Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଘଟଗାଁ ମା’ ତାରିଣୀ ପୀଠ, ଯାଜପୁର ମା’ ବିରଜା ମନ୍ଦିର ପରିକ୍ରମା ପ୍ରକଳ୍ପ ଏବଂ ଏକାମ୍ର କ୍ଷେତ୍ର ବିକାଶ କାର୍ଯ୍ୟର…
ଭୁବନେଶ୍ୱର,୨୩/୭ : ଆଜି ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘଟଗାଁ ମା’ ତାରିଣୀ ପୀଠ, ଯାଜପୁର ମା’ ବିରଜା ମନ୍ଦିର ପରିକ୍ରମା ପ୍ରକଳ୍ପ ଏବଂ ଏକାମ୍ର କ୍ଷେତ୍ର ବିକାଶ କାର୍ଯ୍ୟର ସମୀକ୍ଷା କରିଛନ୍ତି। ସମୀକ୍ଷା ବୈଠକରୁ ଜଣାପଡ଼ିଛି ଯେ, ଘଟଗାଁ!-->…
Read More...
Read More...
ବିଭିନ୍ନ ସ୍ଥାନରେ ବଜ୍ରାଘାତରେ ୫ ଜଣଙ୍କ ମୃତ୍ୟୁ
ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରାଘାତ ଯୋଗୁଁ ଏକ ଦୁଃଖଦ ଘଟଣାରେ ୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ଢେଙ୍କାନାଳ, ପୁରୀ, କେନ୍ଦୁଝର ଏବଂ କଟକ ଜିଲାରେ ଏହି ଅଘଟଣଗୁଡ଼ିକ ଘଟିଛି।
ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ ମହୁଲପଡ଼ା ନିକଟସ୍ଥ ବଳଦିଆ!-->!-->!-->…
Read More...
Read More...
ପୂର୍ବାଞ୍ଚଳୀୟ ଲେଖକ ସମ୍ମିଳନୀ ଉଦଯାପିତ, ପୂର୍ବାଞ୍ଚଳୀୟ ଭାଷାର ସାହିତ୍ୟ ଖୁବ୍ ପ୍ରଭାବଶାଳୀ
ଭୁବନେଶ୍ୱର; ଓଡିଆ, ବଙ୍ଗଳା, ଅହମିଆ, ସାନ୍ତାଳୀ, ବୋଡୋ, ମଣିପୁରୀ, ନେପାଳୀ, ମୈଥିଳି ଆଦି ପୂର୍ବାଞ୍ଚଳୀୟ ଭାଷାରେ ସୃଷ୍ଟି ହୋଇଛି ଅଗଣିତ କାଳଜୟୀ ସାରସ୍ବତ କୃତି। ଗଦ୍ୟ, ପଦ୍ୟ, ନାଟକ ତଥା ସମାଲୋଚନା କ୍ଷେତ୍ରରେ ଏସବୁ ଭାଷାର ସାମୂହିକ ଅବଦାନ ଭାରତୀୟ ସାହିତ୍ୟ ଭଣ୍ଡାରକୁ ସମୃଦ୍ଧ କରିଛି।!-->…
Read More...
Read More...
ରାସ୍ତା ଦୁର୍ଘଟଣାରେ ଜଣେ ମୃତ, ରାସ୍ତା ଅବରୋଧ
ବଲାଙ୍ଗୀର - ଏନ୍ ଏଚ୍ 57 ପୁଇନ୍ତଲା ବ୍ଳକ ପାଖରେ ଏକ ହାଇଓ୍ବା ଧକ୍କାରେ ପୁଇନ୍ତଲା ଗ୍ରାମର ସର୍ବେଶ୍ଵର ସୁଗ୍ରୀଙ୍କ ମୃତ୍ୟୁବରଣ ହୋଇଥିଲା। ଏ ଘଟଣାରୁ ଲୋକେ ରାସ୍ତା ଅବରୋଧ କରିଥିଲେ । ଫଳରେ ଯାତାୟାତ 2ଘଣ୍ଟା ରୁ ଅଧିକ ଠପ୍ ହୋଇଥିଲା। ରାସ୍ତାରେ ଟାୟାର ଜାଳି ଆନ୍ଦୋଳନକାରୀ ମୃତକଙ୍କ!-->…
Read More...
Read More...
