Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଏଣିକି ମନଇଚ୍ଛା ବାତିଲ ହୋଇପାରିବନି ଡିଏଲ୍, ଆର୍ସି
କଟକ: ରାଜ୍ୟର ଅନେକ ଆର୍ଟିଓ(ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ) ପକ୍ଷରୁ ମୋଟର ଭେଇକିଲ୍ ଆଇନ ଉଲ୍ଲଂଘନ ହୋଇଥିବା ଦର୍ଶାଯାଇ ଗାଡ଼ି ମାଲିକଙ୍କ ଡିଏଲ୍ ବା ଗାଡ଼ିର ଆର୍ସିକୁ ବାତିଲ୍ କରି ଦିଆଯାଉଥିଲା । ଏହାର କୌଣସି ରେକର୍ଡ ରଖାଯାଉ ନ ଥିଲା । କିମ୍ବା ଗାଡ଼ି ମାଲିକଙ୍କୁ କାର୍ଯ୍ୟାନୁଷ୍ଠାନର!-->…
Read More...
Read More...
ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କ ଜାମିନ୍ ଆବେଦନ ଖାରଜ
ବ୍ରହ୍ମପୁର:ବହୁ ଚର୍ଚ୍ଚିତ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲା। ଘଟଣାରେ ପୂର୍ବତନ ବିଧାୟକ ବିକ୍ରମଙ୍କ ସମେତ ୫ ଅଭିଯୁକ୍ତଙ୍କ ଜାମିନ୍ ଖାରଜ ହୋଇଛି। ଅଭିଯୁକ୍ତ ମାନେ ହେଲେ ପୂର୍ବତନ ବିଧାୟକ ବିକ୍ରମ କୁମାର ପଣ୍ଡା, ପୂର୍ବତନ ମେୟର ଶିବ ଶଙ୍କର ଦାଶ ଓରଫ ପିଣ୍ଟୁ ,ଆଇନଜୀବୀ ମଦନ ମୋହନ!-->…
Read More...
Read More...
ଓଡ଼ିଶାରେ ଶୀତ ଲହରି ଜାରି , ବିଭିନ୍ନ ସ୍ଥାନରେ ତୁଷାରପାତ
ଭୁବନେଶ୍ବର: ଓଡ଼ିଶାରେ ଶୀତ ଲହରି ଜାରି ରହିଛି। ବିଭିନ୍ନ ସ୍ଥାନରେ ତୁଷାରପାତ ହେଉଥିବାର ଖବର ମିଳିଛି। ଘୁ.ଉଦୟଗିରି ଅଞ୍ଚଳରେ ଦ୍ୱିତୀୟ ଦିନ ପୁଣି ୩.୧ ଡିଗ୍ରି ତାପମାତ୍ରା ରେକର୍ଡ଼ କରାଯାଇଛି।ଏଣେ ଥଣ୍ଡା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ। ଉପକୂଳରୁ ପଶ୍ଚିମ, ଉତ୍ତରରୁ ଦକ୍ଷିଣ ଓଡ଼ିଶା ସବୁଆଡେ!-->…
Read More...
Read More...
ରାମଚଣ୍ଡୀରେ ‘ଓଡ଼ିଶା ୱାଟରମ୍ୟାନସିପ୍ ଏବଂ ଲାଇଫଗାର୍ଡ ପ୍ରତିଷ୍ଠାନ’ ର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର-ଓଡ଼ିଶାର ଉପକୂଳ ସୁରକ୍ଷା, ଜଳ ଦକ୍ଷତା (ୱାଟରମ୍ୟାନସିପ୍) ଏବଂ ଜରୁରୀକାଳୀନ ପ୍ରତିକ୍ରିୟା କ୍ଷମତାକୁ ସୁଦୃଢ଼ କରିବା ଦିଗରେ ଏକ ବଡ଼ ମାଇଲଖୁଣ୍ଟ ସ୍ଥାପନ କରି, ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କୋଣାର୍କ ନିକଟସ୍ଥ ରାମଚଣ୍ଡୀଠାରେ ଓଡ଼ିଶା ୱାଟରମ୍ୟାନସିପ୍ ଏବଂ ଲାଇଫଗାର୍ଡ!-->…
Read More...
Read More...
ବାରରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳୁଛି ବିଲ୍ଡିଂ
ଭୁବନେଶ୍ବର: ରାଜଧାନୀର ସତ୍ୟବିହାରରେ ଥିବା ଏକ ବାରରେ ଲାଗିଛି ନିଆଁ। ହୁତୁହୁତୁ ହୋଇ ଜଳୁଛି ବିଲ୍ଡିଂ। ସମଗ୍ର ଅଞ୍ଚଳ ଧୂଆଁମୟ। ଘଟଣାସ୍ଥଳରେ ଦୁଇଟି ଦମକଳ ବାହିନୀ ନିଆଁଲିଭା କାମରେ ନିୟୋଜିତ। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ।ସୂଚନା ଅନୁଯାୟୀ ସକାଳ ୮ଟା ୫୦ ମିନିଟ୍ ସମୟରେ ସତ୍ୟବିହାରରେ!-->…
Read More...
