Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ମାଓପ୍ରବଣ ଅଞ୍ଚଳରେ ଆଠ ବର୍ଷ ପରେ ଖୋଲିଲା ପୋଲିସ୍ ଫାଣ୍ଡି
ବାଲିଗୁଡ଼ା: ମାଓ ପ୍ରବଣ ଅଞ୍ଚଳରେ ଦୀର୍ଘ ଆଠ ବର୍ଷ ପରେ ପୁଣି ଖୋଲିଲା ପୋଲିସ୍ ଫାଣ୍ଡି । କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅଧୀନସ୍ଥ ଦାରିଙ୍ଗବାଡ଼ି ବ୍ଲକ୍ ଅନ୍ତର୍ଗତ ବୁଡାଗୁଡ଼ା ଗ୍ରାମରେ ଏସପି ହରିଶ ବିଶି ଥାନା ଫାଣ୍ଡିର ଶୁଭ ଉଦଘାଟନ କରିଛନ୍ତି । ବହୁ ବର୍ଷ ପୂର୍ବରୁ ବୁଡାଗୁଡ଼ା!-->…
Read More...
Read More...
ଜଳ ବିନା ମାଛ ଯେମିତି ଛଟପଟ ହୁଏ, ବିରୋଧୀଙ୍କ ଅବସ୍ଥା ସେୟା: ଆଇନ ମନ୍ତ୍ରୀ
ଭୁବନେଶ୍ବର : ଆଇନଶୃଙ୍ଖଳା ନେଇ ବିରୋଧୀଙ୍କ ଅଭିଯୋଗ ଉପରେ କଡ଼ା ଜବାବ ରଖିଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ମନ୍ତ୍ରୀ କହିଛନ୍ତି, ରାଜନୀତି ରୁଟି ସେକିବା ହେଉଛି ବିରୋଧୀଙ୍କ କାମ । ବିରୋଧୀ ରାଜନୀତି କରିବା ପାଇଁ ଅଯଥାରେ ନିଜ ରାଜ୍ୟକୁ ବଦନାମ କରୁଛନ୍ତି ।!-->…
Read More...
Read More...
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କୁ ଭେଟିଲେ ଓଡିଶାର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ
ଭୁବନେଶ୍ଵର : ଆଜି ମାନ୍ୟବର କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ତତ୍ଵାବଧାନରେ ମାନ୍ୟବର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଓଡିଶା ସରକାର ଡ଼ ମୁକେଶ ମହାଲିଙ୍ଗ ତାଳଚେରର ପବିତ୍ର ମୋହନ ପ୍ରଧାନ ମେଡିକାଲ କଲେଜ ଏବଂ ଫୁଲବାଣୀ ର ସରକାରୀ ମେଡିକାଲ କଲେଜର ୨୦୨୫-୨୬!-->…
Read More...
Read More...
ଓଡ଼ିଶାରେ ଖଣି ଓ ଲଜିଷ୍ଟିକ୍ସ କ୍ଷେତ୍ରରେ ଦକ୍ଷତା ବିକାଶ ପାଇଁ ପ୍ରସ୍ତାବିତ ଉତ୍କର୍ଷ କେନ୍ଦ୍ର ପ୍ରତିଷ୍ଠା କରିବା…
ନୂଆଦିଲ୍ଲୀ/ଭୁବନେଶ୍ୱର: ଓଡ଼ିଶାରେ ଖଣି, ଲଜିଷ୍ଟିକ୍ସ ଏବଂ ଗୁରୁତ୍ୱପୂର୍ଣ୍ଣ ଖଣିଜ କ୍ଷେତ୍ରରେ ଦକ୍ଷତା ବିକାଶ ପାଇଁ ଏକ ପ୍ରସ୍ତାବିତ ଉତ୍କର୍ଷ କେନ୍ଦ୍ର ପ୍ରତିଷ୍ଠା କରିବା ଦିଗରେ ଆଲୋଚନା କରିବା ପାଇଁ ମଙ୍ଗଳବାର କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଏକ!-->…
Read More...
Read More...
ଅପାରଗ ଅଧିକାରୀଙ୍କ ତଥ୍ୟ ମାଗିଲେ ରାଜ୍ୟ ସରକାର
ଭୁବନେଶ୍ବର: କେଉଁ ବିଭାଗରେ କେତେ ଅପାରଗ ଅଧିକାରୀ ଅଛନ୍ତି ଏବଂ ସେମାନଙ୍କ ମଧ୍ୟରୁ କେତେ ଜଣଙ୍କୁ ବାଧ୍ୟତାମୂଳକ ଅବସର ପ୍ରଦାନ କରାଯାଇଛି ତାର ତଥ୍ୟ ମାଗିଲେ ରାଜ୍ୟ ସରକାର । ଏ ନେଇ ସମସ୍ତ ବିଭାଗକୁ ମୁଖ୍ୟ ଶାସନ ସଚିବଙ୍କ ଦପ୍ତରରୁ କରାଯାଇଛି ଚିଠି ।୭ ତାରିଖ ସୁଦ୍ଧା ସମସ୍ତ ତଥ୍ୟ!-->…
Read More...
