Browsing Category

ରାଜ୍ୟ

ଓଡ଼ିଶାରେ ଶୀତ ଲହରି ଜାରି , ବିଭିନ୍ନ ସ୍ଥାନରେ ତୁଷାରପାତ

ଭୁବନେଶ୍ବର: ଓଡ଼ିଶାରେ ଶୀତ ଲହରି ଜାରି ରହିଛି। ବିଭିନ୍ନ ସ୍ଥାନରେ ତୁଷାରପାତ ହେଉଥିବାର ଖବର ମିଳିଛି। ଘୁ.ଉଦୟଗିରି ଅଞ୍ଚଳରେ ଦ୍ୱିତୀୟ ଦିନ ପୁଣି ୩.୧ ଡିଗ୍ରି ତାପମାତ୍ରା ରେକର୍ଡ଼ କରାଯାଇଛି।ଏଣେ ଥଣ୍ଡା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ। ଉପକୂଳରୁ ପଶ୍ଚିମ, ଉତ୍ତରରୁ ଦକ୍ଷିଣ ଓଡ଼ିଶା ସବୁଆଡେ…
Read More...

ରାମଚଣ୍ଡୀରେ ‘ଓଡ଼ିଶା ୱାଟରମ୍ୟାନସିପ୍ ଏବଂ ଲାଇଫଗାର୍ଡ ପ୍ରତିଷ୍ଠାନ’ ର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର-ଓଡ଼ିଶାର ଉପକୂଳ ସୁରକ୍ଷା, ଜଳ ଦକ୍ଷତା (ୱାଟରମ୍ୟାନସିପ୍) ଏବଂ ଜରୁରୀକାଳୀନ ପ୍ରତିକ୍ରିୟା କ୍ଷମତାକୁ ସୁଦୃଢ଼ କରିବା ଦିଗରେ ଏକ ବଡ଼ ମାଇଲଖୁଣ୍ଟ ସ୍ଥାପନ କରି, ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କୋଣାର୍କ ନିକଟସ୍ଥ ରାମଚଣ୍ଡୀଠାରେ ଓଡ଼ିଶା ୱାଟରମ୍ୟାନସିପ୍ ଏବଂ ଲାଇଫଗାର୍ଡ…
Read More...

ବାରରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳୁଛି ବିଲ୍ଡିଂ

ଭୁବନେଶ୍ବର: ରାଜଧାନୀର ସତ୍ୟବିହାରରେ ଥିବା ଏକ ବାରରେ ଲାଗିଛି ନିଆଁ। ହୁତୁହୁତୁ ହୋଇ ଜଳୁଛି ବିଲ୍ଡିଂ। ସମଗ୍ର ଅଞ୍ଚଳ ଧୂଆଁମୟ। ଘଟଣାସ୍ଥଳରେ ଦୁଇଟି ଦମକଳ ବାହିନୀ ନିଆଁଲିଭା କାମରେ ନିୟୋଜିତ। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ।ସୂଚନା ଅନୁଯାୟୀ ସକାଳ ୮ଟା ୫୦ ମିନିଟ୍ ସମୟରେ ସତ୍ୟବିହାରରେ…
Read More...

ଏମଭି-୨୬ ଗାଁକୁ ଫେରିଛି ଶାନ୍ତି

ମାଲକାନଗିରି : ମାଲକାନଗିରି ଜିଲ୍ଲା ଏମଭି-୨୬ ଗାଁକୁ ଫେରିଛି ଶାନ୍ତି। ଗୁରୁବାର ରାତିରେ ଗାଁରେ ପହଞ୍ଚି ସ୍ଥିତି ସମୀକ୍ଷା କଲେ ଦକ୍ଷିଣାଞ୍ଚଳ ରାଜସ୍ୱ ଆୟୁକ୍ତ ସଂଗ୍ରାମ କେଶରୀ ମହାପାତ୍ର। ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ ସମସ୍ତ ପଦକ୍ଷେପ ବିଷୟରେ ଆରଡିସିଙ୍କୁ ଅବଗତ କରାଇଛନ୍ତି।…
Read More...

ଜାନୁଆରୀ ୩୧ ରୁ ଓସିଏସ୍‌ ମୁଖ୍ୟ ଲିଖିତ ପରୀକ୍ଷା

କଟକ : ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ୍‌ (ଓସିଏସ)ର ମୁଖ୍ୟ ଲିଖିତ ପରୀକ୍ଷା ଆସନ୍ତାବର୍ଷ ଜାନୁଆରୀ ୩୧ ଠାରୁ ଆରମ୍ଭ ହୋଇ ଫେବୃଆରୀ ୧୦ ଯାଏଁ ଚାଲିବ। ଏଥିରେ ମୋଟ ୨୪୦୫ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ପୂବାହ୍ଣ ୯ଟାରୁ ମଧ୍ୟାହ୍ନ ୧୨ଟା…
Read More...

