Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଚାଷୀଙ୍କ ଲାଗି ଇନ୍ପୁଟ୍ ସବ୍ସିଡି ଘୋଷଣା
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ଚାଷୀଙ୍କ ପାଇଁ ଇନ୍ପୁଟ୍ ସବ୍ସିଡି ଘୋଷଣା କଲେ ରାଜ୍ୟ ସରକାର । ମରୁଡି ପ୍ରବଣ ଅଞ୍ଚଳରେ ଇନ୍ପୁଟ ସବ୍ସିଡି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିପାଇଁ ରାଜ୍ୟ ରାଜକୋଷରୁ ୨୦୦ କୋଟି ଟଙ୍କା ଖର୍ଚ୍ଚ ହେବ ।
Read More...
Read More...
ଶିଶୁ ଦିବସ ଅବସରରେ ପୋଷାକ ବିତରଣ ଉତ୍ସବ
ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ଗୋଶାଣୀ ବ୍ଳକର କେରାଣ୍ଡି ପଞ୍ଚାୟତର ବି. ସୀତାପୁର ଗ୍ରାମରେ ଥିବା ଅଙ୍ଗନବାଡି କେନ୍ଦ୍ର ଠାରେ ଶିଶୁ ଦିବସ ଅନୁଷ୍ଠିତ ହୋଇଯାଇଛି । ତାହା ସାଙ୍ଗକୁ ପିଲାମାନଙ୍କୁ ପୋଷାକ ବିତରଣ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ!-->…
Read More...
Read More...
ପଦ୍ମପୁର ଉପନିର୍ବାଚନ : ଷ୍ଟ୍ରଙ୍ଗ ରୁମ୍ରେ ପହଞ୍ଚିଲା ଇଭିଏମ୍
ପଦ୍ମପୁର : ପଦ୍ମପୁର ଉପନିର୍ବାଚନ ପାଇଁ ପ୍ରଶାସନିକ ସ୍ତରରେ ପ୍ରସ୍ତୁତି ଆରମ୍ଭ ହୋଇସାରିଛି l ପଦ୍ମପୁର ଆରଏମସି ସ୍ଥିତ ଷ୍ଟ୍ରଙ୍ଗ ରୁମରେ ପହଞ୍ଚିଲା ଇଭିଏମ୍ l ସ୍ଵଚ୍ଛ ଏବଂ ନିରପେକ୍ଷ ନିର୍ବାଚନ ପାଇଁ କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଇଭିଏମ୍ ରଖାଯାଇଛି lଡିସେମ୍ବର ୫ ରେ ଭୋଟ ଗ୍ରହଣ!-->…
Read More...
Read More...
ରାଜ୍ୟରେ ବଢ଼ିଲା ଶୀତର ପ୍ରକୋପ
ଭୁବନେଶ୍ବର: ରାଜ୍ୟରେ ଶୀତର ପ୍ରକୋପ ବଢ଼ିଛି। ଓଡ଼ିଶାର ଅଧିକାଂଶ ସ୍ଥାନରେ ଶୀତ ପଡ଼ିଛି। ଆଜି ରାଜ୍ୟର ୨୦ଟି ସ୍ଥାନରେ ତାପମାତ୍ରା ୧୫ ଡିଗ୍ରି ତଳେ ରେକର୍ଡ କରାଯାଇଛି। ଏଥିମଧ୍ୟରୁ କନ୍ଧମାଳ ଜିଲ୍ଲାର ଜି.ଉଦୟଗିରି ସବୁଠୁ ଥଣ୍ଡା ସହର ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ!-->…
Read More...
Read More...
ଖରିଫ ଧାନକ୍ରୟକୁ ସୁରୁଖୁରୁରେ ସମ୍ପର୍ଣ୍ଣ କରିବା ପାଇଁ ଜିଲ୍ଲାପାଳଙ୍କ ଗୁରୁତ୍ୱାରୋପ
ସୋନପୁର : ଚଳିତ ଖରିଫ ଧାନକ୍ରୟକୁ ସୁରୁଖୁରୁରେ ସମ୍ପର୍ଣ୍ଣ କରିବା ପାଇଁ ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ବିଶେଷ ତତ୍ପରତା ପ୍ରକାଶ ପାଇଛି । ସୋସାଇଟି ସ୍ତରୀୟ ଧାନ କ୍ରୟ କମିଟି ଗୁଡିକୁ କ୍ରିୟାଶୀଳ ତଥା ସୁବ୍ୟବସ୍ଥିତ କରିବା ପାଇଁ ପ୍ରତ୍ୟେକ ବ୍ଲକରେ ଗୋଷ୍ଟୀ ଉନ୍ନୟନ!-->…
Read More...
Read More...