Read More...
ପୁଣି ଥରେ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଖୁବଶୀଘ୍ର ରାଜ୍ୟବାସୀଙ୍କୁ ମିଳିବ ଖୁସିର ଖବର । ପୁଣି ଥରେ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ମଧ୍ୟ ଦିଲ୍ଲୀ ଗସ୍ତରେ ଯିବେ । ଏହି ଗସ୍ତ ଅବସରରେ ଦିଲ୍ଲୀରେ କେନ୍ଦ୍ର ନେତୃତ୍ୱଙ୍କୁ ଭେଟି!-->…
Read More...
Read More...
ଆଜି ଏହି ସବୁ ଜିଲ୍ଲାରେ ହୋଇପାରେ ବର୍ଷା
ଭୁବନେଶ୍ୱର:ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଛି। ମଙ୍ଗଳବାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଏହାସହ ବଜ୍ରପାତ ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼,!-->…
Read More...
Read More...
ପୁଣି ଶ୍ରୀମନ୍ଦିର ଭିତରୁ ସ୍ପାଏ କ୍ୟାମେରା ଜବତ, ଜଣେ ଅଟକ
ପୁରୀ- ପୁଣି ଶ୍ରୀମନ୍ଦିର ଭିତରୁ ସ୍ପାଏ କ୍ୟାମେରା ଜବତ। ସିଂହଦ୍ଵାର ଥାନା ପୋଲିସ ଶ୍ରୀମନ୍ଦିର ଭିତରୁ ସ୍ପାଏ କ୍ୟାମେରା ଜବତ କରିବା ସହ ଜଣକୁ ଅଟକ ରଖି ପଚରାଉଚରା କରୁଛି। ଅଟକ ଥିବା ବ୍ୟକ୍ତି ଜଣକ ଗୁଜରାଟର ବିପୁଲ୍ ପଟେଲ ବୋଲି ଜଣାପଡିଛି। ନିଜ ଚଷମାରେ ସ୍ପାଏ କ୍ୟାମେରା ଲଗାଇ!-->…
Read More...
Read More...
ଗିନିଜ୍ ଓ୍ୱାର୍ଲଡ୍ ରେକର୍ଡରେ ସ୍ଥାନ ପାଇଲା ପ୍ରଧାନମନ୍ତ୍ରୀଙ୍କ ‘ପରୀକ୍ଷା ପେ ଚର୍ଚ୍ଚା ୨୦୨୫’- ଧର୍ମେନ୍ଦ୍ର ପ୍ରଧାନ
ନୂଆଦିଲ୍ଲୀ/ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ‘ପରୀକ୍ଷା ପେ ଚର୍ଚ୍ଚା(ପିପିସି) -୨୦୨୫ ଗୋଟିଏ ମାସରେ ସର୍ବାଧିକ ପଞ୍ଜୀକରଣ ପାଇଁ ଗିନିଜ୍ ଓ୍ୱାର୍ଲଡ୍ ରେକର୍ଡରେ ସ୍ଥାନ ପାଇଛି । କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଆୟୋଜିତ ସ୍ୱତନ୍ତ୍ର!-->…
Read More...
Read More...
4 ଜିଲ୍ଲା ପାଇଁ ନୂଆ ସଭାପତିଙ୍କ ନାମ ଘୋଷଣା କଲା ବିଜେଡି
ଭୁବନେଶ୍ୱର,୪।୮: ବିଜୁ ଜନତା ଦଳ (ବିଜେଡି) ଓଡ଼ିଶାର ଚାରିଟି ଜିଲା ଗଞ୍ଜାମ, କଟକ, କେନ୍ଦ୍ରାପଡ଼ା ଓ କଳାହାଣ୍ଡି ପାଇଁ ନୂଆ ଜିଲା ସଭାପତିଙ୍କ ନାମ ଘୋଷଣା କରିଛି। ଏହି ନିଯୁକ୍ତି ଦଳର ସଂଗଠନକୁ ଆହୁରି ସୁଦୃଢ଼ କରିବା ଓ ୨୦୨୪ ନିର୍ବାଚନରେ ପରାଜୟ ପରେ ଦଳକୁ ପୁନର୍ଗଠନ କରିବା!-->…
Read More...
Read More...