Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଆନ୍ତର୍ଜାତିକ ମହିଳା ହିଂସା ବିରୋଧ ଦିବସରେ ସଚେତନତା ଶିବିର
ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ବେତଗୁଡା ସ୍ଥିତ ସରକାରୀ ପଲିଟେକ୍ନିକ କଲେଜ ପରିସରରେ "ସଖି' ୱାନ ଷ୍ଟପ୍ ସେଣ୍ଟର ପକ୍ଷରୁ ଆନ୍ତର୍ଜାତିକ ମହିଳାହିଂସା ବିରୋଧ ଦିବସ ଅବସରରେ ସଖି କେନ୍ଦ୍ରର ପ୍ରଶାସିକା ଶ୍ରୀମତୀ ଭାଗ୍ୟଲକ୍ଷ୍ମୀ ନାୟକ ଓ କଲେଜର ଭାରପ୍ରାପ୍ତ ଅଧ୍ୟକ୍ଷ ଗୌରୀଶଙ୍କର!-->…
Read More...
Read More...
ଆଜି ରାତିରୁ ଥଣ୍ଡା ପଡ଼ିବ
ଭୁବନେଶ୍ବର : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ତାପମାତ୍ରାରେ ବିଶେଷ ପରିବର୍ତ୍ତନ ଦେଖାଯିବ ନାହିଁ। ପରବର୍ତ୍ତୀ ୨ରୁ ୪ ଦିନ ଭିତରେ ତାପମାତ୍ରା ୨ରୁ ୪ ଡିଗ୍ରି ପର୍ଯ୍ୟନ୍ତ ତଳକୁ ଖସିବ। ଫଳରେ ଆଜି (ରବିବାର) ରାତିରୁ ରାଜ୍ୟରେ ଶୀତ ବଢ଼ିବ। ଏବେ ବିଶେଷ ଶୀତ ନଥିବା ବେଳେ ରାଜ୍ୟର!-->…
Read More...
Read More...
ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଭିନ୍ନକ୍ଷମ ଦିବସ ପାଳନ
ନବରଙ୍ଗପୁର: ଭିନ୍ନକ୍ଷମ ଦିବସ ଅବସରରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ତରଫରୁ ନବରଙ୍ଗପୁର ଜିଲ୍ଲା ଅନ୍ତର୍ଗତ ଆଶାକିରଣ (ମାନସିକ ଅନଗ୍ରସର ପିଲାଙ୍କ ନିମନ୍ତେ ଶିକ୍ଷା ଓ ବୈଷୟିକ ତାଲିମ କେନ୍ଦ୍ର) ପରିସରରେ ଭିନ୍ନକ୍ଷମ ଛାତ୍ରଛାତ୍ରୀ ମାନଙ୍କୁ ଫଳ ଓ ଚକୋଲେଟ ବଣ୍ଟନ କରାଯାଇଛି ।!-->…
Read More...
Read More...
ପ୍ରାଥମିକ ଶିକ୍ଷକ ସଂଘର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଆଠ ଦଫା ଦାବିପତ୍ର ପ୍ରଦାନ
ନନ୍ଦାହାଣ୍ଡି: ନବରଙ୍ଗପୁର ଜିଲ୍ଲା ନନ୍ଦାହାଣ୍ଡି ବ୍ଲକର ପ୍ରାଥମିକ ଶିକ୍ଷକ(ex-cadre) ମହାସଂଘ ତରଫରୁ ମୁଖ୍ୟମନ୍ତ୍ରୀଙ୍କୁ ଏକ ୮ଦଫା ସମ୍ବଳିତ ଦାବିପତ୍ର ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଜରିଆରେ ପ୍ରଦାନ କରିଛନ୍ତି । ସଙ୍ଘର ସଭାପତି ବନମାଳୀ ମହାକୁଡ଼ ଓ ସାଧାରଣ ସମ୍ପାଦକ ହିମାଂଶୁ ଭୂଷଣ!-->…
Read More...
Read More...
ଓଡିଶା ରାଜ୍ୟ ପୁରୁଷ ଓ ମହିଳା ସ୍ୱାସ୍ଥ୍ୟକର୍ମୀଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ କାର୍ଯ୍ୟ ବନ୍ଦ ଆନ୍ଦୋଳନ
ପାରଳାଖେମୁଣ୍ଡି: ଓଡିଶା ରାଜ୍ୟ ପୁରୁଷ ଓ ମହିଳା ବହୁମୁଖୀ ସ୍ୱାସ୍ଥ୍ୟକର୍ମୀ ଓ ସ୍ୱାସ୍ଥ୍ୟ ପରିଦର୍ଶକ ମହାସଂଘ ପକ୍ଷରୁ ଆସନ୍ତା ୧୪ ରିଖ ଠାରୁ ୨୧ ରିଖ ପର୍ଯ୍ୟନ୍ତ ଅସହଯୋଗ ଆନ୍ଦୋଳନ ପାଇଁ ଅନିର୍ଦ୍ଦିଷ୍ଟ କାଳ ପଯ୍ୟନ୍ତ ଏକ ଦାବିପତ୍ର ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ସ୍ୱାସ୍ଥ୍ୟ ଅଧିକାରୀଙ୍କୁ!-->…
Read More...
