Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ନେହେରୁ ଯୁବକେନ୍ଦ୍ର ବୌଦ୍ଧ ତରଫରୁ ଜିଲ୍ଲା ଯୁବ ସଂସଦ କାର୍ଯ୍ୟକ୍ରମ
ବୌଦ୍ଧ/ଜହ୍ନ ।ପଙ୍କ,୬/୨:- ବୌଦ୍ଧ ନେହେରୁ ଯୁବକେନ୍ଦ୍ର ପକ୍ଷରୁ ଜିଲ୍ଲା ଯୁବ ସାଂସଦ କାର୍ଯ୍ୟକ୍ରମ ପ ।ଲଝାର ସ୍ଥିତ ଜିଲ୍ଲା ଶିଳ୍ପ ତାଲିମ କେନ୍ଦ୍ରର ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ଶିଳ୍ପ ତାଲିମ କେନ୍ଦ୍ରର ଅଧ୍ୟକ୍ଷ ଅବିନାଶ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ!-->…
Read More...
Read More...
ରାସ୍ତା ସମସ୍ୟା ନେଇ ତହସିଲଦାର ଓ ପୋଲିସକୁ ସ୍ଥାନୀୟ ବାସିନ୍ଦାଙ୍କ ଲିଖିତ ଅଭିଯୋଗ
ହରଭଙ୍ଗା,୬/୨- ବୌଦ୍ଧ ଜିଲ୍ଲା ପୁରୁଣାକଟକ - ଧଳପୁର ପୂର୍ତ୍ତରାସ୍ତାର ଏମଇ ସ୍କୁଲ ଛକ ରାସ୍ତା ଦୀର୍ଘଦିନ ହେଲା ଅଧପନ୍ତରିଆ ଭାବେ ପଡି ରହିଥିବାରୁ ବିଶେଷକରି ତିଲେଶ୍ୱର, ଧଳପୁର, ରାମଗଡ଼ ଭଳି ୩ ଟି ପଞ୍ଚାୟତର ଲୋକମାନେ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହେଉଥିବାବେଳେ ବିଭାଗୀୟ!-->…
Read More...
Read More...
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର
ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଡିଆରଡିଏ ସମ୍ମିଳନୀକକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲାପାଳ ଅବୋଲି ସୁନୀଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ!-->…
Read More...
Read More...
ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତକୁ ନେଇ ଏସଡିପିଓଙ୍କ ଅଫିସ ଘେରିଲା ବିଜେପି
ପାଟଣାଗଡ଼: ପାଟଣାଗଡ଼ ସହରରେ ଦିନକୁ ଦିନ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହେବାରେ ଲାଗିଥିବାକୁ ନେଇ ପାଟଣାଗଡ଼ ବିଜେପି ପକ୍ଷରୁ ସୋମବାର ଏସଡିପିଓ ଅଫିସ ଘେରାଉ କରାଯାଇଛି । ପାଟଣାଗଡ଼ ସହର ବ୍ୟତୀତ ଏହାର ଆଖପାଖ ଅଞ୍ଚଳରେ ଦିନକୁ ଦିନ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହେବା ଫଳରେ ସହର ସମେତ ଆଖପାଖ!-->…
Read More...
Read More...
ବିଭିନ୍ନ ସମସ୍ୟା ନେଇ ଜନମଞ୍ଚ ସଭାପତିଙ୍କ ସାମ୍ବାଦିକ ସମ୍ମିଳନୀ
ନବରଙ୍ଗପୁର :- ସଦର ମହକୁମାର ବିଭିନ୍ନ ସମସ୍ୟା ସମ୍ପର୍କରେ ଜିଲ୍ଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଛି ଜନମଞ୍ଚ । ମଞ୍ଚର ସଭାପତି ତଥା ବରିଷ୍ଠ ଆଇନଜୀବୀ ସୂର୍ଯ୍ୟ ତ୍ରିପାଠୀ ଏକ ସାମ୍ବାଦିକ ସମ୍ମିଳନୀରେ ଦାବି ଉଠେଇଛନ୍ତି । ପୌର ପରିଷଦ ଗଠନକୁ ବର୍ଷେ ପୂରିବାକୁ ବସିଥିବା ବେଳେ ବର୍ତ୍ତମାନ!-->…
Read More...
Read More...
ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ
ପାରଳାଖେମଣ୍ଡି: ଗଜପତି ଜିଲ୍ଲା ସଦମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳ ସମ୍ମିଳନୀ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା, ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ୱାତୀ ଏସ୍ କୁମାର,!-->…
Read More...
Read More...
ସାମ୍ବାଦିକ ସଂଘ ତରଫରୁ ନୂତନ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା
ନନ୍ଦାହାଣ୍ଡି : ଆଜି ନବରଙ୍ଗପୁର ଜିଲ୍ଲା ନନ୍ଦାହାଣ୍ଡି ବ୍ଲକ କାର୍ଯ୍ୟାଳୟଠାରେ ନୂତନ ଗୋଷ୍ଠୀ ଉନ୍ନୟନ ଅଧିକାରୀ କ୍ଷୀରଦ ଚନ୍ଦ୍ର ସାହୁଙ୍କୁ ନନ୍ଦାହାଣ୍ଡି ବ୍ଲକ ସାମ୍ବାଦିକ ସଙ୍ଘ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା ଜଣାଯାଇଥିଲା । ଏହି ଅବସରରେ ଦୀର୍ଘ ସମୟ ପର୍ଯ୍ୟନ୍ତ ବ୍ଲକର ବିଭିନ୍ନ ପ୍ରକାର!-->…
Read More...
Read More...
କୁଷ୍ଠ ନିରାକରଣ ପକ୍ଷରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ
ସୁବର୍ଣ୍ଣପୁର : ମହାତ୍ମା ଗାନ୍ଧୀଙ୍କ ତିରୋଧାନ ଦିବସ ୩୦ ଜାନୁୟାରୀରୁ ୧୩ ଫେବୃୟାରୀ ଯାଏଁ ଅନୁଷ୍ଠିତ ହେଉଥିବା ସ୍ପର୍ଶ କୁଷ୍ଠ ସଚେତନତା ପକ୍ଷ ଅବସରରେ ଆଜି ଜିଲ୍ଲା ସ୍ୱାସ୍ଥ୍ୟ ସମିତି ତରଫରୁ ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରୁ ଏକ ସଚେତନତା ରାଲି ବାହାରି ସହର ପରିକ୍ରମା!-->…
Read More...
Read More...
ରବୀନ୍ଦ୍ର ଜେନାଙ୍କ ଆବେଦନ ଖାରଜ କଲେ ହାଇକୋର୍ଟ
ଭୁବନେଶ୍ୱର: ସିସୋର ଚିଟଫଣ୍ଡ ଠକେଇ ମାମଲା, ପୂର୍ବତନ ସାଂସଦ ତଥା ବିଜେଡି ନେତା ରବୀନ୍ଦ୍ର ଜେନାଙ୍କ ଆବେଦନ ଖାରଜ କଲେ ହାଇକୋର୍ଟ । ସିବିଆଇ ପକ୍ଷରୁ ଦାୟର ହୋଇଥିବା ଚାର୍ଜସିଟ୍ ଏବଂ ଏଫଆଇଆରକୁ ରଦ୍ଦ କରିବାକୁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ରବୀନ୍ଦ୍ର ଜେନା । ଏହାପରେ କୋର୍ଟରେ ଉଭୟ!-->…
Read More...
Read More...
ଆଦାନି ଗ୍ରୁପର ଜାଲିଆତି ବିରୋଧରେ ଜିଲ୍ଲା କଂଗ୍ରେସର ବିକ୍ଷୋଭ
ସୁବର୍ଣ୍ଣପୁର : ଆଦାନି ଗ୍ରୁପଦ୍ୱାରା କରାଯାଇଥିବା ଜାଲିଆତି ତଥା ରାଷ୍ଟ୍ର ବିରୋଧୀ କାରନାମା ପ୍ରତିବାଦରେ ଆଜି ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ସ୍ଥାନୀୟ ଭାରତୀୟ ଷ୍ଟେଟବ୍ୟାଙ୍କ ସାମ୍ନାରେ ଗଣବିକ୍ଷୋଭ ପ୍ରଦର୍ଶନ କରାଯାଇ କେନ୍ଦ୍ର ସରକାରଙ୍କ ଅପାରଗତା ବିରୁଦ୍ଧରେ ନାନା ସ୍ଲୋଗାନ!-->…
Read More...
Read More...