Browsing Category

ରାଜ୍ୟ

ସୁଭଦ୍ରା ଶକ୍ତି ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତାର ଗ୍ରାଣ୍ଡ ଫାଇନାଲ୍ , ଜାଣନ୍ତୁ କେଉଁ ଜିଲ୍ଲା ମାରିଲା ବାଜି

ଭୁବନେଶ୍ୱର-ଆଜି ଭୁବନେଶ୍ୱରର ହୋଟେଲ ମେଫେୟାର ଲାଗୁନ୍ ଠାରେ ସୁଭଦ୍ରା ଶକ୍ତି ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତାର ଗ୍ରାଣ୍ଡ ଫାଇନାଲ୍ ଅନୁଷ୍ଠିତ ହୋଇଯାଇଛି । ବ୍ଲକ୍ ଏବଂ ଜିଲ୍ଲା ସ୍ତରରେ ଆରମ୍ଭ ହୋଇଥିବା ଏହି ପ୍ରତିଯୋଗିତାର ଶେଷ ପର୍ଯ୍ୟାୟ ଆଜି ଏକ ଉତ୍ସବମୁଖର ପରିବେଶରେ ସମାପ୍ତ ହୋଇଯାଇଛି
Read More...

ବୌଦ୍ଧରେ ଧୁମଧାମରେ ପାଳନ ହେବ ଜିଲ୍ଲାସ୍ତରୀୟ 79 ତମ ସ୍ୱାଧୀନତା ଦିବସ

ବୌଦ୍ଧ- ବୌଦ୍ଧଠାରେ ଜିଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ ଜିଲାପାଳଙ୍କ ସଦଭାବନା ଗୃହ ଠାରେ ମଙ୍ଗଳବାର ଦିବା ଘ. 12.30ମି. ସମୟରେ ଅନୁଷ୍ଠିତ ହୋଇଯାଇଛି । ଜିଲାପାଳ ସୁବ୍ରତ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଚଳିତବର୍ଷର ବିଭିନ୍ନ
Read More...

ଖୁବ୍‌ଶୀଘ୍ର ନିଲାମ ହେବ ରାଜ୍ୟର ୨୨ଟି ଖଣି

ଭୁବନେଶ୍ବର : ଖୁବ୍‌ଶୀଘ୍ର ନିଲାମ ହେବ ରାଜ୍ୟର ୨୨ଟି ଖଣି । ଖଣି ନିଲାମ ଦ୍ୱାରା ରାଜସ୍ୱ ବଢିବ ବୋଲି ଇସ୍ପାତ ଏବଂ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା କହିଛନ୍ତି ।  ମନ୍ତ୍ରୀଙ୍କ କହିବା ଅନୁଯାୟୀ, ପୂର୍ବ ସରକାର ଦୀର୍ଘ ଦିନ ଧରି ଖଣି ନିଲାମ କରୁ ନଥିଲେ । ନୂଆ ସରକାର ଆସିବା ପରେ ଗୋଟିଏ
Read More...

ଗିରଫ ହେଲେ DFO ନିତ୍ୟାନନ୍ଦ ନାୟକ

ଭୁବନେଶ୍ୱର :କେନ୍ଦୁଝର କେନ୍ଦୁପତ୍ର ଡିଭିଜନ DFO ନିତ୍ୟାନନ୍ଦ ନାୟକ ଶେଷରେ ଗିରଫ ହୋଇଛନ୍ତି। ଗିରଫ ପରେ ତାଙ୍କୁ କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର କରାଯାଇଛି। ୩ ଦିନ ହେବ ନିତ୍ୟାନନ୍ଦଙ୍କ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଥିଲା ଭିଜିଲାନ୍ସ ଟିମ। ୮ ଲକ୍ଷ ୫୦ ହଜାର
Read More...

ମନମୋହନ ସାମଲଙ୍କ ଦିଲ୍ଲୀ ଗସ୍ତକୁ ନେଇ ବଢିଲା ଚର୍ଚ୍ଚା

ଭୁବନେଶ୍ୱର: ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା ଭିତରେ ଦିଲ୍ଲୀ ଗଲେ ମନମୋହନ। ଦିଲ୍ଲୀରେ ଶୀର୍ଷ ନେତାଙ୍କୁ ମନମୋହନ ଭେଟି ପାରନ୍ତି । ସଭାପତି ହେବା ପରେ ପ୍ରଥମ ଥର ପାଇଁ ଦିଲ୍ଲୀ ଗସ୍ତ କରିଛନ୍ତି। ଆଗକୁ କିଛି ମନ୍ତ୍ରୀ
Read More...

