Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ପାଣି ପଞ୍ଚାୟତ ପକ୍ଷ ପାଳନ ଉପଲକ୍ଷେ ଜିଲ୍ଲା ସ୍ତରୀୟ ସମାରୋହ ଅନୁଷ୍ଠିତ
ବଲାଙ୍ଗିର :ରାଜ୍ୟରେ ପାଣି ପଞ୍ଚାୟତ ପକ୍ଷ ଫେବୃଆରୀ ୧ ତାରିଖଠାରୁ ୧୫ ତାରିଖ ପର୍ଯ୍ୟନ୍ତ ପାଳନ କରାଯାଉଛି । ପାଣି ପଞ୍ଚାୟତ ପକ୍ଷ ପାଳନ ଉପଲକ୍ଷେ ଆଜି ବଲାଙ୍ଗିର ଜଳସେଚନ ବିଭାଜନ, କ୍ଷୁଦ୍ର ଜଳସେଚନ, ଉଠା ଜଳସେଚନ ବିଭାଗ ମିଳିତ ଆନୁକୁଲ୍ୟରେ ଜିଲ୍ଲା ସ୍ତରୀୟ ପାଣି ପଞ୍ଚାୟତ ସମାରୋହ!-->…
Read More...
Read More...
ବୁଗୁଡା ସରକାରୀ ବାଳିକା ଉଚ୍ଚବିଦ୍ୟାଳୟର ୩୫ ତମ ବାର୍ଷିକ ଉତ୍ସବ
ଦଶପଲ୍ଲା, ୮/୨:- ଆଜି ନୟାଗଡ଼ ଜିଲ୍ଲା ଦଶପଲ୍ଲା ବ୍ଲକ ବୁଗୁଡା ଠାରେ ଥିବା ସରକାରୀ ଉଚ୍ଚବିଦ୍ୟାଳୟରେ ୩୫ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଦଶପଲ୍ଲା ବିଧାୟକ ତଥା ନୟାଗଡ଼ ଜିଲ୍ଲା ବିଜେଡ଼ି ସଭାପତି ରମେଶ ଚନ୍ଦ୍ର ବେହେରା ଯୋଗ!-->…
Read More...
Read More...
ମେଗା ଭ୍ରାମ୍ୟମାଣ ପ୍ରାଣୀ ଚିକିତ୍ସା ଓ ଟୀକାକରଣ ଶିବିର
ଜହ୍ନ ।ପଙ୍କ ,୮/୨:- ବୌଦ୍ଧ ଜିଲ୍ଲା ପ୍ରାଣୀସମ୍ପଦ ବିକାଶ ପକ୍ଷରୁ ବୌଦ୍ଧବ୍ଳକ ବଘିଆପଡ଼ା ପଞ୍ଚାୟତ ଅନ୍ତର୍ଗତ ଆମଠାପଡା ଠାରେ ଏକ ମେଗା ଭ୍ରାମ୍ୟମାଣ ପ୍ର ।ଣୀ ଚିକିତ୍ସା ଓ ଟୀକାକରଣ ଶିବିର ଅନୁଷ୍ଠିତ ହୋଇଯାଇଛି । ଶିବିରରେ ଆମଠାପଡ଼ା, ଭୁକ୍ତାପଡ଼ା ଏବଂ ମାଝୀସାହି ଗ୍ରାମର ଗୋପାଳକମାନେ!-->…
Read More...
Read More...
ଜିଲ୍ଲାସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ
ପାରଳାଖେମୁଣ୍ଡି,୮/୨:- ଜିଲ୍ଲାସ୍ତରୀୟ ଜଳ ସମ୍ପଦ ବିଭାଗ ପକ୍ଷରୁ ଆଜି ସ୍ଥାନୀୟ ଜଳସମ୍ପଦ କାର୍ଯ୍ୟାଳୟ ପରିସରରେ ପାଣି ପଞ୍ଚାୟତ ପକ୍ଷ ପାଳନ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାରେ ଫେବୃଆରୀ ୧ରୁ ୭ତାରିଖ ପର୍ଯ୍ୟନ୍ତ ଜିଲ୍ଲାର ସମସ୍ତ ବ୍ଲକସ୍ତରରେ ପାଣି ପଞ୍ଚାୟତ ପକ୍ଷ ପାଳନ କରାଯାଇଥିଲା । ଆଜି!-->…
Read More...
Read More...
ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ନେଇ ବିଜେପିର ଧାରଣା, ଏସପିଙ୍କ ପ୍ରତିଶୃତି ପରେ ଆନ୍ଦୋଳନ ପ୍ରତ୍ୟାହୃତ
ପାଟଣାଗଡ଼,୮/୨:- ପାଟଣାଗଡ଼ ସହରରେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପ୍ରତିବାଦରେ ଗତକାଲି ବିଜେପି ପକ୍ଷରୁ ଏସଡିପିଓଙ୍କ ଅଫିସ ସମ୍ମୁଖରେ ଧାରଣା ଦିଆଯାଇଥିଲା । ଆଜି ମଧ୍ୟାହ୍ନରେ ଏସପି ପହଞ୍ଚି କାର୍ଯ୍ୟାନୁଷ୍ଠାନ ପ୍ରତିଶ୍ରୁତି ପରେ ଆନ୍ଦୋଳନକାରୀ ଧାରଣାରୁ ଓହରି ଯାଇଥିଲେ । ପ୍ରକାଶ ଯେ!-->…
Read More...
