Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଆପଣ କନ୍ନଡ ଜାଣନ୍ତି କି… ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟାଙ୍କ ପ୍ରଶ୍ନର ଉତ୍ତର ଏମିତି ଢଙ୍ଗରେ ଦେଲେ ରାଷ୍ଟ୍ରପତି
ନୂଆଦିଲ୍ଲୀ-କର୍ଣ୍ଣାଟକ ଗସ୍ତ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ସ୍ବାଗତ କରିଥିଲେ । ଏହି ଅବସରରେ ରାଷ୍ଟ୍ରପତିଙ୍କୁ ହସ ହସ ମୁହଁରେ ପଚାରିଥିଲେ ଆପଣ କନ୍ନଡ ଜାଣନ୍ତି କି? ଏହି ପ୍ରଶ୍ନ ଉପସ୍ଥିତ ଜନତାଙ୍କ ମଧ୍ୟରେ ହସର ବାତାବରଣ ସୃଷ୍ଟି କରିଥିଲା ।!-->…
Read More...
Read More...
ମାଲକାନଗିରି: ପ୍ରବଳ ବର୍ଷାରେ ବୁଡ଼ିଲା ୪ ପୋଲ
ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଗତକାଲି ସନ୍ଧ୍ୟା ସମୟରୁ ବିଳମ୍ବିତ ରାତି ପର୍ଯ୍ୟନ୍ତ ଲଗାଣ ବର୍ଷା ହୋଇଛିା ୩୨୬ ନମ୍ବର ଜାତୀୟ ରାଜପଥ ଉପରେ ଥିବା ୪ଟି ପୋଲ ଉପରେ ୫ ଫୁଟ ବନ୍ୟାଜଳ ପ୍ରବାହିତ ହେଉଛି। ଫଳରେ ଓଡିଶା ସୀମାନ୍ତ ମୋଟୁ ସହ ପଡ଼ୋଶୀ ରାଜ୍ୟ ଆନ୍ଧ୍ର ଓ ତେଲଙ୍ଗାନାକୁ ଯୋଗାଯୋଗ!-->…
Read More...
Read More...
ଦୁଇ ଗ୍ରାମବାସୀଙ୍କୁ ହତ୍ୟା କଲେ ମାଓବାଦୀ
ମାଲକାନଗିରି: ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକମା ଜିଲା ଅନ୍ତର୍ଗତ ସିରସେଟ୍ଟୀ ପଂଚାୟତର ଦୁଇ ଜଣ ଗ୍ରାମବାସୀଙ୍କୁ ହତ୍ୟା କରିଛନ୍ତି ମାଓବାଦୀ। ମୃତକମାନେ ହେଲେ ପଦାମ ପୋଜ୍ଜା ଏବଂ ପଦାମ ଦେବେନ୍ଦ୍ର। ପୋଲିସ ସୂଚନଦାତା ଦର୍ଶାଇ ରହି ଦୁଇ ଜଣ ଗ୍ରାମବାସୀଙ୍କୁ ଅତି ନିର୍ମମ ଭାବେ!-->…
Read More...
Read More...
ଆଜି ସନ୍ଧ୍ୟାରେ ଛତିଶା ନିଯୋଗ ବୈଠକ
ପୁରୀ- ଆଜି ଅପରାହ୍ନ 5ଟାରେ ନୀଳାଦ୍ରି ଭକ୍ତନିବାସରେ ଅନୁଷ୍ଠିତ ହେବ ଛତିଶାନିଯୋଗର ଗୁରୁତ୍ୱପୂର୍ଣ୍ଣ ବୈଠକ। ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ ତଥା ପୁରୀ ଜିଲ୍ଲାପାଳଙ୍କ ଅଧକ୍ଷତାରେ ଅନୁଷ୍ଠିତ ହେବ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ। ଉକ୍ତ ବୈଠକରେ ଆସନ୍ତା 7 ତାରିଖରେ ପଡୁଥିବା ଚନ୍ଦ୍ର ଗ୍ରହଣ!-->…
Read More...
Read More...
ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର: ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଫଳରେ ସାରା ରାଜ୍ୟରେ ମେଘୁଆ ପାଗ ସାଙ୍ଗକୁ ବର୍ଷା ହେଉଥିବା ଜଣାପଡ଼ିଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବା ସମ୍ଭାବନା ରହିଥିବା ପାଣିପାଗ!-->…
Read More...
Read More...
