Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ମିନି ମାରାଥନ ଦୌଡ ପ୍ରତିଯୋଗିତା
ବାଲିଗୁଡା,୨୫/୧: କନ୍ଧମାଳ ଜିଲ୍ଲା ବାଲିଗୁଡା ଠାରେ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଉପଖଣ୍ଡ ଉତ୍ସବ ପାଳନ କମିଟି ଆନୁକୂଲ୍ୟରେ ଉପଖଣ୍ଡ ପ୍ରଶାସନ ଓ ସୂଚନା ଲୋକ ସମ୍ପର୍କ ବିଭାଗ ତରଫରୁ ଏକ ମିନି ମାରାଥନ ଦୌଡ଼ ପ୍ରତିଯୋଗିତା ବୁଧବାର ପ୍ରତ୍ୟୁଷରେ ଆୟୋଜିତ ହୋଇଥିଲା । ଏହି ପ୍ରତିଯୋଗିତାକୁ!-->…
Read More...
Read More...
ସୁବର୍ଣ୍ଣପୁରରେ ଜାତୀୟ ମତଦାତା ଦିବସ ପାଳିତ
ସୁବର୍ଣ୍ଣପୁର,୨୫/୧- ଆଜି ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ଜାତୀୟ ମତଦାତା ଦିବସ ପାଳିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ ଜାତୀୟ ସଙ୍ଗୀତ ଗାନପରେ ସମସ୍ତ ମତଦାତାଙ୍କୁ ସଂକଳ୍ପ ପାଠ କରାଇଥିଲେ!-->…
Read More...
Read More...
ଭାଜପା ତରଫରୁ ହରଭଙ୍ଗ । ବ୍ଲକ ଘେରାଉ
ବୌଦ୍ଧ,୨୫/୧: ବୌଦ୍ଧ ଜିଲ୍ଲା ବିଜେପି ତରଫରୁ ଆଜି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ସୁଶାନ୍ତ ପ୍ରଧାନଙ୍କ ନେତୃତ୍ୱରେ ଏକ ବିଶାଳ ର୍ୟାଲିରେ ହଜାର ହଜାର ସଂଖ୍ୟାରେ ବିଜେପି କାର୍ଯ୍ୟକର୍ତ୍ତାଙ୍କ ସହିତ ହିତାଧିକାରୀ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଅନ୍ତର୍ଗତ ଏକତ୍ରିତ ହୋଇ ତହସିଲ ଅଫିସ ପାଖ!-->…
Read More...
Read More...
ବୌଦ୍ଧ ଜିଲ୍ଲାରେ ତ୍ରୟୋଦଶ ଜାତୀୟ ମତଦାତା ଦିବସ ପାଳିତ
ବୌଦ୍ଧ,୨୫/୧: ବୌଦ୍ଧ ଜିଲ୍ଲାରେ ଚଳିତବର୍ଷ ତ୍ରୟୋଦଶ ଜାତୀୟ ମତଦାତା ଦିବସ ସ୍ଥାନୀୟ ଟାଉନହଲ ଠାରେ ପାଳିତ ହୋଇଯାଇଛି । ଏଥିପୂର୍ବରୁ ଉପରୋକ୍ତ କାର୍ଯ୍ୟକ୍ରମର ସଫଳ ରୂପାୟନ ନିମନ୍ତେ ଏକ ବିଶାଳ ମାନବ ଶୃଙ୍ଖଳର ପରିକଳ୍ପନା କରଯାଇଥିଲା ଓ ମାନବ ଶୃଙ୍ଖଳ କାଯ୍ୟକ୍ରମଟି ଆଜି ସକାଳ ସାଢେ ୮ଟାରେ!-->…
Read More...
Read More...
କନ୍ଧମାଳ ଜିଲ୍ଲାର ମଶାଲ ଓ ସାଂସ୍କୃତିକ ଶୋଭାଯାତ୍ରା
ଫୁଲବାଣୀ,୨୫/୧- କନ୍ଧମାଳ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା ପାଇଁ ଆଜି ସ୍ଥାନୀୟ ନାରାୟଣୀ ମନ୍ଦିରରୁ ଏକ ମଶାଲ ଓ ସାଂସ୍କୃତିକ ଶୋଭାଯାତ୍ରାକୁ ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ ମୁଖ୍ୟଅତିଥି ଭାବେ ଯୋଗଦେଇ ଶୁଭ ଉଦଘାଟନ କରିଥିଲେ । ଜିଲ୍ଲାର ବିଭିନ୍ନ ବ୍ଳକରୁ ଆସିଥିବା ଲୋକକଳା ନୃତ୍ୟ ମାଧ୍ୟମରେ!-->…
Read More...
Read More...
