Browsing Category

ରାଜ୍ୟ

ପୁଲିସ ଥାନାରେ ମହିଳା ଓ ଶିଶୁ ଡେସ୍କ ଅଧିକାରୀଙ୍କୁ ବିଶେଷ ପ୍ରଶିକ୍ଷଣ

ସମ୍ବଲପୁର: ସ୍ଥାନୀୟ ଡିଆରଡିଏ ସମ୍ମିଳନୀ କକ୍ଷରେ ଆଜି ସମ୍ବଲପୁର ପୁଲିସ ଆଇଜି ରେଞ୍ଜ ଅଧୀନସ୍ଥ ୬ଟି ଜିଲ୍ଲା ସମ୍ବଲପୁର, ବରଗଡ, ସୋନପୁର, ଝାରସୁଗୁଡ଼ା, ବଲାଙ୍ଗୀର ଓ ଅନୁଗୁଳର ସମସ୍ତ ପୁଲିସ ଥାନାରେ ପଦସ୍ଥ ମହିଳା ଓ ଶିଶୁ ଡେସ୍କ ଅଧିକାରୀଙ୍କୁ ବିଶେଷ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆରମ୍ଭ
Read More...

ଭୁବନେଶ୍ୱରରେ ଅନ୍ତର୍ଜାତୀୟସ୍ତରର ସୁନ୍ଦରୀ ପ୍ରତିଯୋଗିତା ଆୟୋଜିତ

ଭୁବନେଶ୍ୱର: ଭୁବନେଶ୍ୱରରେ ପ୍ରଥମ ଥର ପାଇଁ ଏକ ଅନ୍ତର୍ଜାତୀୟସ୍ତରର ସୁନ୍ଦରୀ ପ୍ରତିଯୋଗିତା ଆୟୋଜିତ ହୋଇଯାଇଛି । ଏହି ପ୍ରତିଯୋଗିତା ଭୁବନେଶ୍ୱର ସ୍ଥିତ ହୋଟେଲ ଏକ୍ସିଲେନସିରେ ଆୟୋଜିତ ହୋଇଯାଇଛି । ଯୁବପିଢୀଙ୍କୁ ନୂତନ ସୁଯୋଗ ଦେବା ସହ ସେମାନଙ୍କ ଯୋଗ୍ୟତାକୁ ସଠିକ୍‌ ମାର୍ଗଦର୍ଶନ ନିମନ୍ତେ
Read More...

ଜିଲ୍ଲାସ୍ତରୀୟ ପ୍ରବାସୀ ଶ୍ରମିକ ସଚେତନତା ରଥ ଶୁଭାରମ୍ଭ

ପାରଲାଖେମୁଣ୍ଡି :ଗଜପତି ଜିଲ୍ଲାସ୍ତରୀୟ ପ୍ରବାସୀ ଶ୍ରମିକ ସଚେତନତା ରଥ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମୁଖ୍ୟ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ସଂଗ୍ରାମ ଶେଖର ପଣ୍ଡା ଯୋଗଦେଇ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି । ଜିଲ୍ଲାର ସାତ ଗୋଟି ବ୍ଲକ ଏବଂ ସମସ୍ତ ପଞ୍ଚାୟତ ସ୍ତରରେ
Read More...

ଡିସେମ୍ବରରେ ହେବ ଦୁଇ ଦିନିଆ ଲୋକକଳା ମହୋତ୍ସବ

ଗଞ୍ଜାମ/ବ୍ରହ୍ମପୁର: ବ୍ରହ୍ମପୁର ଗୋଷଣିନୂଆଁଗାଁ ସ୍ଥିତ କଲାଞ୍ଜଳି ଆଟିଷ୍ଟ ଟ୍ରଷ୍ଟ ଠାରେ ଲୋକ କଳା ମହୋତ୍ସବର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବ୍ରହ୍ମପୁର ସହରର ତଥା ଗଂଜାମ ଜିଲାର ଅନେକ କଳାପ୍ରେମୀ ସଙ୍ଗଠନ ଏବଂ ସଂଗଠନର ଛାମୁଆ ବ୍ୟକ୍ତି ବିଶେଷଙ୍କୁ ନେଇ ଚଳିତ ବର୍ଷ
Read More...

ଅଜଣା ଗାଡି ଧକ୍କାରେ ଯୁବକ ମୃତ

ଦଶପଲ୍ଲା : ୫୭ନଂ ଜାତୀୟ ରାଜପଥର ଦଶପଲ୍ଲା-ବାଣୀଗୋଛା ରାସ୍ତାର ଟାକରା ଘାଟିଠାର ଗତକାଲି ରାତି ୮ଟା ସମୟରେ ମର୍ମନ୍ତୁଦ ଦୁର୍ଘଟଣାରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ଯୁବକ ଜଣକ ଦଶପଲ୍ଲା ଏନଏସି ଅନ୍ତର୍ଗତ ନାହାକପଡାର ନାରାୟଣ ବେହେରାଙ୍କ ପୁତ୍ର ରଂଜିତ ବେହେରା(୨୭) ବୋଲି ଜଣାପଡିଛି ।
Read More...

