Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଫାଷ୍ଟ ଫୁଲବାଣୀ କପ ଉଦଯାପିତ
ଫୁଲବାଣୀ :- ଗତ ଡିସେମ୍ବର ମାସ ୨୪ ତାରିଖରୁ ଆରମ୍ଭ ହୋଇ ଥିବା ଫାଷ୍ଟ ଫୁଲବାଣୀ କପ ୨୦୨୨-୨୩ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇଯାଇଛି । ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ସାମ୍ବାଦିକ ତଥା କନ୍ଧମାଳ ପିପୁଲ୍ସ ଫୋରମର ସଭାପତି ରାଧାମୋହନ ମହାପାତ୍ର ଯୋଗଦେଇ ଖେଳାଳି ମାନଙ୍କୁ!-->…
Read More...
Read More...
ବିଦ୍ୟୁତ ଉପଭୋକ୍ତାଙ୍କୁ ଆଶ୍ବସ୍ତି, ୩ ବର୍ଷ ଯାଏଁ ବଢିବ ନାହିଁ ବିଦ୍ୟୁତ ଦର
କଟକ: ବିଦ୍ୟୁତ ଉପଭୋକ୍ତାଙ୍କୁ ଆଶ୍ବସ୍ତି । ଆଉ ବଢିବ ନାହିଁ ବିଦ୍ୟୁତ ଦର । ଆଗାମୀ ୩ ବର୍ଷ ଯାଏଁ ବିଦ୍ୟୁତ ଦର ବୃଦ୍ଧି ପାଇବ ନାହିଁ ବୋଲି ପ୍ରତିକ୍ରିୟା ରଖିଛନ୍ତି ଶକ୍ତି ମନ୍ତ୍ରୀ ପ୍ରତାପ ଦେବ। ବିଦ୍ୟୁତ ଦର ବୃଦ୍ଧି ନେଇ ଯେଉଁ ଚର୍ଚ୍ଚା ହେଉଛି ତାହା ଭୁଲ ବୋଲି ଶକ୍ତିମନ୍ତ୍ରୀ କହିଛନ୍ତି!-->…
Read More...
Read More...
ନବମ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ ଉଦଯାପିତ
ପାରଳାଖେମୁଣ୍ଡି : ପାରଳାଖେମୁଣ୍ଡିର ଅଗ୍ରଣୀ ନାଟ୍ୟ ସଂଗଠନ କ୍ରିଏଟିଭ ଆର୍ଟସ ଦ୍ୱାରା ସ୍ଥାନୀୟ ଅର୍ବାନ ବ୍ୟାଙ୍କ ପଡିଆଠାରେ ନବମ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ ଉଦଯାପିତ ହୋଇଯାଇଛି । ଉଦଯାପନୀ ସନ୍ଧ୍ୟାରେ ମୁଖ୍ୟଅତିଥି ଭାବରେ ବ୍ରହ୍ମପୁର ସାଂସଦ ଚନ୍ଦ୍ର ଶେଖର ସାହୁ , ସମ୍ମାନିତ ଅତିଥି!-->…
Read More...
Read More...
ଜିଲ୍ଲା ସ୍ତରୀୟ ଖରିଫ ଧାନ କ୍ରୟ ମଣ୍ଡିର ଉଦଘାଟନରେ ବ୍ୟାପକ ଅନିୟମିତତା ଅଭିଯୋଗ ଆଣିଲା ଭାଜପା
ପାରଳାଖେମୁଣ୍ଡି : ଚଳିତ ବର୍ଷ ଗଜପତି ଜିଲ୍ଲା ସ୍ତରୀୟ ଖରିଫ ଧାନ କ୍ରୟ ମଣ୍ଡିରେ ଘୋର ଅନିୟମିତତା ହୋଇଥିବା ଜିଲ୍ଲା ଭାଜପା ପକ୍ଷରୁ ପାରଳା ବିଧାୟକ ତଥା ଜିଲ୍ଲା ଭାଜପା ସଭାପତି କେ. ନାରାୟଣ ରାଓ ଅଭିଯୋଗ କରିଛନ୍ତି । ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ଭାଜପା କାର୍ଯ୍ୟାଳୟ ପରିସରରେ ଆୟୋଜିତ!-->…
Read More...
Read More...
ଆଦିବାସୀଙ୍କ ନିଆରା ଟୋକିମରା ପର୍ବ, ଧାଙ୍ଗରି ଦୁଲା ସହ ସମାପନ
କୋକସରା: କଳାହାଣ୍ଡି ଜିଲ୍ଲା କୋକସରା ବ୍ଳକ ଗମ୍ଭୀଗୁଡା ପଞ୍ଚାୟତର ଓଲମା ଗ୍ରାମରେ ରବିବାର ଆଦିବାସୀଙ୍କ କୃଷି ଭିତ୍ତିକ ତଥା ବିଶ୍ୱାସର ପର୍ବ 'ଟୋକିମରା' ପର୍ବ ପାଳିତ ହୋଇଛି । ଶନିବାର ସନ୍ଧ୍ୟାରେ କଦଳୀ ଘରା ମସ୍ତକ ମୁଣ୍ଡନ ହୋଇଥିବାବେଳେ ନିସି ରାତିରେ କଳସ ଯାତ୍ରା ହୋଇ ପୁଜାପାଠ!-->…
Read More...
Read More...