ରଦ୍ଦ ହେଲା ଉତ୍କଳ ବିଶ୍ଵବିଦ୍ୟାଳୟ ଭାରପ୍ରାପ୍ତ କୁଳପତି ନିଯୁକ୍ତି
ଭୁବନେଶ୍ୱର: ରଦ୍ଦ ହେଲା ଉତ୍କଳ ବିଶ୍ଵବିଦ୍ୟାଳୟ ଭାରପ୍ରାପ୍ତ କୁଳପତି ନିଯୁକ୍ତି । ଭାରପ୍ରାପ୍ତ କୁଳପତି ଭାବେ ପ୍ରଫେସର ଯଜ୍ଞେଶ୍ୱର ଦଣ୍ଡପାଟଙ୍କ ନିଯୁକ୍ତିକୁ କୁଳାଧିପତି ରଦ୍ଦ କରିଛନ୍ତି । ଜୁଲାଇ ୨୨ରେ କୁଳାଧିପତି ରଦ୍ଦ କରିଥିବା ନେଇ ହାଇକୋର୍ଟଙ୍କୁ ଅବଗତ କଲେ ଆଡଭୋକେଟ ଜେନେରାଲ ।!-->…
Read More...
Read More...
ଓଆଇଏସଏଫ ପାଇଁ ଗଠନ ହେବ ଆଉ ୨ଟି ବାଟାଲିଅନ
ଭୁବନେଶ୍ବର: ରାଜ୍ୟରେ ‘ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ’ର ଆଉ ଦୁଇଟି ବାଟାଲିଅନ ଗଠନ କରାଯିବ। ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଞ୍ଜୁର କରିଛନ୍ତି। ଏହି ଦୁଇଟି ନୂତନ ବାଟାଲିଅନ ପାଇଁ ସମୁଦାୟ ୨୦୮୦ ଟି ପଦବୀ ମଧ୍ୟ ସୃଷ୍ଟି କରାଯାଇଛି। ଏଥିରୁ ୧୯୪୪ଟି!-->…
Read More...
Read More...
ଭିଜିଲାନ୍ସ ଜାଲରେ ବିଏମ୍ସିର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ
ଭୁବନେଶ୍ୱର: ପୁଣି ଭିଜିଲାନ୍ସ ଜାଲରେ ଆଉ ଜଣେ ଅଧିକାରୀ। ବିଏମ୍ସିର କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କ ଘରେ ବୁଧବାର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକଙ୍କ ଘରେ ଏହି ଚଢ଼ାଉ ହୋଇଛି। ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ରେଡ କରିଛି ଭିଜିଲାନ୍ସ।
!-->!-->!-->…
Read More...
Read More...
ଓଡ଼ିଶାର ସବୁ ସ୍କୁଲରେ ଲାଗିବ ସିସିଟିଭି
ଭୁବନେଶ୍ୱର,୨୩।୭: CBSE ସ୍କୁଲ ଭଳି ଓଡ଼ିଶାର ସବୁ ସ୍କୁଲରେ ଲାଗିବ ସିସିଟିଭି। ଏନେଇ ସୂଚନା ଦେଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ଛାତ୍ରୀଙ୍କ ସୁରକ୍ଷା ପାଇଁ ଅନେକ ପଦକ୍ଷେପ ନେଉଛନ୍ତି ସରକାର। ରାଜ୍ୟର ସବୁ ସ୍କୁଲରେ ଆଇସିସି ଗଠନ ପାଇଁ ନିର୍ଦ୍ଦେଶ ଦିଆଯାଇଛି ବୋଲି!-->…
Read More...
Read More...
IAS ସ୍ତରରେ ବଡ଼ ଅଦଳବଦଳ
ଭୁବନେଶ୍ୱର : ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଶାସନିକ ଅଦଳବଦଳକ୍ରମେ, ଓଡ଼ିଶା ସରକାର ସାରା ରାଜ୍ୟରେ ଆଇଏଏସ ସ୍ତରରେ ବଡ଼ ଧରଣର ବଦଳି ଏବଂ ପୋଷ୍ଟିଂ କରିଛନ୍ତି । ଚଞ୍ଚଲ ରାଣାଙ୍କୁ ଭୁବନେଶ୍ୱର ମ୍ୟୁନିସିପାଲ୍ କର୍ପୋରେସନ୍ (ବିଏମସି)ର କମିଶନର ଭାବରେ ନିଯୁକ୍ତ କରାଯାଇଛି । ସେହିପରି, ବରିଷ୍ଠ!-->…
Read More...
Read More...
ରାଜ୍ୟପାଳଙ୍କୁ ସାକ୍ଷାତ କଲେ ରାଜସ୍ୱ ମନ୍ତ୍ରୀ
ଭୁବନେଶ୍ୱର- ଆଜି ରାଜଭବନରେ ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍ପାଟିଙ୍କୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସୌଜନ୍ୟମୂଳକ ସାକ୍ଷାତ କରିଥିଲେ । ଏହି ସାକ୍ଷାତ ସମୟରେ ଶାସନ, ବିପର୍ଯ୍ୟୟ ପରିଚାଳନା ଏବଂ ରାଜ୍ୟର ସାମଗ୍ରିକ ବିକାଶ ସଂପର୍କରେ ଆଲୋଚନା ହୋଇଥିଲା ।!-->…
Read More...
Read More...