Browsing Category

ରାଜ୍ୟ

ଧଣ୍ଡାମୁଣ୍ଡା ଜବାହରଲାଲ ହାଇସ୍କୁଲରେ ବ୍ଲକସ୍ତରୀୟ ବିଜ୍ଞାନ ମେଳା ଉଦଯାପିତ

ଖପ୍ରାଖୋର : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ଧଣ୍ଡାମୁଣ୍ଡା ଜବାହର ଲାଲ ହାଇସ୍କୁଲଠାରେ ବ୍ଲକସ୍ତରୀୟ ବିଜ୍ଞାନ ମେଳା ଶନିବାର ଉଦଯାପିତ ହୋଇଯାଇଛି । ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ରୂପେ ବ୍ଲକ୍‌ ଅଧ୍ୟକ୍ଷା ନିରୁପମା ପଟେଲ ଯୋଗଦେଇଥିବା ବେଳେ ମୁଖ୍ୟ ବକ୍ତା ରୂପେ ଲୁହାସିଙ୍ଘା ଉଚ୍ଚ
Read More...

ଖପ୍ରାଖୋଲରେ ବହୁ ମୁଖି ସ୍ୱାସ୍ଥ୍ୟ କର୍ମୀ ମହାସଂଘ ତରଫରୁ ପାଞ୍ଚ ଦଫା ଦାବି ପତ୍ର ପ୍ରଦାନ

ଖପ୍ରାଖୋଲ: ସ୍ଥାନୀୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଓଡ଼ିଶା ରାଜ୍ୟ ମହିଳା ଓ ପୁରୁଷ ବହୁମୁଖି ସ୍ୱାସ୍ଥ୍ୟ କର୍ମୀ, ସ୍ୱାସ୍ଥ୍ୟ ପରିଦର୍ଶକ ମିଳିତ ମହାସଂଘ ତରଫରୁ ଏକ ବୈଠକ ଶନିବାର ଅନୁଷ୍ଟିତ ହୋଇଥିଲା । ସଂଘ ତରଫରୁ ରାଜ୍ୟ ନେତୃବୃନ୍ଦଙ୍କ ଅନୁସାରେ ଏକ ପାଞ୍ଚ ଦଫା ଦାବିପତ୍ର
Read More...

ବଲାଙ୍ଗିରଠାରେ ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ପାଳିତ

ବଲାଙ୍ଗିର : ଆଜି ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ଉପଲକ୍ଷେ ବଲାଙ୍ଗିର ଠାରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ପାଳିତ ହୋଇଯାଇଛି । ଏହି ଦିବସ ପାଳନ ଅବସରରେ ଭିନ୍ନକ୍ଷମ ଛାତ୍ରଛାତ୍ରୀ ତଥା ବିଭିନ୍ନ ସଂଗଠନର କର୍ମକର୍ତ୍ତାମାନଙ୍କୁ ନେଇ ଏକ ରାଲି କଚେରି ଛକରୁ ବାହାରି ଟାଉନ
Read More...

ଭବାନୀପାଟଣା ଠାରେ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ପ୍ରଶାସନ ଦ୍ୱାରା ଭିନ୍ନକ୍ଷମ ସଂଘ ମାନଙ୍କ ସହଯୋଗରେ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ଭବାନୀପାଟଣାଠାରେ ପାଳିତ ହୋଇଯାଇଛି ।ସକାଳେ ପ୍ରଥମେ ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଭିନ୍ନକ୍ଷମ ମାନଙ୍କ ଏକ ବିରାଟ ଶୋଭାଯାତ୍ରାକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ
Read More...

ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ

ଫୁଲବାଣୀ :-ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ଫୁଲବାଣୀ ଗୋଷ୍ଠୀ ଶିକ୍ଷା ବିଭାଗ ତରଫରୁ ଏଜେଓ ଉଚ୍ଚ ବିଦ୍ୟାଳୟ ଛାତ୍ରାବାସରେ ଅନୁଷ୍ଠିତ ହୋଇଯାଇଛି । ଫୁଲବାଣୀ ବ୍ଲକରେ ଅଧ୍ୟୟନ କରୁଥିବା ସମସ୍ତ ଭିନ୍ନକ୍ଷମ ଛାତ୍ରୀଛାତ୍ରଙ୍କୁ ନେଇ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଛାତ୍ରଛାତ୍ରୀଙ୍କ
Read More...

