Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ସେପ୍ଟେମ୍ବର ୩୦ରେ ମା’ମାଣିକେଶ୍ୱରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା
ଭବାନୀପାଟଣା,୦୭/୦୯: କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀ ପ୍ରସିଦ୍ଧ ବିଜୟ ଛତର ଯାତ୍ରା ଆସନ୍ତା ସେପ୍ଟେମ୍ବର ୩୦ରେ ଅନୁଷ୍ଠିତ ହେବ । ମା’ଙ୍କ ଏହି ବାର୍ଷିକ ଯାତ୍ରାକୁ ଶୃଙ୍ଖଳିତ କରିବା ନିମନ୍ତେ ଶନିବାର ଜିଲ୍ଲାପାଳ ପାୱାର ସଚିନ୍ ପ୍ରକାଶଙ୍କ!-->…
Read More...
Read More...
ଦିଲ୍ଲୀ ଗସ୍ତରେ ଗଲେ ବିଜେଡି ସଭାପତି
ଭୁବନେଶ୍ବର: ୪ ଦିନିଆ ଦିଲ୍ଲୀ ଗସ୍ତରେ ଗଲେ ବିଜେଡି ସଭାପତି ନବୀନ ପଟ୍ଟନାୟକ। ଦିନକ ପରେ ଉପରାଷ୍ଟ୍ରପତି ନିର୍ବାଚନ ଥିବାରୁ ନବୀନଙ୍କ ଦିଲ୍ଲୀ ଗସ୍ତ ଅନେକ ଗୁରୁତ୍ବ ରଖୁଛି। ସୂଚନା ଅନୁସାରେ ୪ ଦିନିଆ ଗସ୍ତରେ ରାଜନୈତିକ ଏବଂ କିଛି ବ୍ୟକ୍ତିଗତ କାର୍ଯ୍ୟକ୍ରମରେ ମଧ୍ୟ ଯୋଗ ଦେବେ ନବୀନ।!-->…
Read More...
Read More...
ମହାନଦୀରେ ବନ୍ୟା ସ୍ଥିତି ନାହିଁ : ମନ୍ତ୍ରୀ ସୁରେଶ ପୂଜାରୀ
ଭୁବନେଶ୍ବର : ମହାନଦୀରେ ବନ୍ୟା ସ୍ଥିତି ନାହିଁ କହିଲେ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ମନ୍ତ୍ରୀ କହିଛନ୍ତି, ୧୦ ଲକ୍ଷ କ୍ୟୁସେକରୁ ଅଧିକ ଜଳ ପ୍ରବାହିତ ହେଲେ ବନ୍ୟା ହୁଏ । ବର୍ଷା ଆକଳନ ନେଇ ପାଣିପାଗ ବିଭାଗ ଆଲର୍ଟରେ ଅଛି । ବନ୍ୟା ହେଲେ ସବୁ ପରିସ୍ଥିତି ମୁକାବିଲା ପାଇଁ!-->…
Read More...
Read More...
ଶ୍ରୀମନ୍ଦିର ପରିଚାଳନା ପାଇଁ ନୂତନ ସବ କମିଟି ଗଠନ, ଖୁବ ଶୀଘ୍ର ଆରମ୍ଭ ହେବ ଧାଡି ଦର୍ଶନ
ପୁରୀ- ଶ୍ରୀମନ୍ଦିର ନୂତନ ପରିଚାଳନା କମିଟିର ପ୍ରଥମ ବୈଠକ ନୀଳାଦ୍ରି ଭକ୍ତନିବାସରେ ଅନୁଷ୍ଠିତ ହୋଇଯାଇଛି । ବୈଠକ ପ୍ରାରମ୍ଭରେ ନୂତନ ସଦସ୍ୟ ମାନଙ୍କୁ ସ୍ୱାଗତ କରାଯାଇଥିଲା । ଗତ ଉଚ୍ଚସ୍ତରୀୟ କମିଟି ବୈଠକର ବିବରଣୀ ପଠନ ଓ ଦୃଢୀକରଣ କରାଯାଇଥିଲା । ବୈଠକରେ ନୂତନ ଭାବେ 14 ଗୋଟି ସବକମିଟି!-->…
Read More...
Read More...
ସ୍କୁଲ ସହ ଯୋଡ଼ିହେବ ଅଙ୍ଗନବାଡ଼ି କେନ୍ଦ୍ର, ଗାଇଡଲାଇନର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ
ନୂଆଦିଲ୍ଲୀ/ଭୁବନେଶ୍ୱର: ନୂଆଦିଲ୍ଲୀର ବିଜ୍ଞାନ ଭବନରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ କେନ୍ଦ୍ର ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ଅନ୍ନପୂର୍ଣ୍ଣା ଦେବୀଙ୍କ କରକମଳରେ ଗୋଟିଏ ସ୍ଥାନରେ ପ୍ରାଥମିକ ବିଦ୍ୟାଳୟ ସହିତ ଅଙ୍ଗନୱାଡି କେନ୍ଦ୍ରଗୁଡ଼ିକର ସ୍ଥାପନା ପାଇଁ!-->…
Read More...