ଦୁଇ ଦିନ ପାଇଁ ପାଇକମାଲ ବନ୍ଦ ଡାକରା

ପଦ୍ମପୁର: ୩ ଦଫା ଦାବି ପୂରଣ ନିମନ୍ତେ ଆଜିଠାରୁ ୪୮ ଘଣ୍ଟା ଅର୍ଥାତ ଆସନ୍ତା ଦୁଇ ଦିନ ପାଇଁ ପାଇକମାଲ ବନ୍ଦ ଡାକରା ଦିଆଯାଇଛି। ଏହା ମଧ୍ୟରେ ଦାବି ପୂରଣ ନ ହେଲେ ଅନିର୍ଦ୍ଦିଷ୍ଟ କାଳ ପାଇଁ ପାଇକମାଳ ବନ୍ଦ କରିବାକୁ ଚେତାବନୀ ଦିଆଯାଇଛି। ୩ ପ୍ରମୁଖ ଦାବି ମଧ୍ୟରେ ପାଇକମାଳ ପ୍ରାଥମିକ
Read More...

ପୂର୍ବତନ ରାଷ୍ଟ୍ରଦୂତ ଅବସର ବେଉରିଆଙ୍କ ପରଲୋକ

ଭୁବନେଶ୍ୱର: ପୂର୍ବତନ ରାଷ୍ଟ୍ରଦୂତ ଅବସର ବେଉରିଆଙ୍କ ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ବିଳମ୍ବିତ ରାତିରେ ସେ ତାଙ୍କ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ହୋଇଥିଲା। ବୁଧବାର ବିଳମ୍ବିତ ରାତିରେ ଅବସର ବେଉରିଆ ଛାତିରେ ଯନ୍ତ୍ରଣା ଅନୁଭବ
Read More...

ଅପରେସନ୍‌ ନୀଳ ଜହର; ପୁଣି ନଷ୍ଟ ହେଲା ବେଆଇନ୍‌ ଗଞ୍ଜେଇ ଗଛ

ବାଲିଗୁଡ଼ା: ଗଞ୍ଜେଇ ଚାଷର ମୂଳ ପୋଛ କରିବାକୁ ଅଣ୍ଟା ଭିଡ଼ିଛି କନ୍ଧମାଳ ପୋଲିସ୍‌ । ଦ୍ୱିତୀୟ ପର୍ଯ୍ୟାୟରେ ପୁଣି ନଷ୍ଟ ହେଲା ୧୧ କୋଟି ୫୦ ଲକ୍ଷ ଟଙ୍କାର ବେଆଇନ୍‌ ଗଞ୍ଜେଇ ଗଛ । ୧୧୫ ଏକର ଜଙ୍ଗଲ ଜମିରେ ବେଆଇନ୍‌ ଭାବେ ଚାଷ ହୋଇଥିବା ଗଞ୍ଜେଇ ବାଡ଼କୁ ନଷ୍ଟ କରିଛି ପୋଲିସ୍‌ ଓ ଅବକାରୀ
Read More...

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଯୋଜନାର ଶୁଭାରମ୍ଭ, ବର୍ଷକୁ ୫୦ ହଜାର ଛାତ୍ରଛାତ୍ରୀ ପାଇବେ ପୁରସ୍କାର

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୫ଟି ରୂପାନ୍ତରିତ ସ୍କୁଲ ତଥା ଅନ୍ୟ ସ୍କୁଲମାନଙ୍କ୍ ପାଇଁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଶିକ୍ଷାର ଉତ୍କର୍ଷ ଲାଭ କରୁଥିବା ସ୍କୁଲ ଛାତ୍ରଛାତ୍ରୀ, ଶିକ୍ଷାନୁଷ୍ଠାନ ଓ
Read More...

ନନ୍ଦାହାଣ୍ଡି ବ୍ଲକ ସାମ୍ବାଦିକ ସଂଘ ତରଫରୁ ଜାତୀୟ ପ୍ରେସ ଦିବସ ପାଳିତ

ନନ୍ଦାହାଣ୍ଡି:ନନ୍ଦାହାଣ୍ଡି ବ୍ଲକ ସାମ୍ବାଦିକ ସଂଘ ତରଫରୁ ଜାତୀୟ ପ୍ରେସ ଦିବସ ପାଳନ କରାଯାଇଛି । ସଂଘ ସଭାପତି ବୁଲୁ ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରଙ୍ଗମାଟି ଗୁଡା କାଶୀ ବିଶ୍ୱନାଥ ମନ୍ଦିର ପ୍ରାଙ୍ଗଣରେ ବ୍ଲକର ଏନବିଏସ ସଙ୍ଘର ସମସ୍ତ କାର୍ଯ୍ୟକର୍ତ୍ତାଙ୍କ ଉପସ୍ଥିତରେ
Read More...