୁ ମହାପ୍ରଭୁଙ୍କ ଦର୍ଶନ କରି ଦାୟିତ୍ୱ ଗ୍ରହଣ କରିଛନ୍ତି। ନୂତନ ଜିଲ୍ଲାପାଳଙ୍କୁ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା, ଅତିରିକ୍ତ ଜିଲ୍ଲାପାଳ!-->…
Read More...
Read More...
ଭାରତୀୟ ବୋଲିଂକୁ ଘଟିଆ କହିଲେ ଶାସ୍ତ୍ରୀ
ନୂଆଦିଲ୍ଲୀ। ମାଞ୍ଚେଷ୍ଟର ଟେଷ୍ଟ ସମୟରେ ପୂର୍ବତନ ଭାରତୀୟ ଦଳର ମୁଖ୍ୟ ପ୍ରଶିକ୍ଷକ ରବି ଶାସ୍ତ୍ରୀ ଟିମ୍ ଇଣ୍ଡିଆର ବୋଲିଂକୁ ସମାଲୋଚନା କରିଥିଲେ। ଦ୍ୱିତୀୟ ଦିନ ଅପରାହ୍ନ ସେସନରେ ସେ ଭାରତର ଦ୍ରୁତ ବୋଲିଂ ଆକ୍ରମଣରେ ଅସନ୍ତୁଷ୍ଟ ଦେଖାଯାଉଥିଲେ। ସେ ଜସପ୍ରିତ ବୁମରାହ, ମହମ୍ମଦ ସିରାଜ ଏବଂ!-->…
Read More...
Read More...