ବାଲିଗୁଡ଼ା ପୋଲିସ୍ ପକ୍ଷରୁ ଆରମ୍ଭ ହେଲା ସ୍ପେଶାଲ୍ ଡ୍ରାଇଭ୍

ବାଲିଗୁଡ଼ା: ଅସାମାଜିକ ବ୍ୟକ୍ତି ଓ ନିଶାଡ଼ି ହୋଇଯାନ୍ତୁ ସାବଧାନ । ନିଶାଡ଼ି ଓ ଅସାମାଜିକ ବ୍ୟକ୍ତିଙ୍କୁ ସାବାଡ଼ କରିବା ପାଇଁ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଉପଖଣ୍ଡରେ ପୋଲିସ୍ ପକ୍ଷରୁ ଆରମ୍ଭ ହୋଇଛି ସ୍ପେସାଲ୍ ଡ୍ରାଇଭ୍ । ବାଲିଗୁଡ଼ା ଏସଡିପିଓ ସୁଭମ୍ ଭୋଷଲେଙ୍କ ନେତୃତ୍ୱରେ ଖୋଲା…
Read More...

ଶୀତରେ ଥରୁଛି ଓଡିଶା

ଭୁବନେଶ୍ୱର: ଓଡ଼ିଶାରେ ଶୀତ ଲହରୀ ବଢ଼ିବାରେ ଲାଗିଛି। ସେମିଲିଗୁଡ଼ାରେ ତାପମାତ୍ରା ରେକର୍ଡ ସର୍ବନିମ୍ନ ୩ ଡିଗ୍ରି ସେଲସିୟସକୁ ଖସି ଆସିଛି। ସେହିପରି ରାଜଧାନୀ ଭୁବନେଶ୍ବରର ତାପମାତ୍ରା ୧୩ ଡିଗ୍ରି ସେଲସିୟସ୍ ରହିଛି। ଶୀତରେ ହାତଗୋଡ଼ କୋଲ ମାରିଯାଉଛି।ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)…
Read More...

ମାଲକାନଗିରି: ଆଉ ୨୪ ଘଣ୍ଟା ବଢିଲା ଇଣ୍ଟରନେଟ୍‌ କଟକଣା

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି କରାଯାଇଛି। ଆସନ୍ତାକାଲି ୧୨ଟା ଯାଏଁ ଇଣ୍ଟରନେଟ୍ କଟକଣାକୁ ବଢାଯାଇଛି। ଅପ୍ରୀତିକର ପରିସ୍ଥିିତିକୁ ଆଖି ଆଗରେ ରଖି ଜିଲ୍ଲା ପ୍ରଶାସନ ଏଭଳି ନିଷ୍ପତ୍ତି ନେଇଛି। ଡିଜିପି ଆଜି ପୁଣିଥରେ ଏମ୍‌ଭି-୨୬ ଓ…
Read More...

ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ଉପରେ ସମୀକ୍ଷା

ଭୁବନେଶ୍ୱର: ଖାରବେଳ ଭବନରେ ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ସମ୍ବନ୍ଧୀୟ ଏକ ଉଚ୍ଚ-ସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ମନ୍ତ୍ରୀ ଶ୍ରୀ ଡ଼ଃ କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି ବୈଠକରେ ନିକୋ ପାର୍କ ଓ ତାହାର ପରିବେଶର…
Read More...

ଟ୍ରଲର ଧକ୍କାରେ ବାଇକ୍ ଚାଳକ ମୃତ

କଲ୍ୟାଣସିଂହପୁର : ରାୟଗଡା ଜିଲ୍ଲାର କାଶୀପୁର ବ୍ଲକ ଟିକିରି ଥାନା ଅଧୀନସ୍ଥ କାଳିଆପଡ଼ା ଘାଟି ରାସ୍ତାରେ ଟ୍ରଲର ଧକ୍କାରେ ଜଣେ ବାଇକ୍ ଚାଳକଙ୍କ ମୃତ୍ୟୁ ଘଟିଛି କ୍ଷତିପୂରଣ ଦାବିରେ ଉତ୍ତ୍ୟକ୍ତ ଲୋକେ ରାସ୍ତା ଅବରୋଧ କରିବା ସହିତ ବୁଝାସୁଝା କରିବାକୁ ଆସିଥିବା ପୁଲିସକୁ ଆକ୍ରମଣ କରିଛନ୍ତି।…
Read More...