ଉତ୍କଳ ବିଦ୍ୱତ ପରିଷଦର କମ୍ବଳ ବଣ୍ଟା ଅଭିଯାନ ଆରମ୍ଭ

ପୁରୀ : ପୂର୍ବ ବର୍ଷ ପରି ଚଳିତ ବର୍ଷ ମଧ୍ୟ ଉତ୍କଳ ବିଦ୍ୱତ ପରିଷଦ ତରଫରୁ ବ୍ରାହ୍ମଣ,ପୂଜକ,ବେଦ ବିଦ୍ୟାର୍ଥୀ ଓ ଅସହାୟ ମାନଙ୍କୁ ଶୀତରୁ ରକ୍ଷା କରିବା ପାଇଁ କମ୍ବଳ ବଣ୍ଟନ କାର୍ଯ୍ୟର ଶୁଭାରମ୍ଭ କରା ଯାଇଛି । ଶ୍ରୀମନ୍ଦିର ଦକ୍ଷିଣ ଦ୍ୱାର ନିକଟରେ ମୁକ୍ତି ମଣ୍ଡପର ଶହେରୁ ଅଧିକ
Read More...

ଗଜପତି ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହର ସ୍ଥିତ ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ ସମ୍ମିଳନୀ କକ୍ଷଠାରେ ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତି କରଣ ବିଭାଗ ତରଫରୁ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ ହୋଇଯାଇଅଛି । ଏହି
Read More...

ଜିଲ୍ଲା ସ୍ତରୀୟ ଧାନସଂଗ୍ରହ କମିଟି ବୈଠକ

ପାରଳାଖେମୁଣ୍ଡି : ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲା ସ୍ତରୀୟ ଧାନ କିଣା ପ୍ରସ୍ତୁତି ବୈଠକ ଆୟୋଜିତ ହୋଇଯାଇଛି । ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ଜିଲ୍ଲା ପରିଷଦ ସଭାପତି ଜୀ ତିରୁପତି ରାଓ, ପାରଳାଖେମୁଣ୍ଡି ବିଧାୟକ କେ. ନାରାୟଣ
Read More...

ସପ୍ତଦଶ ବୌଦ୍ଧ ପୁସ୍ତକମେଳା ଉଦଘାଟିତ

ବୌଦ୍ଧ,୨/୧୨ - ସ୍ଥାନୀୟ କଚେରୀ ଖେଳ ପଡିଆଠାରେ ଜିଲ୍ଲା ଜର୍ଣ୍ଣାଲିଷ୍ଟ ଫୋରମ ଦ୍ୱାରା ଆୟୋଜିତ ସପ୍ତଦଶ ବୌଦ୍ଧ ପୁସ୍ତକମେଳା ଶୁକ୍ରବାର ସନ୍ଧ୍ୟାରେ ଉଦ୍‌ଘାଟିତ ହୋଇଯାଇଛି । ଏଥିରେ ମୁଖ୍ୟଅତିଥିଭାବେ ବୌଦ୍ଧ ଜିଲ୍ଲାପାଳ ଶ୍ରୀଯୁକ୍ତ ସତ୍ୟରଞ୍ଜନ ସାହୁ ଓ ସମ୍ମାନୀତ ଅତିଥି ଭାବେ ଆରକ୍ଷୀ
Read More...

ସର୍ବଭାରତୀୟ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ ନୟାଗଡ କପ୍‌-୨୦୨୨, ପୋଷ୍ଟାଲ ଓଡିଶା ୪ ୱିକେଟରେ ବିଜୟୀ

ଦଶପଲ୍ଲା:ନୟାଗଡ ଜିଲ୍ଲା କ୍ରିକେଟ୍‌ ଆସୋସିଏସନ୍‌ ଆନୁକୂଲ୍ୟରେ ଓ ନୟାଗଡ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ପ୍ରତ୍ୟେକ୍ଷ ତତ୍ୱବଧାନରେ ସର୍ବଭାରତୀୟ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ ଟି-୨୦ ନୟାଗଡ କପ୍‌-୨୦୨୨ ନୟାଗଡ ସ୍ୱୟଂ ଶାସିତ ମହାବିଦ୍ୟାଳୟର ଖେଳ ପଡିଆରେ ଅନୁଷ୍ଠିତ ହୋଇଯାଇଛି । ଟି-୨୦
Read More...