Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ବିରୋଧୀଙ୍କ ହଟ୍ଟଗୋଳ ପରେ ଲୋକସଭା ଅପରାହ୍ନ ୨ଟା ପର୍ଯ୍ୟନ୍ତ ମୁଲତବୀ
ନୂଆଦିଲ୍ଲୀ- ଅପରେସନ୍ ସିନ୍ଦୂର ଏବଂ ପହଲଗାମ୍ ଆକ୍ରମଣ ଉପରେ ଆଲୋଚନା ଦାବି କରି ବିରୋଧୀ ସାଂସଦମାନଙ୍କ ଲଗାତାର ହୋହଲ୍ଲା କରିବାକୁ ଯୋଗୁଁ ଲୋକସଭା ଅଧିବେଶନକୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ମୁଲତବୀ ରଖାଯାଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ କହିଛନ୍ତି ଯେ ସରକାର ଯେକୌଣସି ପ୍ରସଙ୍ଗରେ!-->…
Read More...
Read More...
ଜାନୁୟାରୀରେ ଲୋକାର୍ପିତ ହେବ ବିଶ୍ଵସ୍ତରୀୟ ପୁରୀ ରେଳ ଷ୍ଟେସନ
ପୁରୀ: ୨୦୨୬ ଜାନୁଆରୀରେ ଲୋକାର୍ପିତ ହେବ ବିଶ୍ଵସ୍ତରୀୟ ପୁରୀ ରେଳ ଷ୍ଟେସନ୍ । ପୁରୀରେ ଆଜି ସ୍ଥିତି ସମୀକ୍ଷା ପରେ ପ୍ରେସ ବାର୍ତ୍ତା ଦେଲେ କେନ୍ଦ୍ର ରେଳ ରାଜ୍ୟ ମନ୍ତ୍ରୀ ଭି.ସୋମନା । ୨୦୨୫ ଡିସେମ୍ବର ସୁଦ୍ଧା ବିଶ୍ବସ୍ତରୀୟ ରେଳ ଷ୍ଟେସନ ର ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ!-->…
Read More...
Read More...
ଛାତ୍ର କଂଗ୍ରେସ ସଭାପତି ପଦରୁ ଉଦିତ୍ ନିଲମ୍ବିତ
ଭୁବନେଶ୍ୱର: ରାଜ୍ୟ ଛାତ୍ର କଂଗ୍ରେସ ସଭାପତି ପଦରୁ ଉଦିତ୍ ପ୍ରଧାନଙ୍କୁ ନିଲମ୍ବନ କରାଯାଇଛି। ତେବେ ଉଦିତ୍ଙ୍କୁ ଜାତୀୟ ଛାତ୍ର କଂଗ୍ରେସ ସଭାପତି(NSUI) ନିଲମ୍ବନ କରିଛନ୍ତି। ଉଦିତ୍ଙ୍କ ନାମରେ ବଳାତ୍କାର ଅଭିଯୋଗ ଆସିବା ପରେ ତାଙ୍କୁ ଦଳରୁ ନିଲମ୍ବନ କରାଯାଇଛି।
Read More...
Read More...
ଆଉ ଖୋଲାରେ ଦିଆଯିବ ନାହିଁ ପେଟ୍ରୋଲ୍
ଭୁବନେଶ୍ୱର,୨୦।୭: ଓଡ଼ିଶାରେ ପେଟ୍ରୋଲ ପମ୍ପଗୁଡ଼ିକରେ ଏଣିକି ଖୋଲା ବୋତଲ କିମ୍ବା ପାତ୍ରରେ ପେଟ୍ରୋଲ ଦିଆଯିବ ନାହିଁ। କେବଳ ଗାଡ଼ିର ଇନ୍ଧନ ଟାଙ୍କିରେ ହିଁ ପେଟ୍ରୋଲ ଭରାଯିବ। ଏହି ନିଷ୍ପତ୍ତି ଆସନ୍ତାକାଲି, ଜୁଲାଇ ୨୧, ୨୦୨୫ରୁ କାର୍ଯ୍ୟକାରୀ ହେବ ବୋଲି ଓଡ଼ିଶା ପେଟ୍ରୋଲିୟମ ଡିଲର୍ସ!-->…
Read More...
Read More...
ଦୁର୍ଘଟଣାରେ ମୃତକ ପରିବାରକୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୮ ଲକ୍ଷ ଟଙ୍କାର ସହାୟତା
ବୌଦ୍ଧ,୨୦ା୭ : ବୌଦ୍ଧ ଜିଲା ବଘିଆପଡା ଫାଣ୍ଡି ଅର୍ନ୍ତଗତ ଗଣ୍ଡିସର ( ବାରପୁଡା ଛକ ) ଠାରେ ଗତ ମଇ ୨୭ ତାରିଖ ଦିନ ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ଫଳରେ ଏକ ଆଦିବାସୀ ପରିବାରର ବାପ ଝିଅଙ୍କ ମୃତ୍ୟୁ ହୋଇଥିଲା । ଟିକରପଡା ପଞ୍ଚାୟତର ଚରିଆପାଲି ଗ୍ରାମର ଗଜେନ୍ଦ୍ର ମଲିକ (୩୨) ଓ ତାଙ୍କ!-->…
Read More...
Read More...
