Browsing Category

ରାଜ୍ୟ

ସଡକ ସୁରକ୍ଷା ପାଇଁ ସଚେତନତା କାର୍ଯ୍ୟକ୍ରମରେ ସାମିଲ ହେଲେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ

ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ଜିଲ୍ଳା ପ୍ରଶାସନ, ପରିବହନ ବିଭାଗ ତଥା ଜିଲ୍ଲା ପୋଲିସ ପ୍ରଶାସନ ତରଫରୁ ଆଜି ସଡକ ସୁରକ୍ଷା ପାଳନ ଅବସରରେ ହରଡଖୋଲ ଠାରେ ଥିବା ଜିଲ୍ଳା ସ୍ୱୟଂ ଚାଳିତ ଡ୍ରାଇଭିଂ ଟେଷ୍ଟିଙ୍ଗ କେନ୍ଦ୍ର ସମ୍ମୁଖ ରାଜ ରାସ୍ତାରେ ଦୁଇ ଚକିଆ, ଚାରି ଚକିଆ ଯାନର ଯାଞ୍ଚ ତଥା
Read More...

ଖପ୍ରାଖୋଲରେ ଧନୁଯାତ୍ରା ମହୋତ୍ସବ ଉଦଘାଟିତ୍‌ : ନାଚଗୀତରେ ଝୁମିଲେ ଦର୍ଶକ

ଖପ୍ରାଖୋଲ: ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ୍‌ ସଦର ମହକୁମାଠାରେ ଦ୍ୱିତୀୟ ବର୍ଷ ଧନୁଯାତ୍ରା ମହୋତ୍ସବ ଉଦଘାଟିତ ହୋଇଯାଇଛି । ଏହି ଅବସରରେ ପ୍ରଥମେ ଆୟୋଜକ କମିଟି ଓ ଗ୍ରାମବାସୀଙ୍କ ଦ୍ୱାରା ଇଷ୍ଟଦେବୀ ମାଁ ଡୁମେରତଲିଏନଙ୍କ ଠାରେ ପୂଜାପାଠ ସହ ମଶାଲ ଶୋଭାଯାତ୍ରାରେ କଂସ ଦରବାର ମଞ୍ଚରେ
Read More...

ମହାପ୍ରଭୁଙ୍କ ପହିଲି ଭୋଗ ନୀତି ଆରମ୍ଭ

ପୁରୀ : ଆଜି ପବିତ୍ର ଧନୁ ସଂକ୍ରାନ୍ତି ତିଥିରେ ଶ୍ରୀମନ୍ଦିରରେ ପାଳିତ ହେଉଛି ସ୍ୱତନ୍ତ୍ର ନୀତିକାନ୍ତି । ମହାପ୍ରଭୁଙ୍କ ସ୍ୱତନ୍ତ୍ର ପହିଲି ଭୋଗ ନୀତି ଆରମ୍ଭ ହୋଇଛି । ପହିଲି ଭୋଗରେ ବିରି, ଗହମଚୂନା ଘୃତ ପାଗ ହୋଇଥିବା ପିଠା ଓ ଧନୁମୂଆଁ ଲାଗି ହୋଇଛି । ଗୋପାଳବଲ୍ଲଭ ପରେ ପହିଲି ଭୋଗ
Read More...

ବେଗୁନିଆ ତହସିଲଦାର ଗିରଫ

ଭୁବନେଶ୍ୱର: ତହସିଲଦାରଙ୍କୁ ଲାଞ୍ଚ ନେବା ମହଙ୍ଗା ପଡ଼ିଲା। ଲାଞ୍ଚ ନେବା ଅଭିଯୋଗରେ ବେଗୁନିଆ ତହସିଲଦାର ପୃଥ୍ୱୀରାଜ ମଣ୍ଡଳଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ଭିଜିଲାନ୍ସ।ଦୁଇ ଦିନ ତଳେ ଅର୍ଥାତ ୧୪ ତାରିଖରେ ଭୁବନେଶ୍ୱର ସ୍ଥିତ କଳିଙ୍ଗ ବିହାର ସ୍ଥିତ ବାସଭବନରେ ଲାଞ୍ଚ ନେଉଥିବା ବେଳେ
Read More...

ବାଲିଗୁଡା ଆଦିବାସୀ ମହାବିଦ୍ୟାଳୟରେ ରବିବାର ହେବ “ସାଂସଦ ସାମନ୍ତ’ ମେଗା ସ୍ୱାସ୍ଥ୍ୟ ଶିବିର

ଫୁଲବାଣୀ : କନ୍ଧମାଳ ସାଂସଦ ଡ. ଅଚ୍ୟୁତ ସାମନ୍ତଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆସନ୍ତା ରବିବାର ଦିନ ବାଲିଗୁଡ଼ା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ପରିସରରେ ଭୁବନେଶ୍ୱର ସ୍ଥିତ କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ୍‌ ସାଇନ୍ସ(କିମ୍‌ସ)ଆନୁକୂଲ୍ୟରେ ଏକ ମେଗା ସ୍ୱାସ୍ଥ୍ୟ ଶିବିର
Read More...

