Browsing Category

ରାଜ୍ୟ

ଧାନଗଦାରେ ନିଆଁ ଲାଗି ଆଠ ଏକରର ଫସଲ ନଷ୍ଟ

ନନ୍ଦାହାଣ୍ଡି : ନବରଙ୍ଗପୁର ଜିଲ୍ଳା ନନ୍ଦାହାଣ୍ଡି ବ୍ଲକ ମେଣ୍ଟ୍ରି ପଞ୍ଚାୟତ ଅନ୍ତର୍ଗତ ହିରିଲ୍ୟାଗୁଡା ଠାରେ ଘଟିଛି ଏକ ଅଭାବନୀୟ ଘଟଣା । ଧାନ ଖଳାରେ ନିଆଁ ଲାଗି ସମ୍ପୂର୍ଣ୍ଣ ଧ୍ୱଂସ ହୋଇ ଯାଇଛି ୮ ଏକର ଜମିର ଧାନ ଫସଲ । ସୂଚନା ମୁତାବକ ହିର୍ଲ୍ୟାଗୁଡା ଗ୍ରାମର ଧର୍ମା ବିଷୋୟୀଙ୍କ ଦୁଇ
Read More...

ନବରଙ୍ଗପୁରରେ ସହୀଦ ଲକ୍ଷ୍ମଣ ନାୟକ ଜୟନ୍ତୀ ପାଳିତ

ନବରଙ୍ଗପୁର : ଭାରତ ସ୍ୱାଧିନତା ସଂଗ୍ରାମ ଇତିହାସରେ ଅଭିଭକ୍ତ କୋରାପୁଟ ଜିଲ୍ଲାର ଅଗ୍ରଣୀ ବୀର ସ୍ୱାଧିନତା ସଂଗ୍ରାମୀଙ୍କ ମଧ୍ୟରେ ସହୀଦ ଲକ୍ଷ୍ମଣ ନାୟକ ଅନ୍ୟତମ । ନିଜର ମା ମାଟି, ଦେଶର ସ୍ୱାଧିନତା ପାଇଁ ମହାତ୍ମା ଗାନ୍ଧୀଙ୍କ କର ବା ମାର ଡାକରାରେ ଉଦବୁଦ୍ଧ ହୋଇ ଇଂରେଜ ସରକାର ବିରୁଦ୍ଧରେ
Read More...

ପଶ୍ଚିମାଞ୍ଚଲ ଏକତା ମଞ୍ଚ ତରଫରୁ ରାଜ୍ୟ ସରକାରଙ୍କୁ କୃତଜ୍ଞତା

ସମ୍ବଲପୁର : ଓଡ଼ିଶାର ପଶ୍ଚିମାଞ୍ଚଳର ଭାଷା ସାହିତ୍ୟ ସଂସ୍କୃତିର ଅବିଚ୍ଛେଦ୍ୟ ଅଂଚଳ ଭାବେ ପରିଗଣିତ ବୌଦ୍ଧ ଏବଂ ନୂଆପଡା ଜିଲ୍ଲାକୁ ଉତ୍ତରାଂଚଳ ରାଜସ୍ୱ କମିଶନରଙ୍କ ଅଧିନକୁ ଆଣିବା ପାଇଁ ରାଜ୍ୟ ସରକାର ବିଜ୍ଞପ୍ତି ଜାରି କରିଥିବାରୁ ଅଂଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ ହୋଇଛି ।
Read More...

ଓଜେଏସ ପରୀକ୍ଷାରେ କୃତିତ୍ୱ ହାସଲ କରିଥିବା ସାଧକଙ୍କୁ ସମ୍ବର୍ଦ୍ଧନା

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ରାମ ନଗର ହାଇଟେକ ପ୍ଲାଜାରେ ଓଡ଼ିଶା ଜୁଡିସିଆଲ ସର୍ଭିସ (ଓଜେଏସ) ପରୀକ୍ଷାରେ କୃତିତ୍ୱ ହାସଲ କରିଥିବା ନୂଆଗଡ଼ ବ୍ଳକ ଗୋଲୀ ଗ୍ରାମର ସାଧକ କାର୍ଜିଙ୍କୁ ହାଇଟେକ ଗ୍ରୁପର ଅଧ୍ୟକ୍ଷ ଡକ୍ଟର ତିରୁପତି ପାଣିଗ୍ରାହୀ
Read More...

କଂଗ୍ରେସ କାଉନସିଲରଙ୍କୁ ଏନଏସି ପକ୍ଷରୁ ଅଣଦେଖା ଅଭିଯୋଗ, ଅଫିସ ଆଗରେ ଧାରଣା ଦେଲେ

ବାଲିଗୁଡ଼ା : ଦୁଇ କଂଗ୍ରେସ କାଉସିଲରଙ୍କୁ ଏନ୍‌ଏସି ପକ୍ଷରୁ ଅଣଦେଖା ଅଭିଯୋଗ । ନ୍ୟାୟ ଦାବିରେ ୭ଦଫା ଦାବି ନେଇ ଏନ୍‌ଏସି କାର୍ଯ୍ୟାଳୟ ବାରଣ୍ଡାରେ ଧାରଣାରେ ବସିଛନ୍ତି ଦୁଇ କାଉନସିଲର । ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଏନ୍‌ଏସିରେ । ସୂଚନା ପ୍ରକାରେ
Read More...

