Browsing Category

ରାଜ୍ୟ

ଟାୟାର ଦୋକାନରେ ନିଆଁ, ଅଳ୍ପକେ ବର୍ତ୍ତିଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଗୁଣ୍ଡିଚା ମନ୍ଦିର ନିକଟସ୍ଥ କେରଳି ଟାୟାର ଦୋକାନରେ ନିଆଁ ଲାଗିଯାଇଛି । ଏଥିରେ ଅଳ୍ପକେ ବର୍ତ୍ତି ଯାଇଛି ଲକ୍ଷାଧିକ ଟଙ୍କାର ସମ୍ପତ୍ତି । ରାତିରେ ଦୋକାନ ବନ୍ଦ ଥିବା ବେଳେ କେହି ଦୁର୍ବୃତ୍ତ ବାରଣ୍ଡାରେ ଟାୟାର ରଖି ନିଆଁ ଲଗାଇ ଦେଇଥିବା ଅନୁମାନ
Read More...

କଳାହାଣ୍ଡି ବିଶ୍ୱବିଦ୍ୟାଳୟର ପୋଷାକ ଶୃଙ୍ଖଳା

ଭବାନୀପାଟଣା,୫/୧୨- କଳାହାଣ୍ଡି ବିଶ୍ୱବିଦ୍ୟାଳୟ ପି ଜି ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ପାଇଁ ନୂଆ ୟୁନିଫର୍ମ ପ୍ରଚଳନ କରିଛନ୍ତି । ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ସଞ୍ଜୟ କୁମାର ଶତପଥୀ ଆଜି ନିଜ ହାତରେ ନୂଆ ୟୁନିଫର୍ମ ଛାତ୍ର ଛାତ୍ରୀଙ୍କ ଉଦ୍ଦେଶ୍ୟରେ ଲୋକାର୍ପଣ କରିଥିଲେ ।
Read More...

ଜିଲ୍ଲାପାଳ ତଥା ଆରକ୍ଷୀ ଅଧିକ୍ଷକଙ୍କ ଜନଶୁଣାଣି ଶିବିର

ଭବାନୀପାଟଣା,୫/୧୨- ଆଜି ଭବାନୀପାଟଣା ସ୍ଥିତ ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ତଥା ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜୀଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଉପ ଜିଲ୍ଲାପାଳ, ଭବାନୀପାଟଣା ଡ. ବିଶ୍ୱଜିତ୍‌ ଦାସଙ୍କ
Read More...

ଦଶପୁର ଫାଣ୍ଡିରେ ଓ ଏ ପି ଏଫ ଯବାନଙ୍କ ଆତ୍ମହତ୍ୟା

ଗୋଳାମୁଣ୍ଡା,୫/୧୨-ଗୋଳାମୁଣ୍ଡା ଥାନା ଅନ୍ତର୍ଗତ ଦଶପୁର ଫାଣ୍ଡି ପରିସରରେ ଓ ଏ ପି ଏଫ ଯବାନଙ୍କ ଝୁଲନ୍ତା ମୃତ ଦେହ ଦେଖିବାକୁ ମିଳିଛି । ମୃତକ ଜଣକ ହେଲେ ଦେବରାଜ ନାୟକ ( ୩୨) ନବରଙ୍ଗପୁର ଜିଲ୍ଲା ନନ୍ଦାହାଣ୍ଡି ଅଞ୍ଚଳର ବୋଲି ଜଣାପଡିଛି । ସେ ଦଶପୁର ଫାଣ୍ଡିରେ କାର୍ଯ୍ୟରତ ଥିଲେ ।
Read More...

ଭବାନୀପାଟଣା ଠାରେ ଜିଲ୍ଲାସ୍ତରୀୟ ବିଶ୍ୱ ମୃତ୍ତିକା ଦିବସ ପାଳିତ

ଭବାନୀପାଟଣା,୫/୧୨- ଭବାନୀପାଟଣା ବ୍ଲକ୍‌ର କୃଷି ସୂଚନା ପରାମର୍ଶ କେନ୍ଦ୍ରରେ ଜିଲ୍ଲାସ୍ତରୀୟ ବିଶ୍ୱ ମୃତ୍ତିକା ଦିବସ ୨୦୨୨ ପାଳିତ ହୋଇଯାଇଛି । ଉକ୍ତ ସଭାରେ ଅତିରିକ୍ତ ଜିଲ୍ଲାପାଳ ସୁଶାନ୍ତ କୁମାର ପଟେଲ ଅଧ୍ୟକ୍ଷତା କରିଥିଲେ । ସଭାରେ ମୃତ୍ତିକା, ମୃତ୍ତିକାର ସ୍ୱାସ୍ଥ୍ୟ, ମୃତ୍ତିକା
Read More...

