Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଜିଲ୍ଲା ଆଇନ ସେବା ପ୍ରାଧିକରଣ ଫୁଲବାଣୀ ପକ୍ଷରୁ ମାନବିକ ଅଧିକାର ଦିବସ ପାଳିତ
ଫୁଲବାଣୀ : କନ୍ଧମାଳ ଜିଲ୍ଲା ମହିଳା ମହା ବିଦ୍ୟାଳୟ ପରିସରରେ ଜିଲ୍ଲା ଜଜଙ୍କ ନିର୍ଦ୍ଦେଶରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଫୁଲବାଣୀ ପକ୍ଷରୁ ମାନବିକ ଅଧିକାର ଦିବସ ପାଳନ ସହିତ ଏକ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଏହି ଦିବସରେ ସତ୍ୟପିର ମିଶ୍ର ଜିଲ୍ଲା ଜଜ,ଭାସ୍କର ଚନ୍ଦ୍ର!-->…
Read More...
Read More...
ଥରୁଛି କନ୍ଧମାଳ ; ଫୁଲବାଣୀରେ ୬.୬ ଡିଗ୍ରୀ ଓ ଦାରିଙ୍ଗବାଡିରେ ୮.୫ ଡିଗ୍ରୀ ସେଲସିୟସ
ଫୁଲବାଣୀ:କିଛି ଦିନର ବ୍ୟବଧାନ ପରେ କନ୍ଧମାଳକୁ ପୁଣି ଶୀତ ଫେରିଛି । ସମଗ୍ର କନ୍ଧମାଳ ଏବେ ଜାଡରେ ଥରୁଛି । ପାରଦ ଦିନକୁ ଦିନ ଖସିବାରେ ଲାଗିଛି, ଫଳରେ ଥଣ୍ଡାର ପ୍ରକୋପ ମଧ୍ୟ ବଢିବାରେ ଲାଗିଛି ତା ସାଙ୍ଗକୁ ସକାଳ ୯ଟା ଯାଏ ଘନ କୁହୁଡ଼ି ମଧ୍ୟ ଲାଗି ରହୁଛି । ଆଜି ଫୁଲବାଣୀରେ ୬.୬ ଡିଗ୍ରୀ!-->…
Read More...
Read More...
ନାବାଳିକା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୪ବର୍ଷ ଜେଲ୍
ଫୁଲବାଣୀ :- ଫୁଲବାଣୀ ଫାଷ୍ଟ ଟ୍ରାକ ପୋସ୍କୋ କୋର୍ଟର ବିଚାରପତି ଭାସ୍କର ଚନ୍ଦ୍ର ସାହୁ ଏକ ୧୩ ବର୍ଷ ନାବାଳିକାର ଦୁଷ୍କର୍ମ ମାମଲାର ବିଚାର କରି ସାକ୍ଷୀ, ଡ଼ାକ୍ତରୀ ରିପୋର୍ଟ ଏବଂ ସାଇଣ୍ଟିଫିକ୍ ରିପୋର୍ଟ ଆଧାରରେ ଅଭିଯୁକ୍ତ ସୁଧାଂଶୁ ପ୍ରଧାନକୁ ଦୋଷୀ ସାବ୍ୟସ୍ତ କରି ୪ ବର୍ଷ ସଶ୍ରମ!-->…
Read More...
Read More...
ପୁରୀରେ ଖୋ ଖୋ ଦଳର ପ୍ରଶିକ୍ଷଣ କ୍ୟାମ୍ପ
ପୁରୀ : ଆସନ୍ତା ଜାନୁଆରୀ ୩୧ରୁ ଫେବୃଆରୀ ୧୧ ତାରିଖ ପର୍ଯ୍ୟନ୍ତ ମଧ୍ୟପ୍ରଦେଶଠାରେ ଖେଲୋ ଇଣ୍ଡିଆ ଅନୁଷ୍ଠିତ ହେବ । ଏ ନେଇ ରାଜ୍ୟ ସରକାର ଓ ରାଜ୍ୟ କ୍ରୀଡା ବିଭାଗ ପକ୍ଷରୁ ପୁରୀରେ ପ୍ରଥମଥର ପାଇଁ ରାଜ୍ୟ ଖୋଖୋ ଦଳର କ୍ୟାମ୍ପ ଆୟୋଜନ କରାଯାଇଛି । ଏହି କ୍ୟାମ୍ପ ପୁରୀ ଜିଲ୍ଲା ସ୍କୁଲ ପଡିଆ!-->…
Read More...
Read More...
ବନବିଭାଗ ଦ୍ୱାରା ଉଦ୍ଧାର ବିରଳ ଅଜଗର ସାପର ମୃତ୍ୟୁ
ଖପ୍ରାଖୋଲ : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ୍ ବଡଗୁର୍ଜିଭଟା ଗାଁ ନିକଟ ଏକ ଚାଷ ଜମିରୁ ବନ ବିଭାଗ ଦ୍ୱାରା ଉଦ୍ଧାର ବିରଳ ଅଜଗର ସାପର ଚିକିତ୍ସାଧିନ ଅବସ୍ଥାରେ ଶୁକ୍ରବାର ମୃତ୍ୟୁ ହୋଇଥିବା ଜଣାଯାଇଛି । ସୂଚନା ଅନୁସାରେ ଗୁରୁବାର ଅଜଗର ସାପଟିକୁ ବଡଗୁର୍ଜିଭଟା ଗାଁ ନିକଟରୁ ଉଦ୍ଧାର!-->…
Read More...