ସଂଯୁକ୍ତ ଜନ ଅଭିଯୋଗ ଶୁଣାଣି ସହ ଗ୍ରାମ୍ୟ ମୁଖୀ ପ୍ରଶାସନ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ରାୟଗଡ ବ୍ଳକ ଅନ୍ତର୍ଗତ ଏଙ୍ଗାରସିଙ୍ଗ ଗ୍ରାମ ପଞ୍ଚାୟତଠାରେ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣି ସହ ଗ୍ରାମ୍ୟ ମୁଖୀ ପ୍ରଶାସନ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା, ବ୍ଳକ ଅଧ୍ୟକ୍ଷା ପୂର୍ଣ୍ଣବାସୀ ନାୟକ, ଆରକ୍ଷୀ
Read More...

ଆଇଟିଡିଏ ସମ୍ମିଳନୀ କକ୍ଷରେ ବିଶ୍ୱ ମତ୍ସ୍ୟ ଦିବସ ପାଳିତ

ଫୁଲବାଣୀ : ନଭେମ୍ବର ୨୧ ତାରିଖକୁ ବିଶ୍ୱ ମତ୍ସ୍ୟ ଦିବସ ରୂପେ ପାଳନ କରାଯାଉଛି । ଏହି ଅବସରରେ ଫୁଲବାଣୀ ଆଇଟିଡିଏ ସମ୍ମିଳନୀ କକ୍ଷରେ ଜିଲ୍ଲା ମତ୍ସ୍ୟ ବିଭାଗ ପକ୍ଷରୁ ବିଶ୍ୱ ମତ୍ସ୍ୟ ଦିବସ ପାଳନ କରାଯାଇଛି । ଅତିରିକ୍ତ ଜିଲ୍ଲାପାଳ ବସନ୍ତ କୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ
Read More...

“ସଙ୍ଗୀତଜ୍ଞ ତ୍ରିପୁରାରି ସାବତ ଥିଲେ ଦକ୍ଷିଣ ଓଡ଼ିଶାର ଜାଗ୍ରତ ସାଂସ୍କୃତିକ ପ୍ରହରୀ’

ଗଞ୍ଜାମ/ବ୍ରହ୍ମପୁର : ଅଗ୍ରଣୀ ସାଂସ୍କୃତିକ ପ୍ରତିଷ୍ଠାନ "ଜାତୀୟ ସଙ୍ଗୀତ କଳା କେନ୍ଦ୍ର" ପକ୍ଷରୁ ୭୪ତମ ବାର୍ଷିକୋତ୍ସବ କଳା କେନ୍ଦ୍ର ପରିସରସ୍ଥ ଭଞ୍ଜ ମଣ୍ଡପ ଠାରେ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ କଳା କେନ୍ଦ୍ରର ପ୍ରତିଷ୍ଠାତା ସଙ୍ଗୀତଜ୍ଞ ତ୍ରିପୁରାରି ସାବତଙ୍କ ଜନ୍ମ ଶତ
Read More...

କୋରେଇ ଷ୍ଟେସନରେ ଟ୍ରେନ୍ ଚଳାଚଳ ସ୍ୱାଭାବିକ

ଯାଜପୁର: ଦୀର୍ଘ ଘଣ୍ଟାର ଉଦ୍ଧାର କାର୍ଯ୍ୟ ପରେ କୋରେଇ ଷ୍ଟେସନରେ ଟ୍ରେନ୍ ଚଳାଚଳ ଆଂଶିକ ଭାବେ ସ୍ୱାଭାବିକ ହୋଇଛି। ଗତକାଲି ରାତି ୧୦ଟାରୁ ବିଚ୍ଛିନ୍ନ ହୋଇଥିବା ବିଦ୍ୟୁତ୍ ସରବରାହକୁ ଅସ୍ଥାୟୀ ଭାବେ ମରାମତି କରାଯାଇ ଡାଉନ୍ ଲାଇନରେ ରେଳ ଚଳାଚଳ କରିଛି। ଆଜି ଅନ୍ୟ ଲାଇନରେ ଟ୍ରେନ୍ ଚଳାଚଳ
Read More...

ଜିଲ୍ଲାସ୍ତରୀୟ ବିଶ୍ୱ ମତ୍ସ୍ୟ ଦିବସ ପାଳିତ

ବୌଦ୍ଧ :ଜିଲ୍ଲା ପଞ୍ଚୟତ ଭବନ ସମ୍ମିଳନୀ କକ୍ଷଠାରେ ବୌଦ୍ଧ ଜିଲାସ୍ତରୀୟ ବିଶ୍ୱ ମତ୍ସ୍ୟ ଦିବସ ମହାସମାରୋହରେ ପାଳିତ ହୋଇଛି । ବୌଦ୍ଧ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅବିନାଶ ପାଣ୍ଡିଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବରେ ଜିଲ୍ଲାପରିଷଦ ଉପାଧ୍ୟକ୍ଷ ଶଙ୍କର୍ଷଣ
Read More...