ଅଷ୍ଟାଦଶ କାଦମ୍ବିନୀ ସାହିତ୍ୟ ମହୋତ୍ସବ ଓ ତ୍ରୟୋଦଶ ପତ୍ରିକା ହାଟ, ନମିତା ଗୋଖ୍ଲେଙ୍କୁ ନୀଳିମାରାଣୀ ସାହିତ୍ୟ ସମ୍ମାନ
ଭୁବନେଶ୍ୱର,୨ ।୧: ଆମ ସଂସ୍କୃତି ଓ ଅସ୍ଥିତ୍ୱର ପରିଚୟ ହେଉଛି ଶବ୍ଦ ଓ ସାହିତ୍ୟ ବୋଲି ବିଶିଷ୍ଟ ଲେଖିକା ଓ କବି ତଥା ଜୟପୁର ଜାତୀୟ ସାହତ୍ୟ ମହୋତ୍ସବର ସହ-ପ୍ରତିଷ୍ଠାତା ନମିତା ଗୋଖଲେ ପ୍ରକାଶ କରିଛନ୍ତି । ସୋମବାର ଅଷ୍ଟାଦଶ କାଦମ୍ବିନୀ ସାହିତ୍ୟ ମହୋତ୍ସବ ଓ ତ୍ରୟୋଦଶ ପତ୍ରିକା ହାଟ ଅବସରରେ!-->…
Read More...
Read More...
ଭାରସାମ୍ୟ ହରାଇ ଓଲଟିଲା ପିଚୁ ବୋଝେଇ ଟ୍ରକ
ହରଭଙ୍ଗା :୫୭ନଂ ଜାତୀୟ ରାଜପଥରେ ଭାରସାମ୍ୟ ହରାଇ ଓଲଟିଲା ପିଚୁ ବୋଝେଇ ଟ୍ରକ । ସୂଚନା ଅନୁଯାୟୀ ୫୭ନଂ ଜାତୀୟ ରାଜପଥ ଦଶପଲ୍ଲା ପଟୁ AP 31TF6995 ନମ୍ବର ଥିବା ଏକ ପିଚୁ ବୋଝେଇ ଟ୍ରକ ବୌଦ୍ଧ ଅଭିମୁଖେ ଯାଉଥିବା ସମୟରେ ହରଭଙ୍ଗା ବ୍ଲକ ଚାରିଛକ ନିକଟବର୍ତ୍ତୀ ମାର୍ଡିଙ୍ଗ ଠାରେ ଭାରସାମ୍ୟ!-->…
Read More...
Read More...
ପୁରୁଷ ହକି ବିଶ୍ୱ କପ୍ ଟ୍ରଫି-୨୦୨୩ କୁ ନବରଙ୍ଗପୁର ଜିଲ୍ଲାରେ ଭବ୍ୟ ସ୍ୱାଗତ
ନବରଙ୍ଗପୁର,୧/୧- ଓଡ଼ିଶା ଆନ୍ତର୍ଜାତିକ ହକି ମହାସଂଘ ଦ୍ୱାରା ଆୟୋଜିତ ପୁରୁଷ ହକି ବିଶ୍ୱ କପ୍ ୨୦୨୩ କଳିଙ୍ଗ ଷ୍ଟାଡିୟମ୍ ଭୁବନେଶ୍ୱର ଓ ଓଡ଼ିଶାର ହକିର ଏନ୍ତୁଡ଼ିଶାଳ ସୁନ୍ଦରଗଡ଼ରେ ଆସନ୍ତା ଜାନୁଆରୀ ୧୩ ରୁ ୨୯ ତାରିଖ ପର୍ଯ୍ୟନ୍ତ ଖେଳାଯିବ । ହକି ବିଶ୍ୱ କପ୍ ଟ୍ରଫି ରାଜ୍ୟର ବିଭିନ୍ନ!-->…
Read More...
Read More...
କାର ଧକ୍କାରେ ଶିକ୍ଷକଙ୍କ ମୃତ୍ୟୁ
ଗଞ୍ଜାମ,୨/୧: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଥାନା ଅଧୀନସ୍ଥ ଆସିକା ମୁଖ୍ୟ ରାସ୍ତା ଚୁଡଙ୍ଗପୁର ନିକଟରେ ରବିବାର ଅପରାହ୍ନରେ ଏକ କାର ଧକ୍କାରେ ଜଣେ ଶିକ୍ଷକଙ୍କ ମୃତ୍ୟୁ ହୋଇଥିବା ବେଳେ ତାଙ୍କ ଝିଅ ଓ ଭାଣଜୀ ଗୁରୁତର ଆହତ ହୋଇଥିବା ଜଣାପଡିଛି । ମୃତ ଶିକ୍ଷକ ଜଣକ ହେଲେ ସାନଖେମୁଣ୍ଡି ବ୍ଲକ!-->…
Read More...
Read More...
ସୂଚନା ଓ ଲୋକସମ୍ପର୍କ ବିଭାଗରେ ସଚିବଙ୍କୁ ନୂଆ ବର୍ଷରେ ସ୍ୱାଗତ ସମ୍ବର୍ଦ୍ଧନା
ଭୁବନେଶ୍ୱର: ସୂଚନା ଓ ଲୋକସମ୍ପର୍କ ବିଭାଗ ରାଜ୍ୟ ସରକାରଙ୍କର ଏକ ଗୁରୁତ୍ୱପୂର୍ଣ୍ଣ ବିଭାଗ । ବିଭିନ୍ନ ଉପଖଣ୍ଡ ସମେତ ଜିଲ୍ଲାସ୍ତରରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀଏବଂ ରାଜ୍ୟସ୍ତରରେ ସୂଚନା ଅଧିକାରୀମାନେ ସରକାରଙ୍କ ବିଭିନ୍ନ ବିଭାଗର ଯୋଜନା ଓ କାର୍ଯ୍ୟକ୍ରମର ସଫଳ ପ୍ରଚାର!-->…
Read More...
Read More...