Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
୭ ଦଫା ଦାବି ନେଇ ଅଶା କର୍ମୀ ସଙ୍ଘ ଗଜପତି ପକ୍ଷରୁ ମୁଖ୍ୟ ଚିକିତ୍ସାଳୟ ପରିସରରେ ଧାରଣା
ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଭାରତୀୟ ମଜଦୂର ସଙ୍ଘ ଦ୍ୱାରା ପରିଚାଳିତ ହେଉଥିବା ଓଡ଼ିଶା ରାଜ୍ୟ ଆଶା କର୍ମୀ ସଙ୍ଘ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଆନ୍ଦୋଳନ ଆରମ୍ଭ କରିଛନ୍ତି । ଗଜପତି ଜିଲ୍ଲା ଆଶା କର୍ମୀ ସଂଘର!-->…
Read More...
Read More...
ହରିଶଙ୍କର ମନ୍ଦିରର ବିକାଶ ପାଇଁ ଆସିଥିବା ଅର୍ଥର ବିନିଯୋଗ ଉପରେ ବୈଠକ
ଖପ୍ରାଖୋଲ: ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ହରିଶଙ୍କର ମନ୍ଦିର ଚତୁପାର୍ଶ୍ୱ ବିକାଶ ସମ୍ପର୍କିତ ବୈଠକ ଦେବୋତ୍ତର ବିଭାଗ ତରଫରୁ ଗୁରୁବାର ଅନୁଷ୍ଠିତ ହୋଇଯାଇଛି । ପାଟଣାଗଡ ଉପଜିଲ୍ଲାପାଳ ତଥା ଦେବୋତ୍ତର କାର୍ଯ୍ୟ ନିର୍ବାହୀ ଅଧିକାରୀ ଡ଼.ବିଜୟାନନ୍ଦ ସେଠୀ!-->…
Read More...
Read More...
ମହାଲକ୍ଷ୍ମୀ ମନ୍ଦିର ପ୍ରତିଷ୍ଠାରେ ଯୋଗଦେଲେ ଶ୍ରୀହରୀ
ଦଶପଲ୍ଲା : ଆଦିବାସୀ ବହୁଳ,ଦଶପଲ୍ଲା ବ୍ଲକ କୁଜାମେଣ୍ଢି ପଞ୍ଚାୟତ ଅନ୍ତର୍ଗତ ଆମ୍ବଲିମ୍ବା ଗ୍ରାମରେ ଧନଦାତ୍ରୀ ମା ମହାଲକ୍ଷ୍ମୀଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ହୋଇଯାଇଛି । ଏହି ମନ୍ଦିର ପ୍ରତିଷ୍ଠା ଅବସରରେ ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମକୁ ,ଦଶପଲ୍ଲାର ବିଶିଷ୍ଠ ସମାଜସେବୀ ଶ୍ରହରୀ!-->…
Read More...
Read More...
ବହୁମୂଖୀ ସ୍ୱାସ୍ଥ୍ୟ କର୍ମୀ ମହାସଂଘ ପକ୍ଷରୁ ୫ ଦଫା ଦାବିପତ୍ର ପ୍ରଦାନ
ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ଗୋଷାଣୀ ବ୍ଲକରେ କାର୍ଯ୍ୟରତ ବହୁମୂଖୀ ସ୍ୱାସ୍ଥ୍ୟ କର୍ମୀ ମହାସଂଘ ପକ୍ଷରୁ ୫ ଦଫା ଦାବି ନେଇ ଏକ ସ୍ମାରକପତ୍ର ଗୁରାଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଭାରପ୍ରାପ୍ତ ସ୍ୱାସ୍ଥ୍ୟ ଅଧିକାରୀ ଡକ୍ଟର ପତିତପାବନ ବାରିକଙ୍କୁ ପ୍ରଦାନ କରାଯାଇଛି । ଗୁରାଣ୍ଡି!-->…
Read More...
Read More...
ଅବହେଳିତ ଗାଁ ଗଡ଼ିପଦର; ଗାଁ କୁ ନାହିଁ ଭଲ ରାସ୍ତା
ପହଁଚି ପାରୁନି ସରକାରୀ ଯୋଜନା,ପ୍ରଶାସନର ନିଘା ନାହିଁବାଲିଗୁଡ଼ା : ମୌଳିକ ସୁବିଧାରୁ ବଞ୍ଚିତ ଅଞ୍ଚଳବାସୀ । ବିକାଶ ଏଠି ସାତସପନ । ଆର୍ଥୀକ ବର୍ଷ ୨୦୧୫/୧୬ ରୁ ଗ୍ରାମ୍ୟ ଉନ୍ନୟନ ରାସ୍ତାରୁ ଗାଁ ପର୍ଯ୍ୟନ୍ତ ପ୍ରାୟ ୩ କିଲୋମିଟର ରାସ୍ତା ନିର୍ମାଣ ପାଇଁ ୫ଲକ୍ଷ ଟଙ୍କା ମଞ୍ଜୁରୀ ମିଳିଥିଲେ!-->…
Read More...