ବନ ବିଭାଗ ପକ୍ଷରୁ ମା ପାଇଁ ବୃକ୍ଷଟିଏ କାର୍ଯ୍ୟକ୍ରମ
ଜୁନାଗଡ଼ ୨୦/୭:-କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ କନ୍ଦସର୍ଗିଗୁଡା ଡିପି ଏଫ ବୃକ୍ଷ ରୋପଣ ଅଞ୍ଚଳ ସ୍ଥିତ କାନ୍ଦୁଳ ଡଙ୍ଗରି ଠାରେ ଆଜି ଜୁନାଗଡ଼ ବନ ବିଭାଗ ପକ୍ଷରୁ ମା ପାଇଁ ବୃକ୍ଷଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।ଏହି କାର୍ଯ୍ୟକ୍ରମ ଅବସରରେ ରାଜ୍ୟ ସରକାରଙ୍କ ଜଙ୍ଗଲ!-->…
Read More...
Read More...
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ସୁକାନ୍ତ ପାଣିଗ୍ରାହୀ;
କନ୍ଧମାଳ ଓ ବୌଦ୍ଧ ଜିଲ୍ଲାର ବିକାଶ ପାଇଁ ଦେଲେ ଏକାଧିକ…
ବୌଦ୍ଧ: କନ୍ଧମାଳ ଲୋକସଭା ନିର୍ବାଚନମଣ୍ଡଳୀର ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି କନ୍ଧମାଳ ଓ ବୌଦ୍ଧ ଜିଲ୍ଲାର ସାମଗ୍ରିକ ତଥା ନିରନ୍ତର ବିକାଶ ନେଇ ବ୍ୟାପକ ଆଲୋଚନା କରିବା ସହ ଏକାଧିକ ମୂଲ୍ୟବାନ ପ୍ରସ୍ତାବ ଉପସ୍ଥାପନ କରିଛନ୍ତି । ଫୁଲବାଣୀ ଦେଇ!-->…
Read More...
Read More...
କୋରାପୁଟରେ ମର୍ମନ୍ତୁଦ ଦୁର୍ଘଟଣା, ଦୁଇ କାର୍ ଧକ୍କାରେ ଚାଲିଗଲା ୪ ଜୀବନ
କୋରାପୁଟ -ସୁନାବେଡ଼ା ଥାନା ସମ୍ମୁଖରେ ୨୬ ନଂ ଜାତୀୟ ରାଜପଥ ଉପରେ ମୃତଦେହ ରଖି କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ। ଗାଡ଼ି ଧକ୍କାରେ କୋରାପୁଟ ମେଡିକାଲରେ ଯୁବକଙ୍କ ମୃତ୍ୟୁ ଘଟଣାରେ ଅପରାଧିକୁ ଗିରଫ ଦାବିରେ ଥାନା ସମ୍ମୁଖରେ ଉତ୍ତେଜନା ସାହି ବାସିନ୍ଦାଙ୍କ ଉତ୍ତେଜନା।କୋରାପୁଟ!-->…
Read More...
Read More...
ଶୁଟିଂ ବେଳେ ସୁପରଷ୍ଟାର ଶାହରୁଖ୍ ଖାନ୍ ଆହତ
ମୁମ୍ବାଇ: ମୁମ୍ବାଇରେ ଚଳଚ୍ଚିତ୍ର ‘କିଙ୍ଗ୍’ର ଶୁଟିଂ ବେଳେ ବଲିଉଡ୍ ସୁପରଷ୍ଟାର ଶାହରୁଖ୍ ଖାନ୍ଙ୍କ ପିଠିରେ ଆଘାତ ଲାଗିଛି। ଚିକିତ୍ସା ପାଇଁ ସେ ଆମେରିକା ଯାଉଥିବାବେଳେ ଏବେ ବ୍ରିଟେନରେ ଅବସ୍ଥାନ କରିଛନ୍ତି ଓ ସୁସ୍ଥ ହେଉଥିବା ଜଣାପଡ଼ିଛି। ତାଙ୍କ ସହ ତାଙ୍କ ପରିବାର ସଦସ୍ୟ ରହିଛନ୍ତି।!-->…
Read More...
Read More...
ଦିଲ୍ଲୀ ଏମ୍ସକୁ ଏୟାରଲିଫ୍ଟ ହେଲେ ବଳଙ୍ଗା ପୀଡିତା
ଭୁବନେଶ୍ୱର : ଏୟାରଲିଫ୍ଟ ହେଲେ ବଳଙ୍ଗୀ ପୀଡିତା । ଭୁବନେଶ୍ୱର ଏମ୍ସରୁ ଦିଲ୍ଲୀ ଏମ୍ସକୁ ଏୟାରଲିଫ୍ଟ ହେଲେ ବଳଙ୍ଗା ପୀଡିତା । ଗ୍ରୀନ୍ କରିଡର ଜରିଆରେ ବଳାଙ୍ଗା ପୀଡିତାଙ୍କୁ ଏୟାରଲିଫ୍ଟ କରାଯାଇଛି । ଭୁବନେଶ୍ୱର ଏମ୍ସ ଠାରୁ ଏୟାରପୋର୍ଟ ପର୍ଯ୍ୟନ୍ତ ଗ୍ରୀନ୍ କରିଡର କରାଯାଇଥିଲା ।
!-->!-->!-->…
Read More...
Read More...