ଆଉ ନାହାନ୍ତି ଦିନବନ୍ଧୁ ସାର୍‌ ଓ ଫୁକୁ ଭାଇନା

ଦଶପଲ୍ଲା: ଦଶପଲ୍ଲାର ବୟୋଜ୍ୟୋଷ୍ଠ ଶିକ୍ଷକ ତଥା ବିଶିଷ୍ଟ ରାମଚରିତ ମାନସ ପ୍ରବଚକ ଦିନବଂଧୁ ଦାଶ ଆଜି ପୂର୍ବାହ୍ନରେ ପରଲୋକ ଗମନ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୮୮ବର୍ଷ ବୟସ ହୋଇଥିଲେ ହେଁ ସେ ସ୍ୱାଭାବିକ ଚଳପ୍ରଚଳ କରୁଥିଲେ । ତେବେ ଆଜି ନିତ୍ୟ କର୍ମ କରିବା ସମୟରେ ହଠାତ୍‌ ମୃତ୍ୟୁ
Read More...

ଦୁର୍ଘଟଣାରେ ଆଦର୍ଶ ବିଦ୍ୟାଳୟ ଛାତ୍ରଛାତ୍ରୀ ଆହତ

ଦଶପଲ୍ଲା : ଆଜି ଦଶପଲ୍ଲା ନିକଟସ୍ଥ ଅନ୍ଧାର କୋଟ ଛକ ନିକଟରେ ଆଦର୍ଶ ବିଦ୍ୟାଳୟ ଛାତ୍ରଛାତ୍ରୀମାନଙ୍କୁ ନେଇ ଯାଉଥିବା ଅଟୋକୁ ଏକ ପିକଅପ୍‌ ଭ୍ୟାନ ଧକ୍କା ଦେଇଛି । ଅଟୋରେ ଥିବା ଆଦର୍ଶ ବିଦ୍ୟାଳୟର ୬ ଜଣ ଛାତ୍ର , ୪ ଜଣ ଛାତ୍ରୀ ସାମାନ୍ୟ ଆହତ ହୋଇଛନ୍ତି । ଜଣେ ଛାତ୍ରର ଗୋଡ଼ ଭାଙ୍ଗିଯାଇଥିବା
Read More...

ବିଭିନ୍ନ ପ୍ରକଳ୍ପର ଉଦଘାଟନ କଲେ ବିଧାୟକ

ବାଲିଗୁଡ଼ା: ଦାରିଙ୍ଗବାଡି ବ୍ଲକର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ କଲେ ଜି. ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ । ବିଧାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିଥିବା ବେଳେ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ ପ୍ରଧାନ, ବିଡ଼ିଓ ଗଦାଧର ପାତ୍ର,
Read More...

ମହାବିଦ୍ୟାଳୟ ସୁବର୍ଣ୍ଣ ଜୟନ୍ତୀରେ ଯୋଗ ଦେବେ କେନ୍ଦ୍ର ଓ ରାଜ୍ୟ ମନ୍ତ୍ରୀ

ନବରଙ୍ଗପୁର : ନବରଙ୍ଗପୁର ମହାବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ପାଳନର ରୂପରେଖ ଓ ପ୍ରସ୍ତୁତିକୁ ନେଇ କଲେଜ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଆଲୁମିନାଇ କମିଟିର ସଭାପତି ଗଣେଶ ଦାଶ ଯୋଗ ଦେଇ ଆସନ୍ତା ୧୮ରୁ ୨୦ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା
Read More...

ଜ଼ିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କଲେ ଆଶାକର୍ମୀ

ଫୁଲବାଣୀ :-ସାରା ରାଜ୍ୟରେ ଆଶା କର୍ମୀମାନଙ୍କ ନ୍ୟାର୍ଯ୍ୟ ଦାବୀ ନେଇ ବିକ୍ଷୋଭ ଚାଲିଥିବା ବେଳେ କନ୍ଧମାଳ ଜ଼ିଲ୍ଲାରେ ମଧ୍ୟ ତାହା ଦେଖିବାକୁ ମିଳିଛି । ଜ଼ିଲ୍ଲା ସଭାପତି ଅମ୍ବିକା ବେହେରାଙ୍କ ନେତୃତ୍ୱରେ ଜ଼ିଲ୍ଲାର ଶତାଧିକ ଆଶା କର୍ମୀ ଏକ ବିଶାଳ ଶୋଭାଯାତ୍ରାରେ ମାଦିକୁନ୍ଦା ଛକରୁ ବାହାରି
Read More...