Read More...
କୋଣାର୍କ ଚନ୍ଦ୍ରଭାଗାରେ ଉଦଘାଟିତ ହେଲା ଆର୍ନ୍ତଜାତୀୟ ବାଲୁକା କଳା ମହୋତ୍ସବ
ପୁରୀ : କୋଣାର୍କ ଚନ୍ଦ୍ରଭାଗାରେ ଉଦଘାଟିତ ହୋଇଛି ଆର୍ନ୍ତଜାତୀୟ ବାଲୁକା କଳା ମହୋତ୍ସବ ୨୦୨୨ । ପର୍ଯ୍ୟଟନ ମନ୍ତ୍ରୀ ଅଶ୍ୱିନୀ ପାତ୍ର ଏହାକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିବା ବେଳେ ଏହା ଦେଶ ଦେଶ ମଧ୍ୟରେ କଳା ସଂସ୍କୃତିକୁ ଯୋଡିବାରେ ମୁଖ୍ୟ ମାଧ୍ୟମ ହେବ ବୋଲି ପର୍ଯ୍ୟଟନ ମନ୍ତ୍ରୀ!-->…
Read More...
Read More...
ଗଜପତି ଜିଲ୍ଲାସ୍ତରୀୟ ସ୍ୱାସ୍ଥ୍ୟ ବିଭାଗ ତରଫରୁ ବିଶ୍ୱ ଏଡସ ଦିବସ ପାଳିତ
ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ଚିକିତ୍ସା ଅଧିକାରୀ କାର୍ଯ୍ୟାଳୟର ପ୍ରଶିକ୍ଷଣ କେନ୍ଦ୍ର ଠାରେ ପ୍ରତି ବର୍ଷ ପରି ଚଳିତ ବର୍ଷ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଡିସେମ୍ବର ୧ ତାରିଖକୁ ବିଶ୍ୱ ଏଡ୍ସ ଦିବସ ପାଳିତ!-->…
Read More...
Read More...
ବୌଦ୍ଧରେ ବିଶ୍ୱ ଏଡ୍ସ ଦିବସ ପାଳିତ :
ସଚେତନତା ଓ ସତର୍କତା ବଳରେ ଏଡ୍ସକୁ ରୋକିହେବ
ବୌଦ୍ଧ, ୧/୧୨ (ହୀ.ପ୍ର): ଆଇସିଟିସି ଓ ଡିଏସ୍ଆରସିର ମିଳିତ ଆନୁକୂଲ୍ୟରେ ବୌଦ୍ଧ ଜିଲ୍ଲାରେ ବିଶ୍ୱ ଏଡ୍ସ ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ଏକ ବିରାଟ ଶୋଭାଯାତ୍ରା ବିଭିନ୍ନ ବିଶ୍ୱବିଦ୍ୟାଳୟର ଏନ୍ସିସି,ଆରଆରସି, ଏନ୍ୱାଇକେ, ଏଏସଏସ, ସ୍କାଉଟ ଓ!-->…
Read More...
Read More...
“ସଖି’ ୱାନ ଷ୍ଟପ୍ ସେଣ୍ଟର ପକ୍ଷରୁ ହିଂସାମୁକ୍ତ କାର୍ଯ୍ୟକ୍ରମ ଅନୁଷ୍ଠିତ
ପାରଳାଖେମୁଣ୍ଡି : ପାରଳାଖେମୁଣ୍ଡି ସ୍ଥିତ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ମହିଳା ଓ ବାଳିକା ମାନଙ୍କୁ ନେଇ "ସଖି' ୱାନ ଷ୍ଟପ୍ ସେଣ୍ଟର ପକ୍ଷରୁ ଏକ ହିଂସାମୁକ୍ତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଉକ୍ତ କାର୍ଯ୍ୟକ୍ରମରେ ସଖୀ ୱାନ ଷ୍ଟପ କେନ୍ଦ୍ରରେ ପ୍ରଶାସିକା ଶ୍ରୀମତୀ!-->…
Read More...
Read More...
ଏବିଭିପି କଳାହାଣ୍ଡି ତରଫରୁ ଜି-୨୦ ରେ ଭାରତର ସଭାପତିତ୍ୱକୁ ସ୍ୱାଗତ
ଭବାନୀପାଟଣା: ଜି-୨୦ ୨୦୨୩ ର ସଭାପତିତ୍ୱ ଭାରତକୁ ମିଳିଛି । ତେଣୁ ଏହି ପରିପେକ୍ଷୀରେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ କଳାହାଣ୍ଡି ତରଫରୁ କଳାହାଣ୍ଡି ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଏକ ସ୍ୱାଗତ ସଭା ଆୟୋଜନ ହୋଇଯାଇଛି । ଏହି ସଭାରେ ବିଶ୍ୱବିଦ୍ୟାଳୟ ଓ ଭବାନୀପାଟଣା ନଗର ସ୍ଥିତ ଛାତ୍ର!-->…
Read More...
Read More...