Read More...
ପଲଶାଗୋରା ହାଇସ୍କୁଲର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ଉଦଘାଟିତ:
ପ୍ରତିଭା ଅନ୍ୱେଷଣ ଓ ପ୍ରତିଯୋଗିତା ମୂଳକ ମନୋବୃତ୍ତି ସୃଷ୍ଟି…
ବୌଦ୍ଧ,୯/୧୨- ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ପଲଶାଗୋରା ସରକାରୀ ଉଚ୍ଚ ବିଦ୍ୟାଳୟ ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ଆଜି ଉଦଘାଟିତ ହୋଇଯାଇଛି । ଏହି ଅବସରରେ ବିଦ୍ୟାଳୟ ସମ୍ମୁଖରେ ନୂତନ ଭାବେ ନିର୍ମିତ ସୁବର୍ଣ୍ଣ ଜୟନ୍ତୀ ତୋରଣ ଉଦଘାଟନ ଓ ବିଦ୍ୟାଳୟ ପରିସରରେ ସ୍ଥାପିତ ଅଗ୍ରପୂଜ୍ୟ ଶ୍ରୀ ଗଣେଶଙ୍କ!-->…
Read More...
Read More...
ରାଜେଶ ଏବଂ ଲିଟୁ ସ୍ମାରକ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ
ଫୁଲବାଣୀ:- କନ୍ଧମାଳ ଜିଲ୍ଲା ଫୁଲବାଣୀ ସ୍ଥିତ କଲେଜ ଖେଳ ପଡ଼ିଆଠାରେ ଆର. ୟୁନାଇଟେଡ ଫୁଲବାଣୀ ତରଫରୁ ଆନ୍ତଃ ଜିଲ୍ଲା କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇଯାଇଛି । ଉଦଯାପିତ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ସ୍ୱର୍ଗତ ରାଜେଶ ଏବଂ ଲିଟୁଙ୍କ ପରିବାର ଯୋଗ ଦେଇଥିଲେ । ଫାଇନାଲ ମ୍ୟାଚରେ ପାଗଲ!-->…
Read More...
Read More...
ଶେଷ ଦିନିକିଆ ପାଇଁ ଭାରତୀୟ ଦଳରେ ପରିବର୍ତ୍ତନ, ଏହି ଖେଳାଳି ସାମିଲ ହେଲେ
ଢାକା: ବାଂଲାଦେଶ ବିପକ୍ଷ ତୃତୀୟ ଦିନିକିଆ ପାଇଁ ବୋର୍ଡ ଅଫ କଣ୍ଟ୍ରୋଲ ଫର୍ କ୍ରିକେଟ ଇନ ଇଣ୍ଡିଆ (ବିସିସିଆଇ) ଟିମ ଇଣ୍ଡିଆରେ କିଛି ପରିବର୍ତ୍ତନ କରିଛି। ଆହତ କାରଣରୁ ନିୟମିତ ଅଧିନାୟକ ରୋହିତ ଶର୍ମା, ଦ୍ରୁତ ବୋଲର ଦୀପକ ଚହର ଏବଂ କୁଲଦୀପ ସେନଙ୍କୁ ତୃତୀୟ ଦିନିକିଆରୁ ବାଦ ଦିଆଯାଇଛି।!-->…
Read More...
Read More...
ଗଜପତି: ୫ ଦଫା ଦାବି ନେଇ ସ୍ୱାସ୍ଥ୍ୟକର୍ମୀ ଓ ସ୍ୱାସ୍ଥ୍ୟ ପରିଦର୍ଶକଙ୍କ କଳାବ୍ୟାଜ ପରିଧାନ
ପାରଳାଖେମୁଣ୍ଡି: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିଠାରେ ଥିବା ଜିଲ୍ଲାସ୍ତରୀୟ ମୁଖ୍ୟ ଡାକ୍ତରଖାନାରେ କାର୍ଯ୍ୟରତ ପୁରୁଷ, ମହିଳା ସ୍ୱାସ୍ଥ୍ୟକର୍ମୀ ଓ ସ୍ୱାସ୍ଥ୍ୟ ପରିଦର୍ଶକ ଓ ପରିଦର୍ଶିକାଙ୍କ ପକ୍ଷରୁ ୫ ଦଫା ଦାବିରେ ଗତ ୭ ତାରିଖ ଠାରୁ କଳାବ୍ୟାଜ ପରିଧାନ କରି କାର୍ଯ୍ୟ!-->…
Read More...
Read More...
ଗୋଷାଣୀ ବ୍ଲକସ୍ତରୀୟ ବିଜ୍ଞାନ, ଗଣିତ ଓ ପରିବେଶ ପ୍ରଦର୍ଶନୀ
ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ଗୋଷାଣୀ ବ୍ଲକ ସ୍ତରୀୟ ବିଜ୍ଞାନ, ଗଣିତ ଓ ପରିବେଶ ପ୍ରଦର୍ଶନୀ ଗୁରାଣ୍ଡି ସ୍ଥିତ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ଉଚ୍ଚ ବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ପ୍ରଦର୍ଶନୀରେ ଗୋଷାଣୀ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଅଧିନସ୍ଥ ପ୍ରାୟ ୫୦ରୁ!-->…
Read More...
Read More...