Read More...
ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା, ଗିରଫ ହେଲେ ୧୬ ହାର୍ଡକୋର ମାଓବାଦୀ
ମାଲକାନଗିରି : ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା । ସର୍ଚ୍ଚ ଅପରେସନ ବେଳେ ଗିରଫ ହେଲେ ୧୬ ଜଣ ହାର୍ଡକୋର ମାଓବାଦୀ । ମାଲକାନଗିରି ଛତିଶଗଡ଼ ସୀମାନ୍ତ ବିଜାପୁର ଜିଲ୍ଲାର ତିନୋଟି ଭିନ୍ନ ଭିନ୍ନ ଜଙ୍ଗଲରୁ ସୁରକ୍ଷାକର୍ମୀମାନେ ୧୬ ଜଣ ମାଓବାଦୀଙ୍କୁ ଧରିବାରେ ସଫଳ ହୋଇଛନ୍ତି ।
ସୂଚନା!-->!-->!-->…
Read More...
Read More...
ଉପରମୁଣ୍ଡରେ ବର୍ଷା,ଖୋଲିଲା ହୀରାକୁଦର ୬ ଫାଟକ
ହୀରାକୁଦ: ଉପରମୁଣ୍ଡରେ ବର୍ଷା ସହ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ୬ଟି ଫାଟକ ଖୋଲାଯାଇ ବନ୍ୟାଜଳ ନିଷ୍କାସନ କରାଯାଉଛି। ଅପରାହ୍ଣ ୩ଟାରେ ୨ଟି ଏବଂ ୫ଟାରେ ଅତିରିକ୍ତ ୪ଟି ଫାଟକ ଖୋଲାଯାଇଥିଲା। ସୂଚନା ଅନୁସାରେ, ମଙ୍ଗଳବାର ରାତି ୯ଟାରେ!-->…
Read More...
Read More...
ୱେଲ ମାର୍କଡ ଲୋପ୍ରେସରେ ପରିଣତ ହେଲା ଲଘୁଚାପ
ଭୁବନେଶ୍ୱର: ୱେଲ ମାର୍କଡ ଲୋପ୍ରେସରେ ପରିଣତ ହେଲା ଲଘୁଚାପ। ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଟୁଇନ୍ସିଟିରେ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଛି। ୪ ଘଣ୍ଟାରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବା ସମ୍ଭାବନା ରହିଛି।
!-->!-->!-->…
Read More...
Read More...
ଚନ୍ଦ୍ରଗ୍ରହଣ ଉପଲକ୍ଷେ ଶ୍ରୀମନ୍ଦିରରେ ନୀତିକାନ୍ତି ନିର୍ଘଣ୍ଟ ସ୍ଥିର
ପୁରୀ: ଆସନ୍ତା ୭ ସେପ୍ଟେମ୍ବର ରବିବାର ଚନ୍ଦ୍ରଗ୍ରହଣ ଉପଲକ୍ଷେ ଶ୍ରୀମନ୍ଦିରରେ ନୀତିକାନ୍ତି ନିର୍ଘଣ୍ଟ ସ୍ଥିର ହୋଇଛି। ଛତିଶା ନିଯୋଗ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଗ୍ରହଣ ନୀତି ଅନୁଯାୟୀ, ରବିବାର ମଧ୍ୟାହ୍ନ ୧୨ଟା ୫୭ ମିନିଟ୍ରୁ ପାକ ତ୍ୟାଗ କରାଯିବ ଏବଂ ଦେବ ନୀତି ନିଷେଧ ରହିବ।
!-->!-->…
Read More...
Read More...
ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଇଁ ଦୁଗ୍ଧ ଚାଷୀମାନଙ୍କୁ ପିଏମ୍ଏମ୍ୱାଇ ସହ ସଂଯୋଗ କରିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱ
ଭୁବନେଶ୍ୱର: ଓଡ଼ିଶାରେ ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଇଁ ଦୁଗ୍ଧ ଚାଷୀମାନଙ୍କୁ ପିଏମ୍ଏମ୍ୱାଇ (ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନା) ସହ ଅଧିକ ସଂଖ୍ୟାରେ ସଂଯୋଗ କରିବା ଉପରେ ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍ପାଟି ଗୁରୁତ୍ୱାରୋପ କରିଛନ୍ତି । ଚଳିତ ସେପ୍ଟେମ୍ବର ୨ ତାରିଖ ଦିନ କଟକ ଜିଲ୍ଲାର!-->…
Read More...
Read More...