ଜିଲ୍ଲାସ୍ତରୀୟ ବିଶ୍ୱ ମୃତ୍ତିକା ଦିବସ ପାଳିତ

ପାରଳାଖେମୁଣ୍ଡି,୫/୧୨- ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଜିଲ୍ଲାସ୍ତରୀୟ ବିଶ୍ୱ ମୃତ୍ତିକା ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା ଯୋଗ ଦେଇ
Read More...

ନୂଆପଡା ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

କିଆକଟା : ପରମ ପ୍ରଭୁ ଶ୍ରୀଅରବିନ୍ଦଙ୍କ ମହାପରାୟଣ ଦିବସ ଅବସରରେ ଅନୁଗୋଳ ଆଠମଲ୍ଲିକ ବ୍ଲକ ଅନ୍ତର୍ଗତ କିଆକଟା ଗ୍ରାମ ପଞ୍ଚାୟତ ଅଧିନସ୍ଥ ନୂଆପଡା ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ର (ମାତୃନିଳୟ)ଠାରେ ସ୍କୁଲ ଅଧ୍ୟକ୍ଷ ହୀମାଞ୍ଚଳ ପ୍ରଧାନଙ୍କ ତତ୍ତ୍ୱାବଧନାରେ ଏକ ବୃକ୍ଷରୋପଣ
Read More...

ପର୍ଯ୍ୟଟକଙ୍କ କାର ଦୁର୍ଘଟଣା ଚାଲିଗଲା ଦମ୍ପତିଙ୍କ ଜୀବନ

ବାଲିଗୁଡ଼ା: ପର୍ଯ୍ୟଟକଙ୍କ କାର ଧକ୍କାରେ ଚାଲିଗଲା ବୃଦ୍ଧ ଦମ୍ପତିଙ୍କ ଜୀବନ । ୫୯ନମ୍ବର ଜାତୀୟ ରାଜପଥ ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ କିରୀକୁଟି ହାଇସ୍କୁଲ ନିକଟ ପୋଲ ଉପରେ ପର୍ଯ୍ୟଟକଙ୍କ କାର ସହିତ ଲୁନା ମୁହାଁମୁହିଁ ଧକ୍କା ହେବା ଫଳରେ ଲୁନାରେ ଥିବା ସ୍ୱାମୀ ସ୍ତ୍ରୀଙ୍କ ମୃତ୍ୟ ଘଟିଛି
Read More...

ସପ୍ତଦଶ ବୌଦ୍ଧ ପୁସ୍ତକମେଳାର ତୃତୀୟ ସନ୍ଧ୍ୟାରେ ବୌଦ୍ଧର କଳା, ସଂସ୍କୃତି, ଐତିହ୍ୟ ଓ ପର୍ଯ୍ୟଟନ’ ଶୀର୍ଷକ ଉପରେ…

ବୌଦ୍ଧ,୫/୧୨- ସ୍ଥାନୀୟ କଚେରୀ ଖେଳ ପଡିଆଠାରେ ଜିଲ୍ଲା ଜିଲ୍ଲା ଜର୍ଣ୍ଣାଲିଷ୍ଟ ଫୋରମ ଦ୍ୱାରା ଆୟୋଜିତ ସପ୍ତଦଶ ବୌଦ୍ଧ ପୁସ୍ତକମେଳାର ତୃତୀୟ ସନ୍ଧ୍ୟାରେ ପୁସ୍ତକମେଳା କମିଟି ତରଫରୁ ‘ଆଗାମୀ ସମ୍ଭାବନାରେ ବୌଦ୍ଧର କଳା, ସଂସ୍କୃତି, ଐତିହ୍ୟ ଓ ପର୍ଯ୍ୟଟନ’ ଶୀର୍ଷକ ଉପରେ ଏକ ଆଲୋଚନା ଚକ୍ର
Read More...

୧.୩୩୫ କେଜି ବ୍ରାଉନସୁଗାର ଜବତ

ଭୁବନେଶ୍ବର: କଟକ ଜିଲ୍ଲା ବାଙ୍କୀ ଥାନା ଅନ୍ତର୍ଗତ ଅଂଶୁପା ନିକଟରୁ ଏକ କେଜିରୁ ଉର୍ଦ୍ଧ୍ବ ପରିମାଣର ବ୍ରାଉନସୁଗାର ଜବତ ହୋଇଛି। ଏସଟିଏଫ୍ ଓ କଟକ ପୁଲିସ ମିଳିତ ଭାବେ ଚଢ଼ଉ କରି ବ୍ରାଉନସୁଗାର ଜବତ କରିଛନ୍ତି। ଏହାର ଆନୁମାନିକ ମୂଲ୍ୟ ଏକ କୋଟି ଟଙ୍କାରୁ ଉର୍ଦ୍ଧ୍ବ ବୋଲି କୁହାଯାଉଛି।
Read More...