ଆସନ୍ତାକାଲିଠାରୁ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୪ରେ ଉତ୍ତର ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଫଳରେ ଆସନ୍ତାକାଲିଠାରୁ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ବିଭିନ୍ନ ଜିଲାରେ ଅରେଞ୍ଜ ଓ ୟେଲୋ ଆଲର୍ଟ ହୋଇଛି। ମାଲକାନାଗିରି, କୋରାପୁଟ ନବରଙ୍ଗପୁର,
Read More...

ବୌଦ୍ଧ ଜିଲ୍ଲା ପାଇଁ ୧୮ ଜଣ ବିଧି ଅଧିକାରୀ ନିଯୁକ୍ତି ନେଇ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,: ଆଜି ଆଇନ ବିଭାଗ ପକ୍ଷରୁ ବୌଦ୍ଧ ଜିଲା ପାଇଁ ୧୮ ଜଣ ଅଧିବକ୍ତାଙ୍କୁ ବିଧି ଅଧିକାରୀ ଭାବେ ନିଯୁକ୍ତି ପ୍ରଦାନ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି I ଏଥିରେ ଓମ୍ ପ୍ରକାଶ ମିଶ୍ର, ତୁଷାରକାନ୍ତ ଦୀପ, ପ୍ରଦେଶୀ ବେହେରା, ଚିତ୍ତରଞ୍ଜନ ପାଣିଗ୍ରାହୀ, ଧବଳେଶ୍ୱର ମନହିରା, କୁନାଲ କିଶୋର
Read More...

ରାଜ୍ୟରେ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରୟ ସମ୍ପୂର୍ଣ୍ଣ ନିଷେଧ-ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ଭୁବନେଶ୍ୱର:ରାଜ୍ୟରେ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରୟକୁ ସମ୍ପୂର୍ଣ୍ଣ ନିଷେଧ କରାଯାଇଛି । କୌଣସି ପେଟ୍ରୋଲ ପମ୍ପରୁ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ କ୍ରୟକୁ ପ୍ରୋତ୍ସାହିତ ନ କରିବାକୁ ବିଭିନ୍ନ ସଂଘ ସହ ଆଲୋଚନା କରାଯାଇଛି । ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର
Read More...

ଶନିଶ୍ଚର ଦେବଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ

ଗଣିଆ: ଗଣିଆ ବ୍ଳକ କରଡାପଡା ପଞ୍ଚାୟତ ଗୁଣ୍ଡୁରିବାରି ଗ୍ରାମରେ ଶନିଶ୍ଚର ଦେବଙ୍କ ନୂତନ ମନ୍ଦିର ଏବଂ ବିଗ୍ରହ ପ୍ରତିଷ୍ଠା ଉତ୍ସବ ଧୁମଧାମରେ ପାଳିତ ହୋଇଯାଇଛି । ୨୦ ତାରିଖରେ ଅଧିବାସ, ଅଙ୍କୁରାରୋପଣ, କଳସଯାତ୍ରା, ଗର୍ଭାଧାନ, କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ୨୧ ତାରିଖରେ,
Read More...

କୋରାପୁଟରେ ଆନ୍ଧ୍ରପ୍ରଦେଶର ପ୍ରଭାବ କମିଛି: ରାଜସ୍ବ ମନ୍ତ୍ରୀ

ଭୁବନେଶ୍ବର: ନିଜ ନିଜ ବିଭାଗର ଯୋଜନା ଓ କାର୍ଯ୍ୟକ୍ରମ  ନେଇ ମନ୍ତ୍ରୀମାନେ କୋଟିଆ ଯିବେ । ଖୁଵ ଶୀଘ୍ର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୁଭଦ୍ରାର ବଡ଼ କାର୍ଯ୍ୟକ୍ରମ ନେଇ କୋଟିଆ ଯାଉଛନ୍ତି। ଯୋଗାଣ ମନ୍ତ୍ରୀ ମଧ୍ୟ କୋଟିଆ ଯାଇ ରାସନ କାର୍ଡ ବାଣ୍ଟିବେ ବୋଲି ରାଜସ୍ୱ ମନ୍ତ୍ରୀ ସୁରେଶ
Read More...