Read More...
ଏମଭି-୨୬ ଗାଁକୁ ଫେରିଛି ଶାନ୍ତି
ମାଲକାନଗିରି : ମାଲକାନଗିରି ଜିଲ୍ଲା ଏମଭି-୨୬ ଗାଁକୁ ଫେରିଛି ଶାନ୍ତି। ଗୁରୁବାର ରାତିରେ ଗାଁରେ ପହଞ୍ଚି ସ୍ଥିତି ସମୀକ୍ଷା କଲେ ଦକ୍ଷିଣାଞ୍ଚଳ ରାଜସ୍ୱ ଆୟୁକ୍ତ ସଂଗ୍ରାମ କେଶରୀ ମହାପାତ୍ର। ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ ସମସ୍ତ ପଦକ୍ଷେପ ବିଷୟରେ ଆରଡିସିଙ୍କୁ ଅବଗତ କରାଇଛନ୍ତି।!-->…
Read More...
Read More...
ଜାନୁଆରୀ ୩୧ ରୁ ଓସିଏସ୍ ମୁଖ୍ୟ ଲିଖିତ ପରୀକ୍ଷା
କଟକ : ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍ସି) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ୍ (ଓସିଏସ)ର ମୁଖ୍ୟ ଲିଖିତ ପରୀକ୍ଷା ଆସନ୍ତାବର୍ଷ ଜାନୁଆରୀ ୩୧ ଠାରୁ ଆରମ୍ଭ ହୋଇ ଫେବୃଆରୀ ୧୦ ଯାଏଁ ଚାଲିବ। ଏଥିରେ ମୋଟ ୨୪୦୫ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ପୂବାହ୍ଣ ୯ଟାରୁ ମଧ୍ୟାହ୍ନ ୧୨ଟା!-->…
Read More...
Read More...
ବାଲିଗୁଡ଼ା ପୋଲିସ୍ ପକ୍ଷରୁ ଆରମ୍ଭ ହେଲା ସ୍ପେଶାଲ୍ ଡ୍ରାଇଭ୍
ବାଲିଗୁଡ଼ା: ଅସାମାଜିକ ବ୍ୟକ୍ତି ଓ ନିଶାଡ଼ି ହୋଇଯାନ୍ତୁ ସାବଧାନ । ନିଶାଡ଼ି ଓ ଅସାମାଜିକ ବ୍ୟକ୍ତିଙ୍କୁ ସାବାଡ଼ କରିବା ପାଇଁ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଉପଖଣ୍ଡରେ ପୋଲିସ୍ ପକ୍ଷରୁ ଆରମ୍ଭ ହୋଇଛି ସ୍ପେସାଲ୍ ଡ୍ରାଇଭ୍ । ବାଲିଗୁଡ଼ା ଏସଡିପିଓ ସୁଭମ୍ ଭୋଷଲେଙ୍କ ନେତୃତ୍ୱରେ ଖୋଲା!-->…
Read More...
Read More...
ଶୀତରେ ଥରୁଛି ଓଡିଶା
ଭୁବନେଶ୍ୱର: ଓଡ଼ିଶାରେ ଶୀତ ଲହରୀ ବଢ଼ିବାରେ ଲାଗିଛି। ସେମିଲିଗୁଡ଼ାରେ ତାପମାତ୍ରା ରେକର୍ଡ ସର୍ବନିମ୍ନ ୩ ଡିଗ୍ରି ସେଲସିୟସକୁ ଖସି ଆସିଛି। ସେହିପରି ରାଜଧାନୀ ଭୁବନେଶ୍ବରର ତାପମାତ୍ରା ୧୩ ଡିଗ୍ରି ସେଲସିୟସ୍ ରହିଛି। ଶୀତରେ ହାତଗୋଡ଼ କୋଲ ମାରିଯାଉଛି।ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)!-->…
Read More...
Read More...
ମାଲକାନଗିରି: ଆଉ ୨୪ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା
ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି କରାଯାଇଛି। ଆସନ୍ତାକାଲି ୧୨ଟା ଯାଏଁ ଇଣ୍ଟରନେଟ୍ କଟକଣାକୁ ବଢାଯାଇଛି। ଅପ୍ରୀତିକର ପରିସ୍ଥିିତିକୁ ଆଖି ଆଗରେ ରଖି ଜିଲ୍ଲା ପ୍ରଶାସନ ଏଭଳି ନିଷ୍ପତ୍ତି ନେଇଛି। ଡିଜିପି ଆଜି ପୁଣିଥରେ ଏମ୍ଭି-୨୬ ଓ!-->…
Read More...
Read More...