ଗଣିଆ ପ୍ରେସ କ୍ଳବ୍ ଏବଂ ଗଣିଆ ଶିଶୁ ରାଇଜ ଆନୁକୂଲ୍ୟରେ ମାଗଣା ଚକ୍ଷୁ ଚିିିକିତ୍ସା ଶିବିର ଓ ଚଷମା ବଣ୍ଟନ କାର୍ଯ୍ୟକ୍ରମ
ଗଣିଆ: ଗଣିଆରେ କାର୍ଯ୍ୟରତ ପଞ୍ଜିକୃତ ଗଣମାଧ୍ୟମ ସଂସ୍ଥା ଗଣିଆ ପ୍ରେସ କ୍ଳବ୍ ଏବଂ ଗଣିଆ ଶିଶୁ ରାଇଜ ଆନୁକୂଲ୍ୟରେ କଟକ ଅର୍ବାନ ମେଡିକାଲ ତରଫରୁ ଏକ ମାଗଣା ଚକ୍ଷୁ ଚିିିକିତ୍ସା ଶିବିର ଓ ଚଷମା ବଣ୍ଟନ କାର୍ଯ୍ୟକ୍ରମ ସ୍ଥାନୀୟ ଗଣିଆ ଶିଶୁ ରାଇଜ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି!-->…
Read More...
Read More...
୧୭ରୁ ଅକ୍ଟୋବର ୨ ତାରିଖ ଯାଏ ସେବା ପକ୍ଷ ପାଳିବ ବିଜେପି
ଭୁବନେଶ୍ବର: ସେବା ପକ୍ଷ ପାଳନ ନେଇ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ରାଜ୍ୟ ସ୍ତରୀୟ କର୍ମଶାଳା ଅନୁଷ୍ଠିତ ହୋଇଛି। ଏଥିରେ ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥିତ ଅଛନ୍ତି। ରାଜ୍ୟ ବିଜେପି ପ୍ରଭାରୀ ବିଜୟ ପାଲ ସିଂ ତୋମାର ଏବଂ ସେବା ପକ୍ଷ!-->…
Read More...
Read More...
୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ଚାରିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମଙ୍ଗଳବାର ଦିଲ୍ଲୀରେ ହେବାକୁ ଥିବା ସେମିକନ କନଫରେନ୍ସରେ ସାମିଲ୍ ହେବେ ।
ସୂଚନା ମୁତାବକ, ସେପ୍ଟେମ୍ବର ମାସରେ ମୁଖ୍ୟମନ୍ତ୍ରୀ ଚାରିଦିନିଆ ଦିଲ୍ଲୀ ଗସ୍ତରେ!-->!-->!-->…
Read More...
Read More...
ଗ୍ରାହକଙ୍କ ପାଇଁ ଖୁସି ଖବର, କମିଲା ଗ୍ୟାସ୍ ଦର
ନୂଆଦିଲ୍ଲୀ: ସେପ୍ଟେମ୍ବର ଆରମ୍ଭ ହୋଇଗଲାଣି ଏବଂ ଏହା ସହିତ ଦେଶରେ ଅନେକ ପରିବର୍ତ୍ତନ ଦେଖାଯାଇଛି। ଏଥିରେ ଏଲପିଜି ସିଲିଣ୍ଡରର ମୂଲ୍ୟ ମଧ୍ୟ ଅନ୍ତର୍ଭୁକ୍ତ। ପ୍ରକୃତରେ, ସୋମବାର, ସେପ୍ଟେମ୍ବର ୧ ରେ, ସାରା ଦେଶରେ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ ପାଇଛି। ସୋମବାର ଠାରୁ ନୂତନ ମୂଲ୍ୟ ଲାଗୁ!-->…
Read More...
Read More...
ଆସନ୍ତା ୩ ତାରିଖ ଯାଏ ଅତି ପ୍ରବଳ ବର୍ଷା
ଭୁବନେଶ୍ୱର:ବର୍ତ୍ତମାନ ରାଜ୍ୟରେ ଘୂର୍ଣ୍ଣିବଳୟ ସହ ମୌସୁମୀ ଟ୍ରପ୍ ପ୍ରଭାବରେ ବର୍ଷା ଲାଗିରହିଛି। ଗତ ୨୪ଘଣ୍ଟାରେ ସର୍ବାଧିକ କନ୍ଧମାଳ ଜିଲା ଫିରିଙ୍ଗିଆ ଅଞ୍ଚଳରେ ୧୨.୫ ସେ.ମି ବର୍ଷା ରେକର୍ଡ କରାଯାଇଛି। ତେବେ ଆସନ୍ତା ୨ ତାରିଖ ବେଳକୁ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଆଉଏକ ଲଘୁଚାପ!-->…
Read More...
Read More...