ଛତ୍ରପୁର ଜଗନ୍ନାଥ ମନ୍ଦିରଠାରୁ ତାରାତାରିଣୀଙ୍କ ପୀଠ ଯାଏଁ ପତିତପାବନ ଯାତ୍ରା
ଗଞ୍ଜାମ:ଛତ୍ରପୁର ସହରର ତାଡେପଲ୍ଲୀ ସାହି ସ୍ଥିତ ଜଗନ୍ନାଥ ମନ୍ଦିର ଠାରୁ ତାରାତାରିଣୀଙ୍କ ପୀଠ ଯାଏଁ ଏକ ଆଧ୍ୟାତ୍ମିକ ପଦଯାତ୍ରାର ଆୟୋଜନ କରାଯାଇଛି । ୧୯୭୭ ମସିହାରେ ଏହି ମନ୍ଦିର ପକ୍ଷରୁ ପୁରୀ ଶ୍ରୀମନ୍ଦିର ପର୍ଯ୍ୟନ୍ତ ହୋଇଥିବା ଐତିହାସିକ ପତିତ ପାବନ ପଦଯାତ୍ରାର ସ୍ମରଣପୂର୍ବକ ଆୟୋଜିତ!-->…
Read More...
Read More...
ସ୍ମାର୍ଟ୍ ସ୍କୁଲ ପକ୍ଷରୁ ପଥପ୍ରାନ୍ତ ସଚେତନତା
ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ରାଜନହର ସମ୍ମୁଖରେ ଶିଶୁ ଦିବସ ଉପଲକ୍ଷେ ସ୍ମାର୍ଟ୍ ସ୍କୁଲ ପକ୍ଷରୁ ପଥପ୍ରାନ୍ତ ନୃତ୍ୟ ନାଟିକା ମାଧ୍ୟମରେ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ସ୍କୁଲର ଶିଶୁ କଳାକାର ମାନେ ସୁନ୍ଦର୍ ନୃତ୍ୟ ମାଧ୍ୟମରେ ଶିଶୁ କନ୍ୟା!-->…
Read More...
Read More...
ଆରମ୍ଭ ହେଲା ଅପରେସନ ନୀଳ ଜହର:ପୋଲିସ୍ ଓ ଅବକାରୀ ବିଭାଗ ପକ୍ଷରୁ ନଷ୍ଟ ହେଲା ୧୧୦ ଏକର ବେଆଇନ୍ ଗଞ୍ଜେଇ ଚାଷ
ବାଲିଗୁଡ଼ା: ଆରମ୍ଭ ହେଲା ଅପରେସନ ନୀଳ ଜହର । କନ୍ଧମାଳ ଏସପିଙ୍କ ନିର୍ଦ୍ଦେଶକ୍ରମେ ବାଲିଗୁଡ଼ା ପୋଲିସ୍ ଓ ଅବକାରୀ ବିଭାଗ ପକ୍ଷରୁ ଆରମ୍ଭ ହୋଇଛି ଏହି ଅପରେସନ । ବାଲିଗୁଡ଼ା ଥାନା ବୁଡ୍ରୁକିଆ ଗ୍ରାମ ପଞ୍ଚାୟତର ସିପାଞ୍ଜିରି ଅଞ୍ଚଳରେ ୧୧୦ ଏକର ଜଙ୍ଗଲ ଜମିରେ ବେଆଇନ୍ ଭାବେ ଚାଷ ହୋଇଥିବା!-->…
Read More...
Read More...
ଦଶପଲ୍ଲାରେ ଶୀତ ଲହରୀ, ଜାଡ଼ରେ ଥରୁଛି ମାଳ ଅଞ୍ଚଳ
ଦଶପଲ୍ଲା,୧୪/୧୧: - ବଣଜଙ୍ଗଲ ପରିବେଷ୍ଟିତ ଦଶପଲ୍ଲାରେ ଏବେ ଶୀତର ପ୍ରକୋପ ବୃଦ୍ଧି ପାଇଛି । ଦଶପଲ୍ଲାର ଅନେକ ଅଞ୍ଚଳରେ ଶୀତ ତରଙ୍ଗ ଅନୁଭୂତ ହେଉଥିବାବେଳେ, କେତେକ ସ୍ଥାନରେ ପାରଦ ୧୦ ଡିଗ୍ରୀ ସେଲସିୟସ ତଳକୁ ଖସିବାସହ ସାଧାରଣ ଜୀବନକୁ ପ୍ରଭାବିତ କରିଛି । କଳସାଖମଣ, ଚଢେୟାପଲ୍ଲୀ, ନୂଆଗାଁ,!-->…
Read More...
Read More...
ତୁମୁଡିବନ୍ଧ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଶିଶୁ ଦିବସ
ଫୁଲବାଣୀ,୧୪/୧୧ :- କନ୍ଧମାଳ ଜିଲ୍ଲାର ତୁମୁଡିବନ୍ଧର ଡ଼ଃ ଆମ୍ବେଦକାର ଛକରେ ଥିବା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ସ୍ୱର୍ଗତ ପଣ୍ଡିତ ଜବାହରଲାଲ ନେହେରୁଙ୍କ ୧୩୪ ତମ ଜୟନ୍ତୀ ପାଳିତ ହୋଇଯାଇଛି । ପାରମ୍ପରିକ ରୀତିରେ ପ୍ରାର୍ଥନା ଓ ପୂଜା ପାଠ ସାରିଲା ପରେ ପ୍ରଧାନ ଆଚାର୍ଯ୍ୟ କୈଳାସ!-->…
Read More...
Read More...