Read More...
୪୪୦ ବୋତଲ କପ୍ ସିରଫ ଜବତ ସହ ବୋଲେରୋ ଗାଡି ଜବତ, ଡ୍ରାଇଭର ଫେରାର
ପାଟଣାଗଡ଼,୪/୧୨- ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ବସଷ୍ଟାଣ୍ଡ ଠାରେ ପୋଲିସ ଏକ ବୋଲେରୋ ଗାଡ଼ିରେ ଥିବା ଦୁଇ ପେଟି କପସିରଫ ଜବତ କରିଛି । କିନ୍ତୁ ଗାଡି ଚାଳକ ଓ କପ ସିରଫ ଚାଲାଣ କରୁଥିବା ବ୍ୟକ୍ତି ଘଟଣା ସ୍ଥଳରୁ ଫେରାର ହୋଇଛନ୍ତି । ସୂଚନା ଅନୁଯାୟୀ କପସିରଫ ଚାଲାଣ ସମ୍ପର୍କରେ ପୋଲିସ କୌଣସି!-->…
Read More...
Read More...
ଧଣ୍ଡାମୁଣ୍ଡା ଜବାହରଲାଲ ହାଇସ୍କୁଲରେ ବ୍ଲକସ୍ତରୀୟ ବିଜ୍ଞାନ ମେଳା ଉଦଯାପିତ
ଖପ୍ରାଖୋର : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ଧଣ୍ଡାମୁଣ୍ଡା ଜବାହର ଲାଲ ହାଇସ୍କୁଲଠାରେ ବ୍ଲକସ୍ତରୀୟ ବିଜ୍ଞାନ ମେଳା ଶନିବାର ଉଦଯାପିତ ହୋଇଯାଇଛି । ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ରୂପେ ବ୍ଲକ୍ ଅଧ୍ୟକ୍ଷା ନିରୁପମା ପଟେଲ ଯୋଗଦେଇଥିବା ବେଳେ ମୁଖ୍ୟ ବକ୍ତା ରୂପେ ଲୁହାସିଙ୍ଘା ଉଚ୍ଚ!-->…
Read More...
Read More...
ଖପ୍ରାଖୋଲରେ ବହୁ ମୁଖି ସ୍ୱାସ୍ଥ୍ୟ କର୍ମୀ ମହାସଂଘ ତରଫରୁ ପାଞ୍ଚ ଦଫା ଦାବି ପତ୍ର ପ୍ରଦାନ
ଖପ୍ରାଖୋଲ: ସ୍ଥାନୀୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଓଡ଼ିଶା ରାଜ୍ୟ ମହିଳା ଓ ପୁରୁଷ ବହୁମୁଖି ସ୍ୱାସ୍ଥ୍ୟ କର୍ମୀ, ସ୍ୱାସ୍ଥ୍ୟ ପରିଦର୍ଶକ ମିଳିତ ମହାସଂଘ ତରଫରୁ ଏକ ବୈଠକ ଶନିବାର ଅନୁଷ୍ଟିତ ହୋଇଥିଲା । ସଂଘ ତରଫରୁ ରାଜ୍ୟ ନେତୃବୃନ୍ଦଙ୍କ ଅନୁସାରେ ଏକ ପାଞ୍ଚ ଦଫା ଦାବିପତ୍ର!-->…
Read More...
Read More...
ବଲାଙ୍ଗିରଠାରେ ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ପାଳିତ
ବଲାଙ୍ଗିର : ଆଜି ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ଉପଲକ୍ଷେ ବଲାଙ୍ଗିର ଠାରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ପାଳିତ ହୋଇଯାଇଛି । ଏହି ଦିବସ ପାଳନ ଅବସରରେ ଭିନ୍ନକ୍ଷମ ଛାତ୍ରଛାତ୍ରୀ ତଥା ବିଭିନ୍ନ ସଂଗଠନର କର୍ମକର୍ତ୍ତାମାନଙ୍କୁ ନେଇ ଏକ ରାଲି କଚେରି ଛକରୁ ବାହାରି ଟାଉନ!-->…
Read More...
Read More...
ଭବାନୀପାଟଣା ଠାରେ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ
ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ପ୍ରଶାସନ ଦ୍ୱାରା ଭିନ୍ନକ୍ଷମ ସଂଘ ମାନଙ୍କ ସହଯୋଗରେ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ଭବାନୀପାଟଣାଠାରେ ପାଳିତ ହୋଇଯାଇଛି ।ସକାଳେ ପ୍ରଥମେ ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଭିନ୍ନକ୍ଷମ ମାନଙ୍କ ଏକ ବିରାଟ ଶୋଭାଯାତ୍ରାକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ!-->…
Read More...
Read More...