Read More...
ବଟନ ଛତୁ କେନ୍ଦ୍ର ପରିଦର୍ଶନ କଲେ ଗଜପତି ଜିଲ୍ଲାପାଳ
ପାରଳାଖେମୁଣ୍ଡି: ଗଜପତି ଜିଲ୍ଲା ଗୋଶାଣୀ ବ୍ଲକ କତଲ କଇଠା ଗ୍ରାମ ପଞ୍ଚାୟତର ପୁଡୁଣୀ ଗ୍ରାମରେ ଥିବା ବଟନ ଛତୁ ଉତ୍ପାଦନ କେନ୍ଦ୍ରକୁ ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା ପରିଦର୍ଶନ କରିଥିବାର ଜଣା ପଡିଛି । ଉକ୍ତ ୟୁନିଟ ସ୍ଥାପନ ହେବାର କିଛି ମାସ ମଧ୍ୟରେ ଅତି ଉନ୍ନତ ମାନର ବଟନ ଛତୁ!-->…
Read More...
Read More...
ଘାଟି ମୁଣ୍ଡିଆଣୀ ଦେବୀଙ୍କ ବାର୍ଷିକ ମାଘ ମଣ୍ଡେଇ ଯାତ୍ରା
କୋକସରା : ପ୍ରାଚୀନ କାଳରୁ କଳାହାଣ୍ଡି ଭୂଖଣ୍ଡ ତାର ନିଆରା ଧର୍ମଧାରା ସହ ଉନ୍ନତ କଲା ସଂସ୍କୃତି ପାଇଁ ନିଜର ସ୍ୱତନ୍ତ୍ରତା ପ୍ରତିପାଦନ କରିଥାଏ । ଜିଲ୍ଲାର ଗ୍ରାମାଞ୍ଚଳରେ ଅନେକ ଦେବାଦେବୀ ପ୍ରାଚୀନ ପରମ୍ପରା ଅନୁକ୍ରମେ ଉପାସିତ ହେବା ସହ ସେମାନଙ୍କ ଯାତ୍ରା /ପର୍ବ ଅନୁଷ୍ଠିତ ହୋଇଥାଏ ।!-->…
Read More...
Read More...
ଦେଢ଼ କୁଇଣ୍ଟାଲରୁ ଉର୍ଦ୍ଧ୍ୱ ଗଞ୍ଜେଇ ଜବତ
ଫୁଲବାଣୀ:- କନ୍ଧମାଳ ଜିଲ୍ଲା ଗୋଛାପଡା ଥାନା ଅଂଚଳରୁ ବୁଧବାର ପୁଣି ଦେଢ଼ କୁଇଣ୍ଟାଲରୁ ଉର୍ଦ୍ଧ୍ୱ ଗଂଜେଇ ଜବତ ହୋଇଛି । କନ୍ଧମାଳ ଏସପିଙ୍କ ନିର୍ଦ୍ଦେଶକ୍ରମେ ଆଜି ଗୋଚ୍ଛାପଡା ଥାନା ଅଧିକାରୀ ରଂଜିତ କୁମାର ମୁନିଙ୍କ ନେତୃତ୍ୱରେ ପୋଲିସ ଟିମ ଗୋଛାପଡା ଥାନା ଅନ୍ତର୍ଗତ ପଲ୍ଲା ବୁରୁଡି ପଂଚାୟତ!-->…
Read More...
Read More...
ଗଞ୍ଜେଇ ଚୋରା ଚାଲାଣ ପାଇଁ ସଜବାଜ ବେଳେ ମାଡ଼ି ବସିଲା ପୋଲିସ୍ ; ଜଣେ ଗିରଫ,୬୩ କେଜିରୁ ଉର୍ଦ୍ଧ୍ୱ ଗଞ୍ଜେଇ ଜବତ
ବାଲିଗୁଡ଼ା: ଗଞ୍ଜେଇ ଚୋରା ଚାଲାଣ ପାଇଁ ସଜବାଜ ବେଳେ ମାଡ଼ି ବସିଲା ପୋଲିସ୍ । ୬୩ କେଜି ୨୫୦ ଗ୍ରାମ ଗଞ୍ଜେଇ ସହ ଜଣେ ଚାଲାଣକାରୀ ଗିରଫ । ସୂଚନା ପ୍ରକାରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ସବ୍ ଇନ୍ସପେକ୍ଟର ଆସୁତୋଷ ପାଇକରାୟ ନିଜ ଟିମ୍ ସହ ପେଟ୍ରୋଲିଂ କରୁଥିବା ସମୟରେ ଲଣ୍ଡା ଗାଁ!-->…
Read More...
Read More...
ଇକୋ ପାର୍କ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ
ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଏନ୍ଏସି ୪ନଂ ୱାର୍ଡର ଗୋଇବନ୍ଧା ଡ୍ୟାମ୍ ନିକଟରେ ସାଂସଦ ପ୍ରତିନିଧି ଟୁନା ଦାସ ଓ ବିଧାୟକ ଚକ୍ରମଣୀ କହଁରଙ୍କ ଦ୍ୱାରା ଇକୋ ପାର୍କ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି । କନ୍ଧମାଳ ଜିଲ୍ଲାରେ ବିଭିନ୍ନ ପର୍ଯ୍ୟଟନ ସ୍ଥଳ ଥିବା ବେଳେ!-->…
Read More...
Read More...