ରାଜ୍ୟସ୍ତରୀୟ ମତଦାତା ଦିବସ ସମାରୋହରେ ବୌଦ୍ଧ ଜିଲ୍ଲା ପୁରସ୍କୃତ
ବୌଦ୍ଧ,୨୫/୧: ଆଜି ତ୍ରୟୋଦଶ ଜାତୀୟ ମତଦାତା ଦିବସ ପାଳନ ଅବସରରେ ଭୁବନେଶ୍ୱର ରବୀନ୍ଦ୍ର ମଣ୍ଡପରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ସମାରୋହରେ ବୌଦ୍ଧ ଜିଲ୍ଲା ପୁରସ୍କୃତ ହୋଇଛି । ବୌଦ୍ଧ ଜିଲ୍ଲା ରାଜ୍ୟରେ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ୨୦୨୩ ରେ ପ୍ରଥମ ସ୍ଥାନ ପାଇଥିବାରୁ ବୌଦ୍ଧ ଜିଲ୍ଲାକୁ ଏହି!-->…
Read More...
Read More...
ଡାକ୍ତର ନଥିବା ଯୋଗୁଁ ରୋଗୀ ହନ୍ତସନ୍ତ
ନନ୍ଦାହାଣ୍ଡି,୨୫/୧:- ନବରଙ୍ଗପୁର ଜିଲ୍ଲା ଉପାନ୍ତ ଅଂଚଳରେ ସ୍ୱାସ୍ଥ୍ୟ ସେବାର ନଗ୍ନ ଚିତ୍ର ଦେଖିବାକୁ ମିଳିଛି ଡାକ୍ତର ଅଭାବ ଯୋଗୁଁ ରୋଗୀ ହନ୍ତସନ୍ତ ହେଉଛନ୍ତି । ଜିଲ୍ଲାରେ ସ୍ୱାସ୍ଥ୍ୟ, ଶିକ୍ଷା ଓ ଗମନାଗମନ ନିମନ୍ତେ ସରକାର ଅନେକ ଯୋଜନା କରିଛନ୍ତି । ରାଜ୍ୟ ସରକାର ନବରଙ୍ଗପୁର ଜିଲ୍ଲାରେ!-->…
Read More...
Read More...
ଗଜପତିର କାର୍ଟୁନିଷ୍ଟ ଆନ୍ତର୍ଜାତିକ ସ୍ତରରେ ପୁରସ୍କୃତ
ପାରଳାଖେମୁଣ୍ଡି,୨୫/୧:- ଗଜପତି ଜିଲ୍ଲା ପ୍ରଶାସନ ପାରଳାଖେମୁଣ୍ଡି ସହରର କାର୍ଟୁନିଷ୍ଟ ଏମ୍ ଶେଖର ରାଓ ଆନ୍ତଃର୍ଜାତିକ କାର୍ଟୁନ ଚିତ୍ର ପ୍ରତିଯୋଗିତାରେ ସଫଳ ପଦର୍ଶନ କରି ଦ୍ୱିତୀୟସ୍ଥାନ ଅଧିକାର କରିଥିବା ଜଣା ପଡିଛି । ଡିସେମ୍ବର ମାସରେ ୟୁରୋପର କ୍ରୋଏସିଆର ଜର୍ଗିବ ସହରରେ ଅନୁଷ୍ଠିତ!-->…
Read More...
Read More...
ବ୍ରାହ୍ମଣୀଗାଁ ଥାନା ଓ ଅବକାରୀ ବିଭାଗର ଚଢ଼ଉ,୧୬୦ କେଜି ମହୁଲ ପୋଚ ନଷ୍ଟ
ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୫/୧:- କନ୍ଧମାଳ ଜିଲ୍ଲା ବ୍ରାହ୍ମଣୀଗାଁ ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଅବକାରୀ ବିଭାଗ ଓ ଥାନା ପୋଲିସ ପକ୍ଷରୁ ଚଢ଼ାଉକରି ୧୬୦ କେଜିର ମହୁଲ ପୋଚ ନଷ୍ଟ କରିବାସହ ସେଥିରେ ବ୍ୟବହୃତ ସାମଗ୍ରୀ ଜବତ କରିଥିବା ଜଣାପଡ଼ିଛି । ସୂଚନା ଅନୁଯାୟୀ ଅଞ୍ଚଳରେ ଦେଶୀ ମଦ!-->…
Read More...
Read More...
ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ଦୁର୍ଲଭ ପଦ୍ମବେଶ
ପୁରୀ : ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ଦୁର୍ଲଭ ପଦ୍ମବେଶ । ବଡଛତା ମଠ ତତ୍ତ୍ୱାବଧାନରେ ଶ୍ରୀମନ୍ଦିରର ପାରମ୍ପରିକ ସେବାୟତ ମାନେ ବେଶ୍ ନିଷ୍ଠାର ସହ ଏହି ବେଶ ତିଆରି କରିଛନ୍ତି । ଆଜି ରାତିରେ ବଡସିଂହାର ବେଶରେ ମହାପ୍ରଭୁ ଦୁର୍ଲଭ ପଦ୍ମବେଶରେ ବିଭୂଷିତ ହେବେ ।ଗତ!-->…
Read More...
Read More...